ବିଦ୍ୟାଳୟରେ ତାଲା ପକାଇ ରାସ୍ତା ଅବରୋଧ କଲେ ଗ୍ରାମବାସୀ: ଅପରାହ୍ନରେ ହେଲା ଷାଣ୍ମାସିକ ପରୀକ୍ଷା
ଖୁଣ୍ଟା,୨ା୧୧(ଡି.ଏନ୍.ଏ.)- ଖୁଣ୍ଟା ବ୍ଲକ ଅଧୀନ ଜଡ଼ାବାଣୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବଦଳି ଦାବି କରାଯାଇଥିବା ଜଣେ ଶିକ୍ଷୟିତ୍ରୀଙ୍କ ପୁନଃ ଯୋଗଦାନକୁ ଗ୍ରାମବାସୀ ବିରୋଧ କରିଛନ୍ତି। ଏଥିନେଇ ଶୁକ୍ରବାର ବିଦ୍ୟାଳୟରେ ତାଲା ପକାଇ ଗ୍ରାମବାସୀ ରାସ୍ତାରୋକ କରିଥିଲେ। ପରେ ପୋଲିସର ହସ୍ତକ୍ଷେପ ଓ…
ଆଜି ଖୋଲିଲା ଶିମିଳିପାଳ : ପ୍ରଥମ ଦିନରେ ପର୍ଯ୍ୟଟକଙ୍କୁ ସ୍ବାଗତ ଲାଗି ସ୍ବତନ୍ତ୍ର ବ୍ୟବସ୍ଥା
ବାରିପଦା ଅଫିସ,୧।୧୧: ପର୍ଯ୍ୟଟକମାନଙ୍କ ପାଇଁ ଶୁକ୍ରବାରଠାରୁ ଶିମିଳିପାଳ ଅଭୟାରଣ୍ୟ ଖୋଲିଛି। ଅଭୟାରଣ୍ୟ ଭିତରକୁ ପର୍ଯ୍ୟଟକମାନେ ପିଠାବଟା(ଲୁଲୁଙ୍ଗ) ଓ କାଳିଆଣି(ଯଶିପୁର) ଗେଟ୍ ଦେଇ ଯାଇଛନ୍ତି। ପିଠାବଟା ଗେଟ୍ ଦେଇ ୧୬ଟି ଚାରିଚକିଆ ଯାନରେ ମୋଟ ୧୦୬ ଜଣ ପର୍ଯ୍ୟଟକ ଶିମିଳିପାଳ ଭତରକୁ ଯାଇଥିବାବେଳେ…
ଦିବ୍ୟାଙ୍ଗ ମହିଳାଙ୍କୁ ବଳାତ୍କାର ମାମଲା: ଦୋଷୀଙ୍କୁ ୭ ବର୍ଷ ଜେଲ୍
ବାରିପଦା ଅଫିସ/ରାଇରଙ୍ଗପୁର,୧ା୧୧(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଅତିରିକ୍ତ ଜିଲା ଓ ଦୌରାଜଜ ଅନୂପ ରଞ୍ଜନ ପଟ୍ଟନାୟକ ଏକ ବଳାତ୍କାର ମାମଲାର ବିଚାର କରି ଦୋଷୀଙ୍କୁ ୭ ବର୍ଷ ଜେଲ ଦଣ୍ଡ ଓ ୫ ହଜାର ଟଙ୍କା ଜରିମାନା ଆଦାୟ ନିର୍ଦ୍ଦେଶ ଦେଇଛନ୍ତି।…
ଜବତ ବଜ୍ରକାପ୍ତା ଜନ୍ମ ଦେଲା ଶାବକ
ବାରିପଦା ଅଫିସ,୧ା୧୧- ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ପକ୍ଷରୁ ଗତ ମଙ୍ଗଳବାର ରାତିରେ କୁଳିଅଣା ଥାନା ଅଧୀନ ଅସନଯୋଡ଼ା ନିକଟସ୍ଥ ଏକ ଢାବାରୁ ୧୮ କିଗ୍ରା ଓଜନର ଏକ ବଜ୍ରକାପ୍ତା ଜବତ କରାଯାଇଥିଲା। ଏହି ବଜ୍ରକାପ୍ତା ଗୁରୁବାର ସକାଳେ ଏକ ଶାବକ…
ଗୋଟିଏ ଦିନରେ ୪ ବଳାତ୍କାର ମାମଲା ରୁଜୁ
ବାରିପଦା ଅଫିସ/ରାଇରଙ୍ଗପୁର,୧ା୧୧(ଡି.ଏନ୍.ଏ.)-ମୟୂରଭଞ୍ଜ ଜିଲାର ବିଭିନ୍ନ ଥାନାରେ ଗୋଟିଏ ଦିନରେ ୪ଟି ବଳାତ୍କାର ମାମଲା ରୁଜୁ ହୋଇଛି। ବୁଧବାର ଠାକୁରମୁଣ୍ଡା, କରଞ୍ଜିଆ, ଗୋରୁମହଷାଣି ଓ ଝାରପୋଖରିଆ ଥାନାରେ ଗୋଟିଏ ଲେଖାଏଁ ମାମଲା ରୁଜୁ ହୋଇଛି। ଏନେଇ ଏସପି ପରମାର ସ୍ମିଥ ପୁରୁଷୋତ୍ତମ ଦାସ…
ଛାତ୍ରୀଙ୍କୁ ଅସଦାଚରଣ, ବିଦ୍ୟାଳୟରେ ଉତ୍ତେଜନା
ବୈଶିଙ୍ଗା,୧ା୧୧(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଏକ ହାଇସ୍କୁଲର ଜନୈକା ଦଶମଶ୍ରେଣୀ ଛାତ୍ରୀଙ୍କୁ ସେହି ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ ଅସଦାଚରଣ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଏ ସମ୍ପର୍କରେ ଥାନାରେ ଏକ ମାମଲା(ନଂ. ୨୪୪/୧୯) ରୁଜୁ ହୋଇଛି।…
ଜାତୀୟ ଏକତା ଦିବସ : ଦେଶର ଏକତା, ଅଖଣ୍ଡତା ଅକ୍ଷୁଣ୍ଣ ରଖିବାକୁ ଶପଥ
ବାରିପଦା ଅଫିସ,୩୧।୧୦: ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ମହାରାଜା କୃଷ୍ଣଚନ୍ଦ୍ର ଉଚ୍ଚ ବିଦ୍ୟାଳୟ ପରିସରରେ ଜାତୀୟ ଏକତା ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ.ପ୍ରଜ୍ଞା ପାରମିତା ଜେନାଙ୍କ ପୌରହିତରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀ, ଶିକ୍ଷକ, ଶିକ୍ଷା କର୍ମଚାରୀ…
ହଷ୍ଟେଲ ଛାଡୁଛନ୍ତି ଛାତ୍ରୀ, ମରାମତି ନ ହେଲେ ଆନ୍ଦୋଳନକୁ ଓହ୍ଲାଇବେ
ବାରିପଦା ଅଫିସ,୩୧।୧୦: ମୟୂରଭଞ୍ଜ ଜିଲା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ଆଦିବାସୀ ଛାତ୍ରୀ ହଷ୍ଟେଲ ବହୁ ଅବ୍ୟବସ୍ଥା ଭିତରେ ଗତି କରୁଛି। ଏହି ହଷ୍ଟେଲଟି ୧୦୦ ଶଯ୍ୟା ବିଶିଷ୍ଟ ହୋଇଥିବା ବେଳେ ଏହାକୁ ମରାମତି ପାଇଁ କର୍ତ୍ତୃପକ୍ଷ କିମ୍ବା ସମନ୍ବିତ ଆଦିବାସୀ ଉନ୍ନୟନ…
୨୦୨୦ ଅଲିମ୍ପିକ୍ସ ପ୍ରସ୍ତୁତି ପାଇଁ ଆବଶ୍ୟକ ଅର୍ଥ ନାହିଁ : ଜିଲାପାଳଙ୍କୁ ଭେଟି ସହାୟତା ଲୋଡ଼ିଲେ ଆଥଲେଟ ଜଉନା ମୁର୍ମୁ
ବାରିପଦା ଅଫିସ,୩୧ା୧୦- ୨୦୨୦ ଟୋକିଓରେ ହେବାକୁ ଥିବା ଅଲିମ୍ପିକ୍ସ ପାଇଁ ପ୍ରସ୍ତୁତ ହେବାକୁ ଅନ୍ତର୍ଜାତୀୟସ୍ତରୀୟ ଆଥଲେଟ ଜଉନା ମୁର୍ମୁଙ୍କ ନିକଟରେ ସମ୍ବଳ ନାହିଁ। ଏହି ଅଲିମ୍ପିକ୍ସ ପାଇଁ ପ୍ରସ୍ତୁତ ହେବାକୁ ପ୍ରାୟ ୪୦ ଲକ୍ଷ ଟଙ୍କାର ଆବଶ୍ୟକତା ରହିଛି। ହେଲେ ତାଙ୍କୁ…
ଗୃହଦାହ: ଜ୍ୱାଇଁ ନାମରେ ମାମଲା
ଖୁଣ୍ଟା,୩୧ା୧୦(ଡି.ଏନ୍.ଏ.)-ଖୁଣ୍ଟା ଥାନା ଅଧୀନ ଗିରିଶ୍ଚନ୍ଦ୍ରପୁର ଗ୍ରାମରେ ଜନୈକା ମହିଳାଙ୍କ ଘର ପୋଡ଼ି ଯାଇଛି। ଏଥିନେଇ ମହିଳା ଜଣକ ନିଜ ଜ୍ୱାଇଁ ନାମରେ ଖୁଣ୍ଟା ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଏକ ମାମଲା(ନଂ.୧୩୪/୧୯) ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି। ପୋଲିସ…
ତେଜୁଛି କଲେଜ ବିବାଦ: ଅନିର୍ଦ୍ଦିଷ୍ଟ କାଳ ପାଇଁ ପଡ଼ିଲା ତାଲା
କୁଆମରା,୩୧ା୧୦(ଡି.ଏନ୍.ଏ.)- ଗୋପବନ୍ଧୁ ନଗର ବ୍ଲକ ଅନ୍ତର୍ଗତ ପୁରୁଣା ବାରିପଦା ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ଓ ଛାତ୍ରଙ୍କ ମଧ୍ୟରେ ବିବାଦ ଦିନକୁ ଦିନ ତେଜିବାରେ ଲାଗିଛି। ଗତ ୧୮ ତାରିଖରେ କଲେଜ ପରିସରରେ ଅଧ୍ୟକ୍ଷ ଜଣେ ଛାତ୍ରଙ୍କୁ ହାତ ଉଠାଇବା ଘଟଣାକୁ…
ବାଘଡାରୋଡ଼ରୁ ହଟିଲା ବେଆଇନ ଘରୋଇ ବସ୍ ପାର୍କିଂ
ବାରିପଦା ଅଫିସ,୩୧ା୧୦- ବାରିପଦା ସହରର ବ୍ୟସ୍ତ ବହୁଳ ସତ୍ୟସାଇ ଛକ ତଥା ବାଘଡା ରୋଡ଼ରେ ହେଉଥିବା ବେଆଇନ ଘରୋଇ ବସ୍ ପାର୍କିଂକୁ ବୁଧବାର ସାରେ ହଟାଯାଇଛି। ପୂର୍ବାଞ୍ଚଳ ଆଇଜି ଦୀପ୍ତେଶ କୁମାର ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରାସ୍ତାକଡରେ ରହୁଥିବା ବସ୍ ଗୁଡିକୁ…
Archives


