ମୟୂରଭଞ୍ଜ

ପୋଲିସ ଅବହେଳା ନେଲା ଜୀବନ: ବଳାତ୍କାର ପୀଡ଼ିତା ଅଧ୍ୟାପିକାଙ୍କ ମୃତଦେହ ଉଦ୍ଧାର

ବାରିପଦା ଅଫିସ/ରାଇରଙ୍ଗପୁର,୨ା୧୨(ଡି.ଏନ୍‌.ଏ.)- ବଳାତ୍କାରର ଶିକାର ହୋଇ ଜଣେ ଅଧ୍ୟାପିକା ପୋଲିସ ଠାରୁ ନ୍ୟାୟ ନ ପାଇ ଆତ୍ମହତ୍ୟା କରିବା ଭଳି ଘଟଣା ମୟୂରଭଞ୍ଜ ଜିଲାରେ ଆଲୋଡ଼ନ ସୃଷ୍ଟି କରିଛି। ରାଇରଙ୍ଗପୁରସ୍ଥିତ ଏକ କଲେଜ ହଷ୍ଟେଲର ଏକ କୋଠରିରୁ ତାଙ୍କ ଝୁଲନ୍ତା ମୃତଦେହକୁ…

ବିଶ୍ୱ ଏଡ୍‌ସ ଦିବସ ଆଜି: ଏବର୍ଷ ୮୦ ରୋଗୀ ଚିହ୍ନଟ, ୧୮ ମୃତ

ବାରିପଦା ଅଫିସ,୧।୧୨- ଏଡସ ନିରାକରଣ ଲାଗି ସଚେତନତା ଆଦି କାର୍ଯ୍ୟକ୍ରମ କରାଯାଉ ଥିଲେ ବି ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରେ ରୋଗୀ ସଂଖ୍ୟା ବଢିବାରେ ଲାଗିଛି। ଏହି ଜିଲାରେ ୨୦୦୬ ରୁ ୨୦୧୯ ଅକ୍ଟୋବର ମଧ୍ୟରେ ୧୧୨୯ ଏଡସ ରୋଗୀ ଚିହ୍ନଟ…

ଗରା, ବାଲ୍‌ଟି ଧରି ରାସ୍ତା ଅବରୋଧ

ଉଦଳା, ୧।୧୨(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା ଉଦଳା ଏନ୍‌ଏସିର ୯ନଂ ୱାର୍ଡର ବାସିନ୍ଦା ଜଳକଷ୍ଟର ଶିକାର ହେଉଛନ୍ତି। ପାନୀୟ ଜଳ ଯୋଗାଣ ଲାଗି ଦୀର୍ଘବର୍ଷ ହେଲା ପାଇପ୍‌ ବିଛା ଯାଇଥିଲେ ବି ଲୋକଙ୍କୁ ଜଳ ଯୋଗାଇ ଦିଆଯାଉନାହିଁ ା ପ୍ରଶାସନ ଏହାର କୌଣସି…

ଲାଞ୍ଚ ମାମଲା: ପୂର୍ବତନ ଆର୍‌ଆଇଙ୍କୁ ୨ ବର୍ଷ ଜେଲ

ବାରିପଦା ଅଫିସ,୧।୧୨- ମୟୁରଭଞ୍ଜ ଜିଲା ବାରିପଦା ସ୍ବତନ୍ତ୍ର ଭିଜିଲାନ୍ସ ଜଜ ଶରତ କୁମାର ଦେହୁରୀ ଶନିବାର ଏକ ଲାଞ୍ଚ ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ୨ ବର୍ଷ ଜେଲ ସହ ଓ ୨୦ ହଜାର ଟଙ୍କା ଜରିମାନା ଦଣ୍ଡାଦେଶ ଦେଇଛନ୍ତି ।…

ଖେଳୁଥିବାବେଳେ ସଂଜ୍ଞାହୀନ ହେଲେ ୪ ଛାତ୍ରୀ : ଡାକ୍ତରଖାନା ନ ନେଇ ପାଣିଛାଟି ଘରକୁ ପଠାଇଲେ ବିଦ୍ୟାଳୟ କର୍ତ୍ତୃପକ୍ଷ

ଉଦଳା,୧।୧୨(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ଉଦଳା ଏନଏସିରେ ଥିବା ମେଣ୍ଢାଖାଇ ୟୁଜିଏମଇ ସ୍କୁଲରେ ଶନିବାର ଖେଳୁଥିବା ବେଳେ ୭ରୁ ୯ ବର୍ଷ ବୟସର ୪ ଜଣ ଛାତ୍ରୀ ହଠାତ୍‌ ସଂଜ୍ଞାହୀନ ହୋଇ ପଡିଥିଲେ। ସେମାନଙ୍କୁ ଚିକିସତ୍ା ନିମନ୍ତେ ଡାକ୍ତରଖାନା ନେବା ପରିବର୍ତ୍ତେ ମୁହଁରେ ପାଣିଛିଟା…

ବାଇକ୍‌ ଡିକିରୁ ୪୭ ହଜାର ଲୁଟ୍‌

ବଡ଼ସାହି,୩୦।୧୧(ସ୍ବ.ପ୍ର.) : ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ନିକଟରୁ ଦୁର୍ବୃତ୍ତମାନେ ଶନିବାର ପୂର୍ବାହ୍ନରେ ଗାନ୍ଧୀଛକ ନିକଟ ଏମ୍‌ସିସି ବ୍ୟାଙ୍କ ସମ୍ମୁଖରୁ ବାଇକ ଡିକି ଭାଙ୍ଗି ୪୭ ହଜାର ଟଙ୍କା ଲୁଟ୍‌ କରିନେଇଛନ୍ତି। ଏ ନେଇ ବଡ଼ସାହି ଥାନାରେ ଲିଖିତ ଅଭିଯୋଗ ହେବା…

ଟ୍ରେନ୍‌ ଧକ୍କାରେ ଛାତ୍ର ମୃତ: ବିଦ୍ୟାଳୟ ଫାଟକ ବନ୍ଦ କରି ସ୍ଥାନୀୟ ଲୋକଙ୍କ ଆନ୍ଦୋଳନ

ବାରିପଦା ଅଫିସ,୩୦।୧୧: ମୟୂରଭଞ୍ଜ ଜିଲା ବୈଶିଙ୍ଗା ନିକଟ ମଛପଦା ଲେବଲ କ୍ରସିଂ ନିକଟରେ ଶନିବାର ଭୋର ସମୟରେ ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ବେଳେ ଟ୍ରେନ୍‌ ଲାଇନ୍‌ କଡ଼ରେ ମୃତଦେହ ପଡ଼ିଥିବାରୁ ତାଙ୍କୁ…

ମୟୂରଭଞ୍ଜ ଛଉନୃତ୍ୟ ଦଳର ବିଦେଶ ଯାତ୍ରା

ବାରିପଦା ଅଫିସ, ୩୦।୧୧- ମୟୂରଭଞ୍ଜ ଛଉନୃତ୍ୟର ପ୍ରଚାର ପ୍ରସାର ଲାଗି ଜିଲା ପ୍ରଶାସନ ପକ୍ଷରୁ ୨୦୧୬ରୁ କାର୍ଯ୍ୟକାରୀ ହେଉଥିବା ପ୍ରୋଜେକ୍ଟ ଛାଉଣୀର ଏକ ନୃତ୍ୟଦଳ ଓ୍ବେଷ୍ଟଇଣ୍ଡିଜ ଏବଂ ସାଉଥ୍‌ ଆମେରିକା ଯାତ୍ରା କରିଛନ୍ତି। ୮ ଜଣ ବିଶିଷ୍ଟ ଏହି ଦଳରେ ଗୁରୁ…

ନାବାଳିକା ଗଣବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ୍‌

ବାରିପଦା ଅଫିସ,୩୦।୧୧- ମୟୂରଭଞ୍ଜ ଜିଲା ସହକାରୀ ଦୌରାଜଜ୍‌ (ସ୍ପେସାଲ ଟ୍ରାକ) ଶାନ୍ତନୁ କୁମାର ଦାଶ ଶୁକ୍ରବାର ଏକ ଗଣବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲଦଣ୍ଡାଦେଶ ଦେବା ସହ ୧୦ ହଜାର ଟଙ୍କା ଜରିମାନା କରିଛନ୍ତି। ମକଦ୍ଦମା ବିବରଣୀ…

ଦ୍ୱିତୀୟ ଶ୍ରୀକ୍ଷେତ୍ରକୁ ଅଣଦେଖା

ସରକାରୀ ମାନ୍ୟତା ମିଳି ନ ଥିଲେ ମଧ୍ୟ ଉତ୍ତର ଓଡିଶାର ସାଂସ୍କୃତିକ ପ୍ରାଣକେନ୍ଦ୍ର ଭାବେ ପରିଚିତ ବାରିପଦା ସହରକୁ ଲୋକେ ଦ୍ୱିତୀୟ ଶ୍ରୀକ୍ଷେତ୍ର ବୋଲି କୁହନ୍ତି। ହରିବଳଦେବ ଜୀଉ ମନ୍ଦିରରେ ପୂଜା ପାଉଥିବା ଚତୁର୍ଦ୍ଧାମୂର୍ତ୍ତିଙ୍କୁ ପୁରୀ ଶ୍ରୀମନ୍ଦିର ରୀତିନୀତିରେ ପୂଜାର୍ଚ୍ଚନା କରାଯାଉଛି।…

ହାତୀ ଆକ୍ରମଣରେ ମହିଳାଙ୍କ ଜୀବନଗଲା

ବେତନଟୀ,୨୭।୧୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବେତନଟୀ ବନାଞ୍ଚଳ ଅଧୀନ ମେରଦା ଜଙ୍ଗଲ ନିକଟ କୁସୁମପୁର ଗ୍ରାମର ଜଣେ ମହିଳାଙ୍କ ବୁଧବାର ସକାଳେ ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ମୃତା ହେଲେ ସୀତା ମାରେଣ୍ଡି(୫୫)। ସୂଚନାନୁଯାୟୀ, ଆଜକୁ ୫ ଦିନ ହେବ ଉକ୍ତ ଅଞ୍ଚଳରେ…

ମୟୂରଭଞ୍ଜ ମହୋତ୍ସବର ସାଂସ୍କୃତିକ ସା ଉଦ୍‌ଘାଟିତ

ବାରିପଦା ଅଫିସ,୨୭ା୧୧- ମୟୂରଭଞ୍ଜ ମହୋତ୍ସବର ପ୍ରଥମ ସାଂସ୍କୃତିକ ସା ମଙ୍ଗଳବାର ଉଦଘାଟିତ ହୋଇଛି। ବାରିପଦା ଛଉ ପଡ଼ିଆରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ଏମପି ଇଂ.ବିଶେଶ୍ୱର ଟୁଡୁ ଉଦଘାଟନ କରି ଜିଲାର ଇତିହାସ, ସଂସ୍କୃତି, ପରମ୍ପରା ନିଆରା ଏବଂ ଦେଶ ବିଦେଶରେ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri