ବଜ୍ରକାପ୍ତା ଜବତ: ୪ ଚାଲାଣକାରୀ ଗିରଫ
ବାରିପଦା ଅଫିସ,୩୦ା୧୦- ବାରିପଦା ବନଖଣ୍ଡ ଅଧୀନ କୁଳିଅଣା ନିକଟରେ ଚଢାଉ କରି ମଙ୍ଗଳବାର ବନ ବିଭାଗ ଏକ ବଜ୍ରକାପ୍ତା ଜବତ କରିଛି। ଏହି ଘଟଣାରେ ୪ ଚାଲାଣକାରୀ ଗିରଫ ହୋଇଛନ୍ତି। ଅଭିଯୁକ୍ତମାନେ ହେଲେ ପ୍ରଦୀପ କୁମାର ମହାକୁଡ଼, ସନତ କୁମାର ମହାନ୍ତ,…
ସମସ୍ୟା ସମାଧାନ ନ ହେଲେ ଅହିଂସା ପଦଯାତ୍ରା
ବାରିପଦା ଅଫିସ,୩୦ା୧୦- ମୟୂରଭଞ୍ଜ ଜିଲା ବାରିପଦା ତକତପୁର ସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟରେ ସମନ୍ବିତ ବିଏଡ, ଏମଏଡ ପାଠ୍ୟକ୍ରମରେ ପଢ଼ୁଥିବା ଛାତ୍ରୀଛାତ୍ରମାନଙ୍କୁ କେବଳ ଏମଏଡ ପାଠ୍ୟକ୍ରମ ସମ୍ବନ୍ଧୀୟ ପରୀକ୍ଷା ଦେବାପାଇଁ ଅନୁମତି ମିଳୁଛି। ଫଳରେ ବିଏଡ ପାଠ୍ୟକ୍ରମ ସମ୍ବନ୍ଧୀୟ ଶିକ୍ଷକ ଯୋଗ୍ୟତା…
ବ୍ଲକ ସମ୍ମୁଖରେ ଜାମବଣୀ ପଞ୍ଚାୟତବାସୀଙ୍କ ଧାରଣା
କପ୍ତିପଦା,୨୮ା୧୦(ଡ଼ି.ଏନ.ଏ)- କପ୍ତିପଦା ବ୍ଲକର ଜାମବଣୀ ପଞ୍ଚାୟତରେ ଅଚଳାବସ୍ଥା ଲାଗି ରହିଥିବା ଅଭିଯୋଗ କରି ବହୁ ପୁରୁଷ ମହିଳା ସୋମବାରଠାରୁ କପ୍ତିପଦା ବ୍ଲକ୍ ସମ୍ମୁଖରେ ଧାରଣାରେ ବସିଛନ୍ତି। ଅଭିଯୋଗ ଅନୁଯାୟୀ, ଅସୁସ୍ଥତା କାରଣରୁ ଜାମବଣୀ ସରପଞ୍ଚ ପଞ୍ଚାୟତ କାର୍ଯ୍ୟାଳୟରେ ନିଜର କାର୍ଯ୍ୟ କରିପାରୁ…
ଜମିବାଡି ବିବାଦକୁ କେନ୍ଦ୍ରକରି ମହିଳାଙ୍କୁ ଆକ୍ରମଣ
ବୈଶିଙ୍ଗା, ୨୭ା୧୦(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା କେନ୍ଦୁଆ ପଞ୍ଚାୟତର ଦଲଦଲି ଗ୍ରାମରେ ଦୀର୍ଘଦିନ ଧରି ଲାଗି ରହିଥିବା ଏକ ପୁରୁଣା ଜମିବାଡି ବିବାଦ ଶେଷରେ ତୀବ୍ର ଆକାର ଧାରଣ କରିଛି। ଏହି ଗ୍ରାମର ଶିବ ମହାର୍ଣ୍ଣାଙ୍କ ଦୁଇ ପୁଅ ରବୀନ୍ଦ୍ର ଓ…
ବର୍ତ୍ତିକା ପେଟ୍ରନ ଆଓ୍ବାର୍ଡ ପାଇବେ ମୀନା ମହାନ୍ତି
ବାରିପଦା ଅଫିସ, ୨୭ା୧୦(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ବାରିପଦା ସହର ବାଘଡାରୋଡର ମୀନା ମହାନ୍ତିଙ୍କୁ ମିଳିବ ବର୍ତ୍ତିକା ପେଟ୍ରନ ଆଓ୍ବାର୍ଡ-୨୦୧୯। ଓଡ଼ିଶା ହସ୍ତତନ୍ତ କାର୍ଣ୍ଣିଭାଲ କାର୍ଯ୍ୟକ୍ରମରେ ତାଙ୍କୁ ଏହି ସମ୍ମାନରେ ସମ୍ମାନିତ କରାଯିବ। ଭୁବନେଶ୍ୱରସ୍ଥିତ ଉତ୍କଳ ରଙ୍ଗମଞ୍ଚରେ ଆସନ୍ତା ନଭେମ୍ବର ୩ ତାରିଖରେ ଏହି…
ତାଲିମ ନେଲେ ୬୦ ଶିକ୍ଷୟିତ୍ରୀଶିକ୍ଷକ
ବାରିପଦା ଅଫିସ, ୨୭ା୧୦-କେନ୍ଦ୍ରୀୟ ହିନ୍ଦୀ ସଂସ୍ଥାନର ଭୁବନେଶ୍ୱର କେନ୍ଦ୍ର ଓ ମୟୂରଭଞ୍ଜ ଜିଲା ଶିକ୍ଷା ବିଭାଗ ମିଳିତ ଆନୁକୂଲ୍ୟରେ ବାରିପଦା ମହାରାଣୀ ପ୍ରେମ କୁମାରୀ ଉଚ୍ଚ ବାଳିକା ବିଦ୍ୟାଳୟରେ ହିନ୍ଦୀ ଶିକ୍ଷକ ନବୀକରଣ ପାଠ୍ୟକ୍ରମ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ…
ବାରିପଦା ପାଲଟିଛି ଅପରାଧୀଙ୍କ ଆଡ୍ଡାସ୍ଥଳୀ
ବାରିପଦା ଅଫିସ,୨୭।୧୦-ଉତ୍ତର ଓଡ଼ିଶାର ସାଂସ୍କୃତିକ ପ୍ରାଣକେନ୍ଦ୍ର ତଥା ପ୍ରମୁଖ ବ୍ୟବସାୟିକ ପେଣ୍ଠସ୍ଥଳୀ ଭାବେ ପରିଚିତ ବାରିପଦା ସହରରେ ଦିନକୁ ଦିନ ଏବେ ଅପରାଧ ଘଟଣା ବୃଦ୍ଧି ପାଇବାରେ ଲାଗିଛି। ସୀମାନ୍ତବର୍ତ୍ତୀ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ରାଜ୍ୟରୁ ଅପରାଧୀମାନେ ଆସି ଏଠାରେ ଅପରାଧ…
ଲଘୁଚାପ ବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି
କୁଆମରା/ଉଦଳା/ ରାସଗୋବିନ୍ଦପୁର, ୨୭।୧୦ (ଡି.ଏନ୍.ଏ.)- ଲଘୁଚାପ ଜନିତ ବର୍ଷା ଯୋଗୁଁ ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। କେତେକ ଅଞ୍ଚଳରେ ରାସ୍ତାରେ ପାଣି ଚାଲିବାରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡିଥିଲା। ବର୍ଷାଛାଡିଥିଲେ ବି କେତେକ ଅଞ୍ଚଳରେ ଚାଷ…
ପୂର୍ବାଞ୍ଚଳ ଆଇଜିଙ୍କ ସମୀକ୍ଷା: ମାସକ ମଧ୍ୟରେ ବିଦା ହେବେ ବିଶୃଙ୍ଖଳିତ ପୋଲିସ ଅଧିକାରୀ
ବାରିପଦା ଅଫିସ,୨୬ା୧୦- ପୂର୍ବାଞ୍ଚଳ ପୋଲିସ ଆଇଜି ଦିପ୍ତେଶ କୁମାର ପଟ୍ଟନାୟକ ମୟୂରଭଞ୍ଜ ଜିଲାର ବିଭିନ୍ନ ଥାନା ଉପଖଣ୍ଡ କାର୍ଯ୍ୟାଳୟର ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଗତ ବୁଧବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ୩ ଦିନ ଧରି ସେ ସମୀକ୍ଷା କରିଛନ୍ତି। ସମୀକ୍ଷା ବେଳେ…
ସୁନା ଦୋକାନୀଙ୍କଠାରୁ ଲୁଟ ଉଦ୍ୟମ: ଅଭିଯୁକ୍ତ ଗିରଫ
ବାରିପଦା ଅଫିସ,୨୬ା୧୦- ବାରିପଦା ସହରର ଜିଲା ପ୍ରାଣୀ ଚିକିତ୍ସାଳୟ ନିକଟରେ ଗତ ମଙ୍ଗଳବାର ରାତିରେ ଜଣେ ସୁନା ବ୍ୟବସାୟୀଙ୍କଠାରୁ ଲୁଟ ଉଦ୍ୟମ ଘଟଣାରେ ଟାଉନ ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ ହେଲେ ଗଞ୍ଜାମ ଜିଲା ଆସ୍କା…
ପ୍ରସୂତିଙ୍କୁ ଘରୋଇ ମେଡିକାଲ ନେବା ପାଇଁ ଡାକ୍ତରଙ୍କ ତାଗିଦ୍ ଭିଡିଓ ଭାଇରାଲ
ବାରିପଦା ଅଫିସ,୨୬ା୧୦- ବଣ ପାହାଡ଼ ଘେରା ଆଦିବାସୀ ଅଧ୍ୟୁଷିିତ ମୟୂରଭଞ୍ଜ ଜିଲାରେ ଲୋକଙ୍କୁ ଠିକ୍ ଭାବେ ସ୍ବାସ୍ଥ୍ୟ ସେବା ପ୍ରଦାନ ପାଇଁ ବାରିପଦାଠାରେ ମେଡିକାଲ କଲେଜ ପ୍ରତିଷ୍ଠା କରାଯାଇଛି। ତେବେ ଏଠାକୁ ଆସୁଥିବା ରୋଗୀମାନେ ବିଭିନ୍ନ ସମୟରେ ଶୋଷଣର ଶିକାର ହେଉଥିବା…
ଉଚ୍ଚ ପଦବୀରେ ପୁଣି ଜଣେ ଓଡ଼ିଆ : ଜମ୍ମୁ-କଶ୍ମୀରର ପ୍ରଥମ ଉପ ରାଜ୍ୟପାଳ ହେଲେ ଗିରୀଶ ଚନ୍ଦ୍ର ମୁର୍ମୁ
ନୂଆଦିଲ୍ଲୀ,୨୫ା୧୦(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଘନିଷ୍ଠ ଭାବେ ପରିଚିତ ଓଡ଼ିଆ ଆଇଏଏସ୍ ଅଫିସର ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି। ୧୯୮୫ ବ୍ୟାଚ୍ର ଏହି ଗୁଜରାଟ କ୍ୟାଡର ଆଇଏଏସ୍ ଅଫିସର କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟରେ ବ୍ୟୟ ବିଭାଗ…
Archives


