ମୟୂରଭଞ୍ଜ

୨ ମାସ ହେଲା ପାନୀୟ ଜଳ ଯୋଗାଣ ବନ୍ଦ

କୁଆମରା,୧୪।୧୨(ଡି.ଏନ୍‌.ଏ.) – ଗୋପବନ୍ଧୁ ନଗର ବ୍ଲକ ଅନ୍ତର୍ଗତ କୁଆମରା ଗ୍ରାମରେ ୨ ମାସ ହେଲା ପାନୀୟ ଜଳ ଯୋଗାଣ ବନ୍ଦ ହୋଇଥିବାରୁ ଜନ ଅସନ୍ତୋଷ ବୃଦ୍ଧି ପାଇଛି। ୭ ବର୍ଷ ତଳେ ସ୍ବଚ୍ଛ ପାନୀୟ ଜଳ ଯୋଗାଇ ଦେବା ପାଇଁ ପଞ୍ଚାୟତ…

ରାସଗୋବିନ୍ଦପୁରରେ ଥମୁନି ହାତୀ ଉପଦ୍ରବ

ରାସଗୋବିନ୍ଦପୁର,୧୪।୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଅଞ୍ଚଳରେ ଏବେ ଧାନ ଅମଳ ଚାଲିଥିବା ବେଳେ ଝାଡଖଣ୍ଡରୁ ଆସିଥିବା ଶତାଧିକ ହାତୀ ଉପଦ୍ରବ ଚଳାଇଛନ୍ତି। ଏହି ହାତୀପଲ ସାରୁମଳା, ନାକିଚୁଆ, ଅମରଦା, ନଳଗଜା, ଭୋଦୁଆଶୋଳ ପ୍ରଭୃତି ପଞ୍ଚାୟତ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟାଇଛନ୍ତି। ହାତୀପଲରେ…

ରୋଗ ଯନ୍ତ୍ରଣା ଅସହ୍ୟ ହେଲା: ନିଜକୁ ଜାଳିଦେଲେ ଯୁବକ

ରାଇରଙ୍ଗପୁର,୧୪।୧୨(ଡି.ଏନ୍‌.ଏ.) – ରୋଗ ଯନ୍ତ୍ରଣା ଅସହ୍ୟ ହେଲା। ଶେଷରେ ଜୀବନ ହାରି ଦେବାକୁ କଠୋର ନିଷ୍ପତ୍ତି ନେଲେ ଯୁବକ। ନିଜକୁ ଜାଳି ଦେଇ ସବୁଦିନ ପାଇଁ ନିଃଶେଷ ହୋଇଗଲେ। ଏଭଳି ଏକ ହୃଦୟବିଦାରକ ଘଟଣା ଘଟିଛି ମୟୂରଭଞ୍ଜ ଜିଲା ତିରିଂ ଥାନା…

ଗଛରେ ପିଟି ହେଲା ଟ୍ରାକ୍ଟର: ଜଣେ ମୃତ,୨ ଗୁରୁତର

ବାଙ୍ଗିରିପୋଷି,୧୩ା୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧୀନ କୁସୁମବନ୍ଧ ପଞ୍ଚାୟତର ତୁଳସୀବଣୀ ଛକ ନିକଟରେ ଗୁରୁବାର ଏକ ଟ୍ରାକ୍ଟର ଗଛରେ ପିଟି ହେବାରୁ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ସ୍ଥାନୀୟ ଗୁରୁଗୁଡିଆ…

ଜିଲା ପୋଲିସରେ ବଡ଼ ଧରଣର ଅଦଳବଦଳ

ବାରିପଦା ଅଫିସ, ୧୩ା୧୨- ମୟୂରଭଞ୍ଜ ଜିଲା ପୋଲିସ ପକ୍ଷରୁ ଥାନାସ୍ତରରେ ଗୁରୁବାର ଏକ ବଡ଼ ଧରଣର ଅଦଳବଦଳ କରାଯାଇଛି। ଡିଓ ନଂ.୨୫୦୭/ଆରଓ/୧୨ା୧୨ା୨୦୧୯ରେ ଜିଲା ଏସ୍‌ପି ପରମାର ସ୍ମିଥ ପୁରୁଷୋତ୍ତମଦାସ ଏହି ନିର୍ଦ୍ଦେଶ ଦେଇଛନ୍ତି। ୧୮ ଇନ୍ସପେକ୍ଟର ଓ ୪ ସବ୍‌ଇନ୍ସପେକ୍ଟରଙ୍କୁ ବିଭିନ୍ନ…

ବିଶୋଇ ବ୍ଲକ ଛକରେ ଓଭରବ୍ରିଜ ନିର୍ମାଣ ଦାବି ଜୋର ଧରିଲା : ୨୩ରେ ରାସ୍ତାରୋକୋ ଆନ୍ଦୋଳନ

ବିଶୋଇ,୧୩ା୧୨(ଡି.ଏନ୍‌.ଏ.) – ୪୯ ନଂ ଜାତୀୟ ରାଜପଥର ବିଶୋଇ ବ୍ଲକ ଛକରେ ଓଭରବ୍ରିଜ ନିର୍ମାଣ ଲାଗି ଦାବି ଜୋର ଧରିଛି। ପୂର୍ବରୁ ଏନେଇ ଏନଏଚ କର୍ତ୍ତୃପକ୍ଷଙ୍କୁ ବାରମ୍ବାର ଅବଗତ କରାଯାଇଥିଲେ ମଧ୍ୟ କର୍ତ୍ତୃପକ୍ଷ କିଛି ପଦକ୍ଷେପ ନ ନେବାରୁ ଜନ ଅସନ୍ତୋଷ…

