ମୟୂରଭଞ୍ଜ

ପରିତ୍ୟକ୍ତ କୂଅରୁ ଭାଲୁ ଉଦ୍ଧାର

କପ୍ତିପଦା,୫ା୧(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଅଧୀନ ପିଙ୍ଗୁ ଗ୍ରାମର ଏକ ପରିତ୍ୟକ୍ତ କୂଅ ମଧ୍ୟରୁ ଗୋଟିଏ ଭାଲୁକୁ ଉଦ୍ଧାର କରାଯାଇଛି। ଜଙ୍ଗଲରୁ ଚାଲି ଆସିଥିବା ଭାଲୁଟି ସୁଦର୍ଶନ ବେହେରାଙ୍କ ବାଡ଼ିରେ ଥିବା କୂଅରେ ପଡ଼ି ଯାଇଥିଲା। ଖବର ପ୍ରଚାରିତ ହେବା…

ମୟୂରଭଞ୍ଜରେ ଆରମ୍ଭ ହେଲା ପକ୍ଷୀ ଗଣନା

ବାରିପଦା ଅଫିସ/ଠାକୁରମୁଣ୍ଡା/ ରାଇରଙ୍ଗପୁର,୪ା୧(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲାରେ ବନ ବିଭାଗ ପକ୍ଷରୁ ଶୁକ୍ରବାର ପକ୍ଷୀ ଗଣନା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ପକ୍ଷୀଙ୍କ ସଂରକ୍ଷଣ, ପ୍ରଜାତି ଚିହ୍ନଟ ଓ ଗତିବିଧି ଜାଣିବା ପାଇଁ ଏହି ଗଣନା କରାଯାଉଛି। ଶିମିଳିପାଳ ଅଭୟାରଣ୍ୟ ସମେତ ବାରିପଦା, କରଞ୍ଜିଆ…

ବେଧଡ଼କ ଚାଲିଛି କୁକୁଡ଼ା ଲଢେଇ

କପ୍ତିପଦା,୪ା୧(ଡି.ଏନ.ଏ)- କୁକୁଡ଼ା ଲଢେଇ ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାର ଏକ ପରମ୍ପରା । ମାତ୍ର ରାଜ୍ୟ ସରକାର ଏହାକୁ ବେଆଇନ ଦର୍ଶାଇ ବନ୍ଦ କରିଥିବା ବେଳେ ଜିଲାର ବିଭିନ୍ନ ଅଞ୍ଚଳରେ ଏହା ଖୁଲମଖୁଲା ଚାଲିଛି। ଜିଲା ପ୍ରଶାସନ ଏହି ଲଢେଇ ବନ୍ଦ…

ଆନ୍ଦୋଳନ ପାଇଁ ଭଞ୍ଜସେନାର ଚେତାବନୀ

ବାରିପଦା ଅଫିସ,୩ା୧- ମୟୂରଭଞ୍ଜ ଜିଲାରେ ପର୍ଯ୍ୟଟନସ୍ଥଳ ଭରପୁର ଥିଲେ ମଧ୍ୟ ଏହାର ଉନ୍ନତି କିମ୍ବା ରକ୍ଷଣାବେକ୍ଷଣ ଦିଗରେ ରାଜ୍ୟ ତଥା କେନ୍ଦ୍ର ସରକାର କୌଣସି ପଦକ୍ଷେପ ନେଉ ନାହାନ୍ତି। ବିଭିନ୍ନ ସଂଗଠନ ଜିଲାରେ ପର୍ଯ୍ୟଟନ ଶିଳ୍ପ ସ୍ଥାପନ ପାଇଁ ଦାବି କରି…

ସାହି ଭାଇ ଆସିଲେନି, ୨ ଦିନ ଘରେ ପଡ଼ି ରହିଲା ମୃତଦେହ: ପ୍ରଶାସନର ହସ୍ତକ୍ଷେପ ପରେ ହେଲା ଅନ୍ତିମ ସତ୍କାର

ବଡ଼ସାହି,୩ା୧(ସ୍ବ.ପ୍ର)- ଧର୍ମ ପରିବର୍ତ୍ତନ କରିଥିଲେ ବୋଲି ସାହିଭାଇ ମୃତଦେହ ଉଠାଇବାକୁ ଆସିଲେନି। ୨ ଦିନ ଘର ଭିତରେ ପଡ଼ି ରହିଲା ମୃତଦେହ । ଶେଷରେ ପ୍ରଶାସନର ହସ୍ତକ୍ଷେପ ପରେ ସତ୍କାର କରାଗଲା। ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ…

ପାଣିରେ ବୁଡ଼ି ଯୁବକଙ୍କ ମୃତ୍ୟୁ

ଉଦଳା,୨ା୧(ଡି.ଏନ୍‌.ଏ.)- ନୂଆ ବର୍ଷକୁ ସ୍ବାଗତ କରିବା ନିମନ୍ତେ ସମସ୍ତେ ମସଗୁଲ୍‌ ଥିବା ବେଳେ ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ ଆମ୍ବଡିହା ଗ୍ରାମରେ ଏକ ଅଘଟଣ ଘଟିଛି। ଗାଧୋଇବା ପାଇଁ ନଦୀକୁ ଯାଇଥିବା ବେଳେ ପାଣିରେ ବୁଡି ଜଣେ ଯୁବକଙ୍କ ମୃତ୍ୟୁ…

ପରିବେଶ ସୁରକ୍ଷାର ବାର୍ତ୍ତା ଦେଇ ନବବର୍ଷକୁ ସ୍ବାଗତ

ବାରିପଦା ଅଫିସ,୨ା୧- ବାରିପଦା ଶହୀଦ ପଡ଼ିିଆଠାରେ ସାମାଜିକ ଅନୁଷ୍ଠାନ କ୍ଲବ ଫ୍ରେଣ୍ଡଶିପ ପକ୍ଷରୁ ମଙ୍ଗଳବାର ରାତିରେ ପରିବେଶ ସୁରକ୍ଷାର ବାର୍ତ୍ତା ଦେଇ ନବବର୍ଷକୁ ସ୍ବାଗତ କରାଯାଇଛି। ଅତିଥିମାନଙ୍କୁ ଗୋଟିଏ ଗୋଟିଏ ଚାରା ଗଛ ପ୍ରଦାନ କରି ଅନୁଷ୍ଠାନ ପରିବେଶ ସୁରକ୍ଷା ବାର୍ତ୍ତା…

ଧାନଗଦାରେ ନିଆଁ ଲଗାଇଲେ ଯୁବକ

ବଡ଼ସାହି,୨ା୧(ସ୍ବ.ପ୍ର)- ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ସୁହାଗପୁର ପଞ୍ଚାୟତ ଗୋଉଡମୁଣ୍ଡୁଳି ଗ୍ରାମର ଜଣେ ଯୁବକ ୩ ଏକର ଜମିରେ ଥିବା ଧାନଗଦାରେ ନିଆଁ ଲଗାଇ ଦେଇଛନ୍ତି। ଏ ସମ୍ପର୍କରେ ଚାଷୀ ବିଜୟ ଶଙ୍ଖୁଆଳ ଥାନାରେ ଅଭିଯୋଗ କରିବା ପରେ ପୋଲିସ…

ଧାନଗଦାରେ ନିଆଁ ଲଗାଇଦେଲେ ଯୁବକ, ବଡ଼ସାହି ଥାନାରେ ଅଭିଯୋଗ କଲେ ଚାଷୀ

ବଡ଼ସାହି,୧।୧(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅନ୍ତର୍ଗତ ସୁହାଗପୁର ପଞ୍ଚାୟତ ଗୋଉଡ଼ମୁଣ୍ଡଳୀ ଗ୍ରାମର ଜନୈକ ଯୁବକ ଜଣେ ଚାଷୀଙ୍କ ଧାନଗଦାରେ ନିଆଁ ଲଗାଇ ଦେଇଥିବା ଅଭିଯୋଗ ହୋଇଛି। ଚାଷୀ ବିଜୟ ଶଙ୍ଖୁଆଳ କ୍ଷେତରେ ଧାନଗଦା ମାରିଥିଲେ। ମଙ୍ଗଳବାର ରାତିରେ ଯୁବକ ଜଣଙ୍କ…

ଡ୍ରେନ ନିର୍ମାଣ ଅଧାପନ୍ତରିଆ

ବିଶୋଇ, ୩୧।୧୨(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ବିଶୋଇ ବ୍ଲକ ଛକର ୪୯ ନଂ. ଜାତୀୟ ରାଜପଥ କଡ଼ରେ ଥିବା ଡ୍ରେନ କାର୍ଯ୍ୟ ଅଧାପନ୍ତରିଆ ଅବସ୍ଥାରେ ରହିଛି। ଫଳରେ ଏହି ରାସ୍ତା ଦେଇ ଯାତାୟାତ କରୁଥିବା ଜନସାଧାରଣଙ୍କ ଜୀବନ ପ୍ରତି ବିପଦ ଆଶଙ୍କା ଦେଖାଦେଇଛି। ବିଶୋଇ…

ପର୍ଯ୍ୟଟନ କ୍ଷେତ୍ର ‘ଶମୀବୃକ୍ଷ’ ଅବହେଳିତ

କପ୍ତିପଦା,୩୦।୧୨(ଡି଼.ଏନ.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ କୋଳିଅଳମ୍‌ ଓ ଦେବଳା ପଞ୍ଚାୟତ ସୀମାରେ ରହିଛି ପ୍ରସିଦ୍ଧ ପୌରାଣିକ ପୀଠ ‘ଶମୀବୃକ୍ଷ’। ଉଦଳାରୁ ଏହାର ଦୂରତା ପ୍ରାୟ ୧୮ କି.ମି. । ଶମୀବୃକ୍ଷ ପାହାଡ଼ର ଉଚ୍ଚତା ୭ଶହ ମିଟର। ଏହା ପାର୍ଶ୍ୱଦେଇ…

ସୌନ୍ଦର୍ଯ୍ୟ ଅଛି, ବିକାଶ ନାହିଁ

କପ୍ତିପଦା,୩୦।୧୨(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ରେଞ୍ଜ୍‌ ପୋଡ଼ାଡିହା ବନଖଣ୍ଡ ଅଧୀନ ମାଛକାନ୍ଦଣା ଓ ଚିଙ୍ଗୁଡିଆ ଜଳପ୍ରପାତର ମନୋରମ ସୌନ୍ଦର୍ଯ୍ୟ ସଭିଙ୍କୁ ଆନମନା କରିଥାଏ। ଶିମିଳିପାଳର ଜୈବବିବିଧତା, ସବୁଜିିମାପୂର୍ଣ୍ଣ ପରିବେଶ ଓ ଜଳପ୍ରପାତର ନିଆରା ଆକର୍ଷଣ ସବୁ ସମୟରେ ପର୍ଯ୍ୟଟକ, କବି, ଦାର୍ଶନିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri