ମୟୂରଭଞ୍ଜ

ହାତୀ ଆକ୍ରମଣରେ ମହିଳାଙ୍କ ଜୀବନଗଲା

ବେତନଟୀ,୨୭।୧୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବେତନଟୀ ବନାଞ୍ଚଳ ଅଧୀନ ମେରଦା ଜଙ୍ଗଲ ନିକଟ କୁସୁମପୁର ଗ୍ରାମର ଜଣେ ମହିଳାଙ୍କ ବୁଧବାର ସକାଳେ ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ମୃତା ହେଲେ ସୀତା ମାରେଣ୍ଡି(୫୫)। ସୂଚନାନୁଯାୟୀ, ଆଜକୁ ୫ ଦିନ ହେବ ଉକ୍ତ ଅଞ୍ଚଳରେ…

ମୟୂରଭଞ୍ଜ ମହୋତ୍ସବର ସାଂସ୍କୃତିକ ସା ଉଦ୍‌ଘାଟିତ

ବାରିପଦା ଅଫିସ,୨୭ା୧୧- ମୟୂରଭଞ୍ଜ ମହୋତ୍ସବର ପ୍ରଥମ ସାଂସ୍କୃତିକ ସା ମଙ୍ଗଳବାର ଉଦଘାଟିତ ହୋଇଛି। ବାରିପଦା ଛଉ ପଡ଼ିଆରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ଏମପି ଇଂ.ବିଶେଶ୍ୱର ଟୁଡୁ ଉଦଘାଟନ କରି ଜିଲାର ଇତିହାସ, ସଂସ୍କୃତି, ପରମ୍ପରା ନିଆରା ଏବଂ ଦେଶ ବିଦେଶରେ ଏହି…

ଶରତ ଘାଟିରେ ଗାଡ଼ି ଓଲଟିଲା: ୩ ଗୁରୁତର, ୧୧ ଆହତ

ଠାକୁରମୁଣ୍ଡା,୨୬ା୧୧(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡାଠାରୁ ୨୦ କିମି ଦୂର ଶରତ ଘାଟିରେ ମଙ୍ଗଳବାର ଏକ ସଫାରୀ ଗାଡ଼ି ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୩ ଯାତ୍ରୀ ଗୁରୁତର ହୋଇଥିବା ବେଳେ ୧୧ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟ…

ପ୍ରତିଶ୍ରୁତି ପୂରଣ କରିବାରେ ବିଫଳ ପ୍ରଶାସନ: ପୁଣି ପଦଯାତ୍ରାରେ ବାହାରିଲେ ଛାତ୍ରୀଛାତ୍ର

ବାରିପଦା ଅଫିସ,୨୬ା୧୧- ମୟୂରଭଞ୍ଜ ଜିଲା ବାରିପଦା ତକତପୁରସ୍ଥିତ ଉତ୍ତର ଓଡ଼ିିଶା ବିଶ୍ୱବିଦ୍ୟାଳୟରେ ଦୀର୍ଘ ଦିନ ହେବ ଛାତ୍ର ଅଶାନ୍ତି ଲାଗି ରହିଛି। ଏଠାରେ ସମନ୍ବିତ ବିଏଡ, ଏମଏଡ ପାଠ୍ୟକ୍ରମରେ ଅଧ୍ୟୟନ କରଥିବା ଛାତ୍ରୀଛାତ୍ରମାନଙ୍କୁ କେବଳ ଏମଏଡ ପାଠ୍ୟକ୍ରମ ଦ୍ୱିତୀୟ ପରୀକ୍ଷା ଦେବା…

ଦୁଇ ପଡ଼ୋଶୀ ମହିଳାଙ୍କ କଳି, ଜଣଙ୍କର ଜୀବନ ଗଲା

ରାସଗୋବିନ୍ଦପୁର, ୨୬।୧୧ (ଡି.ଏନ.ଏ.)- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନାଠାରୁ ପ୍ରାୟ ୧୩ କି.ମି. ଦୂର ଅମର୍ଦ୍ଦା ପଞ୍ଚାୟତ ଅଧୀନ ବାଉଁଶୁଣି ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ହତ୍ୟାକାଣ୍ଡ ଘଟିଛି। ଦୁଇ ପଡୋଶୀ ମହିଳା କଳିଗୋଳ ଲାଗିବା ବେଳେ ଜଣେ ଅନ୍ୟଜଣଙ୍କୁ ଠେଙ୍ଗାରେ…

ହାତୀପଲ ଭାଙ୍ଗିଲେ ୨ ଘର

ବଡ଼ସାହି,୨୫ା୧୧(ସ୍ବ.ପ୍ର.)-ନୀଳଗିରି ବନାଞ୍ଚଳକୁ ଯିବା ବାଟରେ ଝାଡଖଣ୍ଡ ହାତୀପଲ ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲ୍ଳକ ଜଙ୍ଗଲତଳି ଇଲାକାରେ ଉପଦ୍ରବ ଚଳାଇଛନ୍ତି। ରବିବାର ବିଳମ୍ବିତ ରାତିରେ ସେମାନେ ଭୀମଦା ପଞ୍ଚାୟତ ଦାସୀପୁର ଗ୍ରାମରେ ପଶି ଦୁଇଟି ଘର ଭାଙ୍ଗି ଧାନଚାଉଳ ନଷ୍ଟ କରିଦେଇଛନ୍ତି। ଗ୍ରାମର…

ମୟୂରଭଞ୍ଜ ମହୋତ୍ସବ ପାଇଁ କାର୍ନିଭାଲ ଶୋ’

ବାରିପଦା ଅଫିସ,୨୫।୧୧- ମୟୂରଭଞ୍ଜ ଜିଲାର କଳା ଓ ସଂସ୍କୃତି ନିଆରା। ଏହାର ଏକ ସ୍ବତନ୍ତ୍ର ପରିଚୟ ରହିଛି । ଏହିି କଳା ଓ ସଂସ୍କୃତିର ପ୍ରଚାର ପ୍ରସାର ଲାଗି ଅଭିନବ ପ୍ରୟାସ ଭାବେ ଆୟୋଜିତ ହେଉଥିବା ମୟୂରଭଞ୍ଜ ମହୋତ୍ସବ ଜନମାନସରେ ଏକ…

ତୀରବିଦ୍ଧ ମୃତ ବାର୍‌ହା ଜବତ, ଜଣେ କୋର୍ଟ ଚାଲାଣ

ଠାକୁରମୁଣ୍ଡା,୨୫।୧୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଚମ୍ପାଝର ଫରେଷ୍ଟ ବିଟ୍‌ ଅଞ୍ଚଳରୁ ବନବିଭାଗ ଏକ ତୀରବିଦ୍ଧ ବାର୍‌ହାର ମୃତଦେହ ଜବତ କରିଥିବାବେଳେ ଏହି ଘଟଣାରେ ଜଣେ ଚାଷୀଙ୍କୁ ଗିରଫ ସୋମବାର କୋର୍ଟ ଚାଲାଣ କରିଛି। ସୂଚନାଯୋଗ୍ୟ, ଚମ୍ପାଝର ପଞ୍ଚାୟତ ଅନ୍ତର୍ଗତ…

ଉପେକ୍ଷିତ ଐତିହ୍ୟ: ଅଲୋଡ଼ା ହୋଇ ପଡ଼ିରହିଛି ବାଷ୍ପଚାଳିତ ରେଳ ଇଞ୍ଜିନ

ବାରିପଦା ଅଫିସ,୨୫।୧୧(ରବି ନାରାୟଣ ଚଲାନ)- କଳା, ସଂସ୍କୃତି ଓ ଐତିହ୍ୟର ସହର ବାରିପଦା। ରାଜରାଜୁଡା ଶାସନ କାଳରୁ ରେଳସେବା ଭଳି ବିକାଶର ସ୍ବାଦ ଚାଖିଛନ୍ତି ସହରବାସୀ। ଗଡ଼ଜାତ ଶାସନ ସମୟରେ ପ୍ରଥମେ ୧୯୦୪ରେ ଏଠାରେ ଆରମ୍ଭ ହୋଇଥିଲା ରେଳ ସେବା। ବାରିପଦା…

ଶିକ୍ଷା ମାରଣ ନୀତିକୁ ଦଳିତ ଆଦିବାସୀ ମହାସଂଘର ବିରୋଧ

ବାରିପଦା ଅଫିସ,୨୩ା୧୧- କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଶିକ୍ଷା ମାରଣନୀତିକୁ ଦଳିତ ଆଦିବାସୀ ମହାସଂଘ ପକ୍ଷରୁ ବିରୋଧ କରାଯାଇଛି। ମହାସଂଘର ସଭାପତି ରାକେଶ କୁମାର ସିଂଙ୍କ ନେତୃତ୍ୱରେ ସଂଘର କର୍ମକର୍ତ୍ତା ଏକ ରାଲିିରେ ଜିଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଆସି ସେଠାରେ ବିକ୍ଷୋଭ…

ଯୁବତୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବହଳଦା,୨୨ା୧୧(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ବହଳଦା ଥାନା ଅଧୀନ ସାନଦୁନ୍ଦୁ-ଚାପଡା ରାସ୍ତାକଡ଼ରୁ ଶୁକ୍ରବାର ଜଣେ ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ତାଙ୍କ ମୁହଁକୁ ପଥରରେ ଛେଚିି ଦାନ୍ତ ଭାଙ୍ଗି ଦିଆଯାଇଛି। ଡାହାଣ ପାର୍ଶ୍ୱ କାନ ଛିଣ୍ଡି ଯିବା ସହ କାନ ତଳେ…

ପୋଖରୀରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

ଠାକୁରମୁଣ୍ଡା,୨୨।୧୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଅନ୍ତର୍ଗତ ଭରାଣ୍ଡିହା ପଞ୍ଚାୟତ ଦିରିବ ଗ୍ରାମ ପୋଖରୀରୁ ଶୁକ୍ରବାର ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ଉକ୍ତ ଗ୍ରାମର ଅରଥୁ ମହାନ୍ତ (୭୦)। ସୂଚନାନୁଯାୟୀ, ଅରଥୁ ଗୁରୁବାର ଅପରାହ୍ନରେ ପାଳିଥିବା ମଇଁଷିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?