ମୟୂରଭଞ୍ଜ

ସୁନାବେଶରେ ଦର୍ଶନ ଦେଲେ ମା’କୀଚକେଶ୍ୱରୀ

ବାରିପଦା ଅଫିସ୍‌,୧୩ା୧୧- ମୟୂରଭଞ୍ଜ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ କୀଚକେଶ୍ୱରୀ ଶ୍ରଦ୍ଧାଳୁମାନଙ୍କୁ ସୁନାବେଶରେ ଦର୍ଶନ ଦେଇଛନ୍ତି। ସହସ୍ରାଧିକ ଶ୍ରଦ୍ଧାଳୁ ତଥା ପର୍ଯ୍ୟଟକଙ୍କ ସମାଗମ ଯୋଗୁ ମଙ୍ଗଳବାର ଖିଚିଂପୀଠ ଜନସମୁଦ୍ରରେ ପରିଣତ ହୋଇଥିଲା। ପ୍ରତିବର୍ଷଭଳି କାର୍ତ୍ତିକପୂର୍ଣ୍ଣିମା ଅବସରରେ ଅନୁଷ୍ଠିତ ହେଉଥିବା ଦୁର୍ଲ୍ଲଭ ସୁନାବେଶ…

ମାଣତ୍ରୀ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ସମାଗମ: ଜ୍ୟୋତିର୍ଲିଙ୍ଗରେ ବେଲପତ୍ର ସହ ତୁଳସୀ ଲାଗି

ବଡସାହି,୧୩ା୧୧(ସ୍ବ.ପ୍ର)- ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ବଡ଼ସାହି ବ୍ଲକ ମାଣତ୍ରୀସ୍ଥିତ ବାବା କଖାରୁଆ ବୈଦ୍ୟନାଥଙ୍କ ପୀଠରେ ମଙ୍ଗଳବାର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହୋଇଛି ା ପଞ୍ଚକ ୫ଦିନ ଧରି କଖାରୁଆ ମହାଦେବଙ୍କ ଜ୍ୟୋର୍ତିଲିଙ୍ଗରେ ଶ୍ରୀଜଗନ୍ନାଥଙ୍କ ଅତିପ୍ରିୟ…

ବାତ୍ୟା ପରେ ଚକଡ଼ା ପୋକ ଆତଙ୍କ

କୋଷ୍ଠା,୧୩ା୧୧(ଡି.ଏନ୍‌.ଏ.)- ଶୂଳିଆପଦା ବ୍ଲକ ଅଞ୍ଚଳରେ ବୁଲବୁଲ ବାତ୍ୟା ପ୍ରଭାବରେ ବ୍ୟାପକ ଧାନ ଫସଲ ନଷ୍ଟ ହେବାର ଆଶଙ୍କା ପ୍ରକାଶ ପାଇଛି। ବହୁ ଚାଷୀଙ୍କ ପାଚିଲା ଧାନ ଗଛ ପାଣିରେ ବୁଡ଼ି ରହିଛି। ୧୩ ତାରିଖରେ କ୍ଷୟକ୍ଷତି ରିପୋର୍ଟ ମିଳିବ ବୋଲି ବ୍ଲକ…

ଦରମା ଦାବିରେ ସଫେଇ କର୍ମଚାରୀଙ୍କ ଆନ୍ଦୋଳନ

ବାରିପଦା ଅଫିସ,୧୩ା୧୧- ବାରିପଦା ପୌର ପରିଷଦରେ ନିର୍ବାଚିତ ବୋର୍ଡର କାର୍ଯ୍ୟକାଳ ଗତ ଫେବୃୟାରୀରୁ ସରିଯାଇଥିବା ବେଳେ ବର୍ତ୍ତମାନ ଏହା ଜିଲା ପ୍ରଶାସନ ଦ୍ୱାରା ପରିଚାଳିତ ହେଉଛି। ତେବେ ଅଧିକାରୀମାନେ ଠିକ୍‌ ଭାବେ ପୌର ପରିଷଦକୁ ପରିଚାଳନା କରିପାରୁ ନ ଥିବା ବେଳେ…

୩ ଦୋକାନ ପୋଡ଼ିଗଲା

ବାରିପଦା ଅଫିସ,୧୨ା୧୧- ବାରିପଦା ସହର ଟ୍ରାଫିକ ଛକ ହୋଟେଲ ଗରମା ଗରମ ସମ୍ମୁଖରେ ଥିବା ୩ଟି ଦୋକାନରେ ନିଆଁ ଲାଗି ଯାଇଛି। ସୋମବାର ରାତି ପ୍ରାୟ ୧୧ଟା ବେଳେ ଏହି ନିଆଁ ଲାଗିଥିବା ଜଣାପଡିଛି। ଖବରପାଇ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ…

ଯୁବକଙ୍କ ସହ ବଟି ମୂଲଚାଲର ଭିଡିଓ ଭାଇରାଲ: ରାତାରାତି ବଦଳିଲେ ବଡ଼ସାହି ଥାନା ଅଧିକାରୀ

ବାରିପଦା ଅଫିସ/ବଡ଼ସାହି,୧୨ା୧୧(ସ୍ବ.ପ୍ର)- ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧିକାରୀ ବିଶ୍ୱଜ କୁମାର ରାଉତରାୟଙ୍କୁ ସୋମବାର ରାତିରେ ବଦଳି କରାଯାଇଛି। ତାଙ୍କୁ ଜିଲା ପୋଲିସ ମୁଖ୍ୟାଳୟରେ ଅବସ୍ଥାପିତ କରାଯାଇଛି। ତାଙ୍କ ସ୍ଥାନରେ ସବ-ଇନ୍ସପେକ୍ଟର ମଞ୍ଜୁଲତା ଧଡ଼ାଙ୍କୁ ଥାନା ଅଧିକାରୀ ଭାବେ ଦାୟିତ୍ୱ ପ୍ରଦାନ…

ଜିଲା ପୋଲିସ ମୁଖ୍ୟାଳୟକୁ ବଡ଼ସାହି ଥାନା ଅଧିକାରୀଙ୍କ ବଦଳି

ବାରିପଦା ଅଫିସ,୧୨।୧୧: ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧିକାରୀ ବିଶ୍ୱଜ କୁମାର ରାଉତରାୟଙ୍କୁ ସୋମବାର ରାତିରେ ଜିଲା ପୋଲିସ ମୁଖ୍ୟାଳୟକୁ ବଦଳି କରାଯାଇଛି। ବଡ଼ସାହି ଥାନାର ସମସ୍ତ ଦାୟିତ୍ୱ ସବ୍‌ଇନ୍ସପେକ୍ଟର ମଞ୍ଜୁଲତା ଧଡାଙ୍କୁ ପ୍ରଦାନ କରାଯାଇଛି। ଏ ନେଇ ଏସ୍‌ପି ପରମାର…

ଆମ୍ବୁଲାନ୍ସ ଧକ୍କାରେ ଜଣେ ମୃତ

ଠାକୁରମୁଣ୍ଡା,୧୨ା୧୧(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ମହୁଲଡ଼ିହା ଥାନା ଅନ୍ତର୍ଗତ ଠାକୁରମୁଣ୍ଡା-ଆନନ୍ଦପୁର ରାସ୍ତାର ଘୁଳୁଘୁଳିଆ ଶାଳନ୍ଦୀ ସେତୁ ନିକଟରେ ସୋମବାର ସାରେ ଏକ ଆମ୍ବୁଲାନ୍ସ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ସାତକୋଶିଆ ପଞ୍ଚାୟତ ଅନ୍ତର୍ଗତ ଘୁଳୁଘୁଳିଆ ଗ୍ରାମର ଦାଶରଥୀ…

ଲାବଣ୍ୟଦେଈପୁର ଓ ଶରତ ପଞ୍ଚାୟତବାସୀଙ୍କ ବିକ୍ଷୋଭ

କପ୍ତିପଦା,୧୨ା୧୧(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଅଧୀନ ଶରତ ଓ ଲାବଣ୍ୟଦେଈପୁର ପଞ୍ଚାୟତବାସୀ ବିଭିନ୍ନ ଦାବି ନେଇ ସୋମବାର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଲାବଣ୍ୟଦେଈପୁର ପଞ୍ଚାୟତ ଅଧୀନରେ ଥିବା ଆଦିବାସୀ ଅଧ୍ୟୁଷିତ ଧନଚତୁରୀ, ହୁଡିସାହି, କଟୁରିଆ, ଶାଣଦେଇ,…

ଚାଷୀଙ୍କୁ କ୍ଷତିପୂରଣ ନେଇ ଦାବିପତ୍ର

ବଡ଼ସାହି,୧୨ା୧୧(ସ୍ବ.ପ୍ର)- ବୁଲ୍‌ବୁଲ୍‌ ବାତ୍ୟା ଯୋଗୁ ବଡ଼ସାହି ବ୍ଲକ ଅଞ୍ଚଳରେ କ୍ଷୟକ୍ଷତି ହୋଇଥିବା ଚାଷୀଙ୍କ ଧାନ ଓ ପରିବା ଚାଷର ଆକଳନ କରି କ୍ଷତିପୂରଣ ପ୍ରଦାନ ପାଇଁ ଦାବି ହୋଇଛି। ପୂର୍ବତନ ବିଧାୟକ ଗଣେଶ୍ୱର ପାତ୍ରଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଜିଲାପାଳଙ୍କ…

ଚୋରା କାଠ ଜବତ, ୫ ଗିରଫ

ଠାକୁରମୁଣ୍ଡା,୧୧ା୧୧(ଡି.ଏନ୍‌.ଏ.)- ଠାକୁରମୁଣ୍ଡା ବନ ବିଭାଗ ଶନିବାର ବିଳମ୍ବିତ ରାତିରେ ଭଦ୍ରକ ଅଞ୍ଚଳକୁ ଯାଉଥିବା ଏକ ଚୋରା କାଠ ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ ସହିତ ଏକ ବାଇକ୍‌କୁ ଜବତ କରିଛି। ଘଟଣାରେ ସମ୍ପୃକ୍ତ ୫ ଅଭିଯୁକ୍ତଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି।…

‘ବୁଲ୍‌ବୁଲ୍‌’ ଛାଡ଼ିଗଲା ଦୁଃଖ: ପାଣିରେ ବୁଡ଼ିରହିଛି ପାଚିଲା ଧାନକ୍ଷେତ

ଉଦଳା,୧୧ା୧୧(ଡି.ଏନ୍‌.ଏ.)- ସାମୁଦ୍ରିକ ଝଡ଼ ବୁଲ୍‌ବୁଲ୍‌ ଚାଲିଯାଇଛି, ହେଲେ ଛାଡ଼ି ଯାଇଛି ଅସରନ୍ତି ଦୁଃଖ ା ବିଶେଷକରି ଚାଷୀଙ୍କ ଅଣ୍ଟାକୁ ଭାଙ୍ଗି ଦେଇଛି ଏହି ସର୍ବଗ୍ରାସୀ ବାତ୍ୟା। ଏହାର ପ୍ରଭାବରେ ବ୍ୟାପକ ଫସଲ ନଷ୍ଟ ହୋଇଥିବା ବେଳେ ମୟୂରଭଞ୍ଜ ଜିଲା ଉଦଳା ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?