ଖୁଣ୍ଟାରେ ଚାଷୀ ସମାବେଶ
ଖୁଣ୍ଟା,୨୦ା୯(ଡି.ଏନ୍.ଏ.)- ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ସ୍ଥାନୀୟ ଖୁଣ୍ଟା କଲ୍ୟାଣମଣ୍ଡପଠାରେ ଗୁରୁବାର ଏକ ଚାଷୀ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଏହି ସମାବେଶରେ ଖୁଣ୍ଟା ଓ ଗୋପବନ୍ଧୁ ନଗର ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତରୁ ୫୦୦ ରୁ ଉଦ୍ଧର୍ବ ଚାଷୀ ସାମିଲ…
ଚାଉଳ ବଣ୍ଟନରେ ବିଳମ୍ବ: ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇ ବିକ୍ଷୋଭ
ବଡ଼ସାହି,୧୯ା୯(ସ୍ବ.ପ୍ର)-ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ଦୁର୍ଗାପୁର ପଞ୍ଚାୟତ କାର୍ଯ୍ୟାଳୟରେ ଚାଉଳ ବଣ୍ଟନରେ ବିଳମ୍ବକୁ ନେଇ ଗୁରୁବାର ଉତ୍ତେଜନା ଦେଖା ଦେଇଥିଲା। ଅଧିକାରୀମାନେ ମନମୁଖି ଭାବେ କାର୍ଯ୍ୟାଳୟକୁ ଆସୁଥିବାରୁ ହିତାଧିକାରୀମାନେ ଉତ୍ତ୍ୟକ୍ତ ହୋଇ ଫାଟକରେ ତାଲା ପକାଇବା ସହ ବିକ୍ଷୋଭ ପ୍ରଦର୍ଶନ…
ଦିବ୍ୟାଙ୍ଗ ବୃଦ୍ଧାଙ୍କୁ ରାସ୍ତା ପାର କରି ଚର୍ଚ୍ଚାରେ ଟ୍ରାଫିକ କନେଷ୍ଟବଳ
ବାରିପଦା ଅଫିସ,୧୯ା୯- ନୂତନ ମୋଟର ଯାନ ଆଇନ ଆସିବା ପରେ ଏହାକୁ କାର୍ଯ୍ୟକାରୀ କରିବା ପାଇଁ କିଛି ଦିନ ହେବ ପୋଲିସ କର୍ମଚାରୀ ଓ ଅଧିକାରୀମାନେ ବହୁତ ତତ୍ପରତା ଦେଖାଉଛନ୍ତି। ଏଥିପାଇଁ ପୋଲିସ ଓ ଜନସାଧାରଣଙ୍କ ମଧ୍ୟରେ ବିଭିନ୍ନ ସ୍ଥାନରେ ଅପ୍ରୀତିକର…
ସର୍ପାଘାତରେ ମହିଳାଙ୍କ ଜୀବନଗଲା, ଡାକ୍ତରଖାନାରେ ଗୁଣିଆଙ୍କ ଝଡ଼ାଫୁଙ୍କା
ଉଦଳା,୧୯।୯(ଡି.ଏନ୍.ଏ.) : ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନରେ ଥିବା କାଠପାଳ ଗ୍ରାମର ଆରତି ମାଝି(୫୦)ଙ୍କୁ ବୁଧବାର ସର୍ପାଘାତ ହେବାରୁ ପରିବାର ଲୋକେ ଉଦଳା ଡାକ୍ତରଖାନା ଚିକିତ୍ସା ପାଇଁ ଆଣୁଥିବା ବେଳେ ରାସ୍ତାରେ ତାଙ୍କର ଜୀବନ ଚାଲିଯାଇଥିଲା। ପରେ ଡାକ୍ତର ମଧ୍ୟ…
ସ୍କୁଟି ଡିକିରୁ ଲୁଟିନେଲେ ୪୦ହଜାର
ବଡ଼ସାହି,୧୯ା୯(ସ୍ବ.ପ୍ର): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ମାଣତ୍ରୀ ବଜାରରେ ଥିବା ବ୍ୟାଙ୍କ ସମ୍ମୁଖ ଏକ ସ୍କୁଟି ଡିକିରୁ ବୁଧବାର ଦୁବୃର୍ତ୍ତମାନେ ୪୦ହଜାର ଟଙ୍କା ଲୁଟି ନେଇଛନ୍ତି । ଏ ସମ୍ପର୍କରେ ଥାନାରେ ଅଭିଯୋଗ ହେବା ପରେ ପୋଲିସ ତଦନ୍ତ ଜାରି…
ଅପହର୍ତ୍ତାଙ୍କ କବଳରୁ ମୁକୁଳିଲେ ଯୁବକ
ବାରିପଦା ଅଫିସ,୧୯ା୯- ମୟୂରଭଞ୍ଜ ଜିଲା ଦେଉଳି ନିକଟରେ ବୁଧବାର ଟାଉନ ପୋଲିସ ଚଢ଼ାଉ କରି ଅପହର୍ତ୍ତାଙ୍କ କବଳରୁ ଜଣେ ଯୁବକଙ୍କୁ ଉଦ୍ଧାର କରିଛି। ଯୁବକ ଜଣକ ହେଲେ ବାଲେଶ୍ୱର ଜିଲା କମର୍ଦ୍ଦା ଅଞ୍ଚଳର ଅଞ୍ଜନ ଦାସ। ସଦର ଏସ୍ଡିପିଓ କେ.ପି ପଟ୍ଟନାୟକଙ୍କ…
ବ୍ୟାଟେରି ଚୋରି ଘଟଣା: ୪ ଅଭିଯୁୁକ୍ତ କୋର୍ଟ ଚାଲାଣ
ରାଇରଙ୍ଗପୁର,୧୯ା୯(ଡି.ଏନ୍.ଏ.)-ମୟୂରଭଞ୍ଜ ଜିଲା ବାଦାମପାହାଡ ସ୍ଥିତ ଯୁକ୍ତ ୨ ବିଜ୍ଞାନ କଲେଜ ପରିସରରୁ ଗତ ଅଗଷ୍ଟ ୨୧ ତାରିଖରେ ୮ଟି ସୋଲାର ବ୍ୟାଟେରି ଚୋରି ଘଟଣାରେ ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ…
୬ ଫୁଟ ଲମ୍ବର ବୋଡ଼ା ଉଦ୍ଧାର
ଠାକୁରମୁଣ୍ଡା,୧୮ା୯(ଡି.ଏନ୍.ଏ.)- ଠାକୁରମୁଣ୍ଡା ବ୍ଲକ ଅନ୍ତର୍ଗତ ଚମ୍ପାଝର ଗ୍ରାମରୁ ମଙ୍ଗଳବାର ସକାଳୁ ଏକ ୬ ଫୁଟ ଲମ୍ବର ବୋଡା ସାପ ଉଦ୍ଧାର ହୋଇଛି। ଗ୍ରାମର ଗଙ୍ଗାଧର ମହାନ୍ତଙ୍କ ବାଡ଼ିରେ ଥିବା ଏକ କୁଟା ଭାଡ଼ିରୁ ୱାର୍ଡ ମେମ୍ବର କ୍ଷେତ୍ରନାଥ ହେମ୍ବ୍ରମ ସାପଟିକୁ ଉଦ୍ଧାର…
ଚିଟ୍ଫଣ୍ଡ ଠକେଇ: ପ୍ରଶାସନିକ ଅବହେଳାରୁ ଟଙ୍କା ଫେରି ପାଉ ନାହାନ୍ତି ଜମାକାରୀ
ବାରିପଦା ଅଫିସ,୧୮।୯- ମୟୂରଭଞ୍ଜ ଜିଲାରେ ବିଭିନ୍ନ ଚିଟ୍ଫଣ୍ଡ ସଂସ୍ଥା କାର୍ଯ୍ୟାଳୟମାନ ଖୋଲି ଅଧିକ ସୁଧ ଓ ଅନ୍ୟାନ୍ୟ ସୁବିଧା ଦେବାର ପ୍ରଲୋଭନ ଦେଖାଇ ଜମାକାରୀଙ୍କଠାରୁ କୋଟି କୋଟି ଟଙ୍କା ଲୁଟି ନେଇଥିଲେ। ଏହାପରେ ସଂସ୍ଥାର କାର୍ଯ୍ୟାଳୟ ସବୁ ବନ୍ଦ କରି ରାତାରାତି…
ଥାନାଜଗିଛି ଅଚଳ ସିସି ଟିଭି କ୍ୟାମେରା
ବାରିପଦା ଅଫିସ,୧୭।୯- ମୟୂରଭଞ୍ଜ ଜିଲାରେ କିଛିଦିନ ହେବ ଅପରାଧ ମାମଲା ବୃଦ୍ଧି ପାଇଛି। ସହରରୁ ଗ୍ରାମାଞ୍ଚଳ ପର୍ଯ୍ୟନ୍ତ ଚୋରି ଓ ଡକାୟତି ଭଳି ଅପରାଧ କମିବାର ନାଁ ଧରୁନି। କେବଳ ବାରିପଦା ଟାଉନ ଥାନାରେ ଚଳିତ ବର୍ଷର ୯ ମାସ ମଧ୍ୟରେ…
ଶିକ୍ଷକଙ୍କ ବଦଳି ଓ ନିଯୁକ୍ତିକୁ ଗ୍ରାମବାସୀଙ୍କ ବିରୋଧ: ପ୍ରତିଶ୍ରୁତି ପାଇ ଆନ୍ଦୋଳନରୁ ଓହରିଲେ
ଖୁଣ୍ଟା,୧୭ା୯(ଡି.ଏନ୍.ଏ.): ଖୁଣ୍ଟା ବ୍ଲକ ଶିକ୍ଷା ବିଭାଗରେ କିଛି ଦିନ ହେଲା ଶିକ୍ଷକ ବଦଳି ଓ ନିଯୁକ୍ତିକୁ ନେଇ ଅଧିକାରୀମାନଙ୍କୁ ବେଶ ନାକେଦମ୍ ହେବାକୁ ପଡ଼ିଛି। ଜଣେ ଶିକ୍ଷକଙ୍କ ବଦଳି ଘଟଣାକୁ ନେଇ ଗ୍ରାମବାସୀଙ୍କ ପକ୍ଷରୁ ଏକ ବିଦ୍ୟାଳୟକୁ ୫ ଦିନ ଧରି…
ମଧ୍ୟାହ୍ନଭୋଜନ ତରକାରୀରେ ପୋକ ବାହାରିବା ଘଟଣା : ତଦନ୍ତ ରିପୋର୍ଟ ଭିତ୍ତିରେ କାର୍ଯ୍ୟାନୁଷ୍ଠାନ
ବଡ଼ସାହି,୧୭ା୯(ସ୍ବ.ପ୍ର)- ମୟୂରଭଞ୍ଜ ଜିଲା ଉଠାଣୀ ନୂଆଗାଁ ନୋଡାଲ ଉପ୍ରା ବିଦ୍ୟାଳୟର ମଧ୍ୟାହ୍ନଭୋଜନ ତରକାରୀରେ ପୋକ ବାହାରିବା ଘଟଣାକୁ ନେଇ ପ୍ରଶାସନ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ା ନିମ୍ନମାନର ପୋଷାକ, ଜୋତା ଓ ଦାୟିତ୍ୱହୀନତା ପାଇଁ ଗ୍ରାମବାସୀମାନେ ସୋମବାର ଏକତ୍ରିିତ ହୋଇ…
Archives


