ମୟୂରଭଞ୍ଜ

ଜେସିବି ମାଡ଼ିଯାଇ ବାଳକ ମୃତ

ବଦଳଦା,୧୬ା୯(ଡି.ଏନ.ଏ)-ମୟୂରଭଞ୍ଜ ଜିଲା ତିରିଂ ଥାନା ଅନ୍ତର୍ଗତ ଡୁମାତାଣ୍ଡି ଗ୍ରାମରେ ରାସ୍ତାକାମ ଚାଲିଥିବା ବେଳେ ଜେସିବି ମେଶିନ ମାଡ଼ିଯାଇ ରବିବାର ଜଣେ ବାଳକଙ୍କ ମୃତ୍ୟୁ ଘଟିଛି। ମୃତ ବାଳକ ଜଣକ ହେଲେ ସେହି ଗ୍ରାମରେ ଡୁବରାଜ ମାଝୀଙ୍କ ପୁଅ ସାଲଖାନ(୮)। ଡୁମାତାଣ୍ଡି ଗ୍ରାମରେ…

‘ଆଦିବାସୀ ଛାତ୍ରୀଛାତ୍ରଙ୍କୁ ସୁରକ୍ଷା ଦିଅ’: କାର୍ଯ୍ୟାନୁଷ୍ଠାନ ନ ହେଲେ ଆନ୍ଦୋଳନ ଚେତାବନୀ

ବାଙ୍ଗିରିପୋଷି,୧୫।୯(ଡି.ଏନ.ଏ.)- ଆଦିବାସୀ ଛାତ୍ରୀଛାତ୍ରଙ୍କୁ ଶିକ୍ଷାନୁଷ୍ଠାନରେ ଶୋଷଣ କରାଯାଉଥିବା ପ୍ରତିବାଦରେ ମୟୂରଭଞ୍ଜ ଆଦିବାସୀ ରିଭୋଲ୍ୟୁସନାରୀ ୟୁଥ ଆଣ୍ଡ ଷ୍ଟୁଡେଣ୍ଟ ଏସୋସିଏଶନ ‘ ମାରିସା ସେନା’ ଆନ୍ଦୋଳନ ଚେତାବନୀ ଦେଇଛି। ଜିଲା ସଭାପତି ଅର୍ଜୁନ ମୁର୍ମୁଙ୍କ ନେତୃତ୍ୱରେ ସଙ୍ଗଠନ ପକ୍ଷରୁ ଆଦିବାସୀ ଓ ହରିଜନ…

ଛାତ୍ରୀଙ୍କୁ ଦୁର୍ବ୍ୟବହାର ଘଟଣା: ଅଭିଯୁକ୍ତ ଅଧ୍ୟାପକ ଗିରଫ

ରାସଗୋବିନ୍ଦପୁର,୧୫।୯ (ଡି.ଏନ.ଏ))- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକ ଅଧୀନ ଏକ କଲେଜର ଜଣେ ଆଦିବାସୀ ଛାତ୍ରୀଙ୍କୁ ଶ୍ରେଣୀଗୃହରେ ଦୁର୍ବ୍ୟବହାର ପ୍ରଦର୍ଶନ କରାଯାଇଥିବା ଅଭିଯୋଗ କ୍ରମେ ପୋଲିସ ଅଭିଯୁକ୍ତ ଅଧ୍ୟାପକଙ୍କୁ ଶନିବାର ଗିରଫ କରିଛି। ଏ ନେଇ ଥାନାରେ ଏକ ମାମଲା (ନଂ.୯୫/୧୯)…

ବାରିପଦା ବସଷ୍ଟାଣ୍ଡରୁ ଗଞ୍ଜେଇ ଜବତ, ୨ ଅଣଓଡ଼ିଆ ଗିରଫ

ବାରିପଦା ଅଫିସ,୧୪।୯: ବାରିପଦା ବସ୍‌ଷ୍ଟାଣ୍ଡରୁ ବାରିପଦା ଟାଉନ ଥାନା ପୋଲିସ ଶନିବାର ୧୫ କେଜି ଗଞ୍ଜେଇ ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ୨ ଅଣ ଓଡ଼ିଆଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ ରଞ୍ଜିତ ମଣ୍ଡଳ ଓ ବାବୁଲୁ ସର୍ଦାର।…

ପିଆର୍‌ଏମ୍‌ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ: ସଫେଇ ସଂସ୍ଥାଠାରୁ ଦାୟିତ୍ୱ ପ୍ରତ୍ୟାହାର

ବାରିପଦା ଅଫିସ,୧୪।୯- ବଣପାହାଡ଼ ଘେରା ତଥା ଆଦିବାସୀ ଅଧ୍ୟୁଷିିତ ମୟୂରଭଞ୍ଜ ଜିଲାର ଅପହଞ୍ଚ ଇଲାକାର ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇବା ପାଇଁ ରାଜ୍ୟ ସରକାର କେନ୍ଦ୍ରୀୟ ଅନୁଦାନରେ ବାରିପଦା ରଙ୍ଗାମାଟିଆଠାରେ ମେଡିକାଲ କଲେଜ ପ୍ରତିଷ୍ଠା କରାଇଥିଲେ। ଜିଲା ମୁଖ୍ୟ ଚିକିତ୍ସାଳୟକୁ ଉନ୍ନୀତ କରାଯାଇ…

ଘର ଭାଙ୍ଗିଲେ ହାତୀ

ଠାକୁରମୁଣ୍ଡା ,୧୪ା୯(ଡି.ଏନ୍‌.ଏ.) – ମୟୂରଭଞ୍ଜ ଜିଲା କରଞ୍ଜିଆ ଉପଖଣ୍ଡରେ ଦୀର୍ଘ ଦିନ ହେଲା ହାତୀ ଉପଦ୍ରବ ଲାଗି ରହିଛି। ହାତୀପଲ ବିଭିନ୍ନ ଗ୍ରାମରେ ପଶି ଘର ଭାଙ୍ଗି ଦେବା ସହ ଫସଲ ନଷ୍ଟ କରୁଛନ୍ତି। ଗୁରୁବାର ରାତିରେ ଏହି ହାତୀପଲ କରଞ୍ଜିଆ…

ଟଙ୍କା ସୁନା ଲୁଟି ନେଲେ ଦୁବୃର୍ତ୍ତ

ଉଦଳା,୧୪ା୯(ଡି.ଏନ.ଏ) – ଉଦଳା ଥାନା ଖମଣସାହି ଗ୍ରାମର ପ୍ରଫୁଲ୍ଲ ଚନ୍ଦ୍ର ବାଗଙ୍କ ଘରେ ଗୁରୁବାର ବିଳମ୍ବିତ ରାତିରେ ଦୁବୃର୍ତ୍ତମାନେ ପଶି ନଗଦ ଟଙ୍କା ସମେତ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟି ନେଇଛନ୍ତି। ବିଳମ୍ବିତ ରାତିରେ ପ୍ରଫୁଲଙ୍କ ପରିବାର ଲୋକେ ଶୋଇଥିବା…

ଛାତ୍ରୀଙ୍କୁ ଦୁର୍ବ୍ୟବହାର, ଅଧ୍ୟାପକ ଅଟକ

ରାସଗୋବିନ୍ଦପୁର,୧୪ା୯(ଡି.ଏନ.ଏ) – ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକ ଅଞ୍ଚଳରେ ଥିବା ଏକ କଲେଜର ଜନୈକା ଆଦିବାସୀ ଛାତ୍ରୀଙ୍କୁ ସେହି କଲେଜର ଜଣେ ଅଧ୍ୟାପକ ଦୁର୍ବ୍ୟବହାର କରିଥିବା ଥାନାରେ ଅଭିଯୋଗ ହୋଇଛି। ଏଥିନେଇ ପୋଲିସ ଏକ ମାମଲା(ନଂ.୯୫/୧୯)ରୁଜୁ କରି ଶୁକ୍ରବାର ସମ୍ପୃକ୍ତ ଅଧ୍ୟାପକଙ୍କୁ…

ଶାଳଚୁଆ ଉଚ୍ଚ ବିଦ୍ୟାଳୟର ଛାତ୍ରୀ ମୃତ୍ୟୁ ଘଟଣା: ନ୍ୟାୟ ଦାବିରେ ଥାନାରେ ହୋହଲ୍ଲା

କପ୍ତିପଦା,୧୩ା୯(ଡ଼ି.ଏନ୍‌.ଏ)- କପ୍ତିପଦା ବ୍ଲକ୍‌ ଅଧୀନ ଶାଳଚୁଆ ନୂତନ ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରୀ ନିବାସରେ ରହୁଥିବା ଜଣେ ୧୦ମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବା ମୃତ ଛାତ୍ରୀଙ୍କ ପରିବାର ଲୋକେ ଅଭିଯୋଗ…

ସ୍ବାମୀ ଜୀବିତ ଥାଇ ୧୦ ମହିଳା ପାଉଛନ୍ତି ବିଧବା ଭତ୍ତା

ରାସଗୋବିନ୍ଦପୁର,୧୩-୯ (ଡି.ଏନ୍‌.ଏ): ବିଭିନ୍ନ ସମୟରେ ଅର୍ଥ ହେରଫେର ଓ ବିଭିନ୍ନ ଅନିୟମିତତା ନେଇ ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକ ଚର୍ଚ୍ଚାରେ ରହି ଆସିଥିବା ବେଳେ ଏବେ ଏଥିରେ ଆଉ ଏକ ଫର୍ଦ୍ଦ ଯୋଡି ହୋଇଯାଇଛି। ଏହି ବ୍ଲକର ସାରୁମଳା ପଞ୍ଚାୟତରେ ୧୦…

ସୁନେଇ ଓ କାଳ ବନ୍ଧରୁ ବନ୍ୟା ଜଳ ନିଷ୍କାସନ

କପ୍ତିପଦା,୧୩ା୯(ଡ଼ି.ଏନ୍‌.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ରେ ଥିବା ସୁନେଇ ଓ କାଳ ମଧ୍ୟମ ଜଳସେଚନ ପ୍ରକଳ୍ପରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ ଉତ୍ତର ଓଡ଼ିଶାରେ ଆଗକୁ ବର୍ଷା ହେବାର ସୂଚନା ମିଳିବା ପରେ ସୁନେଇ ଡ୍ୟାମ୍‌ର…

କେନାଲ ଜମିରୁ ଜବରଦଖଲ ହଟିଲା

କପ୍ତିପଦା,୧୩ା୯(ଡି.ଏନ.ଏ)- କପ୍ତିପଦା ବ୍ଲକ୍‌ ଅଧୀନ ସୁନେଇ ଜଳ ସେଚନ ବିଭାଗର କେନାଲ ଜମିରୁ ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଗୁରୁବାର ପ୍ରଶାସନ ଜବରଦଖଲ ହଟାଇଛି। ଏହି ଜମିକୁ କେତେକ ଲୋକ ଜବରଦଖଲ କରିଥିଲେ। ବାରମ୍ବାର ତାଗିଦ ସତ୍ତ୍ୱେ ମଧ୍ୟ ସେମାନେ ଜମି ଛାଡୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?