ମୟୂରଭଞ୍ଜ

ଆମ୍ବୁଲାନ୍ସରୁ ସରିଗଲା ତେଲ: ଡାକ୍ତରଖାନା ଯିବା ରାସ୍ତାରେ ଆଖିବୁଜିଲେ ମା’, ଗର୍ଭସ୍ଥ ଶିଶୁ

ବାରିପଦା ଅଫିସ,୫।୧୦: ଡାକ୍ତରଖାନା ଯିବା ରାସ୍ତାରେ ଆମ୍ବୁଲାନ୍ସରୁ ତେଲ ସରିଯିବାରୁ ଗର୍ଭବତୀ ମହିଳା ଏବଂ ତାଙ୍କ ଗର୍ଭସ୍ଥ ଶିଶୁର ମୃତ୍ୟୁ। ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ହାଣଦା ଗ୍ରାମରେ ଶନିବାର ଏଭଳି ଏକ ଅଭାବନୀୟ ଘଟଣା ଘଟିଛି। ମୃତ ମହିଳା…

ଦରମା ଦାବିରେ ଶିକ୍ଷକ ସଂଘର ତାଲା ବନ୍ଦ

ବିଶୋଇ,୫ା୧୦(ଡି.ଏନ୍‌.ଏ.)- ନିର୍ଦ୍ଧାରିତ ସମୟରେ ଦରମା ନ ପାଇ ଶୁକ୍ରବାର ବିଶୋଇ ବ୍ଲକ ଲେବଲ-ଭି ଏକ୍ସକ୍ୟାଡ଼ର ଶିକ୍ଷକ ସଂଘ ପକ୍ଷରୁ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ(ବିଇଓ)ଙ୍କ କାର୍ଯ୍ୟାଳୟରେ ତାଲା ପକାଇ ଦିଆଯାଇଥିଲା। ସଂଘର ସଭାପତି ରବୀନ୍ଦ୍ର ମହାନ୍ତଙ୍କ ନେତୃତ୍ୱରେ ଉପସଭାପତି ଚନ୍ଦ୍ରମୋହନ ଟୁଡୁ,…

ଚୁକ୍ତିଭିତ୍ତିକ ଶିକ୍ଷକ ସଂଘର ଦାବିପତ୍ର

ବାରିପଦା ଅଫିସ,୫ା୧୦- ମୟୂରଭଞ୍ଜ ସରକାରୀ ହାଇସ୍କୁଲ ଚୁକ୍ତିଭିତ୍ତିକ ଶିକ୍ଷକ ସଂଘର ଉପସଭାପତି ଉପତ୍ଳ କୁମାର ଭଦ୍ରଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଶୁକ୍ରବାର ଜିଲା ଶିକ୍ଷା ଅଧିକାରୀ ଧୃବ ଚରଣ ବେହେରାଙ୍କୁ ସାକ୍ଷାତ କରି ସେମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା…

ପ୍ରାର୍ଥନା ବେଳେ ଚେତାଶୂନ୍ୟ ହେଲେ ୫ ଛାତ୍ରୀ

ଖୁଣ୍ଟା,୪ା୧୦(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ଅଧୀନ କରକଚିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁବାର ପ୍ରାର୍ଥନା କରୁଥିବା ବେଳେ ୫ ଛାତ୍ରୀ ଅସୁସ୍ଥ ହୋଇ ପଡିଥିଲେ। ଚିକିତ୍ସା ପାଇଁ ସେମାନଙ୍କୁ ଖୁଣ୍ଟା ଗୋଷ୍ଠୀ ସ୍ବାସ୍ଥକେନ୍ଦ୍ରରେ ଭର୍ର୍ତ୍ତି କରାଯାଇଥିଲା। ଅସୁସ୍ଥ ଛାତ୍ରୀମାନେ ବିପଦମୁକ୍ତ ଥିବାରୁ…

ମଦ ଦୋକାନ ଆଗରେ ପିସିଆର ଭ୍ୟାନ୍‌ ଫଟୋ ଭାଇରାଲ ଘଟଣା: ପୋଲିସ କର୍ମଚାରୀଙ୍କୁ ବ୍ରେଥ ଆନାଲାଇଜରରେ ଯାଞ୍ଚ

ବାରିପଦା ଅଫିସ,୪ା୧୦-ବାରିପଦା ସହର ପାଳବଣି ବାଏପାସସ୍ଥିତ ଏକ ବିଦେଶୀ ମଦଦୋକାନ ସମ୍ମୁଖରେ ପୋଲିସର ପିସିଆର ଭ୍ୟାନ ଗୁରୁବାର ଅପରାହ୍ନ ପ୍ରାୟ ୨ ଟା ୪୫ ସମୟରେ ଠିଆ ହୋଇଥିଲା। ମଦଦୋକାନ କାଉଣ୍ଟର ନିକଟରେ ପୋଲିସ କର୍ମଚାରୀମାନେ ଠିଆ ହୋଇଥିଲେ। ଏହାର ଏକ…

କାଠ ବୋଝେଇ ଗାଡ଼ି ଜବତ : ୨ ଗିରଫ

ବାଙ୍ଗିରିପୋଷ,୪ା୧୦(ଡି.ଏନ୍‌.ଏ.)- ବାଙ୍ଗିରିପୋଷି ବନାଞ୍ଚଳ ଅଧୀନ ଶୀର୍ଷା ବିଟର ଜାଲଦା ଛକଠାରେ ବନ ବିଭାଗ କର୍ମଚାରୀମାନେ ଏକ କାଠ ବୋଝେଇ ପିକ୍‌ଅପ ଭ୍ୟାନ ଜବତ କରିଛନ୍ତି। ଏହି ଭ୍ୟାନରେ ଚୋରା କାଠ ଗଣ୍ଡି ଚାଲାଣ ହେଉଥିବା ବିଶେଷ ସୂତ୍ରରୁ ଖବର ପାଇ ଜାଲଦା…

ଦୁର୍ଗାପୂଜାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି:୨୦ ପ୍ଲାଟୁନ ଫୋର୍ସ ମୁତୟନ

ବାରିପଦା ଅଫିସ,୪ା୧୦- ଦୁର୍ଗା ପୂଜା ମାହୋଲରେ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ଜିଲା ପୋଲିସ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। କୌଣସି ପ୍ରକାର ଆଇନ ଶୃଙ୍ଖଳା ପରିସ୍ଥିତିକୁ ଏଡାଇବା ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ିି କରାଯାଇଛି। ଏଥିପାଇଁ ଜିଲା ପୋଲିସ…

କପ୍ତିପଦା-ଶରତ ପ୍ରଧାନମନ୍ତ୍ରୀ ସଡ଼କ ନିମ୍ନମାନର: ତଦନ୍ତ ଦାବି, ପ୍ରତିବାଦ ଶୋଭାଯାତ୍ରା

କପ୍ତିପଦା,୪ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକରେ ପ୍ରଧାନମନ୍ତ୍ରୀ ସଡକ ଯୋଜନା ବାଟବଣା ହୋଇଛି ା ଗତ କିଛି ଦିନ ତଳେ ମହିଁଷାସୁରୀ ଛକରୁ ପଦ୍ମପୋଖରୀ ପର୍ଯ୍ୟନ୍ତ ଦୀର୍ଘ ୧୯ କି.ମି. ରାସ୍ତା ନିର୍ମାଣରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗର ୧ ମାସ…

ସାପ କାମୁଡ଼ାରେ ମହିଳାଙ୍କ ଜୀବନ ଗଲା

ବଡସାହି,୨ା୧୦(ସ୍ବ.ପ୍ର): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଧୋବାଧୋବଣୀ ଗ୍ରାମରେ ସାପ କାମୁଡାରେ ଜନୈକା ମହିଳାଙ୍କର ମୃତ୍ୟୁ ଘଟିଛି । ମୃତକ ହେଲେ ସେହି ଗ୍ରାମର ଜିତରାୟ ସିଂଙ୍କ ସ୍ତ୍ରୀ କାଲ (୩୮) । ଏଥିନେଇ ପୋଲିସ ଏକ ଅପମୃତ୍ୟୁ ମାମଲା…

ଗ୍ରୀଲ୍‌ ଭାଙ୍ଗି ଟଙ୍କା, ସୁନା ଲୁଟ୍‌

ରାଇରଙ୍ଗପୁର,୨ା୧୦(ଡି.ଏନ.ଏ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଧୀନ ବିକାଶନଗର ବସ୍ତି ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ଗ୍ରୀଲ ଭାଙ୍ଗି ମଙ୍ଗଳବାର ଲକ୍ଷାଧିକ ଟଙ୍କାର ସୁନା ଗହଣା ଓ ନଗଦ ୪ ହଜାର ଟଙ୍କା ଦୁର୍ବୃତ୍ତମାନେ ଲୁଟି ନେଇଛନ୍ତି। ଗୃହ ମାଲିକ ଛୋଟରାୟ…

ପୋଲିସ ହେପାଜତରୁ ଅଭିଯୁକ୍ତ ଚମ୍ପଟ ଘଟଣା: ୨ କନ୍‌ଷ୍ଟେବଳ ନିଲମ୍ବିତ

ବାରିପଦା ଅଫିସ,୨ା୧୦- ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ପୋଲିସ ହେପାଜତରେ ଥିବା ଜଣେ ଅଭିଯୁକ୍ତ ରବିବାର ଚମ୍ପଟ ମାରିଥିଲେ। ଏହି ଘଟଣାରେ ଦାୟିତ୍ୱରେ ଅବହେଳା ପାଇଁ ୨ କନ୍‌ଷ୍ଟେବଳଙ୍କୁ ଜିଲା ଆରକ୍ଷୀ ଅଧୀକ୍ଷକ(ଏସ୍‌ପି) ପରମାର ସ୍ମିଥ ପୁରୁଷୋତ୍ତମଦାସ କାର୍ଯ୍ୟରୁ ନିଲମ୍ବିତ…

ହାତୀ ଶାବକର ଗଳିତ ମୃତଦେହ ଉଦ୍ଧାର

ବାରିପଦା ଅଫିସ,୨ା୧୦- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଧୀନ ଭାଲୁଘେରା ଜଙ୍ଗଲରୁ ମଙ୍ଗଳବାର ଏକ ହାତୀ ଶାବକର ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ନାହିଁ। ଏହି ହାତୀ ଶାବକର ମୃତ୍ୟୁ ସାଧାରଣ ଅଥବା ପରସ୍ପର ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?