ପୋତିଦେଲେ ଲକ୍ଷାଧିକ ଟଙ୍କାର ଔଷଧ
ଯଶିପୁର,୧୨ା୧୦(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଯଶିପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଲକ୍ଷାଧିକ ଟଙ୍କାର ଔଷଧ ମାଟି ତଳେ ପୋତି ଦିଆଯାଇଥିବା ଦେଖିବାକୁ ମିଳିଛି। ସରକାର ଜନସାଧାରଣଙ୍କ ବୃହତ ସ୍ବାର୍ଥ ଦୃଷ୍ଟିରୁ ବିନା ପଇସାରେ ନିରାମୟ ଯୋଜନାରେ ଔଷଧ ଯୋଗାଇ ଆସୁଥିବା ବେଳେ ଏଠାରେ…
ଛେଳି ଗିଳିବାକୁ ଆସି ଜାଲରେ ଫସିଲା ଅଜଗର
ଉଦଳା,୧୨ା୧୦(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ଉଦଳା ବନାଞ୍ଚଳ ଅଧୀନ ଚନ୍ଦ୍ରପୁର ଗ୍ରାମରୁ ଶୁକ୍ରବାର ଏକ ସାଢେ ୮ ଫୁଟ୍ ଲମ୍ବର ଅଜଗର ଉଦ୍ଧାର ହୋଇଛି। ଗ୍ରାମରେ ଥିବା ଚାଷଜମି ନିକଟରେ ଏକ ଛେଳିକୁ ଗିଳିବା ନିମନ୍ତେ ଅଜଗରଟି ପିଛା କରୁଥିବା ବେଳେ ଏକ…
ପିଆରଏମ୍ ମେଡିକାଲ କଲେଜ: ୨୪ ଘଣ୍ଟିଆ ବିଦ୍ୟୁତ୍ ସେବା ପାଇଁ ଜିଲାପାଳଙ୍କୁ ଦାବିପତ୍ର
ବାରିପଦା ଅଫିସ,୧୨ା୧୦- ବାରିପଦା ସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜରେ ୨୪ ଘଣ୍ଟିଆ ବିଦୁତ୍ ସେବା ଯୋଗାଇ ଦେବା ନେଇ ଅଣ ରାଜନୈତିକ ସଂଗଠନ ଭଞ୍ଜସେନା ଦାବି କରିଛି। ସଂଗଠନର ଜିଲା ମୁଖପାତ୍ର ଜ୍ୟୋତି ରଞ୍ଜନ ପୃଷ୍ଟି ଓ ସମ୍ପାଦକ…
ମହିଁଷାସୁରୀ ପୋଲ ବିପଦସଙ୍କୁଳ
କପ୍ତିପଦା,୧୧ା୧୦(ଡ଼ି.ଏନ୍.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ମହିଁଷାସୁରୀ-କଳମଗଡ଼ିଆ ରାସ୍ତାର ସୋନ ନଦୀ ଉପରେ ଥିବା ଏକ ପୁରୁଣା ପୋଲ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏହି ପୋଲର ମଝି ସ୍ଥାନ ଦବିଯିବା ସହିତ ମୂଳଦୁଆରେ ବିରାଟ ଫାଟ ସୃଷ୍ଟି ହୋଇଛି ।…
ପୋଲିସ ଗାଡ଼ିଧରି ଅଭିଯୁକ୍ତ ଫେରାର: ଏଏସ୍ଆଇ, ହାବିଲଦାର ନିଲମ୍ବିତ
ବାରିପଦା ଅଫିସ/ଉଦଳା,୧୧।୧୦(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ପୋଲିସ ହେପାଜତରୁ ଗୁରୁବାର ସନ୍ଧାରେ ଜଣେ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି। ଏ ନେଇ କାର୍ଯ୍ୟରେ ଅବହେଳା ଦର୍ଶାଇ ଏଏସ୍ଆଇ ଏସ.ଏନ୍. ବାରିକ ଓ ହାବିଲଦାର ଡି. କେ. ଦାଶଙ୍କୁ ଶୁକ୍ରବାର କାର୍ଯ୍ୟରୁ ନିଲମ୍ବିତ…
ଗର୍ଭସ୍ଥ ଶିଶୁ ଓ ମା’ଙ୍କ ମୃତ୍ୟୁ ଘଟଣା: ବିନା ଫିଟ୍ନେସ,ଇନ୍ସ୍ୟୁରାନ୍ସରେ ଚାଲୁଥିଲା ଆମ୍ବୁଲାନ୍ସ
ବାରିପଦା ଅଫିସ,୧୧ା୧୦- ବାଙ୍ଗିରିପୋଷି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ଜଣେ ପ୍ରସୂତିଙ୍କୁ ନେଇ ବାରିପଦା ମେଡିକାଲ ଆଣୁଥିବା ବେଳେ ଆମ୍ବୁଲାନ୍ସର ତେଲ ସରିଯାଇଥିଲା। ଫଳରେ ଅଧାବାଟରେ ଦୀର୍ଘ ସମୟ ଆମ୍ବୁଲାନ୍ସ ଅଟକି ରହିଥିଲା । ପରେ ଅନ୍ୟ ଏକ ଆମ୍ବୁଲାନ୍ସରେ ତାଙ୍କୁ ମେଡିକାଲ ଅଣାଯାଇଥିଲା।…
ମହିଳାଙ୍କ ଆତ୍ମହତ୍ୟା
ରାଇରଙ୍ଗପୁର,୧୧ା୧୦(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ବାଦାମପାହାଡ଼ ଥାନା ଅନ୍ତର୍ଗତ ଗୋବିନ୍ଦପୁର ଗ୍ରାମର ଜଣେ ମହିଳା ବେକରେ ରଶି ଲଗାଇ ଗୁରୁବାର ଆତ୍ମହତ୍ୟା କରିଛନ୍ତି। ମୃତ ମହିଳା ହେଲେ ଫାଗୁରାମ ଟୁଡୁଙ୍କ ସ୍ତ୍ରୀ ସ୍ବର୍ଣ୍ଣଲତା (୪୦)। ଅପରାହ୍ନ ୩ଟା ୩୦ ସମୟରେ ସ୍ବର୍ଣ୍ଣଲତା ଘରପାଖ…
ଗୁଣିଗାରେଡ଼ି ସନ୍ଦେହରେ ଦମ୍ପତିଙ୍କୁ ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ
କପ୍ତିପଦା,୧୧ା୧୦(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ମଝିଗଡ଼ିଆ ପଞ୍ଚାୟତ ସୀତାରାମସାହିରେ ଗୁଣିଗାରେଡ଼ି ସନ୍ଦେହରେ ଦମ୍ପତିଙ୍କୁ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଗୁରୁବାର କପ୍ତିପଦା ପୋଲିସ ଗିରଫ କରିଛି। ଅଭିଯୁକ୍ତ ଜଣକ ହେଲେ ମହୁଲପଙ୍ଖା ଗ୍ରାମର ଦିବାକର ସିଂ। ତାଙ୍କ ନିକଟରୁ ହତ୍ୟାକାଣ୍ଡରେ…
ପିଆରଏମ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ: ୭ ଘଣ୍ଟା ଧରି ବିଦ୍ୟୁତ୍ ସେବା ବନ୍ଦ, ରୋଗୀ ହଇରାଣ
ବାରିପଦା ଅଫିସ,୧୦ା୧୦- ଆଦିବାସୀ ଅଧ୍ୟୁଷିତ ବଣପାହାଡ଼ ଘେରା ମୟୂରଭଞ୍ଜ ଜିଲାରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟରେ ପହଞ୍ଚାଇବା ପାଇଁ କେନ୍ଦ୍ରୀୟ ଯୋଜନାରେ ରାଜ୍ୟ ସରକାର ମେଡିକାଲ କଲେଜ ସ୍ଥାପନ କରିଥିଲେ। ଏହି ମେଡିକାଲ କଲେଜ ପ୍ରତିଷ୍ଠା ହେବା ପରେ ଜିଲାରେ ଦେଖା ଦେଉଥିବା…
ରାସ୍ତାକଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର
ଚିତ୍ରଡା,୧୦ା୧୦(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଧୀନ ଜୁଆଳିଭଙ୍ଗା ପଞ୍ଚାୟତର ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମ ରାସ୍ତା କଡ଼ରୁ ଜଣେ ଯୁବକଙ୍କ ମୃତଦେହ ବୁଧବାର ଉଦ୍ଧାର ହୋଇଛି। ମୃତ ଯୁବକ ଜଣଙ୍କ ହେଲେ ଭଦ୍ରାଶୋଳ ଗ୍ରାମର ଦିଲ୍ଲୀପ କୁମାର ମହାନ୍ତ। ସେ ଗତ ୨…
ଲାଖବିନ୍ଧା ପ୍ରତିଯୋଗିତା
ଉଦଳା,୧୦ା୧୦(ଡି.ଏନ୍.ଏ.)- ଉଦଳା ସହରାଞ୍ଚଳରେ ଦେବୀ ଦୁର୍ଗାଙ୍କର ସମସ୍ତ ପୂଜାର୍ଚ୍ଚନା ରୀତିନୀତି ଅନୁଯାୟୀ ଶେଷ ହୋଇଛି ା ଦଶହରାରେ ବିଶେଷ ଆକର୍ଷଣ ଥିଲା ଲାଖବିନ୍ଧା ପ୍ରତିଯୋଗିତା ା ଆମ ଦୁର୍ଗାପୂଜା କମିଟି ଉଦଳା ପକ୍ଷରୁ ବିଜୟାଦଶମୀରେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ…
ସୋନ ଡ୍ୟାମ୍ରୁ ନିଖୋଜ ଦମ୍ପତିଙ୍କ ମୃତଦେହ ଉଦ୍ଧାର: ଗୁଣିଗାରେଡି ସନ୍ଦେହରେ ହତ୍ୟା, ଜଣେ ଅଭିଯୁକ୍ତ ଗିରଫ
କପ୍ତିପଦା,୯ା୧୦(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍ ଅଧିନ ମଝିଗଡିଆ ପଞ୍ଚାୟତ ଭେଜଡ଼ିହା ଗ୍ରାମର ଏକ ଦମ୍ପତି ଗତ ରବିବାର ସନ୍ଧ୍ୟାରୁ ନିଖୋଜ ଥିଲେ। ବୁଧବାର ସେମାନଙ୍କ ମୃତଦେହ ସୋନ ଡ୍ୟାମର ଗଭୀର ପାଣିରେ ଭାସୁଥିବା ବେଳେ ଉଦ୍ଧାର କରାଯାଇଛି। ମୃତ ଦମ୍ପତି…
Archives


