ମୟୂରଭଞ୍ଜ

୩ ଲଜ୍‌ରେ ଅନୈତିକ କାର୍ଯ୍ୟ: ଧରାପଡ଼ିଥିବା ୧୬ ଯୁବକ ଗିରଫ

ବାରିପଦା ଅଫିସ,୨୨।୧୨- ମୟୂରଭଞ୍ଜ ଜିଲା ବାରିପଦା ସହର ଜନଗହଳିପୂର୍ଣ୍ଣ ବଗୁଳି ମାର୍କେଟରେ ଥିବା ୩ଟି ଲଜ୍‌ରେ ଦେହ ବେପାର ଭଳି ଅନୈତିକ କାର୍ଯ୍ୟ ଚାଲିଥିବା ସନ୍ଦେହରେ ସ୍ଥାନୀୟ ଟାଉନ ଥାନା ପୋଲିସ ଶନିବାର ଚଢ଼ାଉ କରିଥିଲା। ସେଠାରୁ ଧରାପଡିଥିବା ୩୨ ଯୁବତୀଯୁବକଙ୍କ…

ଥମୁନି ହାତୀ ଉପଦ୍ରବ: ରାସ୍ତା ଅବରୋଧ କଲେ ଗ୍ରାମବାସୀ

ଠାକୁରମୁଣ୍ଡା,୨୨।୧୨ (ଡି.ଏନ.ଏ.) -କେନ୍ଦୁଝର ଜିଲା କରଞ୍ଜିଆ ବନଖଣ୍ଡ ଅଞ୍ଚଳର ବିଭିନ୍ନ ଗ୍ରାମରେ ହାତୀ ଉପଦ୍ରବ ଲାଗି ରହିଛି। ରାତି ହେଲେ ହାତୀପଲ ଜଙ୍ଗଲ ତଳି ଇଲାକାର ବିଭିନ୍ନ ଗ୍ରାମରେ ପଶି ଫସଲ ଉଜାଡୁଛନ୍ତି। ବନ କର୍ମଚାରୀ ହାତୀପଲକୁ ଘଉଡାଇବାରେ ସଫଳ ହେଉ…

ଭାଲୁ ତାଡ଼ିଦେଲା ଦୁଇ ଆଖି

ଉଦଳା,୨୦ା୧୨(ଡି.ଏନ୍‌.ଏ.) – ଘର ବାଡ଼ି ପାଖକୁ ଗୋରୁ ଖୋଜିବାକୁ ଯିବା ହେଲା କାଳ । ବାଉଁଶବୁଦାରେ ଲୁଚି ରହିଥିବା ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି ଜଣେ ବ୍ୟକ୍ତି। ତାଙ୍କର ଦୁଇ ଆଖି ଭାଲୁ ତାଡି ଦେଇଛି । ଏଭଳି ଘଟଣା ଘଟିଛି…

ପଥପ୍ରାନ୍ତ ସୁବିଧା କେନ୍ଦ୍ର କର୍ମଚାରୀଙ୍କ ଧାରଣା

କପ୍ତିପଦା,୨୦ା୧୨(ଡ଼ି.ଏନ୍‌.ଏ)- କପ୍ତିପଦା-ଉଦଳା ପୂର୍ତ୍ତ ବିଭାଗର ମୁଖ୍ୟରାସ୍ତାର ଝିଙ୍କପଦାଠାରେ ଥିବା ପଥପ୍ରାନ୍ତ ସୁବିଧା କେନ୍ଦ୍ରର କର୍ମଚାରୀମାନେ ଦରମା ଦାବିରେ ଧାରଣା ଦେଇଛନ୍ତି। ଗୁରୁବାର ଏହି କର୍ମଚାରୀମାନେ ସୁବିଧା କେନ୍ଦ୍ରରେ ତାଲା ପକାଇ ଧାରଣାରେ ବସିଥିଲେ। ଦରମା ନ ମିଳିବା ଆନ୍ଦୋଳନ ଚାଲିବ ବୋଲି…

ବାଲି ଉତ୍ତୋଳନକୁ ବିରୋଧ

ବଡ଼ସାହି,୨୦ା୧୨(ସ୍ବ.ପ୍ର)- ବଡ଼ସାହି ତହସିଲ ଅଧୀନ ଉଠାଣୀନୂଆଗଁା ଗ୍ରାମରେ ଥିବା ଲିଜ୍‌ ବାଲିଖାଦାନରୁ ବାଲି ଉତ୍ତୋଳନ ପାଇଁ ପ୍ରଶାସନ ପକ୍ଷରୁ ନିଆଯାଇଥିବା ପଦକ୍ଷେପକୁ ଗ୍ରାମବାସୀ ବିରୋଧ କରିଛନ୍ତିି। ଫଳରେ ସଜବାଜ ହୋଇ ଯାଇଥିବା ପୋଲିସ ପ୍ରଶାସନ ଓ ରାଜସ୍ବ ବିଭାଗ ଅଧିକାରୀଙ୍କ ସହ…

ସିପିଆଇ,ସିପିଏମ୍‌ର ପ୍ରତିବାଦ ସଭା

ବାରିପଦା ଅଫିସ,୨୦ା୧୨- ଭାରତର ସମ୍ବିଧାନରେ ଏଠାକାର ନାଗରିକମାନଙ୍କୁ ଧର୍ମ, ଜାତି, ଭାଷା ଓ ଲିଙ୍ଗ ନିର୍ବିଶେଷରେ ସମାନ ଅଧିକାର ଦେବା ବ୍ୟବସ୍ଥା ରହିଛି। ପୂର୍ବରୁ ଥିବା ନାଗରିକତା ଆଇନରେ ଭାରତର ନାଗରିକ କିଏ ହୋଇପାରିବ ତାହା ଧାର୍ଯ୍ୟ କରାଯାଇଥିବାବେଳେ କେନ୍ଦ୍ର ସରକାର…

ହାତୀ ଗୋଡ଼ାଇବା ବେଳେ କୂଅରେ ପଡ଼ି ବୃଦ୍ଧଙ୍କ ଜୀବନଗଲା

ଠାକୁରମୁଣ୍ଡା,୧୯।୧୨(ଡି.ଏନ୍‌.ଏ.) : ହାତୀମାନଙ୍କ କବଳରୁ ରକ୍ଷା ପାଇବାକୁ ଯାଇ ଜଣେ ବୃଦ୍ଧ ଦୌଡ଼ିବା ବେଳେ କୂଅରେ ପଡ଼ି ମୃତ୍ୟୁ ଘଟିଛି। ମୃତ ବୃଦ୍ଧ ଜଣକ ହେଉଛନ୍ତି ମୟୂରଭଞ୍ଜ ଜିଲା କରଞ୍ଜିଆ ବ୍ଲକ ଅନ୍ତର୍ଗତ ବାଟଗୌଡ଼ଗାଁର ଦ୍ୱାରୀ ନାଏକ (୬୫)। କରଞ୍ଜିଆ ବନଖଣ୍ଡ…

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ: ଏକକାଳୀନ ୩ ସ୍ଥାନରେ ଚଢ଼ାଉ

ବାରିପଦା ଅଫିସ,୧୯।୧୨: ମୟୂରଭଞ୍ଜ ଜିଲା ବାରିପଦା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ସହକାରୀ ଯନ୍ତ୍ରୀ ଦୁର୍ଗାମାଧବ ମିଶ୍ରଙ୍କ ଘରେ ଭିଜିଲାନ୍ସ ଟିମ୍‌ ପକ୍ଷରୁ ଚଢ଼ାଉ କରାଯାଇଛି। ଯନ୍ତ୍ରୀଙ୍କ ନାମରେ ଆୟ ବହିଃର୍ଭୂତ ମାମଲା ରୁଜୁ ହୋଇଥିବାରୁ ଏହି ଚଢ଼ାଉ କରାଯାଉଥିବା ପ୍ରକାଶ।…

ଗଛରୁ ପଡ଼ି ଛାତ୍ର ଗୁରୁତର : ବିଦ୍ୟାଳୟରେ ତାଲା ପକାଇଲେ ଗ୍ରାମବାସୀ

କପ୍ତିପଦା,୧୯ା୧୨(ଡି.ଏନ୍‌.ଏ.)- କପ୍ତିପଦା ବ୍ଲକ୍‌ ଶରତ ଥାନା କେଶପଡ଼ା ଜୁରିଆ ସାହି ପ୍ରାଥମିକ ବିଦ୍ୟାଳୟର ଜଣେ ଛାତ୍ର ମଙ୍ଗଳବାର ଗଛରୁ ପଡ଼ି ଗୁରୁତର ଆହତ ହୋଇଛନ୍ତି ା ଏନେଇ ଗ୍ରାମବାସୀମାନେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ଅବହେଳାକୁ ଦାୟୀ କରିବା ସହିତ ବିଦ୍ୟାଳୟରେ ତାଲା ପକାଇ…

କାର୍ଯ୍ୟରେ ଅବହେଳା: ଶିକ୍ଷକ ନିଲମ୍ବିତ

କପ୍ତିପଦା,୧୯ା୧୨(ଡି.ଏନ୍‌.ଏ.)- କାର୍ଯ୍ୟରେ ଅବହେଳା କାରଣ ଯୋଗୁ କପ୍ତିପଦା ବ୍ଲକ ଅଧୀନରେ କାର୍ଯ୍ୟରତ ଜଣେ ସହକାରୀ ଶିକ୍ଷକଙ୍କୁ ବ୍ଲକ ଶିକ୍ଷାଧିକାରୀ(ବିଇଓ) ଶଶୀଧର ସିଂ ଚିଠି ନଂ.-୩୯୦୬ରେ ବୁଧବାର ନିଲମ୍ବନ କରିଛନ୍ତି ା ଶିକ୍ଷକ ଜଣକ ହେଲେ ଶାନ୍ତନୁ କୁମାର ଦାସ। ସେ ସରକାରୀ…

ଜରିମାନାରୁ ବର୍ତ୍ତିବା ପାଇଁ ଯୁବକଙ୍କ ନିଆରା ଉପାୟ

ବାରିପଦା ଅଫିସ,୧୯ା୧୨- ନୂତନ ମୋଟର ଯାନ ଆଇନ ଲାଗୁ ହେବା ପରେ ପୋଲିସ ଓ ପରିବହନ ବିଭାଗ ପକ୍ଷରୁ ଗାଡ଼ି ମୋଟର ଯାଞ୍ଚକୁ କଡ଼ାକଡ଼ି କରାଯାଇଛି। ଗାଡ଼ି ଚାଳକମାନଙ୍କଠାରୁ ଏଭଳି ଭାବେ ଜରିମାନା ଆଦାୟ କରାଯାଉଛି ଯେ, ଲୋକେ ଘରୁ ଗାଡ଼ିି…

ପଞ୍ଚାୟତ ନିର୍ବାହୀ ଅଧିକାରୀ ଚାକିରିରୁ ବହିଷ୍କୃତ

ବଡ଼ସାହି,୧୮।୧୨(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ମାନଗୋବିନ୍ଦପୁର ଓ ଶିଆଳିଘାଟି ଦୁଇ ପଞ୍ଚାୟତ ଦାୟିତ୍ୱରେ ଥିବା ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ଧର୍ମା ସିଂଙ୍କୁ ବୁଧବାର ଚାକିରିରୁ ବହିଷ୍କୃତ କରାଯାଇଛି। ଧର୍ମା ରାଇରଙ୍ଗପୁର ବ୍ଲକର ଭାଲୁବସା ପଞ୍ଚାୟତରେ କାର୍ଯ୍ୟ କରୁଥିବା ବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri