ମୟୂରଭଞ୍ଜ

ମଞ୍ଚାବନ୍ଧା ଜଙ୍ଗଲରୁ ୪ ଜୁଆଡ଼ି ଗିରଫ

ବାରିପଦା ଅଫିସ,୧୯ା୧୦- ବାରିପଦା ଟାଉନ ଥାନା ପୋଲିସ ଗୁରୁବାର ରାତିରେ ମଞ୍ଚାବନ୍ଧା ଜଙ୍ଗଲରେ ଚଢ଼ାଉ କରି ୪ ଜୁଆଡିଙ୍କୁ ଗିରଫ କରିଛି। ତେବେ ପୋଲିସର ଅବହେଳା କାରଣରୁ ୮ ରୁ ଊଦ୍ଧ୍ୱର୍ର୍ ଜୁଆଡି ଲକ୍ଷାଧିକ ଟଙ୍କା ଓ ଜୁଆଖେଳ ସାମଗ୍ରୀ ନେଇ…

ଲକ୍ଷାଧିକ ଟଙ୍କାର ବାଣ ଜବତ

ବୈଶିଙ୍ଗା,୧୯ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ବେତନଟୀ ଓ ବୈଶିଙ୍ଗା ପୋଲିସର ଏକ ଟିମ୍‌ ବୈଶିଙ୍ଗା ଥାନା ଅନ୍ତର୍ଗତ ବାଛୁରୀପଡା ଗ୍ରାମରେ ଗୁରୁବାର ଚଢାଉ କରି ଲକ୍ଷାଧିକ ଟଙ୍କାର ବାଣ ଓ ବିସ୍ଫୋରକ ସାମଗ୍ରୀ ଜବତ କରିଛି। ଏହି ଘଟଣାରେ…

ବାରିପଦାରେ କମନ ରିଭ୍ୟୁ ମିଶନ ପ୍ରତିନିଧି ଦଳ

ବାରିପଦା ଅଫିସ,୧୯ା୧୦- କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଗଠିତ କମନ ରିଭ୍ୟୁ ମିଶନ(ସିଆରଏମ)ର ପ୍ରତିନଧି ଦଳ ଶୁକ୍ରବାର ମୟୂରଭଞ୍ଜ ଜିଲା ଗସ୍ତରେ ଆସିଛନ୍ତି। ଡା.ବିକେ ସ୍ବାଇଁ ଏହି ପ୍ରତିନିଧି ଦଳର ନେତୃତ୍ୱ ନେଉଥିବା ବେଳେ ଟିମରେ…

ସିବିଆଇ ଜାଲରେ ସହକାରୀ ପୋଷ୍ଟମାଷ୍ଟର

ଚିତ୍ରଡା,୧୯ା୧୦(ଡି.ଏନ୍‌.ଏ.)- କମିଶନି ଟଙ୍କା କରାଇଦେବାକୁ ଏଜେଣ୍ଟଙ୍କଠାରୁ ଲାଞ୍ଚ ନେବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡା ଉପ ଡାକଘରର ସହକାରୀ ପୋଷ୍ଟମାଷ୍ଟର ଶୁକ୍ରବାର ସିବିଆଇ ହାତରେ ଧରାପଡ଼ିଛନ୍ତି। ଭୁବନେଶ୍ୱରରୁ ଆସିଥିବା ଏକ ୬ ଜଣିଆ ସିବିଆଇ ଟିମ୍‌ ତାଙ୍କୁ…

ରାଜ୍ୟପାଳଙ୍କ ଏସ୍କର୍ଟ ଗାଡ଼ିି ଦୁର୍ଘଟଣାଗ୍ରସ୍ତ

ବାରିପଦା ଅଫିସ,୧୯ା୧୦- ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଶୁକ୍ରବାର ଦୁଇଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଅଛନ୍ତି। ରାଜ୍ୟପାଳ ଉଦଳା ଧାନଘେରା ସ୍ଥିତ ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟର ବାର୍ଷିକ ଉତ୍ସବରେ ଯୋଗଦେଇ ଶୁକ୍ରବାର ବାରିପଦା ଫେରିବା ବେଳେ ତାଙ୍କର ଏସ୍କର୍ଟ ଗାଡ଼ିି…

ଚିକିତ୍ସା ଅବହେଳାରୁ ରୋଗୀଙ୍କ ମୃତ୍ୟୁ ଅଭିଯୋଗ

ଖୁଣ୍ଟା,୧୮ା୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ଅଧୀନ ଡୁକୁରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ଅବହେଳାରୁ ଜଣେ ରୋଗୀଙ୍କ ମୃତ୍ୟୁକୁ ନେଇ ଗୁରୁବାର ଉତ୍ତେଜନା ସୃଷ୍ଟି ହୋଇଥିଲା। ସ୍ଥାନୀୟ ଲୋକେ ମେଡିକାଲ ପରିସରରେ ହୋହଲ୍ଲା କରିଥିଲେ। ଖବରପାଇ ଖୁଣ୍ଟା ଥାନା ଆଇଆଇସି ନବକୃଷ୍ଣ…

ଜିଲା ପରିଷଦ ଅଧ୍ୟକ୍ଷାଙ୍କ ଘରୁ ଚୋରି

ବାରିପଦା ଅଫିସ,୧୮ା୧୦- ମୟୂରଭଞ୍ଜ ଜିଲା ପରିଷଦ ଅଧ୍ୟକ୍ଷା ସୁଜାତା ମୁର୍ମୁଙ୍କ ଘରୁ ବୁଧବାର ରାତିରେ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି। ବାରିପଦା ସହର ୱାର୍ଡ ନଂ. ୨୮ ସ୍ଥିତ ତାଙ୍କ ଘରେ କେହି ନ ଥିବା ବେଳେ ଦୁର୍ବୃତ୍ତମାନେ ସୁନା…

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ବିଦ୍ୟାଳୟରେ ଉତ୍ତେଜନା

ବାରିପଦା ଅଫିସ,୧୮ା୧୦- ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଧୀନ ଏକ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜନୈକା ଷଷ୍ଠ ଶ୍ରେଣୀର ଛାତ୍ରୀଙ୍କୁ ସେହି ବିଦ୍ୟାଳୟର ଜଣେ ଶିକ୍ଷକ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଏଥିନେଇ ଗୁରୁବାର ବିଦ୍ୟାଳୟ ପରିସରରେ ଉତ୍ତେଜନା…

ଇକୋ ସେନି୍ସଟିଭ୍‌ ଜୋନ ନାଁରେ ଉଚ୍ଛେଦକୁ ବିରୋଧ: ୨୮୫ ଗାଁ ବାସିନ୍ଦାଙ୍କ ବିକ୍ଷୋଭ ଶୋଭାଯାତ୍ରା

ବାରିପଦା ଅଫିସ,୧୮ା୧୦- ମୟୂରଭଞ୍ଜ ଜିଲାର ଶିମିଳିପାଳ ଅଞ୍ଚଳରୁ ୨୮୫ ଗ୍ରାମର ଆଦିବାସୀ ମୂଳବାସିନ୍ଦାମାନଙ୍କୁ ଇକୋ-ସେନ୍ସିଟିଭ୍‌ ଜୋନ ବାହାନାରେ ଉଚ୍ଛେଦ କରିବା ଯୋଜନାକୁ ବିରୋଧ କରାଯାଇଛି। ଏଥିନେଇ ଜିଲା ପେସା ଗ୍ରାମସଭା କୋଅର୍ଡିନେଶନ କମିଟି ପକ୍ଷରୁ ଗୁରୁବାର ମଧୁବନ ପଡ଼ିିଆଠାରୁ ଜିଲାପାଳଙ୍କ କାର୍ଯ୍ୟାଳୟ…

ବେଲଡ଼ିହା, ଜାମଶୂଳୀବାସୀ ଅବହେଳିତ: ଫାଇଲ୍‌ରେ ବନ୍ଧା ପଡ଼ିିଛି ରାଜସ୍ବ ଗ୍ରାମ ମାନ୍ୟତା

କପ୍ତିପଦା,୧୭ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଅଧୀନ ବଡ଼ବିଶୋଳ ରାଜସ୍ବ ଗ୍ରାମରେ ରହିଛି ବେଲଡ଼ିହା ଓ ଜାମଶୂଳୀ ଗ୍ରାମ। ଏହି ୨ଟି ଗାଁ ବଡବିଶୋଳ ଗ୍ରାମଠାରୁ ପ୍ରାୟ ୫ କି.ମି ଦୂରତ୍ୱରେ ଅବସ୍ଥିତ। ସରକାରଙ୍କ ବିଭିନ୍ନ ଯୋଜନାର ସିଂହ ଭାଗ ବଡ଼…

ଗୋରୁ ବୋଝେଇ ଗାଡ଼ି ଜବତ, ଡ୍ରାଇଭର ଅଟକ

ଠାକୁରମୁଣ୍ଡା,୧୭ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ପୋଲିସ ମଙ୍ଗଳବାର ରାତିରେ ଏକ ଗୋରୁ ବୋଝେଇ ପିକ୍‌ଅପ ଭ୍ୟାନକୁ ଜବତ କରିଛି। ଗାଡ଼ିର ଡ୍ରାଇଭରକୁ ଅଟକ ରଖି ପଚରାଉଚରା କରାଯାଉଛି। ରାତି ପ୍ରାୟ ୧୦.୩୦ ମିନିଟ ସମୟରେ ୯ ଟି ଗୋରୁ ନେଇ…

ଆର୍ଥିକ ସଙ୍କଟ ଓ ଘରୋଇକରଣ ବିରୋଧରେ ବାମପନ୍ଥୀଙ୍କ ମିଳିତ ପ୍ରତିବାଦ: ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗଣଧାରଣା

ବାରିପଦା ଅଫିସ,୧୬ା୧୦- ବାମପନ୍ଥୀ ଦଳ ସିପିଆଇ ଓ ସିପିଆଇ(ଏମ) ପକ୍ଷରୁ କେନ୍ଦ୍ର ନେତୃତ୍ୱାଧୀନ ଭାଜପା ସରକାରଙ୍କ ଭୁଲ ଓ ବିପଜ୍ଜନକ ନୀତି ଯୋଗୁ ଦେଶରେ ଚରମ ଅର୍ଥନୈତିକ ସଙ୍କଟ, ମାନ୍ଦାବସ୍ଥା ତଥା ଦରଦାମ ଓ ବେକାରି ସମସ୍ୟା ବୃଦ୍ଧି ପାଇଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?