ଗର୍ଭସ୍ଥ ଶିଶୁ ଓ ମା’ଙ୍କ ମୃତ୍ୟୁ ଘଟଣା: ଆମ୍ବୁଲାନ୍ସ ଚାଳକ ନିଲମ୍ବିତ
ବାଙ୍ଗିରିପୋଷି,୭ା୧୦(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧୀନ ହାଣଦା ଗ୍ରାମର ଜଣେ ଗର୍ଭବତୀଙ୍କୁ ନେଇ ଡାକ୍ତରଖାନା ଯିବା ବାଟରେ ଆମ୍ବୁଲାନ୍ସରୁ ତେଲ ସରିଯାଇଥିଲା। ଆମ୍ବୁଲାନ୍ସଟି ଅଧାବାଟରେ ଅଟକି ରହିବାରୁ ଗର୍ଭବତୀଙ୍କୁ ଡାକ୍ତରଖାନା ପହଞ୍ଚାଇବାରେ ବିଳମ୍ବ ଘଟିଥିଲା। ଫଳରେ ଗର୍ଭସ୍ଥ ଶିଶୁଙ୍କ ସମେତ…
ଶିମିଳିପାଳ ବନାଞ୍ଚଳବାସୀଙ୍କୁ ମିଳିବ ଜରୁରୀ ଚିକିତ୍ସାସେବା: ଜିଲା ପ୍ରଶାସନକୁ ନୂତନ ଆମୁଲାନ୍ସ ପ୍ରଦାନ
ବାରିପଦା ଅଫିସ,୬।୧୦- ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାର ଶିମିଳିପାଳ ବନାଞ୍ଚଳବାସୀଙ୍କୁ ଜରୁରୀ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ଭାରତ ସରକାରଙ୍କ ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ପରିଚାଳିତ, ଜାତୀୟ ଅନୁସୂଚିତ ଜନଜାତି ଅର୍ଥ ଉନ୍ନୟନ ନିଗମ ଆର୍ଥିକ ସହାୟତାରେ ଏକ ନୂତନ ଆମ୍ବୁଲାନ୍ସ…
ସୁସଜ୍ଜିତ ପୂଜା ମଣ୍ଡପରେ ତୋରଣ ଶୋଭା: ୧୭୮ ମଣ୍ଡପରେ ବିଜେ ମା’ ଜଗଜ୍ଜନନୀ
ବାରିପଦା ଅଫିସ,୬।୧୦- ମୟୂରଭଞ୍ଜ ଜିଲାରେ ଏଥର ୧୭୮ ମଣ୍ଡପରେ ଜଗଜ୍ଜନନୀ ମା’ ଦୁର୍ଗାଙ୍କ ଶାରଦୀୟ ପୂଜା ଅନୁଷ୍ଠିତ ହେଉଛି। କେବଳ ବାରିପଦା ସହରରେ ୨୬ ଟି ସ୍ଥାନରେ ସୁସଜ୍ଜିତ ପୂଜାମଣ୍ଡପରେ ଶନିବାର ମହାସପ୍ତମୀ ପୂଜାରେ ଶ୍ରଦ୍ଧାଳୁଙ୍କ ବେଶ୍ ଗହଳ ଚହଳ ଦେଖିବାକୁ…
ଆମ୍ବୁଲାନ୍ସରୁ ସରିଗଲା ତେଲ: ଡାକ୍ତରଖାନା ଯିବା ରାସ୍ତାରେ ଆଖିବୁଜିଲେ ମା’, ଗର୍ଭସ୍ଥ ଶିଶୁ
ବାରିପଦା ଅଫିସ,୫।୧୦: ଡାକ୍ତରଖାନା ଯିବା ରାସ୍ତାରେ ଆମ୍ବୁଲାନ୍ସରୁ ତେଲ ସରିଯିବାରୁ ଗର୍ଭବତୀ ମହିଳା ଏବଂ ତାଙ୍କ ଗର୍ଭସ୍ଥ ଶିଶୁର ମୃତ୍ୟୁ। ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ହାଣଦା ଗ୍ରାମରେ ଶନିବାର ଏଭଳି ଏକ ଅଭାବନୀୟ ଘଟଣା ଘଟିଛି। ମୃତ ମହିଳା…
ଦରମା ଦାବିରେ ଶିକ୍ଷକ ସଂଘର ତାଲା ବନ୍ଦ
ବିଶୋଇ,୫ା୧୦(ଡି.ଏନ୍.ଏ.)- ନିର୍ଦ୍ଧାରିତ ସମୟରେ ଦରମା ନ ପାଇ ଶୁକ୍ରବାର ବିଶୋଇ ବ୍ଲକ ଲେବଲ-ଭି ଏକ୍ସକ୍ୟାଡ଼ର ଶିକ୍ଷକ ସଂଘ ପକ୍ଷରୁ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ(ବିଇଓ)ଙ୍କ କାର୍ଯ୍ୟାଳୟରେ ତାଲା ପକାଇ ଦିଆଯାଇଥିଲା। ସଂଘର ସଭାପତି ରବୀନ୍ଦ୍ର ମହାନ୍ତଙ୍କ ନେତୃତ୍ୱରେ ଉପସଭାପତି ଚନ୍ଦ୍ରମୋହନ ଟୁଡୁ,…
ଚୁକ୍ତିଭିତ୍ତିକ ଶିକ୍ଷକ ସଂଘର ଦାବିପତ୍ର
ବାରିପଦା ଅଫିସ,୫ା୧୦- ମୟୂରଭଞ୍ଜ ସରକାରୀ ହାଇସ୍କୁଲ ଚୁକ୍ତିଭିତ୍ତିକ ଶିକ୍ଷକ ସଂଘର ଉପସଭାପତି ଉପତ୍ଳ କୁମାର ଭଦ୍ରଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଶୁକ୍ରବାର ଜିଲା ଶିକ୍ଷା ଅଧିକାରୀ ଧୃବ ଚରଣ ବେହେରାଙ୍କୁ ସାକ୍ଷାତ କରି ସେମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା…
ପ୍ରାର୍ଥନା ବେଳେ ଚେତାଶୂନ୍ୟ ହେଲେ ୫ ଛାତ୍ରୀ
ଖୁଣ୍ଟା,୪ା୧୦(ଡି.ଏନ୍.ଏ.)-ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ଅଧୀନ କରକଚିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁବାର ପ୍ରାର୍ଥନା କରୁଥିବା ବେଳେ ୫ ଛାତ୍ରୀ ଅସୁସ୍ଥ ହୋଇ ପଡିଥିଲେ। ଚିକିତ୍ସା ପାଇଁ ସେମାନଙ୍କୁ ଖୁଣ୍ଟା ଗୋଷ୍ଠୀ ସ୍ବାସ୍ଥକେନ୍ଦ୍ରରେ ଭର୍ର୍ତ୍ତି କରାଯାଇଥିଲା। ଅସୁସ୍ଥ ଛାତ୍ରୀମାନେ ବିପଦମୁକ୍ତ ଥିବାରୁ…
ମଦ ଦୋକାନ ଆଗରେ ପିସିଆର ଭ୍ୟାନ୍ ଫଟୋ ଭାଇରାଲ ଘଟଣା: ପୋଲିସ କର୍ମଚାରୀଙ୍କୁ ବ୍ରେଥ ଆନାଲାଇଜରରେ ଯାଞ୍ଚ
ବାରିପଦା ଅଫିସ,୪ା୧୦-ବାରିପଦା ସହର ପାଳବଣି ବାଏପାସସ୍ଥିତ ଏକ ବିଦେଶୀ ମଦଦୋକାନ ସମ୍ମୁଖରେ ପୋଲିସର ପିସିଆର ଭ୍ୟାନ ଗୁରୁବାର ଅପରାହ୍ନ ପ୍ରାୟ ୨ ଟା ୪୫ ସମୟରେ ଠିଆ ହୋଇଥିଲା। ମଦଦୋକାନ କାଉଣ୍ଟର ନିକଟରେ ପୋଲିସ କର୍ମଚାରୀମାନେ ଠିଆ ହୋଇଥିଲେ। ଏହାର ଏକ…
କାଠ ବୋଝେଇ ଗାଡ଼ି ଜବତ : ୨ ଗିରଫ
ବାଙ୍ଗିରିପୋଷ,୪ା୧୦(ଡି.ଏନ୍.ଏ.)- ବାଙ୍ଗିରିପୋଷି ବନାଞ୍ଚଳ ଅଧୀନ ଶୀର୍ଷା ବିଟର ଜାଲଦା ଛକଠାରେ ବନ ବିଭାଗ କର୍ମଚାରୀମାନେ ଏକ କାଠ ବୋଝେଇ ପିକ୍ଅପ ଭ୍ୟାନ ଜବତ କରିଛନ୍ତି। ଏହି ଭ୍ୟାନରେ ଚୋରା କାଠ ଗଣ୍ଡି ଚାଲାଣ ହେଉଥିବା ବିଶେଷ ସୂତ୍ରରୁ ଖବର ପାଇ ଜାଲଦା…
ଦୁର୍ଗାପୂଜାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି:୨୦ ପ୍ଲାଟୁନ ଫୋର୍ସ ମୁତୟନ
ବାରିପଦା ଅଫିସ,୪ା୧୦- ଦୁର୍ଗା ପୂଜା ମାହୋଲରେ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ଜିଲା ପୋଲିସ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। କୌଣସି ପ୍ରକାର ଆଇନ ଶୃଙ୍ଖଳା ପରିସ୍ଥିତିକୁ ଏଡାଇବା ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ିି କରାଯାଇଛି। ଏଥିପାଇଁ ଜିଲା ପୋଲିସ…
କପ୍ତିପଦା-ଶରତ ପ୍ରଧାନମନ୍ତ୍ରୀ ସଡ଼କ ନିମ୍ନମାନର: ତଦନ୍ତ ଦାବି, ପ୍ରତିବାଦ ଶୋଭାଯାତ୍ରା
କପ୍ତିପଦା,୪ା୧୦(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକରେ ପ୍ରଧାନମନ୍ତ୍ରୀ ସଡକ ଯୋଜନା ବାଟବଣା ହୋଇଛି ା ଗତ କିଛି ଦିନ ତଳେ ମହିଁଷାସୁରୀ ଛକରୁ ପଦ୍ମପୋଖରୀ ପର୍ଯ୍ୟନ୍ତ ଦୀର୍ଘ ୧୯ କି.ମି. ରାସ୍ତା ନିର୍ମାଣରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗର ୧ ମାସ…
ସାପ କାମୁଡ଼ାରେ ମହିଳାଙ୍କ ଜୀବନ ଗଲା
ବଡସାହି,୨ା୧୦(ସ୍ବ.ପ୍ର): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଧୋବାଧୋବଣୀ ଗ୍ରାମରେ ସାପ କାମୁଡାରେ ଜନୈକା ମହିଳାଙ୍କର ମୃତ୍ୟୁ ଘଟିଛି । ମୃତକ ହେଲେ ସେହି ଗ୍ରାମର ଜିତରାୟ ସିଂଙ୍କ ସ୍ତ୍ରୀ କାଲ (୩୮) । ଏଥିନେଇ ପୋଲିସ ଏକ ଅପମୃତ୍ୟୁ ମାମଲା…

