ମୟୂରଭଞ୍ଜ

ମଦ ବିରୋଧୀ ଶୋଭାଯାତ୍ରା

କପ୍ତିପଦା,୨୦ା୧୧(ଡି.ଏନ୍‌.ଏ.)- ଆସନ୍ତା ୨୭ ତାରିଖରେ ଭୂବନେଶ୍ୱର ପିଏମଜି ଛକ ଠାରେ ଏଆଇଡିୟୁଓ ସଂଗଠନ ପକ୍ଷରୁ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହେବ। ନୂତନ ମୋଟର ଯାନ ଆଇନରେ ବର୍ଦ୍ଧିତ ଜରିମାନା ରାଶି ପ୍ରତ୍ୟାହାର ଓ ରାଜ୍ୟରେ ମଦକୁ ସମ୍ପୂର୍ଣ୍ଣ ନିଷିଦ୍ଧ କରିବା…

ବୃଦ୍ଧାଙ୍କ ସନ୍ଦେହଜନକ ମୃତ୍ୟୁ

ବଡ଼ସାହି,୨୦ା୧୧(ସ୍ବ.ପ୍ର)- ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଧନାସାହି ଗ୍ରାମର ଜନୈକା ବୃଦ୍ଧାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି ା ମୃତା ମହିଳା ଜଣକ ହେଲେ ସେହି ଗ୍ରାମର ବାସନ୍ତୀ ସିଂ(୬୨)। ପୋଲିସ ସୂଚନା ଅନୁଯାୟୀ, ଦୁଇ ଦିନ ପୂର୍ବେ ମୁଣ୍ଡରେ ଗଭୀର…

କୃଷକ ବଜାରରୁ ମୃତଦେହ ଉଦ୍ଧାର

ଉଦଳା,୨୦ା୧୧(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଉଦଳା କୃଷକ ବଜାର ମଧ୍ୟରେ ଥିବା ମୁଖ୍ୟ ରାସ୍ତାରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ମଙ୍ଗଳବାର ପୋଲିସ ଉଦ୍ଧାର କରିଛି। ସକାଳେ ସ୍ଥାନୀୟ ବ୍ୟବସାୟୀମାନେ ଦୋକାନ ଖୋଲିବାକୁ ଆସିଥିବା ବେଳେ ମୃତଦେହ ପଡିଥିବା ଦେଖି ପୋଲିସକୁ ଖବର ଦେଇଥିଲେ।…

ଅବ୍ୟବସ୍ଥା ଦେଇ ଗତି କରୁଛି ବାରିପଦା ଜଗନ୍ନାଥ ମନ୍ଦିର: ଡିସେମ୍ବର ପହିଲାରୁ ସମୂହ ଇସ୍ତଫା ଦେବେ ସେବାୟତ

ବାରିପଦା ଅଫିସ,୧୯ା୧୧- ବାରିପଦା ସ୍ଥିତ ଜଗନ୍ନାଥ ମନ୍ଦିରର ସ୍ବାତନ୍ତ୍ର୍ୟ ରହିଛି। ଦେବୋତ୍ତର ବିଭାଗ ଦ୍ୱାରା ଏହା ପରିଚାଳିତ ହେଉଥିବା ବେଳେ ସବୁବେଳେ ବିଭିନ୍ନ ଅବ୍ୟବସ୍ଥା ଦେଇ ଗତି କରୁଛି। ଏ ନେଇ ସେବାୟତମାନେ ଅନେକ ଥର ଆନ୍ଦୋଳନ କରିଥିଲେ ମଧ୍ୟ ସରକାର…

ଗୋଚର ଜମିରୁ ମୋରମ ଚାଲାଣକୁ ବିରୋଧ

ବଡ଼ସାହି,୧୯ା୧୧(ସ୍ବ.ପ୍ର)- ବଡ଼ସାହି ତହସିଲ ଅଧୀନ ଭୀମଦା ପଞ୍ଚାୟତ ଟିକାୟତପୁର ଗ୍ରାମରେ ଥିବା ଗୋଚର ଜମିରୁ ବେଆଇନ ମୋରମ ଚାଲାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି। ଏନେଇ ସେମାନେ କୁରାଢିଆ ରାଜସ୍ବ ନିରୀକ୍ଷକଙ୍କ ନିକଟରେ ଅଭିଯୋଗ କରିଛନ୍ତି ା ୮୦ଟ୍ରାକ୍ଟରରୁ ଊର୍ଦ୍ଧ୍ୱ ମୋରମ ଚୋରାରେ…

ଚେକିଂ ବେଳେ ଦୁର୍ଘଟଣା, ପୋଲିସ ଏସ୍‌ଆଇ ମୃତ

ବାରିପଦା ଅଫିସ,୧୯ା୧୧- ବାରିପଦା ଟାଉନ ଥାନା ପୋଲିସ ପକ୍ଷରୁ ତକତପୁରଠାରେ ଯାନବାହନ ଚେକିଂ ବେଳେ ସୋମବାର ସାରେ ଦୁର୍ଘଟଣା ଘଟିଛି। ଏଥିରେ ସବ୍‌ ଇନ୍ସପେକ୍ଟର(ଏସ୍‌ଆଇ) ଦୟାନିଧି ଦାସଙ୍କ ମୃତ୍ୟୁ ଘଟିଛି। ତକତପୁରସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ନିକଟରେ ଯାନବାହନ ଚେକିଂ ବେଳେ…

ସରକାରୀ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ଅଶାନ୍ତି

ବାରିପଦା ଅଫିସ,୧୯ା୧୧- ମୟୂରଭଞ୍ଜ ଜିଲା ବାରିପଦା ବଡ଼ବଜାରସ୍ଥିତ ସରକାରୀ ମହିଳା ମହାବିଦ୍ୟାଳୟରେ ସୋମବାର ଛାତ୍ରୀ ଅଶାନ୍ତି ଦେଖା ଦେଇଛି। ମହାବିଦ୍ୟାଳୟରେ ସାଂସ୍କୃତିକ ଓ କ୍ରୀଡ଼ା କାର୍ଯ୍ୟକ୍ରମ ଦାବିରେ ଛାତ୍ରୀମାନେ ଆନ୍ଦୋଳନ ଓ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଛାତ୍ରୀ ନେତ୍ରୀ ବର୍ଷାରାଣୀ ପାତ୍ରଙ୍କ…

ରଖେ ହରି ମାରେ କିଏ: ପ୍ଲାଟଫର୍ମ -ଟ୍ରେନ ମଝିରେ ଫସି ରହିଲେ ଯୁବତୀ

ବାରିପଦା ଅଫିସ,୧୯ା୧୧- କଥାରେ ଅଛି ରଖେ ହରି ମାରେ କିଏ। ମୟୂରଭଞ୍ଜ ଜିଲା ବାରିପଦା ସହର ଭଞ୍ଜପୁର ରେଳଷ୍ଟେଶନରେ ସୋମବାର ଘଟିଥିବା ଏକ ଘଟଣା ଉପରୋକ୍ତ ଉକ୍ତିକୁ ପ୍ରମାଣିତ କରିଛି। ପ୍ଲାଟଫର୍ମ ଓ ରେଳ ମଝିରେ ଜଣେ ଯୁବତୀ ଦୀର୍ଘ ସମୟ…

ଘାଟିରୁ ୫୦ଫୁଟ ତଳକୁ ଖସିଲା ଟ୍ରକ୍‌, ଡ୍ରାଇଭରଙ୍କ ସମେତ ୨ଜଣଙ୍କ ଜୀବନ ଗଲା

ବାରିପଦା ଅଫିସ,୧୮।୧୧: ମୟୂରଭଞ୍ଜ ଜିଲା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ଦ୍ବାରଶୁଣି ଘାଟିରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ମାଲ ବୋଝେଇ ଟ୍ରକଥ(ସିଜି ୦୪ ଏଲଏଲ ୩୪୭୪) ଘାଟିରୁ ୫୦ ଫୁଟ ତଳକୁ ଖସିପଡ଼ିଛି।…

‘ପ୍ରତିଭା ପୂଜା ପରମ୍ପରା ପ୍ରଶଂସନୀୟ’

ବାରିପଦା ଅଫିସ,୧୮ା୧୧- ବାରିପଦା ରୋଟାରୀ ଭବନ ପରିସରରେ ବୋଇତ ବନ୍ଦାଣ ଉତ୍ସବ ସମିତି ତରଫରୁ ସମାଜର ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ବ୍ୟକ୍ତିବିଶେଷଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ସମିତିର ସଭାପତି ତପନ କୁମାର ବାରିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୟୂରଭଞ୍ଜ ଅତିରିକ୍ତ…

ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ ଖେଳକୁଦ ପ୍ରତିଯୋଗିତା

ବାରିପଦା ଅଫିସ,୧୬ା୧୧- ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ନିର୍ଦ୍ଦେଶମତେ ଜିଲା ପ୍ରଶାସନ ତତ୍ତ୍ୱାବଧାନରେ ଲକ୍ଷ୍ମୀପୋଷିସ୍ଥିତ ସ୍ବତନ୍ତ୍ର ଅନ୍ଧ ଓ ବଧିର ବିଦ୍ୟାଳୟର ଖେଳପଡିଆରେ ମୟୂରଭଞ୍ଜ ଜିଲାର ଦିବ୍ୟାଙ୍ଗ ଛାତ୍ରୀଛାତ୍ରମାନଙ୍କ ଏକ ଜିଲାସ୍ତରୀୟ ଖେଳକୁଦ ପ୍ରତିଯୋଗିତା-୨୦୧୯ ଅନୁଷ୍ଠିତ ହୋଇଯାଇଛି।…

ହାତୀ ପାଇଁ ଚାଷଜମି ନଷ୍ଟ,ଚିନ୍ତାରେ ଚାଷୀ

କପ୍ତିପଦା,୧୬ା୧୧(ଡି.ଏନ୍‌.ଏ.)- କପ୍ତିପଦା ବ୍ଲକ୍‌ ଅଧୀନ ଲାବଣ୍ୟଦେଇପୁର ପଞ୍ଚାୟତ ମାହାରାସାହି କଟୁରିଆ ଗ୍ରାମରେ ଶିମିଳିପାଳରୁ ଆସିଥିବା ହାତୀ ପଶି ବ୍ୟାପକ ଚାଷଜମି ନଷ୍ଟ କରିଛନ୍ତି। ଏଥିନେଇ ଚାଷୀମାନେ ମୁଣ୍ଡରେ ହାତ ଦେଇ ବସିଛନ୍ତି। ବୁଲବୁଲ ବାତ୍ୟା ପରେ ହାତୀ ଫସଲ ନଷ୍ଟ କରିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri