ମୟୂରଭଞ୍ଜ

ରାଷ୍ଟ୍ରପତି ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର

ବେତନଟୀ,୩ା୮(ଡି.ଏନ୍‌.ଏ.)- ସଂସଦ ଅଧିବେଶନରେ ଉଭୟ ଲୋକସଭା ଓ ରାଜ୍ୟସଭାରେ ପାରିତ ହୋଇଥିବା ୨୦୧୯ ସୂଚନା ଅଧିକାର ଆଇନ୍‌ ସଂଶୋଧନ ଚିଠା ବିଲ୍‌କୁ ରାଷ୍ଟ୍ରପତି ଅନୁମୋଦନ ନ କରିବାକୁ ଅନୁରୋଧ କରାଯାଇଛି। ବେତନଟୀ ସିଭିଲ୍‌ ସୋସାଇଟି ପକ୍ଷରୁ ଏହି ମର୍ମରେ ଏକ ସ୍ମାରକପତ୍ର…

ଉତ୍ତର ଓଡ଼ିିଶା ବିଶ୍ୱବିଦ୍ୟାଳୟରେ ନୂତନ ପରୀକ୍ଷା ନିୟନ୍ତ୍ରକ

ବାରିପଦା ଅଫିସ,୩।୮- ମୟୂରଭଞ୍ଜ ଜିଲା ବାରିପଦା ସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ନୂତନ ପରୀକ୍ଷା ନିୟନ୍ତ୍ରକ ଭାବେ ଡ.ଲକ୍ଷ୍ମୀଧର ଗିରି କାର୍ଯ୍ୟରେ ଯୋଗ ଦେଇଛନ୍ତି। ଡ. ଗିରି ଏହା ପୂର୍ବରୁ କେନ୍ଦୁଝରସ୍ଥିତ ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷଭାବେ କାର୍ଯ୍ୟ କରୁଥିଲେ। ମହାରାଜପୁରସ୍ଥିତ…

ଉଚ୍ଛେଦ ନୋଟିସ୍‌ ବିରୋଧରେ ପ୍ରତିବାଦ ସଭା

ବାରିପଦା ଅଫିସ,୨।୮- ବାରିପଦା ସହର ୱାର୍ଡ ନଂ.୨୭ର ଦେବେନ୍ଦ୍ରପୁର ବସ୍ତି ଅଞ୍ଚଳରେ ବସବାସ କରୁଥିବା ଭୂମହୀନମାନଙ୍କୁ ଉଚ୍ଛେଦ କରିବା ପାଇଁ ବାରିପଦା ଉପଜିଲାପାଳ ନୋଟିସ କରିଛନ୍ତି। ଏହି ନୋଟିସକୁ ବାରିପଦା ପୌରାଞ୍ଚଳ ପଟ୍ଟାବିହୀନ ବାସିନ୍ଦା ସଂଘ ପକ୍ଷରୁ ବିରୋଧ କରାଯାଇଛି। ୱାର୍ଡ…

ବିଶୋଇ ଭାଜପା ପକ୍ଷରୁ ବିକ୍ଷୋଭ

ବିଶୋଇ,୨ା୮(ଡି.ଏନ୍‌.ଏ.)- ବିଶୋଇ ବ୍ଲକର ବିଭିନ୍ନ ସମସ୍ୟା ନେଇ ଶୁକ୍ରବାର ଭାଜପା ପକ୍ଷରୁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ବିଭିନ୍ନ ଅଭିଯୋଗ ସମ୍ମିଳିତ ଏକ ସ୍ମାରକପତ୍ର ବିଡ଼ିଓ ବିବୁଧ ଗଡ଼ନାୟକଙ୍କୁ ପ୍ରଦାନ କରାଯାଇଛି। ଭାଜପାର ଅଭିଯୋଗ ଅନୁଯାୟୀ, ବିଭିନ୍ନ…

ପଥରରେ ଛେଚି ବୃଦ୍ଧଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ

କପ୍ତିପଦା,୧ା୮(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ କୁଳିଅଳମ ପଞ୍ଚାୟତ ନଛିପୁର ଗ୍ରାମରେ ଜଣେ ଯୁବକ ସେହି ଗ୍ରାମର ଜଣେ ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ଜଣକ ହେଲେ ସୁରସେନ ଦାସ ା ଏସଂକ୍ରାନ୍ତରେ ପୋଲିସ…

ପିକ୍‌ଅପ୍‌ ଭ୍ୟାନ ସହିତ ଚୋରାକାଠ ଜବତ: ୩ଗିରଫ

କପ୍ତିପଦା,୧।୮(ଡି.ଏନ୍‌.ଏ):କପ୍ତିପଦା ରେଞ୍ଜ ଅଧିନ ନିକଟରେ ଚୋରାକାଠ ଚାଲାଣ ହେଉଥିବା ଖବର ପାଇବା ପରେ କପ୍ତିପଦା ବନବିଭାଗ ପକ୍ଷରୁ ବୁଧବାର ରାତିରେ ଏକ ପିକ୍‌ଅପ୍‌ ଭ୍ୟାନ ଉପରେ ଚଢ଼ାଉ କରାଯାଇଥିଲା। ଭ୍ୟାନକୁ ଜବତ କରାଯିବା ସହ ଚୋରାକାଠକୁ ଜବତ କରାଯାଇଛି। ଏହି କାଠର…

