ମୟୂରଭଞ୍ଜ

ମଧ୍ୟାହ୍ନଭୋଜନ ପାଚିକା ସଂଘର ବିକ୍ଷୋଭ

ବାରିପଦା ଅଫିସ,୧୮ା୧୨- ମଧ୍ୟାହ୍ନଭୋଜନ ପାଚିକା ସଂଘର କର୍ମକର୍ତ୍ତାମାନେ ମଙ୍ଗଳବାର ୭ ଦଫା ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସିଆଇଟିୟୁ ଜିଲା ସାଧାରଣ ସମ୍ପାଦକ ଅମଲ ଦେଙ୍କ ନେତୃତ୍ୱରେ ଶତାଧିକ ପାଚିକା ବାରିପଦା ରେଳ ଷ୍ଟେଶନରୁ ଏକ…

କାର୍ଟୁନ ଗୋଦାମରେ ଲାଗିଲା ନିଆଁ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ବାରିପଦା ଅଫିସ,୧୭।୧୨: ବାରିପଦା ସହର ଉପକଣ୍ଠ ମଞ୍ଚାବନ୍ଧାସ୍ଥିତ ଏକ କାର୍ଟୁନ ଗୋଦାମରେ ସୋମବାର ବିଳମ୍ବିତ ରାତିରେ ନିଆଁ ଲାଗିଥିଲା। ଖବର ପାଇ ଅଗ୍ନିଶମ ବିଭାଗର ୩ଟି ଗାଡି ଆସି ନିଆଁକୁ ଆୟତ କରିଥିଲେ। ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ସମ୍ପତ୍ତି ପୋଡି ଯାଇଥିବା…

ସ୍ତ୍ରୀ ମୃତଦେହକୁ ଟ୍ରଲିରେ ବୋହିନେଲେ ସ୍ବାମୀ

ଉଦଳା,୧୭ା୧୨(ଡି.ଏନ୍‌.ଏ.)- ସ୍ତ୍ରୀଙ୍କ ମୃତଦେହକୁ ତାଙ୍କ ସ୍ବାମୀ ଟ୍ରଲିରେ ରଖି ବୋହି ନେବା ଭଳି ଏକ ଘଟଣା ପଦାକୁ ଆସିଛି। ସୋମବାର ସନ୍ଧ୍ୟାରେ ମୃତଦେହକୁ ଟ୍ରଲିରେ ନିଆଯାଉଥିବା ଖବରପାଇ ମୟୂରଭଞ୍ଜ ଜିଲା ଉଦଳା ଥାନା ପୋଲିସ ଏଠାରୁ ୮ କି.ମି ଦୂର ନାବରା…

ମେଡିକାଲ ବାରଣ୍ଡାରୁ ଶିଶୁ କନ୍ୟା ଉଦ୍ଧାର

ବାରିପଦା ଅଫିସ,୧୬ା୧୨- ମୟୂରଭଞ୍ଜ ଜିଲା ବେତନଟୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ବାରଣ୍ଡାରୁ ସୋମବାର ଅପରାହ୍ନରେ ଏକ ଶିଶୁ କନ୍ୟାଙ୍କୁ ଉଦ୍ଧାର କରାଯାଇଛି। ଏହି ଶିଶୁ କନ୍ୟା ପ୍ରାୟ ୧୦ ଦିନ ତଳେ ଜନ୍ମ ହୋଇଥିବା ମେଡିକାଲ କର୍ମଚାରୀମାନେ କହିଛନ୍ତି। ସୂଚନା ଅନୁଯାୟୀ, ମେଡିକାଲ…

ରୋଗୀଙ୍କୁ ଏକ୍ସପାରୀ ସାଲାଇନ୍‌ : ଡ଼ାକ୍ତରଖାନାରେ ହୋହଲ୍ଲା

କପ୍ତିପଦା,୧୬ା୧୨(ଡ଼ିଏନ୍‌ଏ)- କପ୍ତିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରବିବାର ଜଣେ ରୋଗୀଙ୍କୁ ଏକ୍ସପାରୀ ସାଲାଇନ୍‌ ଦିଆଯିବା ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ସ୍ଥାନୀୟ ଲୋକେ ଡ଼ାକ୍ତରଖାନାରେ ହୋହଲ୍ଲା କରିବାରୁ କିଛି ସମୟ ରୋଗୀସେବା ବାଧାପ୍ରାପ୍ତ ହୋଇଥିଲା। ସୂଚନା ଅନୁଯାୟୀ, ବଡ଼ଖଲାଡ଼ି ପଞ୍ଚାୟତ ଅନ୍ତର୍ଗତ ଦୁଣ୍ଡରିଆ…

ସଫେଇ ବାହାନାରେ ଠକି ନେଲେ ସୁନା ଅଳଙ୍କାର

ବାରିପଦା ଅଫିସ,୧୬ା୧୨- ବାରିପଦା ସହରରେ ଚଳିତ ବର୍ଷ ଅପରାଧିକ କାର୍ଯ୍ୟକଳାପ ବିଗତ ବର୍ଷ ଅପେକ୍ଷା ବୃଦ୍ଧି ଘଟିଛି। ପୋଲିସ ଚାହିଁଲେ ସୁଦ୍ଧା ଅପରାଧକୁ କମାଇ ପାରୁ ନାହିଁ । ଚୋରି, ଡକାୟତି ଓ ଲୁଟ ନିତିଦିନିଆ ଘଟଣା ପାଲଟିଛି। ତେବେ ପୋଲିସ…

ରାତିରେ ହେଉଛି ଗୋ ଚାଲାଣ

କୁଆମରା,୧୬।୧୨(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲାର ବିଭିନ୍ନ ସାପ୍ତାହିକ ଗୋରୁହାଟରୁ ପଡ଼ୋଶୀ ପଶ୍ଚିମବଙ୍ଗକୁ ରାତ୍ରି ସମୟରେ ପିକ୍‌ଅପ ଭ୍ୟାନ ଯୋଗେ ବେଆଇନ ଭାବେ ଗୋ ଚାଲାଣ ହେଉଛି। ଉଦଳା ଉପଖଣ୍ଡରୁ ପ୍ରତି ସପ୍ତାହର ଦୁଇ ଦିନ ବଳଦ ଓ ଗାଈଙ୍କୁ ଦଲାଲମାନେ ଅବାଧରେ ପଶ୍ଚିମବଙ୍ଗକୁ ଚାଲାଣ…

ସବ୍‌ଡିଭିଜନ ଦାବି ତେଜିଲା

ବଡ଼ସାହି,୧୫।୧୨(ସ୍ବ.ପ୍ର.)-ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାର ବେତନଟୀ ଓ ବଡସାହି ବ୍ଲକୁ ମିଶାଇ ସବ୍‌ଡିଭିଜନ ଗଠନ କରିବା ଦାବି ତେଜିବାରେ ଲାଗିଛି। ଶନିବାର ପାଉଁଶିଆବନ୍ଧ ଠାରେ ଅନୁଷ୍ଠିତ ବିକାଶ ମଞ୍ଚର ୮ମ ବୈଠକରେ ଏନେଇ ଜୋରଦାର ଦାବି ଉପସ୍ଥାପନ କରାଯାଇଛି। ବଡସାହି ଓ…

ଏଚ୍‌ଆଇଭି ଆକ୍ରାନ୍ତ ଗର୍ଭବତୀଙ୍କୁ ଚିକିତ୍ସାରେ ଅବହେଳା: ମା’ ପେଟରେ ଆଖିବୁଜିଲା ଶିଶୁ

ବାରିପଦା ଅଫିସ,୧୫ା୧୨-ଏଚ୍‌ଆଇଭିରେ ଆକ୍ରାନ୍ତ ହୋଇଥିବା ଜଣେ ଗର୍ଭବତୀ ଗର୍ଭକଷ୍ଟ ପାଉଥିଲେ ବି ଡାକ୍ତରମାନେ ତାଙ୍କୁ ଚିକିତ୍ସା ନ କରିବାରୁ ଗର୍ଭସ୍ଥ ଶିଶୁ ଦୁନିଆର ଆଲୋକ ଦେଖିବା ଆଗରୁ ଆଖିବୁଜି ଦେଇଥିବା ଅଭିଯୋଗ ହୋଇଛି। ଏଭଳି ଏକ ସମ୍ବେଦନଶୀଳ ଘଟଣା ମୟୂରଭଞ୍ଜ ଜିଲା…

ଶକ୍ତି ଉତ୍ତୋଳନ ପ୍ରତିଯୋଗିତା: ମୟୂରଭଞ୍ଜ ଜିଲାକୁ ୨୪ ପଦକ

ବାରିପଦା ଅଫିସ,୧୫ା୧୨- ଗତ ୭ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରଠାରେ ଅନୁଷ୍ଠିତ ରାଜସ୍ତରୀୟ ଶକ୍ତି ଉତ୍ତୋଳନ ପ୍ରତିଯୋଗିତାରେ ମୟୂରଭଞ୍ଜ ଜିଲାକୁ ମିଳିଛି ସଫଳତା । ୧୭ ଜଣ ଖେଳାଳି ଜିଲାରୁ ପ୍ରତିନିଧିତ୍ୱ କରି ୧୪ ଟି ସ୍ବର୍ଣ୍ଣ , ୮ ଟି…

ଚରିତ୍ର ସଂହାର ଅଭିଯୋଗରେ ଯୁବକ ଗିରଫ

ରାସଗୋବିନ୍ଦପୁର,୧୫।୧୨ (ଡି.ଏନ.ଏ))- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅନ୍ତର୍ଗତ ନୂଣଚାଟି ଅଞ୍ଚଳର ଜଣେ ମହିଳାଙ୍କ ଚରିତ୍ରସଂହାର କରି ଏକ ବ୍ୟାନର ମାରିବା ଅଭିଯୋଗରେ ପୋଲିିସ ଅଭିଯୁକ୍ତ ଯୁବକ ଭାସ୍କର ନନ୍ଦିଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ଏ ସମ୍ପର୍କରେ…

ଚିକିତ୍ସା ଅଭାବରୁ ଗର୍ଭସ୍ଥ ଶିଶୁର ମୃତ୍ୟୁ: ଅଭିଯୋଗ ଆଣିଲେ ପରିବାର ଲୋକେ

ବାରିପଦା ଅଫିସ,୧୪।୧୨: ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜରେ ଚିକିତ୍ସା ଅବହେଳା ଯୋଗୁ ଜଣେ ଗର୍ଭସ୍ଥ ଶିଶୁର ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ସୂଚନାଯୋଗ୍ୟ, ଗତ ୧୨ ତାରିଖରେ ଜାମଦା ଅଞ୍ଚଳର ଜଣେ ମହିଳାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?