ଅଜଗର ଉଦ୍ଧାର

ଉଦଳା,୧୨ା୧୨(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଉଦଳା ବନାଞ୍ଚଳ ଅଧୀନ ବୈରାଟପୁର ଗ୍ରାମ ନିକଟସ୍ଥ ସୋନ ନଦୀ ପଠାରୁ ମଙ୍ଗଳବାର ଏକ ୭ ଫୁଟିଆ ଅଜଗର ଉଦ୍ଧାର ହୋଇଛି ା ରାତିରେ ସାପଟି ଗ୍ରାମରୁ ନଦୀ ପଠାକୁ ଯାଉଥିବା ଗ୍ରାମବାସୀ ଦେଖି ସ୍ନେକ ଲାଇଫ୍‌…

ଗଛକୁ ଧକ୍କା ଦେଲା ଗାଡ଼ି: ୪ ଆହତ

ଠାକୁରମୁଣ୍ଡା,୧୨ା୧୨(ଡି.ଏନ୍‌.ଏ.)- ଠାକୁରମୁଣ୍ଡାଠାରୁ ୪ କି.ମି ଦୂର ଆନନ୍ଦପୁର-ଠାକୁରମୁଣ୍ଡା ରାସ୍ତାର ହାଣ୍ଡିଫୁଟା ଛକ ନିକଟରେ ବୁଧବାର ସକାଳେ ଏକ ଦୁର୍ଘଟଣାରେ ୪ ଜଣ ଆହତ ହୋଇଛନ୍ତି। ଏକ ଟାଟା ସୁମୋ ଗାଡି ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଗଛକୁ ଧକ୍କା ଦେବାରୁ…

ପୀଡ଼ିତାଙ୍କ ବୟାନ ରେକର୍ଡ: ବଳାତ୍କାର ପରେ ବିବାହ କରି ପ୍ରତାରଣା; ଅଭିଯୁକ୍ତ ଗିରଫ

ରାଇରଙ୍ଗପୁର,୧୧ା୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ଓ ଗର୍ଭନଷ୍ଟ କରିବା ଘଟଣାରେ ପୋଲିସ ଅଭିଯୁକ୍ତ ଯୁବକଙ୍କୁ ଗିରଫ କରି ବାରିପଦାସ୍ଥିତ ଜିଲା ପୋକ୍‌ସୋ ଅଦାଲତକୁ ପଠାଇଛି। ଗିରଫ ଅଭିଯୁକ୍ତ ହେଲେ ସୁନ୍ଦରମୋହନ…

ହାତୀ ଆକ୍ରମଣରେ ଆହତ ଯୁବତୀଙ୍କ ମୃତ୍ୟୁ

ଠାକୁରମୁଣ୍ଡା,୧୧ା୧୨(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଦୁଧିଆଣି ରେଞ୍ଜ ଅନ୍ତର୍ଗତ ଚାଞ୍ଚବଣି ଗ୍ରାମରେ ଗତ ୧ ତାରିଖରେ ହାତୀ ଆକ୍ରମଣରେ ଜଣେ ଯୁବତୀ ଗୁରୁତର ଆହତ ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ସୋମବାର ରାତିରେ ତାଙ୍କର ମୃତ୍ୟୁ ଘଟିଛି। ମୃତ ଯୁବତୀ ହେଲେ…

ଡମ୍ପର- ଭ୍ୟାନ ମୁହାଁମୁହିଁ: ୪ ଗୁରୁତର, ୨ ଗୋରୁ ମୃତ

ବଡ଼ସାହି,୧୧ା୧୨(ସ୍ବ.ପ୍ର)-ବଡ଼ସାହି-ବେତନଟୀ ରାସ୍ତାର ଘୁଷୁରିଆ ନିକଟରେ ମଙ୍ଗଳବାର ରାତି ୮ଟା ୪୫ମିନିଟ ସମୟରେ ଏକ ଦୁର୍ଘଟଣାରେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଏକ ବାଲି ବୋଝେଇ ଡ଼ମ୍ପର ସହିତ ଗୋରୁ ବୋଝେଇ ପିକଅପ ଭ୍ୟାନର ମୁହଁାମୁହଁି ଧକ୍କା ହୋଇଥିଲା। ଆହତମାନଙ୍କୁ ଚିକିତ୍ସା…

ମଦ ବିରୋଧୀ ପଥପ୍ରାନ୍ତ ସଭା

ଯଶିପୁର,୧୧ା୧୨(ଡି.ଏନ୍‌.ଏ.)-ଅଲ୍‌ ଇଣ୍ଡିଆ ଡିଏସ୍‌ଓ ଏବଂ ଡିଓ୍ବାଇଓ ପକ୍ଷରୁ ମଙ୍ଗଳବାର ଯଶିପୁର ନୂଆ ବସ୍‌ ଷ୍ଟାଣ୍ଡଠାରେ ମଦ ବିରୋଧୀ ପଥପ୍ରାନ୍ତ ସଭା ଅନୁଷ୍ଠିତ ହୋଇଯାଇଛି। ସଂଗଠନର କର୍ମକର୍ତ୍ତା ଓ ଯୁବଛାତ୍ରମାନେ ବିଭିନ୍ନ ସ୍ଲୋଗାନ ଦେଇ ଜନସାଧାରଣଙ୍କୁ ସଚେତନ କରିଥିଲେ। ମନୋଜ ମହାନ୍ତଙ୍କ ସଭାପତିତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?