ମୟୂରଭଞ୍ଜ

ଅଜଣା ରୋଗରେ ଶତାଧିକ ଗୋରୁ ଆକ୍ରାନ୍ତ

କୁଆମରା,୧୦ା୮(ଡି.ଏନ୍‌.ଏ.)- ଗୋପବନ୍ଧୁ ନଗର ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତରେ ଶତାଧିକ ଗୋରୁ ଅଜଣା ରୋଗରେ ଆକ୍ରାନ୍ତ ହୋଇଛନ୍ତି। ଏହି ରୋଗ କ୍ରମେ ବିଭିନ୍ନ ଗ୍ରାମକୁ ବ୍ୟାପିବାର ଲାଗିଛି। ଏହି ରୋଗରେ ଗୋରୁଗୁଡିକ ପ୍ରଥମେ ଘୁମାଉଛନ୍ତି ଓ ପରେ ଦୁର୍ବଳ ହୋଇ...

ମେଡିକାଲ କର୍ମଚାରୀ ପଦବୀ ପୂରଣ ହେଉନି

ବାରିପଦା ଅଫିସ,୧୦।୮- ଓଡ଼ିିଶା ମେଡିକାଲ କର୍ମଚାରୀ ସଂଘ ମୟୂରଭଞ୍ଜ ଜିଲା ଶାଖାର ଏକ ସାଧାରଣ ବୈଠକ ସଂଘର ଉପସଭାପତି ଶ୍ୟାମସୁନ୍ଦର ଦେଓଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ସ୍ଥାନୀୟ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଓ ହସ୍ପିଟାଲରେ ଡାକ୍ତର,...

ଦ୍ୱାରଶୁଣି ଘାଟିରେ ୫୦ ଫୁଟ ତଳକୁ ଖସିଲା ଟ୍ରକ

ବାଙ୍ଗିରିପୋଷି,୯ା୮(ଡି.ଏନ୍‌.ଏ.)- ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଦ୍ୱାରଶୁଣି ଘାଟିର ପ୍ରଥମ ବାଙ୍କରେ କଲିକତା ଅଭିମୁଖେ ଯାଉଥିବା ଏକ ସ୍ପଞ୍ଜ ରୋଲ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ରାସ୍ତାରୁ ୫୦ ଫୁଟ ତଳକୁ ଖସି ପଡିଛି ା ଏହି ଦୁର୍ଘଟଣାରେ ଟ୍ରକ ଚାଳକ...

ଗ୍ରାମୀଣ ଗୃହ ନିର୍ମାଣ ଯୋଜନା ଦିଗହରା: ଭଙ୍ଗା ଘରେ ଅସହାୟ ମହିଳା

କପ୍ତିପଦା,୯ା୮(ଡ଼ି.ଏନ୍‌.ଏ.)- ସରକାର ଦାରିଦ୍ର୍ୟ ସୀମାରେଖା ତଳେ ଥିବା ହିତାଧିକାରୀମାନଙ୍କୁ ଗ୍ରାମୀଣ ଗୃହ ନିର୍ମାଣ ଯୋଜନାରେ ପକ୍କା ଘର ଯୋଗାଇ ଦେବାକୁ ନିୟମ କରିଛନ୍ତି। ପ୍ରକୃତ ହିତାଧିକାରୀ କିପରି ଏହି ଯୋଜନାରେ ସାମିଲ ହେବେ ସେଥିନେଇ ପ୍ରତି ପଞ୍ଚାୟତରେ ଗ୍ରାମସଭା ଓ...

ବାରିପଦା ବିଦ୍ୟୁତ୍‌ ଡିଭିଜନ : ଜାଲ୍‌ ଚେକ୍‌ରେ ଟାର୍ଗେଟ ପୂରଣ ଘଟଣା; ୩ ଅଧିକାରୀ ନିଲମ୍ବିତ

ଧରିତ୍ରୀ ପ୍ରଭାବ ବାରିପଦା ଅଫିସ,୯।୮- ମୟୂରଭଞ୍ଜ ଜିଲା ବାରିପଦା ବିଦ୍ୟୁତ୍‌ ଡିଭିଜନରେ ବିଲ୍‌ ଆଦାୟ ଟାର୍ଗେଟ ପୂରଣ ପାଇଁ ଜାଲ୍‌ ଚେକ୍‌ ଦେଇ ବିଭାଗକୁ ଠକିଥିବା ୩ ଅଧିକାରୀଙ୍କୁ ବୁଧବାର କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ଏ ନେଇ କେବଳ ‘ଧରିତ୍ରୀ’ରେ...

ଫସଲ ଜଗିଥିବା ବୃଦ୍ଧଙ୍କୁ ଦଳିଦେଲା ହାତୀ

ବାଙ୍ଗିରିପୋଷି,୮ା୮(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲାରେ ହାତୀ ଆତଙ୍କ ଥମୁନି। ବନ ବିଭାଗ କର୍ମଚାରୀ ହାତୀ ଘଉଡାଇବାରେ ସଫଳ ହେଉ ନ ଥିବାରୁ ଧନଜୀବନ ହାନି ଘଟି ଚାଲିଛି। ଗୁରୁବାର ସକାଳେ ବାଙ୍ଗିରିପୋଷି ବନାଞ୍ଚଳ ଅଧୀନସ୍ଥ ଭୁଲୁବଣୀ ଗ୍ରାମର ଦାଗଦୁ ମାଝୀ ନାମକ...

