ଜାତୀୟ ରାଜପଥ ମାନ୍ୟତା ପାଇଁ ଦାବିପତ୍ର
କପ୍ତିପଦା,୧୦ା୧୨(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍ ଦେଇ ଟି.ଡି.ପି.ୟୁ ଏମ.ବି.ଆର(ଠାକୁରମୁଣ୍ଡା, ଡଙ୍ଗାଡିହା, ପୋଡାଡିହା,ଉଦଳା,ମାଣତ୍ରୀ,ବୈଶିଙ୍ଗା ଓ ରୂପସା) ଏମଡିଆର-୭୦ ଏକ ରାସ୍ତା ରହିଛି। ଏହି ରାସ୍ତାକୁ ଜାତୀୟ ରାଜପଥର ମାନ୍ୟତା ଦେବା ପାଇଁ ଅଞ୍ଚଳବାସୀ ଅଣ୍ଟା ଭିଡ଼ିଛନ୍ତି। ପ୍ରଦୀପ କୁମାର ରାଉତ, ବିକାଶ…
ରେଳଷ୍ଟେଶନ ପରିସରରୁ ଜବରଦଖଲ ଉଚ୍ଛେଦ
ବେତନଟୀ,୧୦ା୧୨(ଡି.ଏନ୍.ଏ.)- ବେତନଟୀ ରେଳଷ୍ଟେଶନ ପରିସରରେ ଦୀର୍ଘ ବର୍ଷ ଧରି ଦୋକାନ ବଜାର ଓ ଡ଼େଲି ପରିବା ମାର୍କେଟ ଗଢି ଉଠିଥିବାବେଳେ ସୋମବାର ଏହାକୁ ଉଚ୍ଛେଦ କରାଯାଇଛି। ରେଳ ବିଭାଗ ବାଲେଶ୍ୱର କାର୍ଯ୍ୟାଳୟର ସହକାରୀ ଡିଭିଜନାଲ ଇଞ୍ଜିନିୟରଙ୍କ ପକ୍ଷରୁ ଜବରଦଖଲକାରୀଙ୍କୁ ଗତ ନଭେମ୍ବର…
ଅଜଣା ଗାଡ଼ି ଧକ୍କାରେ ଦୁଇ ସାଙ୍ଗଙ୍କ ଜୀବନ ଗଲା
ବାରିପଦା ଅଫିସ,୯।୧୨: ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଧୀନ ଜ୍ୟୋତିପୁର ନିକଟରେ ସୋମବାର ଭୋର୍ରେ ଏକ ଅଜଣା ଗାଡି ଧକ୍କାରେ ଦୁଇ ଯୁବକଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ସଦର ଥାନା ଅଧୀନ ଇଟାମୁଣ୍ଡିଆ ଗ୍ରାମର ଦୁଇ ସାଙ୍ଗ ଗୌତମ…
ବଳାତ୍କାର ପୀଡ଼ିତା ଅଧ୍ୟାପିକାଙ୍କ ଆତ୍ମହତ୍ୟା ଘଟଣା : ଆଉ ଜଣେ ଅଭିଯୁକ୍ତ କୋର୍ଟ ଚାଲାଣ
ରାଇରଙ୍ଗପୁର,୯ା୧୨(ଡି.ଏନ୍.ଏ.): ଗତ ସପ୍ତାହ ତଳେ ରାଇରଙ୍ଗପୁର ଅଞ୍ଚଳର ଏକ କଲେଜର ଜଣେ ବଳାତ୍କାର ପୀଡ଼ିତା ଅଧ୍ୟାପିକାଙ୍କ ଆତ୍ମହତ୍ୟା ମାମଲାରେ ସମ୍ପୃକ୍ତ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ଟାଉନଥାନା ପୋଲିସ ଗିରଫ ପରେ ରବିବାର କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ କେନ୍ଦୁଝର…
ଅପହୃତା ନାବାଳିକା ଉଦ୍ଧାର
ବଡ଼ସାହି,୯ା୧୨(ସ୍ବ.ପ୍ର)-ବଡ଼ସାହି ଥାନା ଅଞ୍ଚଳରୁ ନଭେମ୍ବର ୨୪ତାରିଖରେ ଅପହୃତା ଜଣେ ନାବାଳିକାଙ୍କୁ ପୋଲିସ ଉଦ୍ଧାର କରିବା ସହ ଅପହରଣକାରୀ ଯୁବକଙ୍କୁ କାବୁ କରିଛି। ଅଷ୍ଟମ ଶ୍ରେଣୀରେ ପଢୁଥିବା ଉକ୍ତ ନାବାଳିକାଙ୍କ ସନ୍ଧାନ ଲାଗି ତାଙ୍କ ପିତାମାତା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏକ…
କାମରେ ଆସୁନି ଭ୍ରାମ୍ୟମାଣ ରକ୍ତ ସଂଗ୍ରହ ଯାନ
ବାରିପଦା ଅଫିସ,୯ା୧୨- ରକ୍ତ ଅଭାବରୁ ରୋଗୀମାନେ ଯେଭଳି ମୃତ୍ୟୁବରଣ ନ କରନ୍ତି, ତାହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଭ୍ରାମ୍ୟମାଣ ରକ୍ତ ସଂଗ୍ରହ ଯାନର ବ୍ୟବସ୍ଥା କରିଛନ୍ତି। ଷ୍ଟେଟ ବ୍ଲଡ ଟ୍ରାନ୍ସଫ୍ୟୁଜନ କାଉନସିଲ ଓ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…
ସୋନ ନଦୀରୁ ବେଆଇନ ବାଲି ଉଠାଣ
କୁଆମରା,୯ା୧୨(ଡି.ଏନ୍.ଏ.)- ଗୋପବନ୍ଧୁ ନଗର ବ୍ଲକ ଦେଇ ପ୍ରବାହିତ ସୋନ ନଦୀରୁ ବେଆଇନ ବାଲି ଉଠାଣ ଚାଲିଥିବା ଅଭିଯୋଗ ହୋଇଛି। ପ୍ରତ୍ୟହ ଦଶ ଚକିଆ ଟ୍ରକ ଓ ଟ୍ରାକ୍ଟର ବାଲି ପରିବହନ କରୁଛନ୍ତି। ଜୟପୁର, ଦିଘି ନୂଆସାହି, ନୂଆ ଗାଁ, ସାଇଁକୁଳା, କଣ୍ଟିସାହି…
କାଠ ଚୋରା ଚାଲାଣ ବେଳେ ଚଢ଼ାଉ: ୬ ଗିରଫ
ବାଙ୍ଗିରିପୋଷି,୮।୧୨(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବନ ବିଭାଗ କର୍ମଚାରୀ ଏହି ବନାଞ୍ଚଳର ଶୀର୍ଷା ବିଟ୍ ଅଧୀନ ଝାରପୋଖରିଆ-ସାରସକଣା ରାସ୍ତାରେ ଶନିବାର ଚଢାଉ କରି ସୀମାନ୍ତ ମହାବିଦ୍ୟାଳୟ ସମ୍ମୁଖରୁ ଏକ କାଠଗଣ୍ଡି ବୋଝେଇ ପିକ୍ଅପ ଭ୍ୟାନ ଜବତ କରିଛନ୍ତି। ସେହିପରି ରାଜାଲୋକା ବିଟ୍ର…
ବୁଢାବଳଙ୍ଗ ନଦୀପଠାରୁ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର
ବଡ଼ସାହି,୭।୧୨(ସ୍ବ.ପ୍ର): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଡିଙ୍ଗିରା ଗ୍ରାମର ବୁଢାବଳଙ୍ଗ ନଦୀପଠାରେ ଶନିବାର ଏକ ଅର୍ଦ୍ଧଦଗ୍ଧ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଏ ନେଇ ଗ୍ରାମବାସୀ ପୋଲିସକୁ ଜଣାଇବାପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି। ମୃତଦେହ ଚିହ୍ନଟ…
ହାତୀ ଭୟରେ ବନ୍ଦ ହେଲା ସ୍କୁଲ, ଜଣେ ଆହତ
ବାଙ୍ଗିରିପୋଷି,୭ା୧୨(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅଧୀନ ବିଭିନ୍ନ ଗ୍ରାମରେ ହାତୀ ଉପଦ୍ରବ ଜାରି ରହିଛି। ଶୁକ୍ରବାର ଝିଙ୍କପାହାଡି ଗ୍ରାମରେ ହାତୀ ପଶି ବ୍ୟାପକ ଫସଲ ନଷ୍ଟ କରିଛନ୍ତି। ପାଚେରୀ ନ ଥିବା ଯୋଗୁ ଏହି ଗ୍ରାମର ପ୍ରାଥମିକ ବିଦ୍ୟାଳୟକୁ ଛୁଟି…
ଛାତ୍ରୀନିବାସର ୯ ଅନ୍ତେବାସୀ ଅସୁସ୍ଥ
କପ୍ତିପଦା,୭ା୧୨(ଡି.ଏନ୍.ଏ.) – ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ଶାଳଚୁଆ ଉଚ୍ଚବିଦ୍ୟାଳୟର ୯ ଅନ୍ତେବାସିନୀ ଅସୁସ୍ଥ ହୋଇ ପଡ଼ିଛନ୍ତି। ଗୁରୁବାର ଏହି ଛାତ୍ରୀମାନେ ଝାଡ଼ାରେ ଆକ୍ରାନ୍ତ ହୋଇଥିଲେ। ବିଦ୍ୟାଳୟ କର୍ତ୍ତୃପକ୍ଷ ସେମାନଙ୍କୁ ଶାଳଚୁଆ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା କରାଇଥିଲେ। ତେବେ ଝାଡ଼ା…
ପୋଖରୀରେ ବୁଡି ଯୁବକ ମୃତ
ଠାକୁରମୁଣ୍ଡା,୬ା୧୨(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା କରଞ୍ଜିଆ ଉପଖଣ୍ଡ ରରୁଆଁ ଥାନା ଅନ୍ତର୍ଗତ ଜାମୁଦାପାଳ ଗ୍ରାମ ପୋଖରୀରେ ବୁଡ଼ି ଶୁକ୍ରବାର ସକାଳେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସତ୍ୟାନନ୍ଦ ସାହୁ(୩୨)। ଶୌଚ ହେବାକୁ ପୋଖରୀକୁ ଯାଇ ସେ ପାଣିରେ ବୁଡ଼ି ଯାଇଥିଲେ।…
Archives


