ମୟୂରଭଞ୍ଜ

ବାରିପଦାର ସୁବ୍ରତଙ୍କୁ ଜାତୀୟ ଯୁବ ପ୍ରତିଭା ସମ୍ମାନ

ବାରିପଦା ଅଫିସ,୧୩ା୮- ମୟୁରଭଞ୍ଜ ଜିଲା ବାରିପଦାସ୍ଥିତ ତକତପୁର ଅଞ୍ଚଳର ସୁବ୍ରତ କୁମାର ଦାସ ୨୦୧୬-୧୭ ବର୍ଷର ଜାତୀୟ ‘ଯୁବ ପ୍ରତିଭା ସମ୍ମାନ’ ଲାଭ କରିଛନ୍ତି। ସୋମବାର ଆନ୍ତର୍ଜାତିକ ଯୁବ ଦିବସ ପାଳନ ଅବସରରେ ନୂଆଦିଲ୍ଲୀଠାରେ ଆୟୋଜିତ ଯୁବ ପ୍ରତିଭା ସମ୍ବର୍ଦ୍ଧନା ସଭାରେ…

ରାଜସ୍ବ ମନ୍ତ୍ରୀଙ୍କୁ ପୌରାଞ୍ଚଳ ପଟ୍ଟା ବିହୀନ ବାସିନ୍ଦା ସଂଘର ଦାବିପତ୍ର

ବାରିପଦା ଅଫିସ,୧୩ା୮- ମୟୂରଭଞ୍ଜ ଜିଲା ବାରିପଦା ପୌରାଞ୍ଚଳ ପଟ୍ଟା ବିହୀନ ବାସିନ୍ଦା ସଂଘ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କୁ ସେମାନଙ୍କ ବିଭିନ୍ନ ଅସୁବିଧା ସମ୍ପର୍କରେ ଦାବିପତ୍ର ପ୍ରଦାନ କରିଛି। ସଂଘର ଏକ ୩ ଜଣିଆ ପ୍ରତିନିଧି…

ଦ୍ୱାରଶୁଣି ଘାଟିରୁ ଖସିଲା ଟ୍ରକଜଣେ ମୃତ,୧ ଗୁରୁତର

ବାଙ୍ଗିରିପୋଷି,୧୩ା୮(ଡି.ଏନ୍‌.ଏ.)- ବାଙ୍ଗିରିପୋଷି ଦ୍ୱାରଶୁଣି ଘାଟିରେ ରବିବାର ବିଳମ୍ବିତ ରାତିରେ କଲିକତା ଅଭିମୁଖେ ଯାଉଥିବା ଏକ ଟ୍ରକ ୫୦ ଫୁଟ ତଳକୁ ଖସି ପଡିଛି। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ଜଣକ…

କୋଚିଳାଖାଇ ଚଢେଇ ଉଦ୍ଧାର, ୩ ଗିରଫ

ଠାକୁରମୁଣ୍ଡା,୧୨ା୮(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡର ଠାକୁରମୁଣ୍ଡା ବନାଞ୍ଚଳ ଅନ୍ତର୍ଗତ ଘଣ୍ଟିଆଦର ଗ୍ରାମରୁ ରବିବାର ରାତିରେ ଏକ କୋଚିଲାଖାଇ ଚଢେଇ ଉଦ୍ଧାର ହୋଇଛି। ଏହି ଘଟଣାରେ ସଂପୃକ୍ତ ୩ ଅଭିଯୁକ୍ତଙ୍କୁ ବନବିଭାଗ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ମହୁଲଡ଼ିହା…

ନୋଡାଲ ହାଇସ୍କୁଲରେ ଅବ୍ୟବସ୍ଥା

ବଡ଼ସାହି,୧୨ା୮(ସ୍ବ.ପ୍ର)-ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ମାଣତ୍ରୀସ୍ଥିତ ବୈଦନାଥ ନୋଡ଼ାଲ ହାଇସ୍କୁଲରେ ଶିକ୍ଷକ ଓ କର୍ମଚାରୀ ପଦବୀ ଖାଲି ଥିବାରୁ ଶିକ୍ଷାଦାନରେ ବାଧା ସୃଷ୍ଟି ହେଉଛି। ଏହି ସମସ୍ୟା ସମାଧାନ ପାଇଁ ପରିଚାଳନା କମିଟିର ଏକ ପ୍ରତିନିଧି ଦଳ ସପ୍ତାହକ ପୂର୍ବେ…

ଶିଶୁ ଶିଳ୍ପୀଙ୍କ କାନଭାସ୍‌ରେ ପରିବେଶ ସୁରକ୍ଷା ବାର୍ତ୍ତା

ବାରିପଦା ଅଫିସ,୧୨ା୮- ପରିବେଶ ସୁରକ୍ଷା ପାଇଁ ସଂକଳ୍ପବଦ୍ଧ ସଂଗଠନ ତଥା ପ୍ରକୃତିମିତ୍ର ପୁରସ୍କାରରେ ପୁରସ୍କୃତ ସବୁଜ ମୟୂରଭଞ୍ଜ ଓ ଲଳିତ କଳା ଏକାଡେମୀ ଏବଂ ସୁର ଭାରତୀ ସଂଗୀତ ପରିଷଦ ପକ୍ଷରୁ ଚିତ୍ରକଳା ଅନୁଷ୍ଠାନ ସ୍କୁଲ ଅଫ ଆର୍ଟ ଆଣ୍ଡ କ୍ରାଫ୍ଟ…

ବସ୍‌ ଧକ୍କାରେ ସାଇକେଲ ଚାଳକଙ୍କ ମୃତ୍ୟୁ

ବେତନଟୀ,୧୨ା୮(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା ବେତନଟୀ ଥାନା କୃଷ୍ଣଚନ୍ଦ୍ରପୁର ଫାଣ୍ଡି ଅଧୀନ ୧୮ ନଂ. ଜାତୀୟ ରାଜପଥର ରାଗଧା ଛକ ନିକଟରେ ରବିବାର ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ସାଇକେଲ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ସୁରେଇଡ଼ିହ ଗ୍ରାମର ବନମାଳି…

ଶିମିଳିପାଳରୁ ୨ ଶିକାରୀ ଗିରଫ

ଠାକୁରମୁଣ୍ଡା,୧୨ା୮(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଚମ୍ପାଝର ଫରେଷ୍ଟ ବିଟ ଅଞ୍ଚଳରେ ଶନିବାର ରାତିରେ ବନବିଭାଗ ଓ ପୋଲିସ ମିଳିତ ଚଢ଼ାଉ କରି ଶିକାର ଉଦ୍ଦେଶ୍ୟରେ ଶିମିଳିପାଳ ଜଙ୍ଗଲ ଭିତରକୁ ଯାଉଥିବା ୨ ଶିକାରୀଙ୍କୁ ଗିରଫ କରିଛନ୍ତି। ସେମାନଙ୍କଠାରୁ ଗୋଟିଏ…

ଭିତ୍ତିଭୂମି ନାହିଁ, ନଁ। କୁ ଆଦର୍ଶ ବିଦ୍ୟାଳୟ

ବହଳଦା,୧୧ା୮(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲାର ସୀମାନ୍ତବର୍ତ୍ତୀ ଆଦିବାସୀ ଅଧ୍ୟୁଷିତ ତିରିଂ ବ୍ଲକ ଶିକ୍ଷା କ୍ଷେତ୍ରରେ ଅନଗ୍ରସର ହୋଇ ରହିଛି। ଏହି ଅଞ୍ଚଳରେ ଶିକ୍ଷାର ପ୍ରସାର ଲାଗି ୪ ବର୍ଷ ତଳେ ବଡଡାଳିମା (ମାକଡିଘାଟି)ଠାରେ ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲେ ମଧ୍ୟ ଆରମ୍ଭରୁ ଏହା…

ନାବାଳିକା କଲେଜ ଛାତ୍ରୀଙ୍କୁ ଜଙ୍ଗଲରେ ବଳାତ୍କାର: ନଗ୍ନ ଫଟୋ ସୋସିଆଲ ମିଡିଆରେ ଭାଇରାଲ

ବାରିପଦା ଅଫିସ/ରାଇରଙ୍ଗପୁର,୧୧।୮ (ଡି.ଏନ.ଏ.)- ମୟୂରଭଞ୍ଜ ଜିଲାରେ ପୁଣି ଲଜ୍ଜା। ଗୋରୁମହିଷାଣୀ ଥାନା ଅଞ୍ଚଳର ଜଣେ ନାବାଳିକା କଲେଜ ଛାତ୍ରୀଙ୍କୁ ଜଙ୍ଗଲରେ ବଳାତ୍କାର କରି ତାଙ୍କ ନଗ୍ନ ଫଟୋକୁ ଅଭିଯୁକ୍ତ ଯୁବକ ଭାଇରାଲ କରିଛନ୍ତି। ବଳାତ୍କାରର ପ୍ରାୟ ୪ମାସ ପରେ ଘଟଣା ପଦାକୁ…

ଅଜଣା ରୋଗରେ ଶତାଧିକ ଗୋରୁ ଆକ୍ରାନ୍ତ

କୁଆମରା,୧୦ା୮(ଡି.ଏନ୍‌.ଏ.)- ଗୋପବନ୍ଧୁ ନଗର ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତରେ ଶତାଧିକ ଗୋରୁ ଅଜଣା ରୋଗରେ ଆକ୍ରାନ୍ତ ହୋଇଛନ୍ତି। ଏହି ରୋଗ କ୍ରମେ ବିଭିନ୍ନ ଗ୍ରାମକୁ ବ୍ୟାପିବାର ଲାଗିଛି। ଏହି ରୋଗରେ ଗୋରୁଗୁଡିକ ପ୍ରଥମେ ଘୁମାଉଛନ୍ତି ଓ ପରେ ଦୁର୍ବଳ ହୋଇ ପଡୁଛନ୍ତି।…

ମେଡିକାଲ କର୍ମଚାରୀ ପଦବୀ ପୂରଣ ହେଉନି

ବାରିପଦା ଅଫିସ,୧୦।୮- ଓଡ଼ିିଶା ମେଡିକାଲ କର୍ମଚାରୀ ସଂଘ ମୟୂରଭଞ୍ଜ ଜିଲା ଶାଖାର ଏକ ସାଧାରଣ ବୈଠକ ସଂଘର ଉପସଭାପତି ଶ୍ୟାମସୁନ୍ଦର ଦେଓଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ସ୍ଥାନୀୟ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଓ ହସ୍ପିଟାଲରେ ଡାକ୍ତର, ଫାର୍ମସିଷ୍ଟ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri