ମୟୂରଭଞ୍ଜ

ପିଆରଏମ ମେଡିକାଲ କଲେଜ ଅଧୀକ୍ଷକଙ୍କ ବହିଷ୍କାର ଦାବି କଲା ଭଞ୍ଜସେନା

ବାରିପଦା ଅଫିସ, ୪ା୨- ପଣ୍ଡିତ ରଘୁନାଥ ମୁର୍ମୁ (ପିଆରଏମ୍‌) ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ବିପର୍ଯ୍ୟସ୍ଥ ସ୍ବାସ୍ଥ୍ୟସେବା ବିରୋଧରେ ସୋମବାର ଭଞ୍ଜସେନାର କାର୍ଯ୍ୟକର୍ତ୍ତା ଜିଲା ପ୍ରଶାସନ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଲାଗି ରହିଥିବା ଅବ୍ୟବସ୍ଥାକୁ ସଜାଡ଼ିବା…

ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ: ପୂଜା ହେଲେ ୧୫୦ରୁ ଊର୍ଦ୍ଧ୍ୱ ଗୁରୁଜନ

ଉଦଳା, ୩ା୨(ଡି.ଏନ.ଏ.)-ଆଜିର ସମାଜରେ ବୃଦ୍ଧ ମା’ବାପାଙ୍କୁ ବୃଦ୍ଧାଶ୍ରମରେ ଦେଖିବାକୁ ମିଳୁଛି ା ମା’ ବାପା ଚଳନ୍ତି ଠାକୁର ହୋଇଥିବା ବେଳେ ସେମାନଙ୍କୁ ଅବହେଳା କରୁଛନ୍ତି ଜନ୍ମ କଲା ପିଲାମାନେ ା ଜୀବନର ଶେଷ ପାହାଚରେ ପିଲାଙ୍କ ସ୍ନେହ ଟିକିଏ ପାଇଁ ସେମାନେ…

ଚୋରାକାଠ କାରଖାନାରେ ଚଢ଼ାଉ

ବାରିପଦା ଅଫିସ, ୩।୨-ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଧୀନ ବାଗଦିଆ ଗଉଡଡିଆଠାରେ ବନବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ଲକ୍ଷାଧିକ ଟଙ୍କାର କାଠ ଜବତ କରାଯାଇଛି। ସେଠାରେ କାଠ ମିସ୍ତ୍ରୀ ଥିବା ଜଣେ ବ୍ୟକ୍ତିଙ୍କୁ ବନ ବିଭାଗ ଗିରଫ କରିଛି। ତାଙ୍କ ନାମ…

ଗାଁ ଲୋକଙ୍କୁ ଚୁଆ ପାଣି ଭରସା

କପ୍ତିପଦା, ୩।୨(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ଲାବଣ୍ୟଦେଇପୁର ପଞ୍ଚାୟତର ଗଜାପଥର ଓ ଶରତ ପଞ୍ଚାୟତର ଅଶ୍ୱକୂଟୀ ଛକ ସାହି ଗ୍ରାମ ଏବେ ବି ପ୍ରଶାସନର ଦୃଷ୍ଟି ଆଢୁଆଳରେ ରହିଛି। ଫଳରେ ଗଜାପଥର ଗ୍ରାମରେ ଆଦିବାସୀ ସମ୍ପ୍ରଦାୟର ୩୦୦ ଓ ଅଶ୍ୱକୂଟୀ…

ହତ୍ୟାକାରୀ ପୁତୁରା ଗିରଫ

ବାରିପଦା ଅଫିସ/ବାଙ୍ଗିରିପୋଷି,୨ା୨(ଡ଼ି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଉପର ଉଚ୍ଚଡିହା ଗ୍ରାମରେ ଗତ ୨୭ ତାରିଖ ରାତିରେ ବନ୍ଦ କୋଠରିରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଗୁରା ସିଂ (୫୮) ଙ୍କୁ ତାଙ୍କ ପୁତୁରା ଉକ୍ତ ଗ୍ରାମର…

ଜଳଯୋଗାଣ ପ୍ରକଳ୍ପ ନିର୍ମାଣସ୍ଥଳକୁ ନେଇ ଉତ୍ତେଜନା

ରାଇରଙ୍ଗପୁର,୨ା୨(ଡି.ଏନ୍‌.ଏ.): ରାଇରଙ୍ଗପୁର କଲେଜ ଛାତ୍ରୀନିବାସ ପଛପଟ ପାଚେରୀ ଏବଂ ଖେଳପଡ଼ିଆ ପାର୍ଶ୍ୱରେ ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପ ନିର୍ମାଣସ୍ଥଳକୁ ନେଇ ବିବାଦ ଦେଖାଦେଇଛି। ରାଇରଙ୍ଗପୁର ବ୍ଲକ ଅଧୀନ ଭାଲୁବସା ପଞ୍ଚାୟତବାସୀ ଏହି ପ୍ରକଳ୍ପ ନିର୍ମାଣ ସପକ୍ଷରେ ଥିବା ବେଳେ ସ୍ଥାନୀୟ ପୁରୁଣାଘାଟୀ ବସ୍ତି…

ଡାକ୍ତରଙ୍କ ଅବହେଳାରୁ ଶିଶୁମୃତ୍ୟୁ ଅଭିଯୋଗ: ବାରିପଦା ମେଡିକାଲ କଲେଜରେ ଉତ୍ତେଜନା, ଥାନାରେ ଅଭିଯୋଗ କଲେ ମହିଳାଙ୍କ ସ୍ବାମୀ

ବାରିପଦା ଅଫିସ,୧।୨- ଡାକ୍ତରଙ୍କ ଅବହେଳାରୁ ମୃତଶିଶୁ ଜନ୍ମ। ପ୍ରସବ ସ୍ବାଭାବିକ ହେବ କହି ଶେଷରେ ମୃତଶିଶୁ ଜନ୍ମ ଦେଇଥିଲେ ଗର୍ଭବତୀ। ଏଥିସହ ପ୍ରସବ କରାଇବାକୁ ସମ୍ପୃକ୍ତ ଚିକିତ୍ସକ ଓ କର୍ମଚାରୀ ଲାଞ୍ଚ ମାଗିଥିଲେ। ଏଭଳି ଏକ ସଙ୍ଗିନ୍‌ ଅଭିଯୋଗ ମୟୂରଭଞ୍ଜ ଜିଲ୍ଲା…

ଭାରତବାସୀ ସଂଗଠନର ଧାରଣା

ବାରିପଦା ଅଫିସ,୧ା୨- କେନ୍ଦ୍ର ସରକାରଙ୍କ ଲକ୍ଷ୍ୟହୀନ ଶାସନ ବ୍ୟବସ୍ଥା ଯୋଗୁ ଦେଶରେ ସୃଷ୍ଟି ହୋଇଥିବା ଆର୍ଥିକ ସଙ୍କଟ, ମାନ୍ଦାବାସ୍ଥା, ବେରୋଜଗାରି ସମେତ ଅନ୍ୟାନ୍ୟ ବିଭାଜନକାରୀ ନୀତି ବିରୋଧରେ ଭାରତବାସୀ ସଂଗଠନ ପକ୍ଷରୁ ବାରିପଦା ଗାନ୍ଧୀ ପାର୍କ ସ୍ଥିତ ମହାତ୍ମା ମାନ୍ଧୀଙ୍କ ପ୍ରତିମୂର୍ତ୍ତି…

ପ୍ରସ୍ତାବିତ ଓଭରବ୍ରିଜ ପାଇଁ ଉଚ୍ଛେଦକୁ ବିରୋଧ

ବାରିପଦା ଅଫିସ,୩୧ା୧- ମୟୂରଭଞ୍ଜ ଜିଲା ବାରିପଦା ସହରର ପାଳବଣି ଗୋଲେଇଠାରୁ କୃଷ୍ଣଚନ୍ଦ୍ର ଗୋଲେଇ ମଧ୍ୟରେ ରେଳ ଓ ପୂର୍ତ୍ତ ବିଭାଗ ପକ୍ଷରୁ ମିଳିତ ଭାବେ ଓଭରବ୍ରିଜ ନିର୍ମାଣ କରାଯିବ। ଏଥିପାଇଁ ମାଟି ପରୀକ୍ଷା ସରିଥିବା ବେଳେ ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହୋଇଛି।…

ଧର୍ମଘଟ ଯୋଗୁ ବ୍ୟାଙ୍କ ସେବା ବାଧାପ୍ରାପ୍ତ

ବାରିପଦା ଅଫିସ,୩୦ା୧- ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ(ୟୁଏଫବିୟୁ) ତରଫରୁ ୨ ଦିନିଆ ବ୍ୟାଙ୍କ ଧର୍ମଘଟ ଆରମ୍ଭ ହୋଇଛି। ଶୁକ୍ରବାର ୟୁନିୟନର କର୍ମକର୍ତ୍ତାମାନେ ବାରିପଦାର ବ୍ୟାଙ୍କ ଅଫ ଇଣ୍ଡିଆ, ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଓ ଅନ୍ୟ ସମସ୍ତ ରାଷ୍ଟ୍ରାୟତ୍ତ ବ୍ୟାଙ୍କ…

୨ ଫିଲ୍ମର ଶୁଭ ମହୁରତ

ବାରିପଦା ଅଫିସ,୩୧ା୧- ବାରିପଦା ସହର ସ୍ଥିତ ଅମ୍ବିକା ମନ୍ଦିରରେ ଗୁରୁବାର ଓଡ଼ିଆ ଚଳଚ୍ଚିତ୍ର ‘କକୁକୁଲା’ ଓ ଇଂଲିଶ ଫିଲ୍ମ ‘ଦି ଲାଷ୍ଟ ହେଲପ୍‌’ର ଶୁଭ ମହୁରତ ହୋଇଛି। ଏହି କାର୍ଯ୍ୟକ୍ରମକୁ ସିନେ ପ୍ରଯୋଜକ ତଥା ଅଭିନେତା ପ୍ରଦ୍ୟୁମ୍ନ ଲେଙ୍କା ଆନୁଷ୍ଠାନିକ ଭାବେ…

ହରିପୁର ଘାଟରୁ ବେଆଇନ ବାଲି ଚାଲାଣ

ବାରିପଦା ଅଫିସ,୩୧ା୧- ମୟୂରଭଞ୍ଜ ଜିଲା ବଡ଼ସାହି ତହସିଲ ଅଧୀନ ପ୍ରତାପପୁର ପଞ୍ଚାୟତର ବୁଢ଼ାବଳଙ୍ଗ ନଦୀର ହରିପୁର ବାଲିଘାଟରୁ ବେଆଇନ ଭାବେ ବାଲି ଚାଲାଣ ହେଉଛି। ସ୍ଥାନୀୟ ଲୋକେ ତହସିଲ କର୍ତ୍ତୃପକ୍ଷଙ୍କୁ ଏନେଇ ଅବଗତ କରାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?