ସ୍ବାସ୍ଥ୍ୟକେନ୍ଦ୍ର ଥାଇ ରୋଗୀଙ୍କୁ ମିଳୁନି ସେବା
କପ୍ତିପଦା,୨୬ା୮(ଡ଼ି.ଏନ୍.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍ ଅଧୀନ ଶିମିଳିପାଳ ପାଦଦେଶ ଆଦିବାସୀ ଅଧ୍ୟୁଷିତ କୁଳିଅଳମ୍ ପଞ୍ଚାୟତର ନଛିପୁରଠାରେ ୧୯୯୦ରେ ଖୋଲିଥିବା ନୂତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଥାଇ ନ ଥିଲା ପରି ଚାଲିଛି। କପ୍ତିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ଥିବା ଏହି ସ୍ବାସ୍ଥ୍ୟକେନ୍ଦ୍ରରେ…
ରାଜ୍ୟ ରାଜପଥକୁ ଜାତୀୟ ରାଜପଥ ମାନ୍ୟତା ପାଇଁ ଉଦ୍ୟମ, ବିଭାଗୀୟ ଅଧିକାରୀଙ୍କ ସହ ସରୋଜିନୀଙ୍କ ଆଲୋଚନା
ବାରିପଦା ଅଫିସ,୨୬ା୮- ମୟୂରଭଞ୍ଜ ଜିଲାର କଳାବାଡିଆ-ବାଙ୍ଗିରିପୋଷି, ଯଶୀପୁର- ଚମ୍ପୁଆ, ଆନନ୍ଦପୁର-ଠାକୁରମୁଣ୍ଡା – ଉଦଳା – ବାରିପଦା, ନୀଳଗିରି – କପ୍ତିପଦା – ବାରିପଦା ଏବଂ ଭଦ୍ରକ – ଆନନ୍ଦପୁର -କରଞ୍ଜିିଆ – ସିଙ୍ଗଡା ରାଜ୍ୟ ରାଜପଥକୁ ଜାତୀୟ ରାଜପଥରେ ପରିବର୍ତ୍ତନ କରିବା…
ବଜ୍ରପାତରୁ ସୁରକ୍ଷା ଦେବ ‘ମିଶନ ତାଳ’
କପ୍ତିପଦା,୨୬ା୮(ଡି.ଏନ୍.ଏ.)- ‘ମିଶନ ତାଳ’ର ଉଦ୍ଘାଟନୀ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ପୁରସ୍କୃତ ଶିକ୍ଷକ ସନ୍ତୋଷ କୁମାର ସାହୁଙ୍କ ଆବାହକତ୍ୱରେ ଅନୁଷ୍ଠିତ ଉତ୍ସବରେ ମୟୂରଭଞ୍ଜ ଜିଲା କପ୍ତିପଦା ମଣ୍ଡଳ ଶିକ୍ଷାଧିକାରୀ ଶଶୀଧର ସିଂହ ମୁଖ୍ୟ ଅତିଥିଭାବେ ଯୋଗଦେଇ ଏହାକୁ ଆନୁଷ୍ଠାନିକ ଭାବେ…
କୋରିୟର ପେଟିରୁ ବାହାରିଲା ୬ ଫୁଟର ନାଗସାପ
ବାରିପଦା ଅଫିସ,୨୫।୮: ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସହରର ୫ନଂ. ୱାର୍ଡର ମୃତ୍ୟୁକୁମାର ନାମକ ଜଣେ ବ୍ୟକ୍ତିଙ୍କ ନିକଟକୁ ରବିବାର ଆସିଥିବା ଏକ ପେଟିରୁ ନାଗ ସାପ ଉଦ୍ଧାର ହୋଇଛି। ତେବେ ଏହି ୬ଫୁଟ ଲମ୍ବର ନାଗ ସାପଟିକୁ କୁଚେଇବୁଢୀ ସଂରକ୍ଷିତ ଜଙ୍ଗଲରେ…
ଜଙ୍ଗଲରୁ ଗଛ କଟାକୁ ନେଇ ବିବାଦ
ବଡ଼ସାହି,୨୫ା୮(ସ୍ବ.ପ୍ର.)-ମୟୂରଭଞ୍ଜ ଜିଲା ବଡସାହି ବ୍ଲକ ଅଧୀନ କଉଡିଖଣି ସ୍ଥିତ ଗ୍ରାମ୍ୟ ଜଙ୍ଗଲ ଓ ରିଜର୍ଭ ଜଙ୍ଗଲରେ କାଳବୈଶାଖୀ ପ୍ରଭାବରେ ଭାଙ୍ଗି ପଡିଥିବା ଆକାଶିଆ ଗଛ କଟାକୁ ନେଇ ବିବାଦୀୟ ସ୍ଥିତି ସୃଷ୍ଟି ହୋଇଛି। ଗ୍ରାମବାସୀଙ୍କ ବିରୋଧ ସତ୍ତ୍ୱେ ବିଭାଗୀୟ ନିର୍ଦ୍ଦେଶ ତୁଳନାରେ…
ଜୈନ ମନ୍ଦିର ସଦୃଶ ତୋରଣରେ ପୂଜା ପାଇବେ ଗଜାନନ
ବାରିପଦା ଅଫିସ,୨୫।୮- ବାରିପଦା ସହର ତକତପୁର ଫ୍ରେଣ୍ଡସ୍ ୟୁନିୟନ ପକ୍ଷରୁ ପ୍ରତିବର୍ଷ ପାଳିତ ହେଉଥିବା ଗଣେଶ ପୂଜାର ସ୍ବାତନ୍ତ୍ର୍ୟ ରହିଛି। ୨୦୦୭ ରେ ସ୍ଥାନୀୟ ଅଞ୍ଚଳର ଯୁବକମାନଙ୍କ ଉଦ୍ୟମରେ ଆରମ୍ଭ ହୋଇଥିବା ଏହି ପୂଜା ଚଳିତ ବର୍ଷ ୧୩ ବର୍ଷରେ ପଦାର୍ପଣ…
ତେଣ୍ଡା ଗାଁରେ ବିକାଶ ଅପହଞ୍ଚ
କପ୍ତିପଦା,୨୪ା୮(ଡି.ଏନ୍.ଏ.)- କପ୍ତିପଦା ବ୍ଲକ୍ର ଆଦିବାସୀ ଅଧ୍ୟୁଷିତ କଳମଗଡ଼ିଆ ପଞ୍ଚାୟତ ଅନ୍ତର୍ଗତ ତେଣ୍ଡା ଗ୍ରାମ ଅପହଞ୍ଚ ଇଲାକା ପାଲଟିଛି। ପ୍ରଶାସନ କିମ୍ବା ରାଜନେତାଙ୍କ ପାଦ ପଡୁ ନ ଥିବା ଏହି ଗାଁକୁ ମୟୂରଭଞ୍ଜର କଳାପାଣି କୁହାଯାଉଛି। ଭୌଗୋଳିକ ଦୃଷ୍ଟିକୋଣରୁ ଗାଁର ପୂର୍ବରେ ଥିବା…
ବିପର୍ଯ୍ୟସ୍ତ ଟ୍ରାଫିକ ବ୍ୟବସ୍ଥା ନେଇ ଜିଲାପାଳଙ୍କୁ ଦାବିପତ୍ର
ବାରିପଦା ଅଫିସ,୨୪।୮- ରାଜ୍ୟର ସର୍ବପୁରାତନ ସହର ଭାବେ ବିବେଚିତ ବାରିପଦା ସହରରେ ଏବେ ଟ୍ରାଫିକ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛିି। ଏଥିରେ ସୁଧାର ଆଣିବା ପାଇଁ ଜିଲା ପ୍ରଶାସନ ନା ପୋଲିସ ପ୍ରଶାସନ କେହିବି ଉଦ୍ୟମ କରୁ ନାହାନ୍ତି। ଏହାର ସମାଧାନ ପାଇଁ…
ଜାତୀୟସ୍ତରୀୟ ଚିତ୍ରକଳା ପ୍ରଦର୍ଶନୀ
ବାରିପଦା ଅଫିସ,୨୩।୮- ମୟୂରଭଞ୍ଜ ଜିଲାର କଳା, ସଂସ୍କୃତି, ଐତିହ୍ୟ, ପରମ୍ପରା, ହସ୍ତଶିଳ୍ପ ତଥା କ୍ରୀଡ଼ା ଆଦିର ସଂରକ୍ଷଣ ଏବଂ ବିକାଶ ସକାଶେ ମୟୂରଭଞ୍ଜ ଫାଉଣ୍ଡେଶନ ପକ୍ଷରୁ ପ୍ରୟାସ ଆରମ୍ଭ କରାଯାଇଛି। ଜିଲା ପ୍ରଶାସନ, ମାରୱାଡି ଯୁବା ମଞ୍ଚ ଓ ଫାଉଣ୍ଡେଶନ ଫର୍…
ଗାଈକୁ ବାଘ ଖାଇଗଲା
କପ୍ତିପଦା,୨୩ା୮(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ କଟୁରିଆ ହୁଡିସାହି ଗ୍ରାମର ଦୁଲି ମୁର୍ମୁ ନାମକ ଜଣେ ମହିଳାଙ୍କ ଏକ ଗାଈକୁ ନଟୋ ସଂରକ୍ଷିତ ଜଙ୍ଗଲରେ ବାଘ ଖାଇ ଯାଇଥିବା ଅଭିଯୋଗ ହୋଇଛି ା ସ୍ବେଚ୍ଛାସେବୀ ଜୟ ମୁର୍ମୁଙ୍କ ସହାୟତାରେ ସମ୍ପୃକ୍ତ…
ଭାଲୁ ଆକ୍ରମଣରେ ୫ ଆହତ
ଠାକୁରମୁଣ୍ଡା,୨୩ା୮(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ସାତକୋଶିଆ ରେଞ୍ଜ ଅନ୍ତର୍ଗତ ମହୁଲଡ଼ିହା ପଞ୍ଚାୟତର କୋଇଲିପାଳ ଗ୍ରାମ ନିକଟ ଜଙ୍ଗଲରେ ଗୁରୁବାର ସକାଳେ ଏକ ଭାଲୁ ଆକ୍ରମଣରେ ୫ ଜଣ ଆହତ ହୋଇଛନ୍ତି। ଆହତମାନେ ହେଲେ ଗୁରା ପୂର୍ତ୍ତି, ମଙ୍ଗୁଲୁ ଶୁଣ୍ଢି, ଜଗବନ୍ଧୁ ପୂର୍ତ୍ତି, ସାନଗି…
ମେଡିକାଲ କଲେଜ ଅଧୀକ୍ଷକଙ୍କୁ ଘେରାଉ କଲା ଭଞ୍ଜସେନା
ବାରିପଦା ଅଫିସ,୨୨।୮- ମୟୂରଭଞ୍ଜ ଜିଲାବାସୀଙ୍କ ବହୁ ଦିନର ଦାବି ଓ ଆନ୍ଦୋଳନ ପରେ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ପ୍ରତିଷ୍ଠା ହୋଇଥିଲା। କିନ୍ତୁ ଏହି ମେଡିକାଲ କଲେଜ ଏବେ ବହୁ ଅବ୍ୟବସ୍ଥା ଦେଇ ଗତି କରୁଛି। ଜିଲା ତଥା ପଡୋଶୀ…
Archives


