ବାଞ୍ଛାକଳ୍ପ ସଂସ୍କୃତ ବିଦ୍ୟାପୀଠ ହଷ୍ଟେଲରେ ଭୂତ ଭୟ: ହଷ୍ଟେଲ ଛାଡ଼ିଲେ ୫ ଛାତ୍ର
ଉଦଳା,୨୨।୯(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଉଦଳା ଖଇରା ଥାନା ବାଞ୍ଛାକଳ୍ପ ସଂସ୍କୃତ ବିଦ୍ୟାପୀଠ ହଷ୍ଟେଲର ୫ ଜଣ ଛାତ୍ର ରବିବାର ଭୋରରେ ହଷ୍ଟେଲ ଛାଡି ଚାଲି ଯାଇଛନ୍ତି। ଭୂତ ବାହାରିଥିବା ଭୟରେ ସେମାନେ ହଷ୍ଟେଲ ଛାଡ଼ିଥିବା ଜଣାପଡ଼ିଛି। ସୂଚନାନୁଯାୟୀ, ଛାତ୍ରମାନେ ଉଦଳା ବସ୍…
ଚିକିତ୍ସା ଲାଗି ଆସି ରୋଗୀ ହଇରାଣ: ଲମ୍ବାଧାଡ଼ିରେ ଦୀର୍ଘସମୟ ଠିଆ ହୋଇ ନିରାଶ ହେଲେ ରୋଗୀ
ବାରିପଦା ଅଫିସ,୨୨ା୯- ମୟୂରଭଞ୍ଜ ଜିଲାବାସୀଙ୍କୁ ଉନ୍ନତ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ଲକ୍ଷ୍ୟରେ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ପ୍ରତିଷ୍ଠା କରାଯାଇଛି। ବିଭିନ୍ନ ସମୟରେ ରୋଗୀଙ୍କ ଭିଡ ଜମୁଥିବାରୁ ନାନା ସମସ୍ୟା ସୃଷ୍ଟି ହେଉଛି। ଶନିବାର ରୋଗୀଙ୍କ ରେଜିଷ୍ଟ୍ରଶନ ପାଇଁ ଉଦ୍ଦିଷ୍ଟ…
ହୋ ଯୁବ ପ୍ରତିଭା ଗାମାୟ
କପ୍ତିପଦା,୨୨ା୯(ଡି଼.ଏନ୍.ଏ,)- ନିଜ ରାଜ୍ୟ ଓ ଅଞ୍ଚଳରେ ଆଦିବାସୀ ସମ୍ପ୍ରଦାୟର ବିକାଶ ଓ ସାମାଜିକ ପରିବତ୍ତର୍ର୍ନ ପାଇଁ କାମ କରି ବେଶ୍ ଚର୍ଚ୍ଚାକୁ ଆସିଛନ୍ତିି, ଗାମାୟ ରିମିଲ ସିଂ ଗଇପଇ(୨୩) । ତାଙ୍କ ଘର ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍ ଅଧୀନ ରାଣୀପୋଖରୀ…
ପଲିଥିନ୍ ବ୍ୟବହାର ରୋକିବାକୁ ବ୍ୟବସାୟୀଙ୍କ ଉପରେ ଚଢ଼ାଉ
ଉଦଳା, ୨୨।୯ (ଡି.ଏନ.ଏ.) – ପଲିଥିନ ବ୍ୟବହାର ରୋକିବା ଲାଗି ଆସନ୍ତା ଅକ୍ଟୋବର ୨ ତାରିଖ ଠାରୁ ପ୍ରଶାସନ ତରଫରୁ ଗ୍ରହଣ କରାଯିବ କଡ଼ା କାର୍ଯ୍ୟାନୁଷ୍ଠାନ ା ତେବେ ମୟୂରଭଞ୍ଜ ଜିଲା ଉଦଳା ଏନଏସି ଇଲାକାରେ ଶନିବାର ପ୍ରଶାସନ ତରଫରୁ ବ୍ୟବସାୟୀଙ୍କ…
