ମୟୂରଭଞ୍ଜ

ଭଙ୍ଗା କାନ୍ଥ ତଳୁ ୩ ଉଦ୍ଧାର

ବେତନଟୀ,୧୧ା୧୧(ଡି.ଏନ୍‌.ଏ.)- ବାତ୍ୟା ‘ବୁଲ୍‌ବୁଲ୍‌’ ପ୍ରଭାବରେ କାନ୍ଥ ତଳେ ଚାପିହୋଇ ରହିଥିବା ଗୋଟିଏ ପରିବାରର ୩ ସଦସ୍ୟଙ୍କୁ ଅଗ୍ନିଶମ ବାହିନୀ ଉଦ୍ଧାର କରିଛନ୍ତି। ଶନିବାର ରାତିରେ ମୟୂରଭଞ୍ଜ ଜିଲା ବେତନଟୀ ପଞ୍ଚାୟତ ଅଧୀନ ଇନ୍ଦିରାନଗର ବସ୍ତିର ସୀତାନାଥ ପଣ୍ଡାଙ୍କ ଘରଟି ସମ୍ପୂର୍ଣ୍ଣ ଭୁଶୁଡ଼ି…

୯. ୯୧ ଲକ୍ଷ ମେଟ୍ରିକ ଟନ୍‌ ଖରିଫ ଧାନ ସଂଗ୍ରହ ଲକ୍ଷ୍ୟ

ବାରିପଦା ଅଫିସ,୧୧ା୧୧- ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ନିର୍ଦ୍ଦେଶ ମୁତାବକ, ଚଳିତ ବର୍ଷ ପାଇଁ ମୟୂରଭଞ୍ଜ ଜିଲାର ଚାଷୀମାନଙ୍କଠାରୁ ଧାନ କିଣାଯିବା ନେଇ ଜିଲାସ୍ତରୀୟ ଧାନ ସଂଗ୍ରହ ନୀତି ନିର୍ଦ୍ଧାରଣ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ଜେଲ୍‌ ଗଲେ ନକଲି ସୋରିଷ ତେଲ କାରଖାନା ଚଳାଉଥିବା ଦମ୍ପତି

ଉଦଳା, ୧୦।୧୧ (ଡି.ଏନ.ଏ) – ମୟୂରଭଞ୍ଜ ଜିଲା ଉଦଳା ଥାନାଠାରୁ ମାତ୍ର ଦେଢ କି.ମି. ଦୂର ଏନଏସି ଅଧୀନ ୧୨ ନଂ ୱାର୍ଡରେି ଚାଲିଥିବା ନକଲି ସୋରିଷ ତେଲ କାରଖାନା ଠାବ ହେବା ପରେ ପୋଲିସ କାରଖାନା ମାଲିକ ଓ ତାଙ୍କ…

କୁଳପତିଙ୍କ ପ୍ରତିଶ୍ରୁତି ପରେ ଛାତ୍ରଙ୍କ ଅନଶନ ପ୍ରତ୍ୟାହୃତ

ବାରିପଦା ଅଫିସ,୯ା୧୧- ମୟୂରଭଞ୍ଜ ଜିଲା ବାରିପଦା ତକତପୁରସ୍ଥିତ ଉତ୍ତର ଓଡ଼ିିଶା ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆମରଣ ଅନଶନ ଶୁକ୍ରବାର ପ୍ରତ୍ୟାହୃତ ହୋଇଛି। ବିଶ୍ୱବିଦ୍ୟାଳୟର କୁଳପତି ପ୍ରଦୀପ କୁମାର ଚାନ୍ଦଙ୍କ ଲିଖିତ ପ୍ରତିଶ୍ରୁତି ପରେ ଛାତ୍ରଛାତ୍ରୀମାନେ ଅନଶନରୁ ଉଠିଛନ୍ତି। ଉଲ୍ଲେଖଯୋଗ୍ୟ ଯେ, ବୁଧବାର ବିଶ୍ୱବିଦ୍ୟାଳୟର…

ନକଲି ସୋରିଷ ତେଲ କାରଖାନା ଠାବ, ମାଲିକ ଅଟକ

ଉଦଳା,୮।୧୧(ଡି.ଏନ୍‌.ଏ.): ମୟୁରଭଞ୍ଜ ଜିଲା ଉଦଳା ଥାନା ନାଗପାଳ ୧୨ନଂ ଓ୍ବାର୍ଡରେ ଶୁକ୍ରବାର ପୋଲିସ ଏକ ନକଲି ସୋରିଷ ତେଲ କାରଖାନା ଠାବ କରିଛି। ଏଠାରୁ ୫ହଜାର ଲିଟର ନକଲି ତେଲ ଜବତ କରାଯାଇଛି। ଉକ୍ତ କାରଖାନାରେ ରାଇସ୍‌ ଅଏଲ୍‌ର ଅନୁମତି ଥାଇ…

ଗୁଳି ଓ ଏସିଡ୍‌ ମାଡ଼ କରି ସୁନା ଦୋକାନରୁ ଲୁଟ୍‌ ଉଦ୍ୟମ: ୩ଜଣଙ୍କୁ ଛେଚି ପୋଲିସର ଜିମା ଦେଲେ ଲୋକେ

ବାରିପଦା ଅଫିସ,୮।୧୧- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ମାଣତ୍ରୀ ରୋଡ଼ ସ୍ଥିତ ବିଶ୍ୱକର୍ମା ସୁନା ଦୋକାନରୁ ଶୁକ୍ରବାର ଲୁଟ ଉଦ୍ୟମ ହୋଇଛି। ତେବେ ସ୍ଥାନୀୟ ଲୋକେ ୩ ଲୁଟେରାଙ୍କୁ ଧରିବା ସହ ନିର୍ଧୁମ ଛେଚି ପୋଲିସର ଜିମା ଦେଇଥିବା ଜଣାପଡ଼ିଛି।…

ଯନ୍ତ୍ରୀଙ୍କଠାରୁ ୫୦ ହଜାର ଲୁଟ

ଠାକୁରମୁଣ୍ଡା,୮ା୧୧(ଡି.ଏନ୍‌.ଏ.): କରଞ୍ଜିଆ ଷ୍ଟେଟ ବ୍ୟାଙ୍କରୁ ଟଙ୍କା ଉଠାଇ ଏକ ଦୋକାନରେ ଜୋତା ପଲିସ କରୁଥିବା ବେଳେ ଗୁରବାର ଜଣେ ଯନ୍ତ୍ରୀଙ୍କ ୫୦ ହଜାର ଟଙ୍କା ଥିବା ବ୍ୟାଗ ଲୁଟ ହୋଇଥିବା ଅଭିଯୋଗ ହୋଇଛି। କରଞ୍ଜିଆ ଥାନା ପୋଲିସ ଏହି ଘଟଣାରେ ସନ୍ଦେହରେ…

ଉତ୍ତର ଓଡ଼ିିଶା ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି: ଧାରଣାରେ ବସିଲେ ଛାତ୍ରୀଛାତ୍ର

ବାରିପଦା ଅଫିସ,୮ା୧୧- ମୟୂରଭଞ୍ଜ ଜିଲା ବାରିପଦାର ତକତପୁରସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପରିଚାଳନାଗତ ତ୍ରୁଟି ଯୋଗୁ କିଛିଦିନ ହେବ ଛାତ୍ର ଅଶାନ୍ତି ଲାଗି ରହିଛି। ବୁଧବାର ବିଶ୍ୱବିଦ୍ୟାଳୟର ବିଏଡ଼ ଓ ଏମଏଡ଼ ବିଭାଗର ସମସ୍ତ ପ୍ରଥମ ବର୍ଷର ଛାତ୍ରୀଛାତ୍ରମାନେ ପରୀକ୍ଷା…

ନନ୍ଦନକାନନ ଗଲା ବଜ୍ରକାପ୍ତା

ବାରିପଦା ଅଫିସ, ୮ା୧୧- ମୟୂରଭଞ୍ଜ ଜିଲା ବାରିପଦା ସହର ଉପକଣ୍ଠସ୍ଥିତ ଆସନଯୋଡ଼ା ନିକଟସ୍ଥ ଏକ ଢାବାରୁ ଗତ ସେପ୍ଟେମ୍ବର ୨୯ରେ ବନ ବିଭାଗ ପକ୍ଷରୁ ଜବତ ହୋଇଥିବା ବଜ୍ରକାପ୍ତାକୁ ଗୁରୁବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ପଠାଯାଇଛି। ଏକ ସ୍ବତନ୍ତ୍ର ପିଞ୍ଜରାରେ ଏହାକୁ…

ସ୍ବାସ୍ଥ୍ୟ ସେବା ସ୍ଥିତି ପରଖିଲେ ବିଧାନସଭା ଷ୍ଟାଣ୍ଡିଂ କମିଟି

ରାଇରଙ୍ଗପୁର/ବିଶୋଇ,୮ା୧୧(ଡି.ଏନ୍‌.ଏ.): ବିଧାନସଭା ସ୍ବାସ୍ଥ୍ୟ ବିଭାଗ ଷ୍ଟାଣ୍ଡିଂ କମିଟି ଗୁରୁବାର ରାଇରଙ୍ଗପୁର ଓ ବିଶୋଇ ଗସ୍ତ କରି ସ୍ବାସ୍ଥ୍ୟସେବା ପରଖିଛନ୍ତି। ଜଳେଶ୍ୱର ବିଧାୟକ ଅଶ୍ୱିନୀ ପାତ୍ରଙ୍କ ଅଧ୍ୟକ୍ଷତାରେ ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡା, ମୋରଡ଼ା ବିଧାୟକ ରାଜକିଶୋର ଦାସ, ସୁନ୍ଦରଗଡ଼ ବିଧାୟିକା…

ଉତ୍ତର ଓଡ଼ିିଶା ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି: ପରୀକ୍ଷା ଫି କମାଇବା ଦାବିରେ ଆନ୍ଦୋଳନ

ବାରିପଦା ଅଫିସ,୬ା୧୧: ମୟୂରଭଞ୍ଜ ଜିଲା ବାରିପଦା ତକତପୁର ସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟରେ କର୍ତ୍ତୃପକ୍ଷଙ୍କ ପରିଚାଳନାଗତତ୍ରୁଟି ଯୋଗୁ କିଛି ଦିନ ହେବ ଛାତ୍ର ଆନ୍ଦୋଳନ ଲାଗି ରହିଛି। ବିଭିନ୍ନ ଦାବି ନେଇ ମଙ୍ଗଳବାର ବିଶ୍ୱବିଦ୍ୟାଳୟର ବିଏଡ଼ ଓ ଏମଏଡ଼ ବିଭାଗର ଛାତ୍ରୀଛାତ୍ରମାନେ…

ସଙ୍ଗୀତ ପ୍ରତି ରାଧାକୃଷ୍ଣ ଭଞ୍ଜଙ୍କ ନିଷ୍ଠା ଥିଲା ଅନନ୍ୟ

ବାରିପଦା ଅଫିସ,୬।୧୧: ଓଡିଶାର ମହାନ ସଙ୍ଗୀତ ନିଦ୍ଦେର୍ର୍ଶକ ତଥା ମୟୂରଭଞ୍ଜ ମାଟିର ଗର୍ବ ଓ ଗୌରବ ସ୍ବର୍ଗତ ରାଧାକୃଷ୍ଣ ଭଞ୍ଜଙ୍କ ଜୟନ୍ତୀ ସ୍ଥାନୀୟ ମିଶନ ସାଇନ୍ସ ଏକାଡେମୀ ପରିସରରେ ପାଳିତ ହୋଇଯାଇଛି। ସାହିତ୍ୟ ସଂସ୍କୃତି ବିକାଶ ମଞ୍ଚ ତରଫରୁ ଅନୁଷ୍ଠିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?