ମୟୂରଭଞ୍ଜ

ସୁନା ଦୋକାନୀଙ୍କଠାରୁ ଲୁଟ ଉଦ୍ୟମ: ଅଭିଯୁକ୍ତ ଗିରଫ

ବାରିପଦା ଅଫିସ,୨୬ା୧୦- ବାରିପଦା ସହରର ଜିଲା ପ୍ରାଣୀ ଚିକିତ୍ସାଳୟ ନିକଟରେ ଗତ ମଙ୍ଗଳବାର ରାତିରେ ଜଣେ ସୁନା ବ୍ୟବସାୟୀଙ୍କଠାରୁ ଲୁଟ ଉଦ୍ୟମ ଘଟଣାରେ ଟାଉନ ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ ହେଲେ ଗଞ୍ଜାମ ଜିଲା ଆସ୍କା…

ପ୍ରସୂତିଙ୍କୁ ଘରୋଇ ମେଡିକାଲ ନେବା ପାଇଁ ଡାକ୍ତରଙ୍କ ତାଗିଦ୍‌ ଭିଡିଓ ଭାଇରାଲ

ବାରିପଦା ଅଫିସ,୨୬ା୧୦- ବଣ ପାହାଡ଼ ଘେରା ଆଦିବାସୀ ଅଧ୍ୟୁଷିିତ ମୟୂରଭଞ୍ଜ ଜିଲାରେ ଲୋକଙ୍କୁ ଠିକ୍‌ ଭାବେ ସ୍ବାସ୍ଥ୍ୟ ସେବା ପ୍ରଦାନ ପାଇଁ ବାରିପଦାଠାରେ ମେଡିକାଲ କଲେଜ ପ୍ରତିଷ୍ଠା କରାଯାଇଛି। ତେବେ ଏଠାକୁ ଆସୁଥିବା ରୋଗୀମାନେ ବିଭିନ୍ନ ସମୟରେ ଶୋଷଣର ଶିକାର ହେଉଥିବା…

ଉଚ୍ଚ ପଦବୀରେ ପୁଣି ଜଣେ ଓଡ଼ିଆ : ଜମ୍ମୁ-କଶ୍ମୀରର ପ୍ରଥମ ଉପ ରାଜ୍ୟପାଳ ହେଲେ ଗିରୀଶ ଚନ୍ଦ୍ର ମୁର୍ମୁ

ନୂଆଦିଲ୍ଲୀ,୨୫ା୧୦(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଘନିଷ୍ଠ ଭାବେ ପରିଚିତ ଓଡ଼ିଆ ଆଇଏଏସ୍‌ ଅଫିସର ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି। ୧୯୮୫ ବ୍ୟାଚ୍‌ର ଏହି ଗୁଜରାଟ କ୍ୟାଡର ଆଇଏଏସ୍‌ ଅଫିସର କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟରେ ବ୍ୟୟ ବିଭାଗ…

ଗଙ୍ଗାହାର, ବୁଢାବଳଙ୍ଗରେ ଜଳପତ୍ତନ ବୃଦ୍ଧି

ବଡ଼ସାହି,୨୫ା୧୦(ସ୍ବ.ପ୍ର)- ଶିମିଳିପାଳରୁ ବାହାରିଥିବା ଗଙ୍ଗାହାର ଓ ବୁଢାବଳଙ୍ଗ ନଦୀ ବଡ଼ସାହି ବ୍ଲକର ଉଭୟ ପଟ ଦେଇ ପ୍ରବାହିତ ହେଉଛି। ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଏହି ଦୁଇ ନଦୀରେ ଜଳ ପତ୍ତନ ବୃଦ୍ଧି ପାଇବାରେ ଲାଗିଛି । ଶୁକ୍ରବାର ଅପରାହ୍ନରେ…

କାନ୍ଥ ପଡ଼ି ମହିଳା ମୃତ

ରାସଗୋବିନ୍ଦପୁର,୨୫ା୧୦(ଡି.ଏନ୍‌.ଏ.)- ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ରାସଗୋବିନ୍ଦପୁର ବ୍ଲକ ଅଧୀନ ଖୁଣ୍ଟାପାଳ ଗ୍ରାମରେ ଶୁକ୍ରବାର ସକାଳେ କାନ୍ଥ ପଡ଼ି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ସୋମନାଥ ପଲେଇଙ୍କ ପତ୍ନୀ ଦମୟନ୍ତୀ (୪୫) ବୋଲି ଜଣାପଡ଼ିଛି। ଖବରପାଇ…

ବଡ଼ସାହିରେ ସର୍ବାଧିକ,ବିଜାତଳାରେ ସର୍ବନିମ୍ନ ବର୍ଷା: ବିଦ୍ୟାଳୟ ଛୁଟି

ବାରିପଦା ଅଫିସ,୨୫।୧୦: ମୟୂରଭଞ୍ଜ ଜିଲାରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ୁଛି। ଜିଲାର ବଡ଼ସାହିରେ ଶୁକ୍ରବାର ସୁଦ୍ଧା ସର୍ବାଧିକ ୧୦୮ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ବିଜାତଳାରେ ସର୍ବନିମ୍ନ ୨୫…

କର୍ମଚାରୀଙ୍କୁ ଦରମା ନ ଦେବା ଅଭିଯୋଗ: ସଫେଇ ସଂସ୍ଥା ମୁଖ୍ୟ ଗିରଫ

ବାରିପଦା ଅଫିସ, ୨୫ା୧୦- ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପଣ୍ଡିିତ ରଘୁନାଥ ମୁର୍ମୁ ମେଡିକାଲ କଲେଜରେ ଦୀର୍ଘ ଦିନ ହେବ ସଫେଇ କର୍ମଚାରୀଙ୍କୁ ଦରମା ପ୍ରଦାନ କରାଯାଉ ନ ଥିବା ଅଭିଯୋଗ ହୋଇଆସୁଛି। ଏଥିନେଇ ବିଭିନ୍ନ ସମୟରେ ସଫେଇ କର୍ମଚାରୀମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ…

ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ

ବାରିପଦା ଅଫିସ,୨୪।୧୦: ମୟୁରଭଞ୍ଜ ଜିଲା ସ୍ଥିତ ପ୍ରସ୍ତାବିତ ଜାତୀୟ ଉଦ୍ୟାନ ତଥା ଶିମିଳିପାଳ ଅଭୟାରଣ୍ୟ ଆସନ୍ତା ନଭେମ୍ବର ପହିଲାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲାଯିବ। ଶିମିଳିପାଳ ଟାଇଗର ରିଜର୍ଭ ପ୍ରୋଜେକ୍ଟର କର୍ତ୍ତୃପକ୍ଷ ଏନେଇ ସୂଚନା ଦେଇଛନ୍ତି। ଏହି ସମୟରେ ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ଗୁରୁତ୍ୱ…

ସବଡ଼ିଭିଜନ ମାନ୍ୟତା ଦାବିରେ ରାଜସ୍ବ ମନ୍ତ୍ରୀଙ୍କୁ ସ୍ମାରକପତ୍ର

ବଡ଼ସାହି,୨୪ା୧୦(ସ୍ବ.ପ୍ର)- ବେତନଟୀକୁ ସବଡ଼ିଭିଜନ ମାନ୍ୟତା ଦାବି ନେଇ ଅଣ୍ଟା ଭିଡ଼ିଥିବା ବଡ଼ସାହି-ବେତନଟୀ ବିକାକ ମଞ୍ଚ ପକ୍ଷରୁ ବୁଧବାର ୩ଟିି ସ୍ମାରକପତ୍ର ପ୍ରଦାନ କରାଯାଇଛି ା ମଞ୍ଚ ପକ୍ଷରୁ ଆବାହକ ତଥା ପ୍ରେସକ୍ଲବ ୨୪ ଗୁଣନ ୭ର ସଭାପତି ହରିଶ୍ଚନ୍ଦ୍ର ନନ୍ଦଗୋସ୍ବାମୀଙ୍କ ନେତୃତ୍ୱରେ…

ବିଭିନ୍ନ ଦାବି ନେଇ ବିକ୍ଷୋଭ

ବାରିପଦା ଅଫିସ,୨୪ା୧୦- ବିଭିନ୍ନ ଦାବି ନେଇ ଡେମୋକ୍ରେଟିକ ୟୁଥ ଅର୍ଗାନାଇଜେଶନ ପକ୍ଷରୁ ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହି ପରିପ୍ରେକ୍ଷୀରେ ସଂଗଠନ ପକ୍ଷରୁ ଏକ ଶୋଭାଯାତ୍ରା ବାରିପଦା ସହର ପରିକ୍ରମା କରିଥିଲା। ଜିଲାର ସମସ୍ତ ବେକାର ଯୁବତୀଯୁବକମାନଙ୍କୁ…

ଘରେ ପଶି ଟଙ୍କା, ସୁନା ଲୁଟିଲେ ଦୁର୍ବୃତ୍ତ

ଉଦଳା,୨୪ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଉଦଳା ଥାନା ଅଞ୍ଚଳରେ ଲୁଟେରାଙ୍କ ଉପଦ୍ରବ ବଢି ଚାଲିଛି। ଗତ ସପ୍ତାହକ ମଧ୍ୟରେ ଲୁଟେରାମାନେ ୫ଟି ସ୍ଥାନରୁ ଲୁଟ୍‌ କରି ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ମଙ୍ଗଳବାର ସ୍ପଷ୍ଟ ଦିବାଲୋକରେ ୨ଟି ଲୁଟ୍‌ ହୋଇଥିବା ବେଳେ ବିଳମ୍ବିତ…

ଉଠାଣୀନୂଆଗାଁ ଗ୍ରାମରେ ଅବକାରୀ ବିଭାଗର ଚଢ଼ାଉ: ଲକ୍ଷାଧିକ ଟଙ୍କାର ନକଲି ମଦ, ସରଞ୍ଜାମ ସହ ଗଞ୍ଜେଇ ଜବତ

ବଡ଼ସାହି,୨୩।୧୦(ସ୍ବ.ପ୍ର.)- ମୟୂରଭଞ୍ଜ ଜିଲା, ବଡ଼ସାହି ଥାନା ଅଧୀନ ଉଠାଣୀନୂଆଗାଁ ଗ୍ରାମରୁ ବୁଧବାର ସକାଳେ ଅବକାରୀ ବିଭାଗ ବିପୁଳ ପରିମାଣର ନକଲି ବିଦେଶୀ ମଦ, ବିଭିନ୍ନ ବ୍ରାଣ୍ଡର ମଦ ବୋତଲ, ଖାଲି ବୋତଲ, ଠିପି, ଲେବଲ, ସିଲ, ଖୋଳ, ସ୍ପିରିଟ, ଥିନର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?