ମୟୂରଭଞ୍ଜ

ନଦୀ ସାଜିଛି ପ୍ରତିବନ୍ଧକ

ଉଦଳା,୨୩ା୧୦(ଡି.ଏନ୍‌.ଏ.)- ବର୍ଷା ଆସିଲେ ଛାତିରେ ଛନକା ପଶେ। ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯିବା ଆଶଙ୍କା ଘାରେ। ବର୍ଷା ହେଉ କିମ୍ବା ଅନ୍ୟ ଦିନଗୁଡ଼ିକରେ ନଦୀ ପ୍ରତିବନ୍ଧକ ସାଜିଥାଏ। ଫଳରେ ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ଅଧୀନ କୁଣ୍ଡାବାଇ ପଞ୍ଚାୟତ ବାଲମା, ଉପରବାଲମା…

ରାଜ୍ୟସ୍ତରୀୟ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା: ମୟୂରଭଞ୍ଜରୁ ୨୦ ଖେଳାଳି

ବାରିପଦା ଅଫିସ,୨୨ା୧୦- ରାଜ୍ୟସ୍ତରୀୟ ୧୪ ଓ ୧୭ ବର୍ଷରୁ କମ୍‌ ବାଳକ ଓ ବାଳିକା ବର୍ଗର ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ୨୩ ରୁ ୨୬ ତାରିଖ ପର୍ଯ୍ୟନ୍ତ ସମ୍ବଲପୁର ଜିଲା ଅନ୍ତର୍ଗତ ଚନ୍ଦ୍ରଶେଖର ବେହେରା ଜିଲା ଉଚ୍ଚ ବିଦ୍ୟାଳୟଠାରେ ଅନୁଷ୍ଠିତ ହେବ। ଏହି…

ବଜ୍ରକାପ୍ତା କାତି ଜବତ : ୬ ଗିରଫ

ଉଦଳା,୨୨ା୧୦(ଡି.ଏନ୍‌.ଏ.)- ବଜ୍ରକାପ୍ତା ଚୋରା ଚାଲାଣର ପେଣ୍ଠସ୍ଥଳୀ ପାଲଟିଛି ମୟୂରଭଞ୍ଜ ଜିଲା ଉଦଳା ବନାଞ୍ଚଳ ଏରିଆ ା କିଛିମାସ ପୂର୍ବେ ବଜ୍ରକାପ୍ତା ଚୋରା ଚାଲାଣ ନିମନ୍ତେ ଡିଲ୍‌ ହେଉଥିବା ବେଳେ କ୍ରାଇମ୍‌ବ୍ରାଞ୍ଚର ଏସ୍‌ଟିଏଫ୍‌ ଟିମ୍‌ ୪ ବେପାରୀଙ୍କୁ ଗିରଫ କରିଥିଲା ା ଏବେ…

ଅଭିଯୋଗ ରଖୁନି ପୋଲିସ: ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ କଲେଜ ଛାତ୍ର

ବାରିପଦା ଅଫିସ/କୁଆମରା,୨୨ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅନ୍ତର୍ଗତ ପୁରୁଣା ବାରିପଦା ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟର ଛାତ୍ର ଦେବାଶିଷ ମହନ୍ତଙ୍କ ସହିତ କଲେଜ କର୍ତ୍ତୃପକ୍ଷଙ୍କ ଗଣ୍ଡଗୋଳ ଘଟଣା ଥମିବାର ନାଁ ଧରୁନି। ସୋମବାର ଦେବାଶିଷ ଏହି ଘଟଣାକୁ ନେଇ ଏସ୍‌ପି…

ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ: ପରୀକ୍ଷା ଫି’ ବୃଦ୍ଧିକୁ ଛାତ୍ରୀଛାତ୍ରଙ୍କ ବିରୋଧ ଜାରି

ବାରିପଦା ଅଫିସ,୨୨ା୧୦- ବାରିପଦା ତକତପୁରସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ପରିସରରେ କିଛିଦିନ ହେବ ଛାତ୍ର ଅଶାନ୍ତି ଲାଗି ରହିଛି। ପରୀକ୍ଷା ଫି’ ବୃଦ୍ଧିକୁ ନେଇ ଗତ ଶନିବାର ଛାତ୍ରୀଛାତ୍ର ଆନ୍ଦୋଳନ କରିଥିବା ବେଳେ ପୁନର୍ବାର ସୋମବାର ସକାଳେ ବିଶ୍ୱବିଦ୍ୟାଳୟ ମୁଖ୍ୟ ଫାଟକ…

ନକଲି ବନ୍ଧୁକ ଜବତ,୩ ଅଭିଯୁକ୍ତ ଗିରଫ

ବାଙ୍ଗିରିପୋଷି,୨୧ା୧୦(ଡି.ଏନ୍‌.ଏ.): ବାଙ୍ଗିରିପୋଷି ଥାନା ପୋଲିସ ରବିବାର ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ଏକ ନକଲି ବନ୍ଧୁକ ଜବତ ହୋଇଛି। ପୋଲିସ ସୂଚନା ଅନୁଯାୟୀ, ୩ ଜଣ ବନ୍ଧୁକଧାରୀ ଯୁବକ ଏକ ବାଇକ ଯୋଗେ ବିଶୋଇ ପଟୁ ବାଙ୍ଗିରିପୋଷି ଆଡକୁ ଆସୁଥିବା…

ସ୍ବାସ୍ଥ୍ୟସେବା ପରଖିଲେ କେନ୍ଦ୍ରୀୟ ପ୍ରତିନିଧି ଦଳ

ବଡ଼ସାହି, ୨୦।୧୦ (ସ୍ବ.ପ୍ର.)- ମୟୂରଭଞ୍ଜ ଗସ୍ତରେ ଆସିଥିବା କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ କମନ ରିଭ୍ୟୁ ମିଶନର ଏକ ପ୍ରତିନିଧି ଦଳ ଶନିବାର ବଡ଼ସାହି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରି ଫେରିଯାଇଛନ୍ତି। ଏହି ଦଳରେ ଜିଲା…

ପୁରୁଣା ବାରିପଦା ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୁଆମରା,୧୯ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଗୋପବନ୍ଧୁନଗର ବ୍ଲକ ଅନ୍ତର୍ଗତ ପୁରୁଣା ବାରିପଦା ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟ ଜଣେ ଛାତ୍ର ଟିସି ନେବା ଘଟଣାକୁ ନେଇ କଲେଜ ପରିସରରେ ଶୁକ୍ରବାର ଉତ୍ତେଜନା ଦେଖାଦେଇଥିଲା। ଖବରପାଇ ପୋଲିସ ପହଞ୍ଚିି ପରସ୍ଥିତିକୁ ନିୟନ୍ତ୍ରଣ କରିଥିଲା। ସୂଚନା ଅନୁଯାୟୀ,…

ମଞ୍ଚାବନ୍ଧା ଜଙ୍ଗଲରୁ ୪ ଜୁଆଡ଼ି ଗିରଫ

ବାରିପଦା ଅଫିସ,୧୯ା୧୦- ବାରିପଦା ଟାଉନ ଥାନା ପୋଲିସ ଗୁରୁବାର ରାତିରେ ମଞ୍ଚାବନ୍ଧା ଜଙ୍ଗଲରେ ଚଢ଼ାଉ କରି ୪ ଜୁଆଡିଙ୍କୁ ଗିରଫ କରିଛି। ତେବେ ପୋଲିସର ଅବହେଳା କାରଣରୁ ୮ ରୁ ଊଦ୍ଧ୍ୱର୍ର୍ ଜୁଆଡି ଲକ୍ଷାଧିକ ଟଙ୍କା ଓ ଜୁଆଖେଳ ସାମଗ୍ରୀ ନେଇ…

ଲକ୍ଷାଧିକ ଟଙ୍କାର ବାଣ ଜବତ

ବୈଶିଙ୍ଗା,୧୯ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ବେତନଟୀ ଓ ବୈଶିଙ୍ଗା ପୋଲିସର ଏକ ଟିମ୍‌ ବୈଶିଙ୍ଗା ଥାନା ଅନ୍ତର୍ଗତ ବାଛୁରୀପଡା ଗ୍ରାମରେ ଗୁରୁବାର ଚଢାଉ କରି ଲକ୍ଷାଧିକ ଟଙ୍କାର ବାଣ ଓ ବିସ୍ଫୋରକ ସାମଗ୍ରୀ ଜବତ କରିଛି। ଏହି ଘଟଣାରେ…

ବାରିପଦାରେ କମନ ରିଭ୍ୟୁ ମିଶନ ପ୍ରତିନିଧି ଦଳ

ବାରିପଦା ଅଫିସ,୧୯ା୧୦- କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଗଠିତ କମନ ରିଭ୍ୟୁ ମିଶନ(ସିଆରଏମ)ର ପ୍ରତିନଧି ଦଳ ଶୁକ୍ରବାର ମୟୂରଭଞ୍ଜ ଜିଲା ଗସ୍ତରେ ଆସିଛନ୍ତି। ଡା.ବିକେ ସ୍ବାଇଁ ଏହି ପ୍ରତିନିଧି ଦଳର ନେତୃତ୍ୱ ନେଉଥିବା ବେଳେ ଟିମରେ…

ସିବିଆଇ ଜାଲରେ ସହକାରୀ ପୋଷ୍ଟମାଷ୍ଟର

ଚିତ୍ରଡା,୧୯ା୧୦(ଡି.ଏନ୍‌.ଏ.)- କମିଶନି ଟଙ୍କା କରାଇଦେବାକୁ ଏଜେଣ୍ଟଙ୍କଠାରୁ ଲାଞ୍ଚ ନେବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡା ଉପ ଡାକଘରର ସହକାରୀ ପୋଷ୍ଟମାଷ୍ଟର ଶୁକ୍ରବାର ସିବିଆଇ ହାତରେ ଧରାପଡ଼ିଛନ୍ତି। ଭୁବନେଶ୍ୱରରୁ ଆସିଥିବା ଏକ ୬ ଜଣିଆ ସିବିଆଇ ଟିମ୍‌ ତାଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri