ବିପର୍ଯ୍ୟସ୍ତ ଟ୍ରାଫିକ ବ୍ୟବସ୍ଥା ନେଇ ଜିଲାପାଳଙ୍କୁ ଦାବିପତ୍ର
ବାରିପଦା ଅଫିସ,୨୪।୮- ରାଜ୍ୟର ସର୍ବପୁରାତନ ସହର ଭାବେ ବିବେଚିତ ବାରିପଦା ସହରରେ ଏବେ ଟ୍ରାଫିକ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛିି। ଏଥିରେ ସୁଧାର ଆଣିବା ପାଇଁ ଜିଲା ପ୍ରଶାସନ ନା ପୋଲିସ ପ୍ରଶାସନ କେହିବି ଉଦ୍ୟମ କରୁ ନାହାନ୍ତି। ଏହାର ସମାଧାନ ପାଇଁ…
ଜାତୀୟସ୍ତରୀୟ ଚିତ୍ରକଳା ପ୍ରଦର୍ଶନୀ
ବାରିପଦା ଅଫିସ,୨୩।୮- ମୟୂରଭଞ୍ଜ ଜିଲାର କଳା, ସଂସ୍କୃତି, ଐତିହ୍ୟ, ପରମ୍ପରା, ହସ୍ତଶିଳ୍ପ ତଥା କ୍ରୀଡ଼ା ଆଦିର ସଂରକ୍ଷଣ ଏବଂ ବିକାଶ ସକାଶେ ମୟୂରଭଞ୍ଜ ଫାଉଣ୍ଡେଶନ ପକ୍ଷରୁ ପ୍ରୟାସ ଆରମ୍ଭ କରାଯାଇଛି। ଜିଲା ପ୍ରଶାସନ, ମାରୱାଡି ଯୁବା ମଞ୍ଚ ଓ ଫାଉଣ୍ଡେଶନ ଫର୍…
ଗାଈକୁ ବାଘ ଖାଇଗଲା
କପ୍ତିପଦା,୨୩ା୮(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ କଟୁରିଆ ହୁଡିସାହି ଗ୍ରାମର ଦୁଲି ମୁର୍ମୁ ନାମକ ଜଣେ ମହିଳାଙ୍କ ଏକ ଗାଈକୁ ନଟୋ ସଂରକ୍ଷିତ ଜଙ୍ଗଲରେ ବାଘ ଖାଇ ଯାଇଥିବା ଅଭିଯୋଗ ହୋଇଛି ା ସ୍ବେଚ୍ଛାସେବୀ ଜୟ ମୁର୍ମୁଙ୍କ ସହାୟତାରେ ସମ୍ପୃକ୍ତ…
ଭାଲୁ ଆକ୍ରମଣରେ ୫ ଆହତ
ଠାକୁରମୁଣ୍ଡା,୨୩ା୮(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ସାତକୋଶିଆ ରେଞ୍ଜ ଅନ୍ତର୍ଗତ ମହୁଲଡ଼ିହା ପଞ୍ଚାୟତର କୋଇଲିପାଳ ଗ୍ରାମ ନିକଟ ଜଙ୍ଗଲରେ ଗୁରୁବାର ସକାଳେ ଏକ ଭାଲୁ ଆକ୍ରମଣରେ ୫ ଜଣ ଆହତ ହୋଇଛନ୍ତି। ଆହତମାନେ ହେଲେ ଗୁରା ପୂର୍ତ୍ତି, ମଙ୍ଗୁଲୁ ଶୁଣ୍ଢି, ଜଗବନ୍ଧୁ ପୂର୍ତ୍ତି, ସାନଗି…
ମେଡିକାଲ କଲେଜ ଅଧୀକ୍ଷକଙ୍କୁ ଘେରାଉ କଲା ଭଞ୍ଜସେନା
ବାରିପଦା ଅଫିସ,୨୨।୮- ମୟୂରଭଞ୍ଜ ଜିଲାବାସୀଙ୍କ ବହୁ ଦିନର ଦାବି ଓ ଆନ୍ଦୋଳନ ପରେ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ପ୍ରତିଷ୍ଠା ହୋଇଥିଲା। କିନ୍ତୁ ଏହି ମେଡିକାଲ କଲେଜ ଏବେ ବହୁ ଅବ୍ୟବସ୍ଥା ଦେଇ ଗତି କରୁଛି। ଜିଲା ତଥା ପଡୋଶୀ…
ଏମ୍ପିସି କଲେଜ ସମସ୍ୟାର ସମାଧାନ ଦାବି କଲା ‘ମାସା’
ବାରିପଦା ଅଫିସ,୨୨।୮- ବାରିପଦା ତକତପୁର ସ୍ଥିତ ଏମପିସି ସ୍ବୟଂଶାସିତ କଲେଜରେ ଦେଖାଦେଇଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ମୟୂରଭଞ୍ଜ ଆଦିବାସୀ ଛାତ୍ର ସଂଗଠନ (ମାସା) ପକ୍ଷରୁ ଦାବି କରାଯାଇଛି। ସଂଗଠନର ରାଜ୍ୟ ସଭାପତି ସୁକୁଲାଲ ମାରାଣ୍ଡିଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ…
ନିର୍ଦ୍ଦୋଷ ବାପ,ପୁଅ ଜେଲ ଭୋଗିବା ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ
ରାଇରଙ୍ଗପୁର,୨୧ା୮(ଡି.ଏନ.ଏ.): ନିଖୋଜ ଥିବା ମହିଳାଙ୍କୁ ମୃତ ଦର୍ଶାଇ ତାଙ୍କ ନିର୍ଦ୍ଦୋଷ ସ୍ବାମୀ ଏବଂ ଶ୍ୱଶୁରଙ୍କୁ ପୋଲିସ ଗିରଫ କରି ଜେଲ୍ ପଠାଇବା ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ ହୋଇଛି। କ୍ରାଇମବ୍ରାଞ୍ଚ ଏସପିଙ୍କ ନେତୃତ୍ୱରେ ଏକ ୩ ଜଣିଆ ଟିମ୍ ମୟୂରଭଞ୍ଜ ଜିଲା…
ମହିଳାଙ୍କ ମଦ ବିରୋଧୀ ଶୋଭାଯାତ୍ରା
ରାଇରଙ୍ଗପୁର,୨୧ା୮(ଡି.ଏନ.ଏ): ମୟୂରଭଞ୍ଜ ଜିଲା ବିଜାତଳା ବ୍ଲକ ଅନ୍ତର୍ଗତ ମୁଣ୍ଡାଠାକୁରା ଗ୍ରାମ ଶକ୍ତିମୟୀ ମହିଳା ସଂଗଠନ ପକ୍ଷରୁ ମଙ୍ଗଳବାର ମଦ ବିରୋଧୀ ବିକ୍ଷୋଭ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସଂଗଠନର ସଭାନେତ୍ରୀ ଗାୟତ୍ରୀ ମହାନ୍ତ ଏବଂ ସମ୍ପାଦିକା ବାସନ୍ତୀ ମହାକୁଡଙ୍କ ନେତୃତ୍ୱରେ ୨ଶହରୁ ଊର୍ଦ୍ଧ୍ୱ…
ମୟୂରଭଞ୍ଜ ଜିଲା ପରିଷଦ ବୈଠକରେ ହଟ୍ଟଗୋଳ
ବାରିପଦା ଅଫିସ,୨୧।୮- ମୟୂରଭଞ୍ଜ ଜିଲା ପରିଷଦର ଅଷ୍ଟମ ବୈଠକ ମଙ୍ଗଳବାର ବାରିପଦା ମୁର୍ଗାବାଡି ସ୍ଥିତ ପ୍ରୟାସ ସମ୍ମିଳନୀ କକ୍ଷରେ ହଟ୍ଟଗୋଳ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ବିନିତ ଭରଦ୍ୱାଜ ଏଥିରେ ଅଧ୍ୟକ୍ଷତା କରିଥିଲେ। ପରିଷଦର ଅଧ୍ୟକ୍ଷା ସୁଜାତା ମୁର୍ମୁଙ୍କ ପରିଚାଳନାରେ ଅନୁଷ୍ଠିତ…
କ୍ଷେତ୍ର ସେବା ବେଳେ ଅସୁବିଧା ଭୋଗୁଛନ୍ତି ବିଦ୍ୟୁତ୍ କର୍ମଚାରୀ, ସମସ୍ୟା ସମାଧାନ ନ ହେଲେ ଆନ୍ଦୋଳନ
ବାରିପଦା ଅଫିସ,୨୦।୮- ବିଦ୍ୟୁତ୍ କ୍ଷେତ୍ରରେ କାର୍ଯ୍ୟକ୍ଷମତାକୁ ତ୍ୱରାନ୍ବିତ କରିବା ନେଇ ବାରିପଦା ପାୱାର ଏମ୍ପ୍ଲୋଇଜ ୟୁନିୟନ ପକ୍ଷରୁ ବିଭାଗୀୟ ଅଧିକାରୀଙ୍କୁ ଘେରାଉ କରାଯାଇଛି। ଏଥିସହ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ବିଭିନ୍ନ ଦାବି ତୁରନ୍ତ ପୂରଣ କରିବାକୁ…
ବିଦ୍ୟୁତ୍ ସଂଯୋଗ ଦାବି ନେଇ ବିକ୍ଷୋଭ
ଉଦଳା,୨୦ା୮(ଡି.ଏନ.ଏ)- ମୟୂରଭଞ୍ଜ ମୁକ୍ତି ମୋର୍ଚ୍ଚା ସଂଗଠନ କପ୍ତିପଦା ଉପଖଣ୍ଡ ପକ୍ଷରୁ ସୋମବାର ଉଦଳା ନେସ୍କୋ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା ା ଆଦିବାସୀ ଅଧ୍ୟୁଷିତ ଏହି ଉପଖଣ୍ଡରେ ଥିବା ସମସ୍ତ ଗ୍ରାମ ସହ ବାଲମା, ମହୁଲବାଡି ଗ୍ରାମକୁ…
ଧାନ କିଣାରେ ଅବ୍ୟବସ୍ଥା, ଲ୍ୟାମ୍ପସ୍ କାର୍ଯ୍ୟାଳୟରେ ତାଲା ପକାଇଲେ ଚାଷୀ
ଖୁଣ୍ଟା,୨୦ା୮(ଡି.ଏନ୍.ଏ)-ଧାନ କିଣାରେ ଅବ୍ୟବସ୍ଥାକୁ ନେଇ ସୋମବାର ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ଅଧୀନ ବାହାନଡା ଲ୍ୟାମ୍ପସ କାର୍ଯ୍ୟାଳୟରେ ଚାଷୀମାନେ ତାଲା ପକାଇ ଦେଇଥିଲେ। ଚାଷୀମାନେ ନିଜ କେନ୍ଦ୍ରରେ ଧାନ ବିକ୍ରି କରି ପାରୁ ନ ଥିବା ଦର୍ଶାଇ ଏଭଳି ପଦକ୍ଷେପ ନେଇଥିବା…
Archives


