ଅଜଣା ରୋଗରେ ୫୦ରୁ ଊର୍ଦ୍ଧ୍ୱ ଗୋରୁ ଆକ୍ରାନ୍ତ
ଖୁଣ୍ଟା,୧୯ା୮(ଡି.ଏନ୍.ଏ.)- ଅଜଣା ରୋଗରେ ଗୋରୁଗାଈ ଆକ୍ରାନ୍ତ ହେଉଥିବାରୁ ଖୁଣ୍ଟା ଅଞ୍ଚଳର ଗୋପାଳକମାନେ ଚିନ୍ତାରେ ପଡିଛନ୍ତି। ଚାଷୀମାନଙ୍କ କହିବା ଅନୁଯାୟୀ ଗୋରୁଗାଈଙ୍କ ଦେହରେ ଫୋଟକା ଭଳି ଫୁଲି ଯାଉଥିବା ବେଳେ ପରବର୍ତ୍ତୀ ସମୟରେ ସେଗୁଡିକ ଫାଟି ଘା’ ସୃଷ୍ଟି ହେଉଛି । ପ୍ରଥମେ…
ଆବାସିକ ବିଦ୍ୟାଳୟର ୩ ଛାତ୍ର ନିଖୋଜ
ବାରିପଦା ଅଫିସ,୧୯।୮- ବାରିପଦା ସଦର ଥାନା ଅଧୀନ ଶିରିଶବଣୀଠାରେ ଥିବା ଏସଭିଏସ ଆବାସିିକ ବିଦ୍ୟାଳୟରେ ପଢ଼ୁଥିବା ନବମ ଶ୍ରେଣୀର ୩ ଛାତ୍ର ଗତ ୧୫ ତାରିଖ ରାତିରୁ କେଉଁଆଡ଼େ ଚାଲିଯାଇଛନ୍ତି। ଏନେଇ ୧୬ ତାରିଖରେ ବିଦ୍ୟାଳୟ ପକ୍ଷରୁ ବାରିପଦା ସଦର ଥାନାରେ…
ବେତନଟୀ ବିଜ୍ଞାପିତ ଅଞ୍ଚଳ ହେବା ନେଇ ଆଶା ସଞ୍ଚାର, ଉପଜିଲାପାଳଙ୍କୁ ମଗାଗଲା ତଥ୍ୟ
ବାରିପଦା ଅଫିସ,୧୯।୮- ଆୟତନ ଓ ଜନସଂଖ୍ୟା ହିସାବରେ ମୟୂରଭଞ୍ଜ ରାଜ୍ୟର ସର୍ବ ବୃହତ। ଏହି ଜିଲାରେ ୨୬ ଟି ବ୍ଲକ ଥିବା ବେଳେ ଦୁଇଟି ପୌରାଞ୍ଚଳ (ବାରିପଦା ଓ ରାଇରଙ୍ଗପୁର) ଏବଂ ଦୁଇଟି ବିଜ୍ଞାପିତ ଅଞ୍ଚଳ (ଉଦଳା ଓ କରଞ୍ଜିଆ) ରହିଛି।…
ଲଘୁ ଖଣିଜ ଖାଦାନ ଉପରେ ୧୪୪ ଧାରା
ଉଦଳା/ଖୁଣ୍ଟା, ୧୮।୮ (ଡି.ଏନ.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ଉପଖଣ୍ଡ ଜଙ୍ଗଲ ଇଲାକାରେ ଚାଲିଥିବା ଚୋରା ଲଘୁ ଖଣିଜ ପଦାର୍ଥ ଉତ୍ତୋଳନ, ଚୋରା ଚାଲାଣ, ପଥର ବ୍ଲାଷ୍ଟିଂ ଅବୈଧ କ୍ରସର ସ୍ଥାପନା ଆଦି ରୋକିବା ପାଇଁ ପ୍ରଶାସନ କଡା ଆଭିମୁଖ୍ୟ ଗ୍ରହଣ କରିଛି।…
ଓହଳିପଡ଼ିଥିବା ବିଦ୍ୟୁତ୍ ତାର ନେଲା ଜୀବନ: ଠାକୁରମୁଣ୍ଡା-ଆନନ୍ଦପୁର ରାସ୍ତା ଅବରୋଧ
ଠାକୁରମୁଣ୍ଡା,୧୮।୮(ଡ଼ି. ଏନ.ଏ.) – ବିଦ୍ୟୁତ୍ ବିଭାଗର ଅବହେଳା ଯୋଗୁ ବିଭିନ୍ନ ସ୍ଥାନରେ ଓହଳି ରହିଥିବା ତାର ସଜଡ଼ା ଯାଉନାହିଁ। ଏଥିଲାଗି ଦୁର୍ଘଟଣା ଘଟି ଅକାଳରେ ଜୀବନ ଯାଉଛି। ଶନିବାର ଅପରାହ୍ନରେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବିଦ୍ୟୁତ୍ କାର୍ଯ୍ୟାଳୟକୁ ଲାଗିଥିବା ଖମଡ଼ିହା ଛକ…
ଜାତିପ୍ରଥା ପାଇଁ ମୃତଦେହ ୨ ଦିନ ଘରେ ପଡ଼ି ରହିଲା
ବାରିପଦା ଅଫିସ/ କୁଳିଅଣା,୧୬ା୮(ଡି.ଏନ୍.ଏ.)- ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରେ ଜାତିପ୍ରଥାକୁ କେନ୍ଦ୍ରକରି ଜଣେ ମହିଳାଙ୍କ ମୃତଦେହ ୨ ଦିନ ଘରେ ପଡ଼ି ରହିବା ଭଳି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ୨ ପରିବାର ମଧ୍ୟରେ ଲିଖିତ…
ଉଦଳାରେ ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ
ଉଦଳା,୧୫।୮(ଡି.ଏନ୍.ଏ.)- କପ୍ତିପଦା ଉପଖଣ୍ଡସ୍ତରୀୟ ୭୩ ତମ ସ୍ବାଧୀନତା ଦିବସ ଉଦଳା ହାଇସ୍କୁଲ ପଡ଼ିଆରେ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଉପଜିଲାପାଳ ଭଗବାନ ବେହେରା ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀମାନଙ୍କ ଦ୍ୱାରା ଜାତୀୟ ସଙ୍ଗୀନ ଗାନ…
ଆଇନମନ୍ତ୍ରୀଙ୍କ ହାତରେ ରାଖୀ ବାନ୍ଧିଲେ ଏମ୍ପି ସରୋଜିନି ହେମ୍ବ୍ରମ
ବାରିପଦା ଅଫିସ,୧୫।୮(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ବାରିପଦାଠାରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳନ ଅବସରରେ ରାଜ୍ୟ ଆଇନ ଓ ପଞ୍ଚାୟତିରାଜ ବିଭାଗ ମନ୍ତ୍ରୀ ପ୍ରତାପ ଜେନା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ତେବେ ରାଖୀ ପୂର୍ଣ୍ଣିମା ଥିବାରୁ ସର୍କିଟ ହାଉସରେ ରାଜ୍ୟସଭା…
ବାରିପଦା ମେଡିକାଲ କଲେଜରେ ଅବ୍ୟବସ୍ଥା,କର୍ତ୍ତୃପକ୍ଷଙ୍କୁ ତାଗିଦ କଲେ ଆଇନ ମନ୍ତ୍ରୀ
ବାରିପଦା ଅଫିସ,୧୫ା୮: ମୟୁରଭଞ୍ଜ ଜିଲା ବାରିପଦାଠାରେ ଜିଲାସ୍ତରୀୟ ସାଧୀନତା ଦିବସ ପାଳନ ସମାରୋହରେ ପଞ୍ଚାୟତିରାଜ ଓ ଆଇନ ବିଭାଗ ପ୍ରତାପ ଜେନା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ପତାକା ଉତ୍ତୋଳନ ପରେ ମନ୍ତ୍ରୀ ଜେନା ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ…
ଜିଲାସ୍ତରୀୟ ସ୍ବାଧୀନତା ଦିବସ : ପତାକା ଉତ୍ତୋଳନ କଲେ ମନ୍ତ୍ରୀ ପ୍ରତାପ ଜେନା
ବାରିପଦା ଅଫିସ,୧୫।୮: ମୟୂରଭଞ୍ଜ ଜିଲା ବାରିପଦା ସହର ପୋଲିସ ରିଜର୍ଭ ପଡ଼ିଆଠାରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ଆଇନ ଓ ପଞ୍ଚାୟତିରାଜ ବିଭାଗ ମନ୍ତ୍ରୀ ପ୍ରତାପ ଜେନା ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା…
ବେଆଇନ ଖଣି ଖାଦାନରେ ୧୪୪ ଧାରା ଜାରି
ବଡ଼ସାହି,୧୫ା୮(ସ୍ବ.ପ୍ର)- ମୟୂରଭଞ୍ଜ ଜିଲା ବଡ଼ସାହି ତହସିଲ ଅଧୀନ ଯଦୁନାଥପୁର ଓ ଚନ୍ଦନଚତୁରୀ ଅଞ୍ଚଳରେ ବେଆଇନ ପଥର ଉତ୍ତୋଳନ ବନ୍ଦ କରିବା ପାଇଁ ପ୍ରଶାସନ ପକ୍ଷରୁ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ା ବେଆଇନ ଉତ୍ତୋଳନ ଚାଲିଥିବା ୨୪ଟି ଖାଦାନରେ ଜିଲା ପ୍ରଶାସନ…
ଆଲୋଚନା ପରେ ସେବାୟତଙ୍କ ପ୍ରତିକ୍ରିୟା:‘ମନ୍ତ୍ରୀଙ୍କ ପ୍ରତିଶ୍ରୁତି ନାଟକବାଜି’
ବାରିପଦା ଅଫିସ,୧୫।୮- ମୟୂରଭଞ୍ଜ ଜିଲାବାସୀ ବାରିପଦାସ୍ଥିତ ହରିବଳଦେବ ଜୀଉ ମନ୍ଦିରକୁ ସ୍ବତନ୍ତ୍ର ଅନୁଦାନ ଓ ବାରିପଦାକୁ ଦ୍ୱିତୀୟ ଶ୍ରୀକ୍ଷେତ୍ର ମାନ୍ୟତା ପ୍ରଦାନ ଲାଗି ଦୀର୍ଘ ଦିନ ହେଲା ଦାବି କରି ଆସୁଛନ୍ତି। ସେବାୟତମାନେ ଏହି ଦାବି ନେଇ ବାରିପଦା ଠାରୁ ଭୁବନେଶ୍ୱରକୁ…
Archives


