ହାତୀ ଉଜାଡିଲେ ଧାନ ଫସଲ
ଠାକୁରମୁଣ୍ଡା,୬ା୮(ଡି.ଏନ୍.ଏ.)-ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଚମ୍ପାଝର ବିଟ ଜରକ ପଞ୍ଚାୟତ ଘଣ୍ଟିଆଦର ଓ ଖୁଦଶୀଳା ଗ୍ରାମରେ କିଛିଦିନ ହେଲା ହାତୀ ଉପଦ୍ରବରେ ବ୍ୟାପକ ଫସଲ ନଷ୍ଟ ହୋଇଛି। ହାତୀ ପଲ ଗ୍ରାମ ନିକଟ ଜଙ୍ଗଲ ଛାଡ଼ି ଯାଉ ନ ଥିବାରୁ ଚାଷୀମାନେ ଚିନ୍ତାରେ…
ଉତ୍ତର ଓଡ଼ିଶା ଯୁବ ଓ ଛାତ୍ର ସଂଗଠନର ବିକ୍ଷୋଭ
ବାରିପଦା ଅଫିସ,୬।୮- ଉତ୍ତର ଓଡ଼ିଶା ଯୁବ ଓ ଛାତ୍ର ସଂଘ ପକ୍ଷରୁ ସୋମବାର ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ଦାବି ନେଇ ବିକ୍ଷୋଭ ଓ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଯାଇଛି। ସଂଘର ସଭାପତି ଡ.ତରୁଣ କୁମାର ମୁଦୁଲିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…
ଝରଣାସାହି ଚୋରି ଘଟଣାରେ ୪ ଗିରଫ
ଉଦଳା,୫ା୮(ଡି.ଏନ୍.ଏ.)-ଉଦଳା ଥାନା ଅଧୀନ ଝରଣାସାହି ଗ୍ରାମ ଚୋରି ଘଟଣାର ୩ ସପ୍ତାହ ପରେ ପୋଲିସ୍ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନଙ୍କଠାରୁ ଦୁଇଟି ମୋବାଇଲ୍ , କୁରାଢୀ, ଗୋଟିଏ ବାଇକ ଓ କେତେକ ଚୋରି ଜିନିଷ ଜବତ ହୋଇଛି…
ଖୁଣ୍ଟା ବ୍ଲକରେ ବର୍ଷାଭାବ : ଚାଷ କାମ ବିଳମ୍ବ, ଚିନ୍ତାରେ ଚାଷୀ
ଖୁଣ୍ଟା ,୫ା୮(ଡି.ଏନ୍.ଏ.): କେବଳ ବର୍ଷା ପାଣି ଉପରେ ନିର୍ଭର କରି ଖରିଫ ଋତୁରେ ଧାନ ଚାଷ କରି ଆସୁଥିବା ଖୁଣ୍ଟା ବ୍ଲକର ଚାଷୀ ଏବେ ଚିନ୍ତାରେ ପଡ଼ିଛନ୍ତି। ଶ୍ରାବଣ ମାସର ଗୋଟିଏ ସପ୍ତାହରୁ ଊର୍ଦ୍ଧ୍ୱ ସମୟ ଅତିକ୍ରାନ୍ତ ହୋଇଯାଇଥିଲେ ମଧ୍ୟ ବର୍ଷାର…
ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ଏକାଡେମିକ କାଉନସିଲ ବୈଠକ
ବାରିପଦା ଅଫିସ,୫ା୮: ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ଏକାଡେମିକ କାଉନସିଲ ବୈଠକ ଅନୁଷ୍ଠିତ ହୋଇଯାଇଛି। କୁଳପତି ପ୍ରଫେସର ଡ.ପ୍ରଦୀପ କୁମାର ଚାନ୍ଦ ଏଥିରେ ଅଧ୍ୟକ୍ଷତା କରିଥିଲେ। ବୈଠକରେ ମୁଖ୍ୟତଃ ପି.ଜି. ପାଇଁ ନୂତନ ପାଠ୍ୟକ୍ରମ ପ୍ରସ୍ତୁତି, ପି.ଜି. ବୋର୍ଡ…
ବସ୍ରୁ ଓହ୍ଲାଇବା ବେଳେ ଯାତ୍ରୀଙ୍କ ମୃତ୍ୟୁ
ରାଇରଙ୍ଗପୁର,୫ା୮(ଡି.ଏନ୍.ଏ.): ରାଇରଙ୍ଗପୁର ଟାଉନ ଥାନା ବଡ଼ବଜାର ନିକଟସ୍ଥ ବସଷ୍ଟାଣ୍ଡରେ ସକାଳ ୫ଟା ବେଳେ ରାଉରକେଲାରୁ ବାରିପଦା ଯାଉଥିବା ଏକ ଘରୋଇ ବସ୍ରୁ ଓହ୍ଲାଇଥିବା ଜଣେ ଯାତ୍ରୀ ଗୁରୁତର ହୋଇପଡ଼ିଥିଲେ। ତାଙ୍କୁ ଚିକିତ୍ସା ପାଇଁ ରାଇରଙ୍ଗପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର…
ବାରିପଦାରେ ମଦମୃତ୍ୟୁ : ରାସ୍ତାକଡ଼ରୁ ୨ ମୃତଦେହ ଉଦ୍ଧାର
ବାରିପଦା ଅଫିସ,୫ା୮- ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ଓ ସଦର ଥାନା ଅଞ୍ଚଳରେ ମଦ୍ୟପାନ ଯୋଗୁଁ ଗୋଟିଏ ଦିନରେ ୨ ଜଣଙ୍କର ମୃତ୍ୟୁ ଘଟଛି। ବାରିପଦା ସହର କେସି ସର୍କିଲ ନିକଟରୁ ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିବା ବେଳେ ବାରିପଦା…
ଭିନ୍ନକ୍ଷମ ଯୁବତୀଙ୍କୁୁ ବଳାତ୍କାର, ଅଭିଯୁକ୍ତ ଗିରଫ
କପ୍ତିପଦା,୪ା୮(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ଶରତ ଥାନା ଅଞ୍ଚଳର ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାକତ୍ାର କରିବା ଅଭିଯୋଗରେ ଶନିବାର ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତ ଜଣକ ହେଲେ ବାବୁଲି ବଦ୍ରା ା ପଚରାଉଚୁରା ପରେ ସେ ଦୋଷ ସ୍ବୀକାର କରିଥିବା ପୋଲିସ…
ନିର୍ମାଣ କାର୍ଯ୍ୟ ବନ୍ଦ ରଖିବାକୁ ନିର୍ଦ୍ଦେଶ
ବାରିପଦା ଅଫିସ,୪।୮- ବାରିପଦା ପୌର ପରିଷଦର କଚେରି ବଜାର ପରିସରରେ ଦୋକାନ ଘର ଲାଗି ଜାଗା ଓ ଲାଇସେନ୍ସ ପ୍ରଦାନରେ ଅନିୟମିତା ହେବା ଘଟଣା ପଦାକୁ ଆସିବା ପରେ କର୍ତ୍ତୃପକ୍ଷ ନିର୍ମାଣ କାର୍ଯ୍ୟ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଠିକାଦାର ଓ…
ବନ୍ଧୁ ପାଇଁ ଦିନଟିଏ
ବାରିପଦା ଅଫିସ, ୪।୮- ଅଗଷ୍ଟ ମାସର ପ୍ରଥମ ରବିବାରକୁ ‘ବନ୍ଧୁତ୍ୱ ଦିବସ’ ପାଳନ ଲାଗି ଯୁବପିଢି ମଧ୍ୟରେ ଉତ୍ସାହ ପ୍ରକାଶ ପାଇଛି। ଏହି ଦିନ ବନ୍ଧୁଙ୍କୁ ମନ ପସନ୍ଦର ସାମଗ୍ରୀ ଉପହାର ଦେବା ଲାଗି ଅନେକେ ମଧ୍ୟ କିଣାକିଣି କରି ସାରିଛନ୍ତି।…
ରାଷ୍ଟ୍ରପତି ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର
ବେତନଟୀ,୩ା୮(ଡି.ଏନ୍.ଏ.)- ସଂସଦ ଅଧିବେଶନରେ ଉଭୟ ଲୋକସଭା ଓ ରାଜ୍ୟସଭାରେ ପାରିତ ହୋଇଥିବା ୨୦୧୯ ସୂଚନା ଅଧିକାର ଆଇନ୍ ସଂଶୋଧନ ଚିଠା ବିଲ୍କୁ ରାଷ୍ଟ୍ରପତି ଅନୁମୋଦନ ନ କରିବାକୁ ଅନୁରୋଧ କରାଯାଇଛି। ବେତନଟୀ ସିଭିଲ୍ ସୋସାଇଟି ପକ୍ଷରୁ ଏହି ମର୍ମରେ ଏକ ସ୍ମାରକପତ୍ର…
ଉତ୍ତର ଓଡ଼ିିଶା ବିଶ୍ୱବିଦ୍ୟାଳୟରେ ନୂତନ ପରୀକ୍ଷା ନିୟନ୍ତ୍ରକ
ବାରିପଦା ଅଫିସ,୩।୮- ମୟୂରଭଞ୍ଜ ଜିଲା ବାରିପଦା ସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ନୂତନ ପରୀକ୍ଷା ନିୟନ୍ତ୍ରକ ଭାବେ ଡ.ଲକ୍ଷ୍ମୀଧର ଗିରି କାର୍ଯ୍ୟରେ ଯୋଗ ଦେଇଛନ୍ତି। ଡ. ଗିରି ଏହା ପୂର୍ବରୁ କେନ୍ଦୁଝରସ୍ଥିତ ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷଭାବେ କାର୍ଯ୍ୟ କରୁଥିଲେ। ମହାରାଜପୁରସ୍ଥିତ…
Archives


