ମୟୂରଭଞ୍ଜ

କୂଳ ଲଂଘିଲା ଗଙ୍ଗାହାର: ପଞ୍ଚମ ଥର ପାଇଁ ଆସିଲା ବନ୍ୟା

ଗୋପବନ୍ଧୁ ନଗର, ୨୮ା୯(ଶାନ୍ତନୁ କୁମାର ମଢୁଆଳ)- ଲଘୁଚାପ ପ୍ରଭାବରେ ୫ ଦିନ ଧରି ଲଗାଣ ବର୍ଷା ଯୋଗୁ ମୟୂରଭଞ୍ଜ ଜଲା ଗୋପବନ୍ଧୁ ନଗର ବ୍ଲକ ଦେଇ ପ୍ରବାହିତ ଗଙ୍ଗାହାର ନଦୀରେ ଚଳିତ ବର୍ଷ ପଞ୍ଚମ ଥର ପାଇଁ ବନ୍ୟା ଆସିଛି। ସେହିପରି…

ସ୍ତ୍ରୀ ପିଇଦେଲେ ହାଣ୍ଡିଆ, ସ୍ବାମୀ ନପାଇ କଲେ ଏମିତି କାଣ୍ଡ , ଏକା ବେଳକେ ମାମଲା…

ଉଦଳା, ୨୮।୯(ସନ୍ତୋଷ କୁମାର ବାଚ୍ଛିନୀ): ଘରେ ଥିବା ହାଣ୍ଡିଆ ପିଇଦେବାରୁ ସ୍ବାମୀ ଉତ୍ତ୍ୟକ୍ତ ହୋଇ ସ୍ତ୍ରୀଙ୍କୁ କାଠଫାଳିଆ ପିଟି ହତ୍ୟା କରିବା ଘଟଣା ମୟୂରଭଞ୍ଜ ଜିଲା ଉଦଳା ଥାନା ଉପର ତାଳଡିହା ଗ୍ରାମରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ପୋଲିସ ଏକ ମାମଲା(ନଂ.…

ଭାଉଜଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରି ଦିଅର ଗିରଫ

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଅଁଳା ଗ୍ରାମର ଜଣେ ଯୁବକ ତାଙ୍କ ଭାଉଜଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରି ଗିରଫ ହୋଇଛନ୍ତି। ଅଭିଯୁକ୍ତ ହେଲେ ଗ୍ରାମର ଅଜୟ ପ୍ରଧାନ(୪୦)। ପୋଲିସ ତାଙ୍କୁ ଶନିବାର ଅପରାହ୍ନରେ କୋର୍ଟଚାଲାଣ କରିଛି।…

ଜୋର ଧରିଲା ଆଦିବାସୀ ମାନ୍ୟତା ଦାବି: ଦେଢ଼ଘଣ୍ଟା ଅଟକିଲା ଟ୍ରେନ୍‌ 

ବାରିପଦା,୨୦।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): କୁଡୁମୀ ଜାତିକୁ ପୁନଃ ଆଦିବାସୀ ମାନ୍ୟତା ଦାବିରେ ଆଦିବାସୀ କୁଡୁମୀ ସମାଜ ଓ କୁଡୁମୀ ଏକତା ମଞ୍ଚ ପକ୍ଷରୁ ଶନିବାର ମୟୂରଭଞ୍ଜ ଜିଲା ବାରିପଦା ଭଞ୍ଜପୁର ରେଳ ଷ୍ଟେଶନରେ ରେଳରୋକୋ ଆନ୍ଦୋଳନ କରାଯାଇଛି। ଦୀର୍ଘବର୍ଷ ଧରି କୁଡୁମୀ…

ଆକ୍ସନମୋଡରେ ମୋରଡ଼ା ଅବକାରୀ ବିଭାଗ: ଗଳିକନ୍ଦିରେ ଚଢ଼ାଉ କରି…

ମୋରଡ଼ା,୨୦ା୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଅବକାରୀ ବିଭାଗ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୧୦,୩୦୦ ଲିଟର ମହୁଲ ପୋଚ ନଷ୍ଟ କରିବା ସହିତ ୯୦୦ ଲିଟର ଦେଶୀ ମଦ ଜବତ କରିଛି। ସୂଚନା ମୁତାବକ, ରେଞ୍ଜ ଇନ୍ସପେକ୍ଟର ସ୍ବପ୍ନାରାଣୀ ସାହୁ,…

ସ୍ତ୍ରୀ ହରାଇଲେ ଦୃଷ୍ଟିଶକ୍ତି, ହାତ ଛାଡ଼ିଦେଲେ ସ୍ବାମୀ: ଦୁର୍ଘଟଣା ପରେ ସମ୍ପର୍କ ତୁଟିଲା

ବାରିପଦା, ୧୯ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅଧୀନ ଭୋଳାଗଡ଼ିଆ ଗ୍ରାମର ଜଣେ ମହିଳା ଏବେ ବେସାହାରା ହୋଇପଡ଼ିଛନ୍ତି। ସଡ଼କ ଦୁର୍ଘଟଣାରେ ତାଙ୍କ ଦୃଷ୍ଟିଶକ୍ତି ଚାଲିଯିବା ପରେ ସାତଜନ୍ମର ସାଥୀ ହୋଇ ଜୀବନ ବିତାଇବାକୁ ଶପଥ ନେଇଥିବା ସିଆର୍‌ପିଏଫ୍‌ ଯବାନ…

ମିଳିଲା ସଫଳତା: ରାଜ୍ୟସ୍ତରକୁ ମନୋନୀତ ହେଲେ ୩ ଛାତ୍ର

ମୋରଡ଼ା,୧୮।୯(ସ୍ମାରକ ମାଜୀ): ଜିଲାସ୍ତରୀୟ କବାଡି ଏବଂ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାରେ ମୟୂରଭଞ୍ଜ ଜିଲା ମୋରଡ଼ା ଆଦର୍ଶ ବିଦ୍ୟାଳୟକୁ ସଫଳତା ମିଳିଛି। ବିଦ୍ୟାଳୟର ୩ଜଣ ଛାତ୍ର ରାଜ୍ୟସ୍ତରକୁ ମନୋନୀତ ହୋଇଛନ୍ତି । ମନୋନୀତ ହୋଇଥିବା ଛାତ୍ରମାନେ ହେଲେ ଏକାଦଶ ଶ୍ରେଣୀର କରଣ ଅର୍ଜୁନ ମହାନ୍ତ,…

ପରକୀୟା ପ୍ରୀତିକୁ ସ୍ତ୍ରୀ ବିରୋଧ କରିବାରୁ ସ୍ବାମୀ ଦେଉଥିଲେ ନିର୍ଯାତନା: କୋର୍ଟ ଶୁଣାଇଲେ ଏମିତି ରାୟ

ମୋରଡା,୧୮।୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଜେଏମ୍‌ଏଫସି କୋର୍ଟରେ ଗୁରୁବାର ସ୍ତ୍ରୀଙ୍କୁ ମାରପିଟ ଏବଂ ନିର୍ଯାତନା ମାମଲାର ରାୟ ପ୍ରକାଶ ପାଇଛି। ବିଚାରପତି ଶ୍ରୁତି ପଟ୍ଟନାୟକ ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ୧ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ପଶ୍ଚିମବଙ୍ଗ ଗୋରୁୁ ଚାଲାଣ:ମାଡ଼ି ବସିଲା ପୋଲିସ

ମୋରଡ଼ା,୧୭ା୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ଶୁଳିଆପଦା ପୋଲିସ ମଙ୍ଗଳବାର ଏକ ଗୋରୁ ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ ଜବତ କରିବା ସହିତ ଜଣଙ୍କୁ ଗିରଫ କରିଛି। ସୂଚନା ମୁତାବକ, ସକାଳ ୬ଟା ସମୟରେ ପିକ୍‌ଅପ୍‌ ଯୋଗେ ତିନୋଟି ଗୋରୁୁ ପଶ୍ଚିମବଙ୍ଗ ଚାଲାଣ ହେଉଥିବାର…

ଯୌତୁକ ପାଇଁ ଶାରୀ ସ୍ତ୍ରୀକୁ ଶାରୀରିକ ନିର୍ଯାତନା, ଜୀବନରୁ ମାରିଦେବାକୁ ପ୍ରଚେଷ୍ଟା: ଆସିଲା ବଡ଼ ରାୟ

ମୋରଡ଼ା,୧୭ା୯(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡ଼ା ଜେଏମ୍‌ଏଫ୍‌ସି କୋର୍ଟରେ ମଙ୍ଗଳବାର ଏକ ଯୌତୁକ ନିର୍ଯାତନା ମାମଲାର ରାୟ ପ୍ରକାଶ ପାଇଛି। ଜଜ୍‌ ଶ୍ରୁତି ପଟ୍ଟନାୟକ ଏହାର ବିଚାର କରି ଦୋଷୀ ସ୍ବାମୀଙ୍କୁ ୧ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥି…

ପ୍ରାର୍ଥନା ପରେ ପ୍ରଣାମ ନ କରିବାରୁ ପିଲାଙ୍କୁ ନିସ୍ତୁକ ମାଡ଼: ପାଲଟା ଅଭିଯୋଗକଲେ ନିଲମ୍ବିତ ଶିକ୍ଷୟିତ୍ରୀ

ବେତନଟୀ(ଧରଣୀଧର ମହାନ୍ତି)/ବୈଶିଙ୍ଗା(ରତନ ଦାଶ),୧୫ା୯- ପ୍ରାର୍ଥନା ପରେ ପ୍ରଣାମ ନ କରିବାରୁ ୩୦ଜଣ ଛାତ୍ରୀଛାତ୍ରଙ୍କୁ ବାଉଁଶବାଡ଼ିରେ ନିସ୍ତୁକ ମାଡ଼ମାରି ଆହତ କରିବା ଅଭିଯୋଗରେ ନିଲମ୍ବିତ ଶିକ୍ଷୟିତ୍ରୀ ଘଟଣାର ୨ଦିନ ପରେ ସୋମବାର କେତେଜଣ ଅଭିଭାବକକଙ୍କ ନଁାରେ ବୈଶିଙ୍ଗା ଥାନାରେ ପାଲଟା ଅଭିଯୋଗ କରିଛନ୍ତି।…

ପ୍ରଧାନଶିକ୍ଷୟିତ୍ରୀଙ୍କ ବଦଳି ଆଦେଶ ପ୍ରତ୍ୟାହାର ନେଇ ଧାରଣା,

ମୋରଡ଼ା,୧୫ା୯(ସ୍ମାରକ ମାଜୀ): ପ୍ରଧାନଶିକ୍ଷୟିତ୍ରୀଙ୍କ ବଦଳି ଆଦେଶ ପ୍ରତ୍ୟାହାରକୁ ନେଇ ଅଭିଭାବକମାନେ ବିଦ୍ୟାଳୟ ଶ୍ରେଣୀ ଗୃହ ସମ୍ମୁଖରେ ସୋମବାର ଧାରଣାରେ ବସିଛନ୍ତି। ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଡାକୋଇ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ବାଳବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ମୋଟ୍‌ ୩୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?