ହାତୀ ଆକ୍ରମଣରେ ଚାଷୀଙ୍କ ମୃତ୍ୟୁ

ବାଙ୍ଗିରିପୋଷି,୮।୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ରେଞ୍ଜ ଅନ୍ତର୍ଗତ ଝାରପୋଖରୀଆ ଥାନା ଆମଡିହା ପଞ୍ଚାୟତର ଗୁଲୁବଣି ଠାରେ ଚାଷୀ ଦୁଗଡୁ ମାଝି (୫୫)ଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ରେଞ୍ଜର, ତହସିଲଦାର ଏବଂ ପୋଲିସ ପହଞ୍ଚି ତଦନ୍ତ ଚଳାଇଛନ୍ତି।

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

ବଡ଼ସାହି,୮।୮(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକର ଥାନା ଅଧୀନ ଛେଳିଆ(କ)ପଞ୍ଚାୟତ ବିଦ୍ୟାଧରପୁର ଗଁ।ର ପୋଖରୀରୁ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଯୁବକ ଜଣକ ହେଲେ ଉକ୍ତ ଗଁ।ର ଜଳଧର ବାଘ(୪୦)। ସୂଚନାଯୋଗ୍ୟ, ୩ ଦିନ ପୂର୍ବରୁ ଜଳଧର...

କିଡନୀ ରୋଗର ଅନୁଧ୍ୟାନ ପାଇଁ ମାଙ୍କଡକେନ୍ଦାରେ ଡାକ୍ତରୀ ଟିମ୍‌

କୁଆମରା,୮ା୮(ଡି.ଏନ୍‌.ଏ.): ଆଦିବାସୀ ଅଧ୍ୟୁଷିତ ଗୋପବନ୍ଧୁ ନଗର ବ୍ଲକ ପୁରୁଣା ବାରିପଦା ପଞ୍ଚାୟତ ଅନ୍ତର୍ଗତ ମାଙ୍କଡକେନ୍ଦା ଗ୍ରାମର ୧୧ ନମ୍ବର ୱାର୍ଡରେ କିଡିନୀ ରୋଗ ଆତଙ୍କ ଦେଖା ଦେଇଛି। କିଛି ଦିନ ମଧ୍ୟରେ ଏହି ରୋଗରେ ୧୦ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ...

ଅବ୍ୟବସ୍ଥା ପ୍ରତିବାଦରେ ଆଦିବାସୀ ବିଦ୍ୟାଳୟ ଘେରାଉ

ବାରିପଦା ଅଫିସ,୮।୮- ମୟୂରଭଞ୍ଜ ଜିଲାରେ ଥିବା ଆଦିବାସୀ ଓ ହରିଜନ ଛାତ୍ରୀଛାତ୍ରମାନଙ୍କ ଶିକ୍ଷା ଉଦ୍ଦେଶ୍ୟରେ ଆସୁଥିବା ଅନୁଦାନକୁ ଆତ୍ମସାତ କରାଯାଉଛି। ଏଭଳି ଅଭିଯୋଗ ଆଣି ମୟୂରଭଞ୍ଜ ରିଭୋଲ୍ୟୁସନାରୀ ୟୁଥ ଆଣ୍ଡ ଷ୍ଟୁଡେଣ୍ଟ ଆସୋସିଏସନ (ମାରିସା) ପକ୍ଷରୁ ବୁଧବାର ବାରିପଦା ସମନ୍ବିତ...

ଆଉ ଆଶ୍ରୟସ୍ଥଳ ହେବନି ଜିଲାପାଳଙ୍କ କାର୍ଯ୍ୟାଳୟ ବାରଣ୍ଡା:ନିର୍ମାଣ ହେବ ରେଷ୍ଟଶେଡ୍‌

ବାରିପଦା ଅଫିସ,୮।୮- ଆଦିବାସୀ ଅଧ୍ୟୁଷିତ ତଥା ବଣପାହାଡ଼ ଘେରା ମୟୂରଭଞ୍ଜ ଜିଲାର ଅପହଞ୍ଚ ଇଲାକାରୁ ପ୍ରତିଦିନ ଜିଲାପାଳଙ୍କ ନିକଟକୁ ଗୁହାରି କରିବା ପାଇଁ ଲୋକେ ଆସିଥାନ୍ତି। ମାତ୍ର ଏଠାରେ ଖରା କିମ୍ବା ବର୍ଷାରେ ମୁଣ୍ଡ ଗୁଞ୍ଜିବାକୁ ଲୋକେ ଜାଗା ପାଇ...

ହାତୀ ଆକ୍ରମଣରେ ବୃଦ୍ଧଙ୍କ ଜୀବନଗଲା

ଠାକୁରମୁଣ୍ଡା,୭ା୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଞ୍ଚଳରେ ହାତୀ ଉପଦ୍ରବ ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ମଙ୍ଗଳବାର ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ଯଶିପୁର ବ୍ଲକ ଅନ୍ତର୍ଗତ ଧୁଧିଆଣି ରେଞ୍ଜ ରୁଗୁଡି ଗ୍ରାମପଞ୍ଚାୟତ ଖଣ୍ଡବନ୍ଧ ଗ୍ରାମର ଜଣେ ବୃଦ୍ଧଙ୍କ ମୃତ୍ୟୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri