ଛାତ୍ରୀଛାତ୍ରଙ୍କ ଅହିଂସା ପଦଯାତ୍ରାକୁ ଅଟକାଇଲା ପ୍ରଶାସନ
ବାରିପଦା ଅଫିସ,୬ା୧୧- ମୟୂରଭଞ୍ଜ ଜିଲା ବାରିପଦା ତକତପୁରସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟରେ ଦୀର୍ଘଦିନ ହେବ ଛାତ୍ର ଅଶାନ୍ତି ଲାଗି ରହିଛି। ଏଠାରେ ସମନ୍ବିତ ବିଏଡ୍, ଏମଏଡ୍ ପାଠ୍ୟକ୍ରମରେ ଅଧ୍ୟୟନ କରୁଥିବା ଛାତ୍ରୀଛାତ୍ରମାନଙ୍କୁ କେବଳ ଏମଏଡ୍ ପାଠ୍ୟକ୍ରମ ପରୀକ୍ଷା ଦେବା ପାଇଁ ଅନୁମତି…
ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଯାଇ ମହିଳାଙ୍କୁ ଅସଦାଚରଣ ଘଟଣା: ଏଏସଆଇଙ୍କୁ ଗିରଫ କଲା ପୋଲିସ
କପ୍ତିପଦା,୬ା୧୧(ଡି.ଏନ୍.ଏ.)- ଏକ ପୁରୁଣା ମାମଲାରେ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଯାଇ ଜଣେ ମହିଳାଙ୍କୁ ଅସଦାଚରଣ କରିବା ଅଭିଯୋଗରେ କପ୍ତିପଦା ଥାନାର ତତ୍କାଳୀନ ଏଏସଆଇ ଶୁଭେନ୍ଦୁ ବେହେରାଙ୍କୁ ଗିରଫ କରାଯାଇଛି। ସୋମବାର ବିଳମ୍ବିତ ରାତିରେ ବାରିପଦାସ୍ଥିତ ବାସଭବନରୁ ପୋଲିସ ତାଙ୍କୁ ଗିରଫ କରି…
ବାରିପଦା ଟାଉନ ଥାନା: ହ୍ୟାଣ୍ଡକପ୍ ଭାଙ୍ଗି ଅଭିଯୁକ୍ତ ଫେରାର
ବାରିପଦା ଅଫିସ,୫ା୧୧- ସୋମବାର ରାତିରେ ବାରିପଦା ଟାଉନ ଥାନାରୁ ହ୍ୟାଣ୍ଡକପ୍ ଭାଙ୍ଗି ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି। ରାତି ଡ୍ୟୁଟିରେ ଥିବା କର୍ମଚାରୀମାନେ ଶୋଇ ରହିଥିବା ସୁଯୋଗ ନେଇ ଅଭିଯୁକ୍ତ ଫେରାର ହୋଇଯାଇଥିଲେ। ତେବେ…
ଧାନ ଚାଷ ଉଜାଡ଼ିଲେ ହାତୀପଲ
କୁଆମରା,୫ା୧୧(ଡି.ଏନ୍.ଏ.)- ନୀଳଗିରି ରେଞ୍ଜ ଅଧୀନ କୁଲଡିହା ଜଙ୍ଗଲରୁ ୬ ଦିନ ହେଲା ଦନ୍ତା ସମେତ ମୋଟ ସାତଟି ହାତୀ ବାଟବଣା ହୋଇ କୁଆମରା ଫରେଷ୍ଟ ଅଞ୍ଚଳରେ ପଶି ବ୍ୟାପକ ଧାନ ଫସଲ ନଷ୍ଟ କରୁଛନ୍ତି। ଧାଉଁଡିଆ, ଖିରିପଦା, କଡ଼ଦା ଓ କୁଆମରା…
ଛାତ୍ର ଆନ୍ଦୋଳନ ଜାରି: ବସିଲା ବୈଠକ, ତୁଟିଲାନି ବିବାଦ
କୁଆମରା,୫ା୧୧(ଡି.ଏନ୍.ଏ.)- ଗୋପବନ୍ଧୁ ନଗର ବ୍ଲକ ପୁରୁଣା ବାରିପଦା ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ଓ ଛାତ୍ରୀଛାତ୍ରଙ୍କ ବିବାଦ ଜଟିଳ ହେବାରେ ଲାଗିଛି। ଏଥିନେଇ କଲେଜରେ ଦିନକୁ ଦିନ ଅଶାନ୍ତି ବଢିବାରେ ଲାଗିଛି। ଘଟଣାର୧୮ ଦିନ ପରେ ବି ଅଦ୍ୟାବଧି କୌଣସି ସମାଧାନର…
ଭାଲୁ ଆକ୍ରମଣରେ ଛେଳି ଚରାଳି ଗୁରୁତର
ଉଦଳା,୪ା୧୧(ଡି.ଏନ୍.ଏ.)- ଭାଲୁ ଆକ୍ରମଣରେ ଜଣେ ଛେଳି ଚରାଳି ଗୁରୁତର ଆହତ ହୋଇଛନ୍ତି। ଆହତ ଜଣକ ହେଲେ ଉଦଳା ବ୍ଲକ ଖଲାଡି ପଞ୍ଚାୟତ ଅଧୀନ ଶିରିପୁର ଗ୍ରାମର ପ୍ରଭାକର ଦେହୁରୀ(୫୫)। ରବିବାର ସେ ଛେଳି ନେଇ ନିକଟସ୍ଥ ହୁଡିକୁ ଚରାଇବାକୁ ଯାଇଥିଲେ। ଏହି…
ଉଦଳାରେ ଡେଙ୍ଗୁ ରୋଗୀ ଚିହ୍ନଟ
ଉଦଳା,୪ା୧୧(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ଅଞ୍ଚଳରେ ଜଣେଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ରୋଗୀ ଜଣକ ଏବେ ବାରିପଦା ପିଆରଏମ୍ ମେଡିକାଲରେ ଚିକିତ୍ସା ନିମନ୍ତେ ଭର୍ତ୍ତି ହୋଇଛନ୍ତି। ସୂଚନା ଅନୁଯାୟୀ, ଉଦଳା ବ୍ଲକ ଅଧୀନ କୋଚିଳାଡିହା ପଞ୍ଚାୟତ ଅଞ୍ଚଳର ଜଣେ…
ଛଟ୍ ପୂଜା ଲାଗି ନଦୀଘାଟ ଉତ୍ସବମୁଖର
ରାଇରଙ୍ଗପୁର, ୩।୧୧ (ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସହରାଞ୍ଚଳ ଉପକଣ୍ଠ ଖଡ଼ଖାଇ ନଦୀ ଘାଟ ଶନିବାର ବିହାରୀ ସମ୍ପ୍ରଦାୟର ପ୍ରସିଦ୍ଧ ଛଟ୍ ପୂଜା ଲାଗି ଉତ୍ସବମୁଖର ହୋଇ ଉଠିଥିଲା। ସ୍ଥାନୀୟ ସହରାଞ୍ଚଳର ବିଭିନ୍ନ ବସ୍ତି ଅଞ୍ଚଳରେ ବସବାସ କରୁଥିବା ଏହି ସମ୍ପ୍ରଦାୟର ବ୍ରତଧାରୀ…
କୁଆମରାରେ ହାତୀ ଉପଦ୍ରବ
କୁଆମରା,୨ା୧୧(ଡି.ଏନ୍.ଏ.)- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଞ୍ଚଳରୁ ଏକ ଦନ୍ତା ସମେତ ମୋଟ ୭ଟି ହାତୀ ଗୁରୁବାର ରାତିରେ କୁଆମରା ଫରେଷ୍ଟ ଅଞ୍ଚଳରେ ପ୍ରବେଶ କରିବା ଯୋଗୁ ସାଧାରଣରେ ଆତଙ୍କ ସୃଷ୍ଟି ହୋଇଛି। ହାତୀପଲ ପ୍ରଥମେ କୁଆମରା ପଞ୍ଚାୟତର କଡଦା ଅଞ୍ଚଳରେ…
ମୟୂରଭଞ୍ଜ ସରକାରୀ ଠିକାଦାର ସଂଘର ବିକ୍ଷୋଭ
ବାରିପଦା ଅଫିସ,୨ା୧୧- ନିଖିଳ ଓଡ଼ିଶା ଠିକାଦାର ମହାସଂଘର ଆହ୍ବାନ କ୍ରମେ ମୟୂରଭଞ୍ଜ ସରକାରୀ ଠିକାଦାର ସଂଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ଡାକରା ଦିଆଯାଇଛି। ଶୁକ୍ରବାର ବାରିପଦାସ୍ଥିତ ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସଂଘ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ମଧ୍ୟ…
୫-ଟି ସଚିବଙ୍କୁ ଭେଟିଲେ ଆଥଲେଟ ଜଉନା ମୁର୍ମୁ
ବାରିପଦା ଅଫିସ,୨ା୧୧- ୨୦୨୦ରେ ଟୋକିଓରେ ହେବାକୁ ଥିବା ଅଲିମ୍ପିକ ପାଇଁ ପ୍ରସ୍ତୁତ ହେବାକୁ ଆନ୍ତର୍ଜାତୀୟସ୍ତରୀୟ ଆଥଲେଟ ତଥା ମୟୂରଭଞ୍ଜ ଜିଲା ତିରିଂ ବ୍ଲକ ଅନ୍ତର୍ଗତ ବଡକୁମରୁମ ଗ୍ରାମର ଜଉନା ମୁର୍ମୁଙ୍କ ନିକଟରେ ସମ୍ବଳ ନାହିଁ। ଏହି ଅଲମ୍ପିକ୍ସ ପାଇଁ ପ୍ରସ୍ତୁତ ହେବାକୁ…
ବୃଦ୍ଧାଙ୍କ ମୃତ୍ୟୁ ଘଟଣା ନେଇ ୨ ଗିରଫ
କପ୍ତିପଦା,୨ା୧୧(ଡି.ଏନ.ଏ)- କପ୍ତିପଦା ଥାନା ଅଧୀନ ମହୁଲପଙ୍ଖା ଛାଞ୍ଚୁଣିଆ ଗ୍ରାମରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟଣାରେ ପୋଲିସ ୨ ଅଭିଯୁକ୍ତକୁ ଗିରଫ କରିଛି। ଅଭିଯୁକ୍ତ ଦ୍ୱୟ ହେଲେ ସେହି ଗ୍ରାମର ସୁନୀଲ ରାଉତ ଓ ସମରାଏ ହେମ୍ବ୍ରମ୍। ଗତ ୨୦ ତାରିଖ ରାତି…
Archives


