ମୟୂରଭଞ୍ଜ

ମଦ ବିରୋଧୀ ପଥପ୍ରାନ୍ତ ସଭା

ଯଶିପୁର,୧୧ା୧୨(ଡି.ଏନ୍‌.ଏ.)-ଅଲ୍‌ ଇଣ୍ଡିଆ ଡିଏସ୍‌ଓ ଏବଂ ଡିଓ୍ବାଇଓ ପକ୍ଷରୁ ମଙ୍ଗଳବାର ଯଶିପୁର ନୂଆ ବସ୍‌ ଷ୍ଟାଣ୍ଡଠାରେ ମଦ ବିରୋଧୀ ପଥପ୍ରାନ୍ତ ସଭା ଅନୁଷ୍ଠିତ ହୋଇଯାଇଛି। ସଂଗଠନର କର୍ମକର୍ତ୍ତା ଓ ଯୁବଛାତ୍ରମାନେ ବିଭିନ୍ନ ସ୍ଲୋଗାନ ଦେଇ ଜନସାଧାରଣଙ୍କୁ ସଚେତନ କରିଥିଲେ। ମନୋଜ ମହାନ୍ତଙ୍କ ସଭାପତିତ୍ୱରେ…

ଭଉଣୀଙ୍କ ତାଗିଦ ଯୋଗୁ ଛାତ୍ରଙ୍କ ଆତ୍ମହତ୍ୟା ଉଦ୍ୟମ: ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

ବଡ଼ସାହି,୧୦।୧୨(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଧୀନ ପଶୁଦା ଗ୍ରାମ ଭୋଳପଦା ସାହିର ନବମ ଶ୍ରେଣୀର ଛାତ୍ର କାଳିଦାସ ମାରାଣ୍ଡି ମଙ୍ଗଳବାର ଦେହରେ କିରୋସିନ ଢାଳି ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଅପରାହ୍ନରେ ତାଙ୍କର ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ,…

ମାଈ ହାତୀ ମୃତଦେହ ଠାବ

ଉଦଳା,୧୦ା୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଉଦଳା ବନ ବିଭାଗ ଅଧୀନ ଶିମିଳିପାଳ ଅଭାୟରଣ୍ୟର ପର୍ଯ୍ୟଟନସ୍ଥଳୀ ଦେଇ ପ୍ରବାହିତ ଦେଓ ନଦୀ କୂଳରେ ସୋମବାର ଗୋଟିଏ ମାଈ ହାତୀର ମୃତଦେହ ଠାବ ହୋଇଛି। ବନ ବିଭାଗ କର୍ମଚାରୀ ଏବଂ ଶିମିଳିପାଳ ଏସଟିଆର୍‌ ଅଧିକାରୀମାନେ ପହଞ୍ଚି…

ଅଭିଯୁକ୍ତ ଗିରଫ, ବନ୍ଧୁକ ଜବତ

ବିଶୋଇ,୧୦ା୧୨(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଞ୍ଚଳରେ ଶନିବାର ରାତିରେ ଗୁଳିକରି ମହିଳାଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାଶ ହୋଇଛି। ଭଜଣା ମୃତ୍ୟୁର ପ୍ରତିଶୋଧ ନେବା ପାଇଁ ଡାହାଣୀ ସନ୍ଦେହରେ ଅଭିଯୁକ୍ତ ଏହିପରି ଜଘନ୍ୟ କାଣ୍ଡ ଘଟାଇଥିବା ପୋଲିସ କହିଛି। ଗିରଫ…

ଜାତୀୟ ରାଜପଥ ମାନ୍ୟତା ପାଇଁ ଦାବିପତ୍ର

କପ୍ତିପଦା,୧୦ା୧୨(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଦେଇ ଟି.ଡି.ପି.ୟୁ ଏମ.ବି.ଆର(ଠାକୁରମୁଣ୍ଡା, ଡଙ୍ଗାଡିହା, ପୋଡାଡିହା,ଉଦଳା,ମାଣତ୍ରୀ,ବୈଶିଙ୍ଗା ଓ ରୂପସା) ଏମଡିଆର-୭୦ ଏକ ରାସ୍ତା ରହିଛି। ଏହି ରାସ୍ତାକୁ ଜାତୀୟ ରାଜପଥର ମାନ୍ୟତା ଦେବା ପାଇଁ ଅଞ୍ଚଳବାସୀ ଅଣ୍ଟା ଭିଡ଼ିଛନ୍ତି। ପ୍ରଦୀପ କୁମାର ରାଉତ, ବିକାଶ…

ରେଳଷ୍ଟେଶନ ପରିସରରୁ ଜବରଦଖଲ ଉଚ୍ଛେଦ

ବେତନଟୀ,୧୦ା୧୨(ଡି.ଏନ୍‌.ଏ.)- ବେତନଟୀ ରେଳଷ୍ଟେଶନ ପରିସରରେ ଦୀର୍ଘ ବର୍ଷ ଧରି ଦୋକାନ ବଜାର ଓ ଡ଼େଲି ପରିବା ମାର୍କେଟ ଗଢି ଉଠିଥିବାବେଳେ ସୋମବାର ଏହାକୁ ଉଚ୍ଛେଦ କରାଯାଇଛି। ରେଳ ବିଭାଗ ବାଲେଶ୍ୱର କାର୍ଯ୍ୟାଳୟର ସହକାରୀ ଡିଭିଜନାଲ ଇଞ୍ଜିନିୟରଙ୍କ ପକ୍ଷରୁ ଜବରଦଖଲକାରୀଙ୍କୁ ଗତ ନଭେମ୍ବର…

ଅଜଣା ଗାଡ଼ି ଧକ୍କାରେ ଦୁଇ ସାଙ୍ଗଙ୍କ ଜୀବନ ଗଲା

ବାରିପଦା ଅଫିସ,୯।୧୨: ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଧୀନ ଜ୍ୟୋତିପୁର ନିକଟରେ ସୋମବାର ଭୋର୍‌ରେ ଏକ ଅଜଣା ଗାଡି ଧକ୍କାରେ ଦୁଇ ଯୁବକଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ସଦର ଥାନା ଅଧୀନ ଇଟାମୁଣ୍ଡିଆ ଗ୍ରାମର ଦୁଇ ସାଙ୍ଗ ଗୌତମ…

ବଳାତ୍କାର ପୀଡ଼ିତା ଅଧ୍ୟାପିକାଙ୍କ ଆତ୍ମହତ୍ୟା ଘଟଣା : ଆଉ ଜଣେ ଅଭିଯୁକ୍ତ କୋର୍ଟ ଚାଲାଣ

ରାଇରଙ୍ଗପୁର,୯ା୧୨(ଡି.ଏନ୍‌.ଏ.): ଗତ ସପ୍ତାହ ତଳେ ରାଇରଙ୍ଗପୁର ଅଞ୍ଚଳର ଏକ କଲେଜର ଜଣେ ବଳାତ୍କାର ପୀଡ଼ିତା ଅଧ୍ୟାପିକାଙ୍କ ଆତ୍ମହତ୍ୟା ମାମଲାରେ ସମ୍ପୃକ୍ତ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ଟାଉନଥାନା ପୋଲିସ ଗିରଫ ପରେ ରବିବାର କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ କେନ୍ଦୁଝର…

ଅପହୃତା ନାବାଳିକା ଉଦ୍ଧାର

ବଡ଼ସାହି,୯ା୧୨(ସ୍ବ.ପ୍ର)-ବଡ଼ସାହି ଥାନା ଅଞ୍ଚଳରୁ ନଭେମ୍ବର ୨୪ତାରିଖରେ ଅପହୃତା ଜଣେ ନାବାଳିକାଙ୍କୁ ପୋଲିସ ଉଦ୍ଧାର କରିବା ସହ ଅପହରଣକାରୀ ଯୁବକଙ୍କୁ କାବୁ କରିଛି। ଅଷ୍ଟମ ଶ୍ରେଣୀରେ ପଢୁଥିବା ଉକ୍ତ ନାବାଳିକାଙ୍କ ସନ୍ଧାନ ଲାଗି ତାଙ୍କ ପିତାମାତା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏକ…

କାମରେ ଆସୁନି ଭ୍ରାମ୍ୟମାଣ ରକ୍ତ ସଂଗ୍ରହ ଯାନ

ବାରିପଦା ଅଫିସ,୯ା୧୨- ରକ୍ତ ଅଭାବରୁ ରୋଗୀମାନେ ଯେଭଳି ମୃତ୍ୟୁବରଣ ନ କରନ୍ତି, ତାହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଭ୍ରାମ୍ୟମାଣ ରକ୍ତ ସଂଗ୍ରହ ଯାନର ବ୍ୟବସ୍ଥା କରିଛନ୍ତି। ଷ୍ଟେଟ ବ୍ଲଡ ଟ୍ରାନ୍ସଫ୍ୟୁଜନ କାଉନସିଲ ଓ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

ସୋନ ନଦୀରୁ ବେଆଇନ ବାଲି ଉଠାଣ

କୁଆମରା,୯ା୧୨(ଡି.ଏନ୍‌.ଏ.)- ଗୋପବନ୍ଧୁ ନଗର ବ୍ଲକ ଦେଇ ପ୍ରବାହିତ ସୋନ ନଦୀରୁ ବେଆଇନ ବାଲି ଉଠାଣ ଚାଲିଥିବା ଅଭିଯୋଗ ହୋଇଛି। ପ୍ରତ୍ୟହ ଦଶ ଚକିଆ ଟ୍ରକ ଓ ଟ୍ରାକ୍ଟର ବାଲି ପରିବହନ କରୁଛନ୍ତି। ଜୟପୁର, ଦିଘି ନୂଆସାହି, ନୂଆ ଗାଁ, ସାଇଁକୁଳା, କଣ୍ଟିସାହି…

କାଠ ଚୋରା ଚାଲାଣ ବେଳେ ଚଢ଼ାଉ: ୬ ଗିରଫ

ବାଙ୍ଗିରିପୋଷି,୮।୧୨(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବନ ବିଭାଗ କର୍ମଚାରୀ ଏହି ବନାଞ୍ଚଳର ଶୀର୍ଷା ବିଟ୍‌ ଅଧୀନ ଝାରପୋଖରିଆ-ସାରସକଣା ରାସ୍ତାରେ ଶନିବାର ଚଢାଉ କରି ସୀମାନ୍ତ ମହାବିଦ୍ୟାଳୟ ସମ୍ମୁଖରୁ ଏକ କାଠଗଣ୍ଡି ବୋଝେଇ ପିକ୍‌ଅପ ଭ୍ୟାନ ଜବତ କରିଛନ୍ତି। ସେହିପରି ରାଜାଲୋକା ବିଟ୍‌ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri