ମୟୂରଭଞ୍ଜ

ଜିନତ୍‌ ଗଲା ଘଞ୍ଚ ଜଙ୍ଗଲ

ମୟୂରଭଞ୍ଜ,୨୫।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଏନ୍‌କ୍ଲୋଜରୁ ବାହାରିଛି ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟକୁ ଅଣାଯାଇଥିବା ମହାବଳ ବାଘୁଣୀ ‘ଜିନତ୍‌’। ‘ଜିନତ୍‌’କୁ ଘଞ୍ଚ ଜଙ୍ଗଲରେ ଛଡ଼ାଯାଇଥିବା ଶିମିଳିପାଳ ଆରସିସିଏଫ୍‌ ସୂଚନା ଦେଇଛନ୍ତି। ରାତି ୯ଟା ୩୦ରେ ଘଞ୍ଚ ଜଙ୍ଗଲରେ ଛଡ଼ାଯାଇଛି। ତେବେ ୨୪...

ବାଘକୁ ନେଇ ବିଧାୟକ ବିବ୍ରତ

ବାରିପଦା,୨୨ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ପାଦଦେଶ ଅଞ୍ଚଳରେ ବାଘ ଆତଙ୍କ ଦେଖାଦେଇଛି। ଏନେଇ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ରହିଛନ୍ତି। ବାଘ କବଳରୁ ରକ୍ଷା ପାଇବା ପାଇଁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ କରୁଥିବା ବେଳେ ଉଦଳା ବିଧାୟକ...

ହାତୀ ଲଢ଼େଇ: କାଦୁଅରେ ପଶିଗଲା ଶୁଣ୍ଢ, ଆଉ ତା’ ପରେ…

ମୋରଡ଼ା,୨୦ା୧୧(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ତଥା ମୋରଡ଼ା ବ୍ଲକ ଅଧୀନ ଦୁର୍ଗାପୁର ସଂରକ୍ଷିତ ଜଙ୍ଗଲର ସୁନାହଜା ନିକଟରେ ଏକ ହାତୀ କାଦୁଅରେ ପଶିଯିବାରୁ ତା’ର ମୃତ୍ୟୁ ଘଟିଥିବା ଦେଖିବାକୁ ମିଳିଛି। ସୂଚନାନୁଯାୟୀ, ଉକ୍ତ ସଂରକ୍ଷିତ ଜଙ୍ଗଲରେ ଗତ...

ପୁଣି ବାର୍‌ହା ଶିକାରକଲା ‘ଜିନତ୍‌’

ବାରିପଦା,୨୦।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟକୁ ଅଣାଯାଇଥିବା ମହାବଳ ବାଘୁଣୀ ‘ଜିନତ୍‌’ ପୁଣି ବାର୍‌ହା ଶିକାର କରି ଖାଦ୍ୟ ଗ୍ରହଣ କରିଛି। ପାଣି ପିଇବା ସହ ଗାଧୋଇବା ଏବଂ ଚଳପ୍ରଚଳ କରୁଥିବାରୁ ସେ ଏବେ ସମ୍ପୂର୍ଣ୍ଣ ସୁସ୍ଥ...

ଶିମିଳିପାଳ ସୁରକ୍ଷାରେ ଏଆଇ କ୍ୟାମେରା

ବାରିପଦା,୨୦।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟକୁ ଜଗିଛି ଏଆଇ କ୍ୟାମେରା। କ୍ୟାମେରା ମାଧ୍ୟମରେ ଶିମିଳିପାଳକୁ ସୁରକ୍ଷିତ ରଖିବା ଓ ବନାଗ୍ନିରୁ ରକ୍ଷା କରିବା ନେଇ ବନ ବିଭାଗ ପକ୍ଷରୁ ନିଆଯାଇଥିବା ସ୍ବତନ୍ତ୍ର ପଦକ୍ଷେପ ସଫଳ ହେବାରେ ଲାଗିଛି।...

ଜନବସତି ମୁହାଁ ବାଘ:ପାଦଚିହ୍ନ ଦେଖି ଲୋକେ ଭୟଭୀତ

ବାରିପଦା,(ନୀଳାଦ୍ରି ବିହାରୀ ଦଣ୍ଡପାଟ)/ ଉଦଳା,(ସନ୍ତୋଷ ବାଚ୍ଛିନୀ),୧୮ା୧୧-ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ କପ୍ତିପଦା ରେଞ୍ଜ ଅଧୀନ ଅସନବଣି ଗ୍ରାମରେ ବାଘ ପାଦଚିହ୍ନକୁ ନେଇ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ବାଘ ଉପସ୍ଥିତିକୁ ନେଇ ବନ ବିଭାଗ ପକ୍ଷରୁ ସତର୍କତା ଅବଲମ୍ବନ କରିବାକୁ ଗ୍ରାମବାସୀଙ୍କୁ...

ଦୁର୍ଘଟଣା ପରେ ଜଳିଗଲା ଗୋରୁ ବୋଝେଇ ପିକଅପ୍‌ ଭ୍ୟାନ୍‌

ଉଦଳା,୧୯।୧୧: ମୟୁରଭଞ୍ଜ ଜିଲା ଉଦଳା ଥାନା ପୋଡ଼ାଡ଼ିହାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ଗୋରୁ ବୋଝେଇ ପିକଅପ୍‌ ଭ୍ୟାନ୍‌ରେ ନିଆଁ ଲାଗି ସମ୍ପୂର୍ଣ୍ଣ ଜଳି ଯାଇଛି। ଫଳରେ ଗୋଟିଏ ଗୋରୁ ଜୀବନ୍ତ ଦଗ୍ଧ ହୋଇଯାଇଥିବା ବେଳେ ୪...

ବିକ୍ରି ପାଇଁ ଡିଲ୍‌ ହେଉଥିଲା କଲରାପତରିଆ ବାଘ ଚମଡା ପହଞ୍ଚିଗଲେ…

ବାରିପଦା,୧୮।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ପାଦଦେଶ ବାଙ୍ଗରିପୋଷି ଥାନା ଅଞ୍ଚଳରେ ଏକ କଲରାପତରିଆ ବାଘ ଚମଡା ବନବିଭାଗ ଜବତ କରିଛି। ସେମାନଙ୍କ ନିକଟରୁ ଏକ ବାଘ ଚମଡା ଜବତ କରିବା ସହ ତିନିଜଣଙ୍କୁ ଅଟକ ରଖି ପଚରାଉୁଚରା...

ଟ୍ରାଫିକ କନ୍‌ଷ୍ଟେବଲ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ଅଭିଯୋଗ

ବାରିପଦା,୧୮।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଏମ୍‌ପିକେ ବାଳିକା ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ରବିବାର ଟ୍ରାଫିକ କନ୍‌ଷ୍ଟେବଲ-୨୦୨୪ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ନେଇ ଅଭିଯୋଗ ହୋଇଛି। ପ୍ରଶ୍ନପତ୍ର ଦେବା ପୂର୍ବରୁ ସିଲ୍‌ କଟା ଯାଇଥିବା ହୃଷୀକେଶ...

‘ଯମୁନା’ ପାଇଁ ଯନ୍ତା ପ୍ରସ୍ତୁତ

ବାରିପଦା,୧୬ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କୋର୍‌ ଅଞ୍ଚଳରେ ଘୂରିବୁଲୁଥିବା ମହାବଳ ବାଘୁଣୀ ‘ଯମୁନା’ ଚିନ୍ତାର କାରଣ ପାଲଟିଛି। କୋର୍‌ ଅଞ୍ଚଳ ଛାଡ଼ି ସେ ବଫର୍‌ ଅଞ୍ଚଳକୁ ପ୍ରବେଶ କରିବା ମାତ୍ରେ ତାକୁ ତୁରନ୍ତ ଧରିବା...

ଯମୁନା’ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ପର୍ଯ୍ୟଟକ: ଅଞ୍ଚଳବାସୀଙ୍କ ମଧ୍ୟରେ ଭୟର ବାତାବରଣ 

ବାରିପଦା,୧୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କୋର୍‌ ଅଞ୍ଚଳରେ ଅବସ୍ଥିତ ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଆଖପାଖ ସ୍ଥାନରେ ମହାବଳ ବାଘୁଣୀ ‘ଯମୁନା’କୁ ନେଇ ଆତଙ୍କ ଖେଳିଯାଇଛି। ଜଣେ ପର୍ଯ୍ୟଟକ ଯମୁନାର ଆକ୍ରମଣରୁ ଅଳ୍ପକେ ବର୍ତ୍ତିଯାଇଥିବା ନେଇ ବିଶ୍ୱସ୍ତ...

ଶିମିଳିପାଳରେ ମହାରାଷ୍ଟ୍ରର ଦ୍ୱିତୀୟ ମହାବଳ ବାଘୁଣୀ

ବାରିପଦା,୧୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ମହାରାଷ୍ଟ୍ରର ଅନ୍ୟ ଏକ ମହାବଳ ବାଘୁଣୀ ‘ଗଙ୍ଗା’ ଗୁରୁବାର ରାତିରେ ପହଞ୍ଚତ୍ଛି। ସ୍ବତନ୍ତ୍ର ଟିମ୍‌ ଓ ଗାଡ଼ି ଯୋଗେ ଏହି ମହାବଳ ବାଘୁଣୀକୁ ସୁରକ୍ଷିତ ଭାବେ ଶିମିଳିପାଳରେ ପହଞ୍ଚାଯାଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri