ମୟୂରଭଞ୍ଜ

ସୁନା ଦୋକାନୀଙ୍କ ସହ ୨ ଚେନ୍‌ ଲୁଟେରା ଗିରଫ

ବାରିପଦା ଅଫିସ,୧୫ା୧୧- ଦୀର୍ଘ ଦିନ ପରେ ମୟୂରଭଞ୍ଜ ଜିଲା ପୋଲିସକୁ ଏକ ବଡ଼ ଧରଣର ସଫଳତା ମିଳିଛି। ଜିଲାରେ କିଛି ଦିନ ହେଲା ଛିନତାଇ କରି ଆତଙ୍କ ସୃଷ୍ଟି କରୁଥିବା ୨ ଯୁବକ ଓ ଜଣେ ସୁନା ଦୋକାନୀଙ୍କୁ ପୋଲିସ ଗିରଫ…

୨ ରଣା ସାପ ଉଦ୍ଧାର

ଉଦଳା,୧୫ା୧୧(ଡି.ଏନ୍‌.ଏ.)- ଉଦଳା ବନାଞ୍ଚଳ ଅଧୀନ ରାଇଦାଣ୍ଡିଆ ଗ୍ରାମର ପୀତାମ୍ବର ବେହେରାଙ୍କ ଘରୁ ଶୁକ୍ରବାର ୨ଟି ରଣା ସାପ ଉଦ୍ଧାର ହୋଇଛି ା ଉଦ୍ଧାର ସାପ ଦୁଇଟିକୁ ଶିମିଳିପାଳରେ ଛଡ଼ାଯାଇଛି । ପୀତାମ୍ବରଙ୍କ ଶୋଇବା ଘର ଖଟତଳେ ସାପ ଥିବା ଦେଖି ପରିବାର…

୪ ବର୍ଷର ଶିଶୁ କନ୍ୟାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

ଠାକୁରମୁଣ୍ଡା ,୧୫ା୧୧(ଡି.ଏନ୍‌.ଏ.)- ଶିଶୁ ଦିବସରେ ଜଣେ ୪ ବର୍ଷର ଶିଶୁ କନ୍ୟାଙ୍କୁ ବଳାତ୍କାର ଭଳି ଏକ ଲଜ୍ଜାଜନକ ଘଟଣା ଘଟିଛି ମୟୂରଭଞ୍ଜ ଜିଲା କରଞ୍ଜିଆ ଥାନା ଅଞ୍ଚଳରେ। ଏନେଇ ପୋଲିସ ଏକ ମାମଲା (ନଂ.୧୭୩/୧୯) ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରିଛି…

ବାରିପଦା ପୌର ପରିଷଦ: ଦରମା ପ୍ରଦାନ ପରେ ସଫେଇ କାର୍ଯ୍ୟ ସ୍ବାଭାବିକ

ବାରିପଦା ଅଫିସ,୧୫ା୧୧- ବାରିପଦା ପୌର ପରିଷଦର ସଫେଇ କାର୍ଯ୍ୟରେ ନିୟୋଜିତ ସଫେଇ କର୍ମଚାରୀମାନେ ଦରମା ପ୍ରଦାନ ଦାବିରେ ମଙ୍ଗଳବାରଠାରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଥିଲେ। ପ୍ରତିଶ୍ରୁତି ମୁତାବକ ସଫେଇ ସଂସ୍ଥା ଗୁରୁବାର ସକାଳ ସୁଦ୍ଧା ସେମାନଙ୍କୁ ଦରମା ପ୍ରଦାନ କରିବା ପରେ ସହରରେ…

ଶିମିଳିପାଳରେ ରୋପ୍‌ୱେ ନିର୍ମାଣ ପ୍ରସ୍ତାବ: ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ସରୋଜିନୀ

ବାରିପଦା ଅଫିସ,୧୫ା୧୧- ମୟୂରଭଞ୍ଜ ଜିଲାର ଶିମିଳିପାଳ ଓଡ଼ିଶାବାସୀଙ୍କ ପାଇଁ ଗର୍ବ ଓ ଗୌରବ। ବିଭିନ୍ନ ଦୃଷ୍ଟିକୋଣରୁ ଏହା ବେଶ୍‌ ପରିଚିତ। ଶୀତଦିନରେ ଦେଶ ବିଦେଶରୁ ପର୍ଯ୍ୟଟକମାନେ ଏଠାକୁ ବୁଲି ଆସିବା ଏବଂ ରାତ୍ରିଯାପନ କରିବା ପାଇଁ ଭଲ ପାଆନ୍ତିି। ଏଠାରେ ପର୍ଯ୍ୟଟନର…

ଦୁର୍ଘଟଣାରେ ଯୁବକ ମୃତ

ବାରିପଦା ଅଫିସ,୧୫ା୧୧- ବାରିପଦା ସହରର ମୁର୍ଗବାଡି ଗୋଲଇ ନିକଟରେ ଗୁରୁବାର ସାରେ ଏକ ଦୁର୍ଘଟଣାରେ ଜଣେ ମୋଟର ସାଇକେଲ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ହେଲେ ଦେବାନନ୍ଦ ମହାକୁଡ଼। ତାଙ୍କ ଘର ବେତନଟୀ ଥାନା ଅଧୀନ ଧାନଶୋଳ ଗ୍ରାମରେ। ଏକ…

ମାଣତ୍ରୀ ବୋଇତ ବନ୍ଦାଣ ମହୋତ୍ସବର ୨ୟ ସନ୍ଧ୍ୟା: ‘ବିକାଶ ପାଇଁ ସମୂହ ସହଯୋଗ ଆବଶ୍ୟକ’

ବଡ଼ସାହି,୧୫ା୧୧(ସ୍ବ.ପ୍ର)- ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ମାଣତ୍ରୀଠାରେ ବାବା କଖାରୁଆ ବୈଦ୍ୟନାଥ ଯୁବକ ସଂଘ ଆନୁକୂଲ୍ୟରେ ୩ଦିନିଆ ୯ମ ବାର୍ଷିକ ଜିଲାସ୍ତରୀୟ ବୋଇତ ବନ୍ଦାଣ ମହୋତ୍ସବର ୨ୟ ସନ୍ଧ୍ୟା ବୁଧବାର ଅନୁଷ୍ଠିତ ହୋଇଯାଇଛି ା ଅଞ୍ଚଳର ବିକାଶ ପାଇଁ ସମୂହ ସହଯୋଗ…

ଦରମା ନ ମିଳିବାରୁ ଅଭିନବ ପ୍ରତିବାଦ: କାର୍ଯ୍ୟାଳୟ ଭିତରେ ଅଳିଆ ଫିଙ୍ଗିଲେ ସଫେଇ କର୍ମଚାରୀ

ବାରିପଦା ଅଫିସ,୧୩।୧୧: ବାରିପଦା ପୌର ପରିଷଦର ସଫେଇ କାର୍ଯ୍ୟରେ ନିୟୋଜିତ ସଫେଇ କର୍ମଚାରୀମାନେ ମଙ୍ଗଳବାରଠାରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି। ବୁଧବାର ସକାଳେ ପୌର କାର୍ଯ୍ୟାଳୟ ଭିତରେ ଅଳିଆ ଫିଙ୍ଗି ଅଭିନବ ଉପାୟରେ ପ୍ରତିବାଦ କରିଛନ୍ତି। ଦରମା ପ୍ରଦାନ ଦାବିରେ ଏହି ଆନ୍ଦୋଳନ…

ସୁନାବେଶରେ ଦର୍ଶନ ଦେଲେ ମା’କୀଚକେଶ୍ୱରୀ

ବାରିପଦା ଅଫିସ୍‌,୧୩ା୧୧- ମୟୂରଭଞ୍ଜ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ କୀଚକେଶ୍ୱରୀ ଶ୍ରଦ୍ଧାଳୁମାନଙ୍କୁ ସୁନାବେଶରେ ଦର୍ଶନ ଦେଇଛନ୍ତି। ସହସ୍ରାଧିକ ଶ୍ରଦ୍ଧାଳୁ ତଥା ପର୍ଯ୍ୟଟକଙ୍କ ସମାଗମ ଯୋଗୁ ମଙ୍ଗଳବାର ଖିଚିଂପୀଠ ଜନସମୁଦ୍ରରେ ପରିଣତ ହୋଇଥିଲା। ପ୍ରତିବର୍ଷଭଳି କାର୍ତ୍ତିକପୂର୍ଣ୍ଣିମା ଅବସରରେ ଅନୁଷ୍ଠିତ ହେଉଥିବା ଦୁର୍ଲ୍ଲଭ ସୁନାବେଶ…

ମାଣତ୍ରୀ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ସମାଗମ: ଜ୍ୟୋତିର୍ଲିଙ୍ଗରେ ବେଲପତ୍ର ସହ ତୁଳସୀ ଲାଗି

ବଡସାହି,୧୩ା୧୧(ସ୍ବ.ପ୍ର)- ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ବଡ଼ସାହି ବ୍ଲକ ମାଣତ୍ରୀସ୍ଥିତ ବାବା କଖାରୁଆ ବୈଦ୍ୟନାଥଙ୍କ ପୀଠରେ ମଙ୍ଗଳବାର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହୋଇଛି ା ପଞ୍ଚକ ୫ଦିନ ଧରି କଖାରୁଆ ମହାଦେବଙ୍କ ଜ୍ୟୋର୍ତିଲିଙ୍ଗରେ ଶ୍ରୀଜଗନ୍ନାଥଙ୍କ ଅତିପ୍ରିୟ…

ବାତ୍ୟା ପରେ ଚକଡ଼ା ପୋକ ଆତଙ୍କ

କୋଷ୍ଠା,୧୩ା୧୧(ଡି.ଏନ୍‌.ଏ.)- ଶୂଳିଆପଦା ବ୍ଲକ ଅଞ୍ଚଳରେ ବୁଲବୁଲ ବାତ୍ୟା ପ୍ରଭାବରେ ବ୍ୟାପକ ଧାନ ଫସଲ ନଷ୍ଟ ହେବାର ଆଶଙ୍କା ପ୍ରକାଶ ପାଇଛି। ବହୁ ଚାଷୀଙ୍କ ପାଚିଲା ଧାନ ଗଛ ପାଣିରେ ବୁଡ଼ି ରହିଛି। ୧୩ ତାରିଖରେ କ୍ଷୟକ୍ଷତି ରିପୋର୍ଟ ମିଳିବ ବୋଲି ବ୍ଲକ…

ଦରମା ଦାବିରେ ସଫେଇ କର୍ମଚାରୀଙ୍କ ଆନ୍ଦୋଳନ

ବାରିପଦା ଅଫିସ,୧୩ା୧୧- ବାରିପଦା ପୌର ପରିଷଦରେ ନିର୍ବାଚିତ ବୋର୍ଡର କାର୍ଯ୍ୟକାଳ ଗତ ଫେବୃୟାରୀରୁ ସରିଯାଇଥିବା ବେଳେ ବର୍ତ୍ତମାନ ଏହା ଜିଲା ପ୍ରଶାସନ ଦ୍ୱାରା ପରିଚାଳିତ ହେଉଛି। ତେବେ ଅଧିକାରୀମାନେ ଠିକ୍‌ ଭାବେ ପୌର ପରିଷଦକୁ ପରିଚାଳନା କରିପାରୁ ନ ଥିବା ବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri