ମୟୂରଭଞ୍ଜ

ରାଜ୍ୟସ୍ତରୀୟ ରଗ୍‌ବୀ ଫୁଟବଲ୍‌: ମୟୂରଭଞ୍ଜକୁ ସଫଳତା

ବାରିପଦା ଅଫିସ,୨୭ା୧୨- ରାଜ୍ୟସ୍ତରୀୟ ୧୪ ଓ ୧୭ ବର୍ଷରୁ କମ୍‌ ବାଳିକା ଓ ବାଳକ ବର୍ଗର ରଗ୍‌ବୀ ଫୁଟବଲ୍‌ ପ୍ରତିଯୋଗିତା ଚଳିତ ମାସ ୨୨ ଓ ୨୩ ତାରିଖରେ ଭୁବନେଶ୍ୱରସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୟୂରଭଞ୍ଜ ଜିଲାକୁ…

କୁଆମରାରେ ହାତୀ ଉପଦ୍ରବ

କୁଆମରା,୨୭ା୧୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରିର କୁଲଡ଼ିହା ଅଞ୍ଚଳରୁ ଏକ ଦନ୍ତା ସମେତ ମୋଟ ୭ଟି ହାତୀ କୁଆମରା ଫରେଷ୍ଟ ଅଞ୍ଚଳରେ ପ୍ରବେଶ କରିବାରୁ ସାଧାରଣରେ ଆତଙ୍କ ସୃଷ୍ଟି ହୋଇଛି। ଏହି ହାତୀପଲ ବ୍ୟାପକ କ୍ଷୟକ୍ଷତି ଘଟାଇଛନ୍ତି। ସୂଚନା ଅନୁଯାୟୀ, ବୁଧବାର ରାତିରେ…

ଦୁର୍ଘଟଣାରେ ହୋମଗାର୍ଡ ମୃତ

ବାରିପଦା ଅଫିସ,୨୬ା୧୨- ଡ୍ୟୁଟି ପରେ ଘରକୁ ଫେରିବା ବାଟରେ ମଙ୍ଗଳବାର ରାତିରେ ଦୁର୍ଘଟଣା ଘଟି ଜଣେ ହୋମଗାର୍ଡଙ୍କ ମୃତ୍ୟୁ ଘଟିଛି। ମୃତ ହୋମଗାର୍ଡ ଜଣକ ହେଲେ ଜମିନି ଚନ୍ଦ୍ର ମହାନ୍ତ। ଲକ୍ଷ୍ମୀପୋଷି ଫାଣ୍ଡିରୁ ମଙ୍ଗଳବାର ରାତି ୧୦ଟା ବେଳେ ଡ୍ୟୁଟି ସାରି…

ଦେବକୁଣ୍ଡରେ ପିକ୍‌ନିକ୍‌ ପାର୍ଟିଙ୍କ ଭିଡ଼

ଉଦଳା,୨୬ା୧୨(ଡି.ଏନ୍‌.ଏ.) – ବଡ଼ଦିନ ଉପଲକ୍ଷେ ପର୍ଯ୍ୟଟନସ୍ଥଳୀ ଦେବକୁଣ୍ଡରେ ବୁଧବାର ପିକ୍‌ନିକ୍‌ ପାର୍ଟିଙ୍କ ଭିଡ଼ ଜମିଥିଲା। ଦେବକୁଣ୍ଡର ପ୍ରଥମ ବୁଢାମରା ଗେଟ୍‌ରେ ଇକୋ ଟୁରିଜିମ୍‌ ସହାୟତାରେ ନିର୍ମାଣ ହୋଇଥିବା ପିକ୍‌ନିକ୍‌ ସ୍ଥଳରେ ପ୍ରାୟ ୨ଶହରୁ ଅଧିକ ପକ୍‌ନିକ୍‌ ପାର୍ଟିଙ୍କ ଭିଡ଼ ଦେଖିବାକୁ ମିଳିଥିଲା।…

ଶିମିଳିପାଳରେ ପର୍ଯ୍ୟଟକଙ୍କୁ ଆକ୍ରମଣ କଲା ବବ୍‌ଲୁ, ଭିଡିଓ ଭାଇରାଲ

ବାରିପଦା ଅଫିସ,୨୫।୧୨- ମୟୂରଭଞ୍ଜ ଜିଲା ସ୍ଥିତ ଶିମିଳିପାଳ ଅଭୟାରଣ୍ୟ ତଥା ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ଅଧୀନ ଲୁଲୁଙ୍ଗଠାରେ ବନ ବିଭାଗର ପୋଷା ହାତୀ ବବ୍‌ଲୁ ପର୍ଯ୍ୟଟକମାନଙ୍କୁ ଆକ୍ରମଣ କରୁଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ଘଟଣା କେବେ…

ଦନ୍ତା ଆକ୍ରମଣରେ ବୃଦ୍ଧାଙ୍କ ଜୀବନଗଲା

ବାରିପଦା ଅଫିସ,୨୫।୧୨: ମୟୂରଭଞ୍ଜ ଜିଲ୍ଲା ବାଙ୍ଗରିପୋଷି ବନାଞ୍ଚଳ ଅଧୀନ ଗୋଶାଣିପାଳ ଗାଁରେ ଦନ୍ତା ହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ସ୍ନେହଲତା ସେଠୀ (୬୫)। ସେ ସକାଳୁ ଗ୍ରାମ ନିକଟସ୍ଥ କାତରା ନଦୀକୁ ଶୌଚ ହେବାକୁ…

ମାଇକ୍ରୋ କମ୍ପୋଷ୍ଟ ପ୍ଲାଣ୍ଟ ନିର୍ମାଣକୁ ବିରୋଧ, ଶିଳାନ୍ୟାସ କାର୍ଯ୍ୟକ୍ରମ ବାତିଲ

ଉଦଳା,୨୪ା୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଉଦଳା ସହରରେ ବର୍ଜ୍ୟବସ୍ତୁ ପରିଚାଳନା ପାଇଁ ନିର୍ମାଣ ହେବାକୁ ଥିବା ମାଇକ୍ରୋ କମ୍ପୋଷ୍ଟ ପ୍ଲାଣ୍ଟକୁ ସ୍ଥାନୀୟ ବାସିନ୍ଦା ବିରୋଧ କରିଛନ୍ତି। ଫଳରେ ମଙ୍ଗଳବାର ହେବାକୁ ଥିବା ଶିଳାନ୍ୟାସ କାର୍ଯ୍ୟକ୍ରମ ବାତିଲ ହୋଇଯାଇଛି। ସୂଚନା ଅନୁଯାୟୀ, ଉଦଳା ଏନଏସି…

କପ୍ତିପଦା ବ୍ଲକ୍‌ ଆଗରେ ବିକ୍ଷୋଭ

କପ୍ତିପଦା,୨୪ା୧୨(ଡ଼ି.ଏନ୍‌.ଏ.)- ଅଲ୍‌ ଇଣ୍ଡିଆ ଡେମୋକ୍ରାଟିକ୍‌ ଯୁବ ସଂଗଠନ, ଅଲ୍‌ ଇଣ୍ଡିଆ ଛାତ୍ର ସଂଗଠନ ଏବଂ ମହିଳା ସଂଗଠନର ମିଳିତ ଆନୁକୂଲ୍ୟରେ ଛାତ୍ର, ଯୁବକ, ମହିଳାମାନଙ୍କର ସମସ୍ୟା ନେଇ କପ୍ତିପଦା ବ୍ଲକ୍‌ ସମ୍ମୁଖରେ ଏକ ବିକ୍ଷୋଭ ସମାବେଶ ଅନୁଷ୍ଠିତ ହୋଇଯାଇଛି। କପ୍ତିପଦା ପୁରୁଣା…

ବିଦ୍ୟାଳୟ ପାଚେରୀ ଭାଙ୍ଗିଲେ ହାତୀ ପଲ

ଠାକୁରମୁଣ୍ଡା,୨୩ା୧୨(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କରଞ୍ଜିଆ ଉପଖଣ୍ଡରେ ୨୨ ଟିକିଆ ହାତୀପଲଙ୍କ ଆତଙ୍କ ଜାରି ରହିଛି। ଶୁକୃଳି ନିକଟରେ ଥିବା ବେଗୁନାବିନ୍ଧା ସରକାରୀ ପ୍ରାଥମିକ ବିଦ୍ୟାଳୟ ପାଚେରୀକୁ ସୋମବାର ଭୋର ସମୟରେ ହାତୀପଲ ଭାଙ୍ଗି ଦେଇଛନ୍ତି। ସେହି ଗ୍ରାମର ରମାକାନ୍ତ ଗିରି ଓ…

ଗଛ ଡାଳ କାଟିବାକୁ ନେଇ ବୃଦ୍ଧଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ

କପ୍ତିପଦା,୨୩ା୧୨(ଡି.ଏନ୍‌.ଏ.) – ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଶରତ ଥାନା ଅଧୀନ ସରଡିହା ଭଣ୍ଡାର କଲୋନୀସାହିରେ ଗଛ ଡାଳ କାଟିବାକୁ କେନ୍ଦ୍ର କରି ରବିବାର ସନ୍ଧ୍ୟାରେ ଜଣେ ବୃଦ୍ଧଙ୍କୁ ହତ୍ୟା କରାଯାଇଛି। ମୃତ ବୃଦ୍ଧ ଜଣକ ହେଲେ ସେହି ଗ୍ରାମର ସାହୁ…

୨ ଯୁବକଙ୍କୁ ଆଜୀବନ କାରାଦଣ୍ଡାଦେଶ

ରାଇରଙ୍ଗପୁର, ୨୨।୧୨(ଡି.ଏନ.ଏ.)- ପଡ଼ୋଶୀ ଝାଡଖଣ୍ଡ ରାଜ୍ୟ ଜାମସେଦପୁର ଅଞ୍ଚଳର ଜନୈକା ଯୁବତୀଙ୍କୁ ହତ୍ୟା କରାଯିବା ମାମଲାର ବିଚାର କରି ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଅତିରିକ୍ତ ଜିଲା ଓ ଦୌରାଜଜ ଅନୂପ ରଞ୍ଜନ ପଟ୍ଟନାୟକ ୨ ଅଭିଯୁକ୍ତ ଯୁବକଙ୍କୁ ଶନିବାର ଆଜୀବନ କାରାଦଣ୍ଡରେ…

୩ ଲଜ୍‌ରେ ଅନୈତିକ କାର୍ଯ୍ୟ: ଧରାପଡ଼ିଥିବା ୧୬ ଯୁବକ ଗିରଫ

ବାରିପଦା ଅଫିସ,୨୨।୧୨- ମୟୂରଭଞ୍ଜ ଜିଲା ବାରିପଦା ସହର ଜନଗହଳିପୂର୍ଣ୍ଣ ବଗୁଳି ମାର୍କେଟରେ ଥିବା ୩ଟି ଲଜ୍‌ରେ ଦେହ ବେପାର ଭଳି ଅନୈତିକ କାର୍ଯ୍ୟ ଚାଲିଥିବା ସନ୍ଦେହରେ ସ୍ଥାନୀୟ ଟାଉନ ଥାନା ପୋଲିସ ଶନିବାର ଚଢ଼ାଉ କରିଥିଲା। ସେଠାରୁ ଧରାପଡିଥିବା ୩୨ ଯୁବତୀଯୁବକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?