ମୟୂରଭଞ୍ଜ

ପିଆରଏମ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ: ୭ ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ, ରୋଗୀ ହଇରାଣ

ବାରିପଦା ଅଫିସ,୧୦ା୧୦- ଆଦିବାସୀ ଅଧ୍ୟୁଷିତ ବଣପାହାଡ଼ ଘେରା ମୟୂରଭଞ୍ଜ ଜିଲାରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟରେ ପହଞ୍ଚାଇବା ପାଇଁ କେନ୍ଦ୍ରୀୟ ଯୋଜନାରେ ରାଜ୍ୟ ସରକାର ମେଡିକାଲ କଲେଜ ସ୍ଥାପନ କରିଥିଲେ। ଏହି ମେଡିକାଲ କଲେଜ ପ୍ରତିଷ୍ଠା ହେବା ପରେ ଜିଲାରେ ଦେଖା ଦେଉଥିବା…

ରାସ୍ତାକଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଚିତ୍ରଡା,୧୦ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଧୀନ ଜୁଆଳିଭଙ୍ଗା ପଞ୍ଚାୟତର ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମ ରାସ୍ତା କଡ଼ରୁ ଜଣେ ଯୁବକଙ୍କ ମୃତଦେହ ବୁଧବାର ଉଦ୍ଧାର ହୋଇଛି। ମୃତ ଯୁବକ ଜଣଙ୍କ ହେଲେ ଭଦ୍ରାଶୋଳ ଗ୍ରାମର ଦିଲ୍ଲୀପ କୁମାର ମହାନ୍ତ। ସେ ଗତ ୨…

ଲାଖବିନ୍ଧା ପ୍ରତିଯୋଗିତା

ଉଦଳା,୧୦ା୧୦(ଡି.ଏନ୍‌.ଏ.)- ଉଦଳା ସହରାଞ୍ଚଳରେ ଦେବୀ ଦୁର୍ଗାଙ୍କର ସମସ୍ତ ପୂଜାର୍ଚ୍ଚନା ରୀତିନୀତି ଅନୁଯାୟୀ ଶେଷ ହୋଇଛି ା ଦଶହରାରେ ବିଶେଷ ଆକର୍ଷଣ ଥିଲା ଲାଖବିନ୍ଧା ପ୍ରତିଯୋଗିତା ା ଆମ ଦୁର୍ଗାପୂଜା କମିଟି ଉଦଳା ପକ୍ଷରୁ ବିଜୟାଦଶମୀରେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ…

ସୋନ ଡ୍ୟାମ୍‌ରୁ ନିଖୋଜ ଦମ୍ପତିଙ୍କ ମୃତଦେହ ଉଦ୍ଧାର: ଗୁଣିଗାରେଡି ସନ୍ଦେହରେ ହତ୍ୟା, ଜଣେ ଅଭିଯୁକ୍ତ ଗିରଫ

କପ୍ତିପଦା,୯ା୧୦(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଅଧିନ ମଝିଗଡିଆ ପଞ୍ଚାୟତ ଭେଜଡ଼ିହା ଗ୍ରାମର ଏକ ଦମ୍ପତି ଗତ ରବିବାର ସନ୍ଧ୍ୟାରୁ ନିଖୋଜ ଥିଲେ। ବୁଧବାର ସେମାନଙ୍କ ମୃତଦେହ ସୋନ ଡ୍ୟାମର ଗଭୀର ପାଣିରେ ଭାସୁଥିବା ବେଳେ ଉଦ୍ଧାର କରାଯାଇଛି। ମୃତ ଦମ୍ପତି…

ବିଜୟା ଦଶମୀରେ ମହିଳାଙ୍କ ସିନ୍ଦୂର ଖେଳ

ବାରିପଦା ଅଫିସ,୮।୧୦- ସଂସ୍କୃତି ଓ ପରମ୍ପରାକୁ ନେଇ ଉତ୍ତର ଓଡ଼ିଶାର ସାଂସ୍କୃତିକ ପ୍ରାଣ କେନ୍ଦ୍ର ବାରିପଦା ସହର ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ସହରର ୨୬ଟି ପୂଜାମଣ୍ଡପରେ ଜଗତଜନନୀ ମା ଦୁର୍ଗା, ହରାପର୍ବତୀ ଓ ହନୁମାନଙ୍କ ପୂଜାର୍ଚ୍ଚନା କରାଯାଉଛି। ବିଜୟାଦଶମୀରେ ପରମ୍ପରା…

ସଫେଇ କର୍ମଚାରୀଙ୍କୁ ଆକ୍ରମଣ ପ୍ରତିବାଦରେ କାର୍ଯ୍ୟ ବନ୍ଦ ଆନ୍ଦୋଳନ

ବାରିପଦା ଅଫିସ,୮ା୧୦- ବାରିପଦା ପୌର ପରିଷଦର ସଫେଇ କର୍ମଚାରୀଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ କର୍ମଚାରୀମାନେ ମଙ୍ଗଳବାର ସକାଳେ ପୌର କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବା ସହ ସୁରକ୍ଷା ଦାବି କରି ସଫେଇ କାର୍ଯ୍ୟ ବନ୍ଦ କରିଛନ୍ତି ।…

ସିଦ୍ଧିଦାତା ବେଶରେ ଦର୍ଶନ ଦେଲେ ମା’ ଅମ୍ବିକା

ବାରିପଦା ଅଫିସ,୮ା୧୦- ବାରିପଦାର ଇଷ୍ଟଦେବୀ ମା’ ଅମ୍ବିକାଙ୍କ ପୀଠରେ ପାର୍ବଣ ଉପଲକ୍ଷେ ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯାଉଛି। ସୋମବାର ମା’ ସିଦ୍ଧିଦାତା ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଥିଲେ। ଦେବୀଙ୍କ ଦର୍ଶନ ପାଇଁ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିରହୁଥିବା ଦେଖିବାକୁ ମିଳୁଛି।

ଦମ୍ପତି ନିଖୋଜ, ହତ୍ୟା ସନ୍ଦେହ

କପ୍ତିପଦା, ୭।୧୦ (ଡି.ଏନ.ଏ) – ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ମଝିଗଡ଼ିଆ ପଞ୍ଚାୟତ ଛାଞ୍ଚୁଣିଆ ଗ୍ରାମର ଏକ ଦମ୍ପତି ରବିବାର ସନ୍ଧ୍ୟାଠାରୁ ନିଖୋଜ ଅଛନ୍ତି। ସେମାନେ ହେଲେ ସୀତାରାମ ସିଂ ଓ ତାଙ୍କ ସ୍ତ୍ରୀ ଲେତ ସିଂ। ଏ ନେଇ…

ଦୁର୍ଘଟଣାରେ ୧୧ ଆହତ

ବହଳଦା, ୭।୧୦ (ଡି.ଏନ.ଏ) – ମୟୂରଭଞ୍ଜ ଜିଲା ତିରିଂ ଥାନା ଅଧୀନ ରାଞ୍ଚି ବିଜୟୱ୍ବାଡା ୨୨୦ ନଂ. ଜାତୀୟ ରାଜପଥର ମାକିଡିଘାଟି ନିକଟରେ ଏକ ଡ୍ୟାନ୍ସ ଗ୍ରୁପକୁ ନେଇ ଆସୁଥିବା ଟାଟାମ୍ୟାଜିକ ସୋମବାର ଭୋର ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଗାଡ଼ି…

ମୋବାଇଲ ଟାୱାର ସ୍ଥାପନ ନଁ।ରେ ଠକେଇ: ୪ ଗିରଫ, ନକଲି ନୋଟ ଜବତ

ବାରିପଦା ଅଫିସ, ୭।୧୦- ମୋବାଇଲ ଟାଓ୍ବାର ସ୍ଥାପନ ନଁ।ରେ ଠକେଇ ଅଭିଯୋଗରେ ମୟୂରଭଞ୍ଜ ଜିଲା କରଞ୍ଜିଆ ଥାନା ପୋଲିସ ସୋମବାର ୪ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଅଲେଖ ଚନ୍ଦ୍ର ପଲେଇ, ଶାନ୍ତିଲତା ଦାସ, ଶେଖ୍‌ ସରଜୁଲ ଓ ଶେଖ୍‌…

ନବମୀରେ ମା’ ଦୁର୍ଗାଙ୍କ ପୂଜାର୍ଚ୍ଚନା

ବୈଶିଙ୍ଗା, ୭।୧୦(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ୧୭ ପଞ୍ଚାୟତରେ ଚଳିତବର୍ଷ ୧୮ଟି ମଣ୍ଡପରେ ମା’ ଦୁର୍ଗା ପୂଜା ପାଉଛନ୍ତି। ସୋମବାର ନବମୀ ଅବସରରେ ମା’ଙ୍କ ପୂଜାର୍ଚ୍ଚନା କରାଯାଇଛି। ବିଭିନ୍ନ ପୂଜା ମଣ୍ଡପରେ ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା। ୪୫ବର୍ଷରେ…

ଜଙ୍ଗଲରୁ ନବଜାତ ଶିଶୁକନ୍ୟା ଉଦ୍ଧାର

ବାରିପଦା ଅଫିସ,୭ା୧୦- ମୟୂରଭଞ୍ଜ ଜିଲା ରରଁୁଆ ଥାନା ଅଧୀନ ସିଙ୍ଗଡ଼ା ଜଙ୍ଗଲରୁ ରବିବାର ଜଣେ ନବଜାତ ଶିଶୁ କନ୍ୟା ଉଦ୍ଧାର ହୋଇଛନ୍ତି। ଶିଶୁ କନ୍ୟା କରଞ୍ଜିଆ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କ ସ୍ବାସ୍ଥ୍ୟବସ୍ଥା ଠିକ୍‌ ରହିଛି। ସୂଚନା ଅନୁଯାୟୀ, ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?