ଯନ୍ତ୍ରଣାରେ ଶିଶୁକନ୍ୟା, ଚିନ୍ତାରେ ମା’ ବାପା: ସରକାରୀ ଚିକିତ୍ସା ସହାୟତାକୁ ଅପେକ୍ଷା
ବୈଶିଙ୍ଗା,୨୨ା୯(ଡି.ଏନ୍.ଏ.)-ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ କେନ୍ଦୁଆ ପଞ୍ଚାୟତ ଚୁଆପଦା ଗ୍ରାମର ବର୍ଷକର ଶିଶୁକନ୍ୟା ଦୁର୍ଗା। ମୁଣ୍ଡର ଆକାର ଅସ୍ବାଭାବିକ ଭାବେ ବୃଦ୍ଧି ପାଉଛି। ମେରୁଦଣ୍ଡ ଓ ମୁଣ୍ଡରେ ବଥ ବାହାରି କ୍ରମେ ବଢି ଚାଲିଛି। ଏଥିଲାଗି ଅସହ୍ୟ ଯନ୍ତ୍ରଣା ଭୋଗ…
ଗ୍ରାହାମ ଷ୍ଟେନ୍ସ ପୋଡ଼ି ଘଟଣା: ଦାରା ସିଂଙ୍କ ସହଯୋଗୀଙ୍କୁ ଗିରଫ କଲା ସିବିଆଇ
ଠାକୁରମୁଣ୍ଡା,୨୧ା୯(ଡି.ଏନ୍.ଏ.): ଅଷ୍ଟ୍ରେଲୀୟ ମିଶନାରୀ ଗ୍ରାହାମ ଷ୍ଟେନ୍ସ ଓ ତାଙ୍କର ଦୁଇ ନାବାଳକ ପୁତ୍ରଙ୍କୁ ପୋଡ଼ି ହତ୍ୟା କରିଥିବା ଘଟଣାରେ ଫେରାର ଥିବା ଦାରା ସିଂଙ୍କ ଜଣେ ସହଯୋଗୀଙ୍କୁ ଗୁରୁବାର ବିଳମ୍ବିତ ରାତିରେ କୋଲ୍କାତାର ସି.ବି.ଆଇ. ଟିମ୍ ଗିରଫ କରିଛି। ଗିରଫ ଅଭିଯୁକ୍ତ…
ଦାରା ସିଂଙ୍କ ସହଯୋଗୀଙ୍କୁ ଗିରଫ କଲା ସି. ବି.ଆଇ.
ଠାକୁରମୁଣ୍ଡା,୨୧ା୯(ଡି.ଏନ୍.ଏ.)- ଅଷ୍ଟ୍ରେଲୀୟ ମିଶନାରୀ ଗ୍ରାହାମ ଷ୍ଟେନ୍ସ ଓ ତାଙ୍କର ଦୁଇ ନାବାଳକ ପୁତ୍ରଙ୍କୁ ପୋଡ଼ି ହତ୍ୟା କରିଥିବା ଘଟଣାରେ ଫେରାର ଥିବା ଦାରା ସିଂଙ୍କ ଜଣେ ସହଯୋଗୀଙ୍କୁ ଗୁରୁବାର ବିଳମ୍ବିତ ରାତିରେ କୋଲ୍କାତାର ସି.ବି.ଆଇ. ଟିମ୍ ଗିରଫ କରିଛି। ଗିରଫ ଅଭିଯୁକ୍ତ…
ଅଳ୍ପକେ ଦୁର୍ଘଟଣାରୁ ବର୍ତ୍ତିଲା ଡିଏମ୍ୟୁ ଟ୍ରେନ୍
ବାରିପଦା ଅଫିସ,୨୦।୯: ଟାଟା ବାଦାମପାହାଡ଼ ଦ୍ବିତୀୟ ଡିଏମ୍ୟୁ ଟ୍ରେନ (ନଂ. ୧୮୪୦୯) ମୟୂରଭଞ୍ଜ ଜିଲାର ଗୋରୁମହିଷାଣୀ ଆସୁଥିବା ସମୟରେ ଷ୍ଟେଶନ ପହଞ୍ଚିବାର ୨ କି.ମି. ପୂର୍ବରୁ ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛି। ସାନମଉଦା ନିକଟରେ ରେଳ ଧାରଣା ଦୁଇଖଣ୍ଡ ହୋଇଯାଇଥିବା…
ପୋଲିସ ଆଇଜିଙ୍କ ବାରିପଦା ଗସ୍ତ
ବାରିପଦା ଅଫିସ,୨୦ା୯- ଉତ୍ତରାଞ୍ଚଳ ପୋଲିସ ଆଇଜି ଦୀପ୍ତେଶ ପଟ୍ଟନାୟକ ଗୁରୁବାର ଦିନିକିଆ ମୟୂରଭଞ୍ଜ ଜିଲା ବାରିପଦା ଗସ୍ତରେ ଆସିଥିଲେ। ଏହି ଅବସରରେ ଜିଲା ପୋଲିସ ମୁଖ୍ୟାଳୟର ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ ସେ ପୋଲିସ ଅଧିକାରୀମାନଙ୍କୁ ନୀତି ଓ ନୈତିକତାର ପାଠ…
ଖୁଣ୍ଟାରେ ଚାଷୀ ସମାବେଶ
ଖୁଣ୍ଟା,୨୦ା୯(ଡି.ଏନ୍.ଏ.)- ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ସ୍ଥାନୀୟ ଖୁଣ୍ଟା କଲ୍ୟାଣମଣ୍ଡପଠାରେ ଗୁରୁବାର ଏକ ଚାଷୀ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଏହି ସମାବେଶରେ ଖୁଣ୍ଟା ଓ ଗୋପବନ୍ଧୁ ନଗର ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତରୁ ୫୦୦ ରୁ ଉଦ୍ଧର୍ବ ଚାଷୀ ସାମିଲ…
ଚାଉଳ ବଣ୍ଟନରେ ବିଳମ୍ବ: ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇ ବିକ୍ଷୋଭ
ବଡ଼ସାହି,୧୯ା୯(ସ୍ବ.ପ୍ର)-ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ଦୁର୍ଗାପୁର ପଞ୍ଚାୟତ କାର୍ଯ୍ୟାଳୟରେ ଚାଉଳ ବଣ୍ଟନରେ ବିଳମ୍ବକୁ ନେଇ ଗୁରୁବାର ଉତ୍ତେଜନା ଦେଖା ଦେଇଥିଲା। ଅଧିକାରୀମାନେ ମନମୁଖି ଭାବେ କାର୍ଯ୍ୟାଳୟକୁ ଆସୁଥିବାରୁ ହିତାଧିକାରୀମାନେ ଉତ୍ତ୍ୟକ୍ତ ହୋଇ ଫାଟକରେ ତାଲା ପକାଇବା ସହ ବିକ୍ଷୋଭ ପ୍ରଦର୍ଶନ…
ଦିବ୍ୟାଙ୍ଗ ବୃଦ୍ଧାଙ୍କୁ ରାସ୍ତା ପାର କରି ଚର୍ଚ୍ଚାରେ ଟ୍ରାଫିକ କନେଷ୍ଟବଳ
ବାରିପଦା ଅଫିସ,୧୯ା୯- ନୂତନ ମୋଟର ଯାନ ଆଇନ ଆସିବା ପରେ ଏହାକୁ କାର୍ଯ୍ୟକାରୀ କରିବା ପାଇଁ କିଛି ଦିନ ହେବ ପୋଲିସ କର୍ମଚାରୀ ଓ ଅଧିକାରୀମାନେ ବହୁତ ତତ୍ପରତା ଦେଖାଉଛନ୍ତି। ଏଥିପାଇଁ ପୋଲିସ ଓ ଜନସାଧାରଣଙ୍କ ମଧ୍ୟରେ ବିଭିନ୍ନ ସ୍ଥାନରେ ଅପ୍ରୀତିକର…