ନକଲି ଆଇଆରଏସ ଅଧିକାରୀଙ୍କୁ ୬ ବର୍ଷ ଜେଲ ଦଣ୍ଡ

ବାରିପଦା ଅଫିସ,୧ା୮- ମୟୂରଭଞ୍ଜ ଜିଲା ବାରିପଦା ସ୍ଥିତ ଏସଡିଜେଏମ କୋର୍ଟର ବିଚାରପତି ସୁମିତା ଆଚାର୍ଯ୍ୟ ବୁଧବାର ଏକ ଠକେଇ ମାମଲାର ବିଚାର କରି ଜଣେ ନକଲି ଆଇଆରଏସ ଅଧିକାରୀଙ୍କୁ ୬ ବର୍ଷ ଜେଲ ଦଣ୍ଡ ସହ ୧୦ ହଜାର ଜୋରିମାନା ଆଦେଶ…

ଅଭିଭାବକଙ୍କୁ ମରଣାନ୍ତକ ଆକ୍ରମଣ: ଶିକ୍ଷୟିତ୍ରୀଙ୍କ ବଦଳି ଦାବିରେ ବିଦ୍ୟାଳୟ ଆଗରେ ଧାରଣା

କପ୍ତିପଦା,୧ା୮(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ନୂଆସାହି ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀ ଓ ତାଙ୍କ ଦିଅର ଜଣେ ଛାତ୍ରଙ୍କ ଅଭିଭାବକଙ୍କୁ ଦୁର୍ବ୍ୟବହାର ଓ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ବୁଧବାର ବିଦ୍ୟାଳୟ ସମ୍ମୁଖରେ ଧାରଣା…

ବାରିପଦା ପୌର ପରିଷଦରେ ଅନିୟମିତତା: ସମ୍ପର୍କୀୟଙ୍କୁ ମିଳିଛି ଦୋକାନ ଘର

ବାରିପଦା ଅଫିସ,୧।୮-ଉତ୍ତର ଓଡ଼ିଶାର ସାଂସ୍କୃତିକ ପ୍ରାଣକେନ୍ଦ୍ର ଭାବେ ବାରିପଦା ସହର ପରିଚିତ। ଏକଦା ଭଞ୍ଜଦେଓ ବଂଶର ରାଜଧାନୀ ଥିବା ଏହି ସହର ଏବେ ପୌର ପରିଷଦ ଦ୍ୱାରା ପରିଚାଳିତ ହେଉଛି। ତେବେ ଟେଣ୍ଡର ଫିକ୍ସିଂ, ହରିଶ୍ଚନ୍ଦ୍ର ଯୋଜନା ଅର୍ଥ ଟଙ୍କା ପ୍ରଦାନରେ…

ସାହିତ୍ୟ ଆସରରେ ୪ ସାରସ୍ବତ ସାଧକ ସମ୍ବର୍ଦ୍ଧିତ

ବାରିପଦା ଅଫିସ,୩୧।୭: ବାରିପଦା ପୌର ପରିଷଦ ସମ୍ମିଳନୀ କକ୍ଷରେ ସାରଳା ସାହିତ୍ୟ ସଂସଦ ପକ୍ଷରୁ ଏକ ଆସର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଡ. ପ୍ରଦୀପ ଚାନ୍ଦ ଉଦଘାଟନ କରିଥିଲେ। ସଂସଦର ସଭାପତି ଇଂ.ପ୍ରଭାକର…

ବିଇଓ ଅଫିସ୍‌ ମୁଖ୍ୟ ଫାଟକରେ ତାଲା : ପ୍ରଶାସନ ଚୁପ୍‌

ଉଦଳା,୩୧ା୭(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଉଦଳା ସ୍ଥିତ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ (ବିଇଓ ଅଫିସ) ମୁଖ୍ୟ ଫାଟକରେ ୨ଦିନ ହେବ ତାଲା ପକାଇ ଆନ୍ଦୋଳନକାରୀମାନେ ଧାରଣାରେ ବସିଛନ୍ତି । ଏନେଇ ପ୍ରଶାସନ କୌଣସି ପଦକ୍ଷେପ ଗ୍ରହଣ ନ କରି ହାତବାନ୍ଧି ବସିଛି ।…

ଘାଟିରେ ୧୦୦ ଫୁଟ ତଳକୁ ଖସିଲା ଟ୍ରକ

ବାଙ୍ଗିରିପୋଷି,୩୧ା୭(ଡି.ଏନ୍‌.ଏ.)- ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଦ୍ୱାରଶୁଣି ଘାଟିରୁ କଲିକତା ଅଭିମୁଖେ ଯାଉଥିବା ଏକ ଆଇରନ ଗୁଣ୍ଡ ବୋଝେଇ ଟ୍ରକ ମଙ୍ଗଳବାର ୧୦୦ ଫୁଟ ତଳକୁ ଖସି ପଡ଼ିଛି। ଏହି ଦୁର୍ଘଟଣାରେ ଡ୍ରାଇଭର ମହମ୍ମଦ ଅଫତାବ ଆହତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri