ମୟୂରଭଞ୍ଜ ଚିତ୍ରକଳା ପ୍ରଦର୍ଶନୀ ସରିଲା
ବାରିପଦା ଅଫିସ,୩୦ା୮- ମୟୂରଭଞ୍ଜ ଫାଉଣ୍ଡେଶନ ପକ୍ଷରୁ ବେଲଗଡିଆ ରାଜ ପ୍ରାସାଦରେ ଅନୁଷ୍ଠିତ ହେଉଥିବା ଚିତ୍ରକଳା ପ୍ରଦର୍ଶନୀ ଉଦଯାପିତ ହୋଇଯାଇଛି। ଉଦ୍ଯାପନୀ ଉତ୍ସବରେ ମୟୂରଭଞ୍ଜ ଏମପି ବିଶେଶ୍ୱର ଟୁଡୁ, ସାରସକଣା ବିଧାୟକ ଡା.ବୁଢ଼ାନ ମୁର୍ମୁଙ୍କ ସମେତ ମହାରାଜା ପ୍ରବୀଣ ଚନ୍ଦ୍ର ଭଞ୍ଜଦେଓ, ମହାରାଣୀ…
ବାରିପଦା ବିଦ୍ୟୁତ୍ ଡିଭିଜନ ଜାଲ୍ ଚେକ୍ରେ ଟାର୍ଗେଟ ପୂରଣ ଘଟଣା: ରେଭିନ୍ୟୁ କ୍ୟାଶିୟରଙ୍କୁ କାରଣ ଦର୍ଶାଅ ନୋଟିସ୍
ବାରିପଦା ଅଫିସ,୩୦।୮- ବିଦ୍ୟୁତ ବିଲ୍ ଆଦାୟ ଟାର୍ଗେଟ ପୂରଣ ପାଇଁ ବାରିପଦା ବିଦ୍ୟୁତ୍ ଡିଭିଜନର କେତେକ ଅଧିକାରୀ ବିଭାଗକୁ ଜାଲ୍ ଚେକ୍ ଦେଇ ପ୍ରଶଂସା ସାଉଁଟୁ ଥିଲେ। ଏଥିଯୋଗୁ କେବଳ କାଗଜପତ୍ରରେ ବିଭାଗର ଟାର୍ଗେଟ ପୂରଣ ହେଉଥିବା ବେଳେ ବିତ୍ତୀୟ ବ୍ୟବସ୍ଥାରେ…
ଦୁର୍ଘଟଣା ପରେ ଡ଼ମ୍ପର ଚାଳକଙ୍କୁ ମାଡ଼ ମାରିବା ଘଟଣା : ୭ ଗ୍ରାମବାସୀଙ୍କୁ ଗିରଫ କଲା ପୋଲିସ
ରାଇରଙ୍ଗପୁର,୨୯ା୮(ଡି.ଏନ୍.ଏ)- ମୟୂରଭଞ୍ଜ ଜିଲା ବାଦାମପାହାଡ଼ ଥାନା ଅଞ୍ଚଳରେ ମଙ୍ଗଳବାର ଘଟିଥିବା ଏକ ଦୁର୍ଘଟଣାକୁ ନେଇ ଡମ୍ଫର ଚାଳକ ବିଶ୍ୱନାଥ ହଁାସଦାଙ୍କୁ ମାଡ଼ ମାରିବା ଓ ଲୁହାଖଣି ମାଲିକଙ୍କ କାର୍ଯ୍ୟାଳୟରେ ପଶି ଭଙ୍ଗାରୁଜା କରିବା ଅଭିଯୋଗରେ ପୋଲିସ ୭ ଗ୍ରାମବାସୀଙ୍କୁ ଗିରଫ କରିଛି।…
ବାରିପଦା ଆର୍ପିଏଫ୍ ଥାନାରେ ସିବିଆଇ ଟିମ୍: ଇନ୍ସପେକ୍ଟର ଓ କନେଷ୍ଟବଳ ଅଟକ
ବାରିପଦା ଅଫିସ,୨୮ା୮: ମୟୂରଭଞ୍ଜ ଜିଲା ବାରିପଦା ଆରପିଏଫ ଥାନାରେ ସିବିଆଇ ପକ୍ଷରୁ ବୁଧବାର ସନ୍ଧ୍ୟାରେ ଚଢ଼ାଉ କରାଯାଇଛି । ୨ ଜଣ ଡ଼ିଏସପି ଓ ୭ ଜଣ ଇନ୍ସପେକ୍ଟରଙ୍କ ସମେତ ଅନ୍ୟ ୧୧ ଜଣ କର୍ମଚାରୀ ଏହି ଚଢ଼ାଉରେ ସାମିଲ ଅଛନ୍ତି।…
ବେତନଟୀ ନାବାଳିକା ବଳାତ୍କାର ଓ ହତ୍ୟା ମାମଲା: ଦୋଷୀ ଯୁବକଙ୍କୁ ଫାଶୀ
ବାରିପଦା ଅଫିସ,୨୮ା୮- ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ମୟୂରଭଞ୍ଜ ଅତିରିକ୍ତ ଜିଲା ଦୌରାଜଜ ବୁଧବାର ଦୋଷୀଙ୍କୁ ଫାଶି ଦଣ୍ଡାଦେଶ ପ୍ରଦାନ କରିଛନ୍ତି। ଦୋଷୀ ଯୁବକ ଜଣକ ହେଲେ ଜାମିନୀକାନ୍ତ ମହାନ୍ତ । ୨୦୧୮ ରେ ବେତନଟୀ…
ଶିମିଳିପାଳ ଜଙ୍ଗଲରୁ ୨ ଶିକାରୀ ଗିରଫ: ମାଂସ, ଧନୁ, ତୀର ଜବତ
ଠାକୁରମୁଣ୍ଡା, ୨୮।୮(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ମଣ୍ଡଳଝରୀ ବିଟ ଶିମିଳିପାଳ କମ୍ପାର୍ଟମେଣ୍ଟ ନଂ-୩ ସଂରକ୍ଷିତ ଜଙ୍ଗଲରୁ ସମ୍ବର ମାଂସ ସହ ୨ ଶିକାରୀଙ୍କୁ ବନ ବିଭାଗ ବୁଧବାର କାବୁ କରିଛି। ସେମାନେ ହେଲେ କାରେଟବେଡ଼ା ଗ୍ରାମର ଲବ ସୋରେନ ଓ…
୨ ଶିକ୍ଷକଙ୍କ ବଦଳି ଦାବିରେ ବିଦ୍ୟାଳୟରେ ତାଲା
ଠାକୁରମୁଣ୍ଡା,୨୮ା୮(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଜରକ ପଞ୍ଚାୟତ ଅନ୍ତର୍ଗତ ଦୁବପାଳ ସରକାରୀ ଉଚ୍ଚ ବିଦ୍ୟାଳୟର ୨ ଶିକ୍ଷକଙ୍କୁ ବିଦ୍ୟାଳୟରୁ ତୁରନ୍ତ ବଦଳି କରିବା ଦାବିରେ ଗ୍ରାମବାସୀମାନେ ବିଦ୍ୟାଳୟର ଶ୍ରେଣୀ ଗୃହରେ ତାଲା ପକାଇ ଦେଇଛନ୍ତି। ଏଥିଯୋଗୁଁ ଛାତ୍ରୀଛାତ୍ରମାନେ ବାରଣ୍ଡାରେ ବସି…
ପ୍ରଜ୍ଞାଙ୍କ ହାତରେ ଜୀବନ୍ତ ମୃଣ୍ମୟ ମୂର୍ତ୍ତି
ଖୁଣ୍ଟା,୨୮ା୮(ଡି.ଏନ୍.ଏ.)- ନାରୀ ଟିଏ କଅଁଳ ଶିଶୁକୁ ଲାଳନପାଳନ କରି ମଣିଷ ପରି ଗଢି ତୋଳିବାରେ ଯେପରି ପାରଙ୍ଗମ, ସେହି ନାରୀ ପୁଣି କଞ୍ଚା କାଦୁଅକୁ ନିଜ ହାତରେ ରୂପ ଦେଇ ଜୀବନ୍ତ କରିବାରେ ମଧ୍ୟ ସିଦ୍ଧହସ୍ତା। ସେହିପରି ନାରୀ ଜଣେ ହେଉଛନ୍ତି…
ଜମି ଅଧିକାର ପ୍ରମାଣପତ୍ର ଦାବିରେ ଜିଲାପାଳ କାର୍ଯ୍ୟାଳୟ ଘେରାଉ
ବାରିପଦା ଅଫିସ,୨୭ା୮- ବାରିପଦା ପୌରାଞ୍ଚଳ ପଟ୍ଟାବିହୀନ ବାସିନ୍ଦା ସଂଘ ପକ୍ଷରୁ ସୋମବାର ଜମି ଅଧିକାର ପ୍ରମାଣପତ୍ର ଦାବିରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି। ସଭାପତି ନନ୍ଦ କୁମାର ମହାପାତ୍ରଙ୍କ ନେତୃତ୍ୱରେ ସଂଘର କର୍ମକର୍ତ୍ତାମାନେ ଜଗନ୍ନାଥ ମନ୍ଦିର ନିକଟରୁ ଶୋଭାଯାତ୍ରାରେ ବାହାରିଥିଲେ। ବିଭିନ୍ନ…
ଚିପଟ ଅସ୍ତିଆବାସୀ ଅବହେଳାର ଶିକାର, ସମସ୍ୟାର ସମାଧାନ ନ ହେଲେ ଆନ୍ଦୋଳନ
ବାରିପଦା ଅଫିସ,୨୭ା୮- ମୟୂରଭଞ୍ଜ ଜିଲା ସଦର ମହକୁମା ବାରିପଦା ସୀମାଠାରୁ ୫୦୦ ମିଟର ଦୂରରେ ଅବସ୍ଥିତ ଶାମାଖୁଣ୍ଟା ବ୍ଲକର ଚିପଟ ଅସ୍ତିଆ ଗ୍ରାମ ଜନସାଧାରଣ ଦୀର୍ଘ ବର୍ଷ ହେଲା ନାନା ଅସୁବିଧାରେ କାଳାତିପାତ କରୁଛନ୍ତି। ଜିଲା ପ୍ରଶାସନ କିମ୍ବା ସ୍ଥାନୀୟ ନିର୍ବାଚିତ…
ଛାତ୍ର ସଂସଦ ନିର୍ବାଚନ ବନ୍ଦ ପ୍ରତିବାଦରେ ବିକ୍ଷୋଭ
ବାରିପଦା ଅଫିସ,୨୭ା୮- ରାଜ୍ୟ ସରକାର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡିକରେ ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନକୁ ବାତିଲ କରିଛନ୍ତି। ଏହାକୁ ବିଭିନ୍ନ ଛାତ୍ର ସଂଗଠନ ବିରୋଧ କରୁଛନ୍ତି। ମୟୂରଭଞ୍ଜ ଜିଲାର ଅଣ ରାଜନୈତିକ ସଂଗଠନ ଭଞ୍ଜସେନା ମଧ୍ୟ ଏହାକୁ ବିରୋଧ…
ଉଦଳା ଏନ୍ଏସିରେ ବାଘ ଆତଙ୍କ
ଉଦଳା,୨୭ା୮ (ଡି.ଏନ୍.ଏ.) – କପ୍ତିପଦା ଉପଖଣ୍ଡ ସଦର ମହକୁମା ଉଦଳା ଏନଏସିର ୧୨ ନଂ ୱାର୍ଡରେ ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତିରେ ଏହି ଓ୍ବାର୍ଡକୁ ବାଘ ପଶି ଆସିଥିବା ଖବର ପ୍ରଚାରିତ ହୋଇଥିଲା। ଏଥିନେଇ ଲୋକେ ଆତଙ୍କିତ ହୋଇ ପଡିଥିଲେ।…
Archives


