ବିରଳ ପ୍ରଜାତିର ସାପ ‘ବାମ୍ବପିଟ୍ ଭାଇପର’ ଉଦ୍ଧାର: କାମୁଡିଲେ ଶରୀରରେ ହୁଏ ଫୋଟକା
ଉଦଳା,୩୦ା୭(ଡି.ଏନ୍.ଏ.) – ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ଅଧୀନ ରାଢୋ ଗ୍ରାମରୁ ସ୍ନେକ ଲାଇଫ୍ ଲାଇନର ସଦସ୍ୟ ମଙ୍ଗଳବାର ଏକ ବିରଳ ପ୍ରଜାତିର ବିଷାକ୍ତ ସାପ ଉଦ୍ଧାର କରିଛନ୍ତି। ଉଦ୍ଧାର ସାପଟିର ନାମ ବାମ୍ବପିଟ୍ ଭାଇପର ବା ଫଟକା ବଡା ସାପ।…
ପୂର୍ବତନ ଜିଲା ଶ୍ରମ ଅଧିକାରୀଙ୍କୁ ୩ ବର୍ଷ ଜେଲ୍ଦଣ୍ଡ
ବାରିପଦା ଅଫିସ,୩୦ା୭- ମୟୂରଭଞ୍ଜ ଜିଲା ବାରିପଦା ସ୍ଥିତ ସ୍ପେଶାଲ ଜଜ (ଭିଜିଲାନ୍ସ) ବେଣୁଧର ପାତ୍ର ମଙ୍ଗଳବାର ଏକ ଲାଞ୍ଚ ମାମଲାର ବିଚାର କରି ଦୋଷୀଙ୍କୁ ୩ ବର୍ଷ ଜେଲ୍ଦଣ୍ଡ ଓ ୫ ହଜାର ଟଙ୍କା ଜରିମାନା ଆଦାୟ ପାଇଁ ଆଦେଶ ଦେଇଛନ୍ତି।…
ମେଡିକାଲ କଲେଜ ସମସ୍ୟା ନେଇ ଦାବିପତ୍ର
ବାରିପଦା ଅଫିସ,୨୯।୭- ମୟୂରଭଞ୍ଜ ଜିଲାରେ ସ୍ବାସ୍ଥ୍ୟସେବାକୁ ଉନ୍ନତ କରିବା ପାଇଁ ମେଡିକାଲ କଲେଜ ପ୍ରତିଷ୍ଠା କରାଯାଇଥିଲା। ମାତ୍ର ଏହି ମେଡିକାଲ କଲେଜ ଓ ହସ୍ପିଟାଲ ଏବେ ବିଭିନ୍ନ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ଏଭଳିି ଅଭିଯୋଗ କରିଛି ମୟୂରଭଞ୍ଜ ମୁକ୍ତି ମୋର୍ଚ୍ଚ।…
ପଦଯାତ୍ରାରେ ରାଜଧାନୀ ବାହାରିଲେ ସେବାୟତ: ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଦାବି ଜଣାଇବେ
ବାରିପଦା ଅଫିସ,୨୯।୭- ବାରିପଦାକୁ ଦ୍ୱିତୀୟ ଶ୍ରୀକ୍ଷେତ୍ରର ମାନ୍ୟତା ସହିତ ପୂର୍ଣ୍ଣ କ୍ଷମତାପ୍ରାପ୍ତ ସ୍ଥାୟୀ ଦେବୋତ୍ତର ନିର୍ବାହୀ ନିଯୁକ୍ତି, ଦେବୋତ୍ତର ସମ୍ପତ୍ତିର ପୁନରୁଦ୍ଧାର ସହ ସୁରକ୍ଷା, ସେବାୟତମାନେ ପାଇ ଆସୁଥିବା ସର୍ବନିମ୍ନ ମାସିକ ଭତ୍ତା ବୃଦ୍ଧି ଆଦି ବିଭିନ୍ନ ଦାବି ନେଇ ସୋମବାର…
ବିନା ଦୋଷରେ ଜେଲ କାଟିଲେ ବାପପୁଅ
ବାରିପଦା ଅଫିସ/ ରାଇରଙ୍ଗପୁର, ୨୯।୭(ଡି.ଏନ୍.ଏ.) ମୟୂରଭଞ୍ଜ ଜିଲା ବାଦାମପାହାଡ ଥାନା ପୋଲିସ ୩ ମାସ ତଳେ ମୃତ ଘୋଷଣା କରିଥିବା ରାଇମଣି ନାଏକ ନାମ୍ନୀ ଜଣେ ମହିଳାଙ୍କୁ ଜୀବନ୍ତ ଅବସ୍ଥାରେ ଶନିବାର କୋର୍ଟରେ ହାଜର କରିଛି। ତାଙ୍କ ବୟାନ ରେକର୍ଡ ପରେ…
ଉତ୍ତର ଓଡ଼ିଶା ଯୁବ ଓ ଛାତ୍ର ସଂଘର ସମ୍ମିଳନୀ
ବାରିପଦା ଅଫିସ,୨୯।୭- ଉତ୍ତର ଓଡ଼ିିଶା ଯୁବ ଓ ଛାତ୍ର ସଂଘର କର୍ମକର୍ତ୍ତାଙ୍କ ଏକ ସମ୍ମିଳନୀ ବାରିପଦା ଅବସରପ୍ରାପ୍ତ କର୍ମଚାରୀ ଭବନରେ ଅନୁଷ୍ଠିତ ହୋଇଯାଇଛି। ସଂଘର ସଭାପତି ଡ.ତରୁଣ କୁମାର ମୁଦୁଲିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ସଂଘର ଉପଦେଷ୍ଟା ରବିନ୍ଦ୍ର ନାଥ ଦାଶ…
ମୃତ ମହିଳା ଜୀବିତ ଘଟଣା: ଜେଲରୁ ମୁକୁଳିଲେ ନିର୍ଦ୍ଦୋଷ ସ୍ବାମୀ, ଶ୍ୱଶୁର
ବାରିପଦା ଅଫିସ,୨୯।୭- ମୟୂରଭଞ୍ଜ ଜିଲା ବାଦାମପାହାଡ ଥାନା ପୋଲିସ ୩ ମାସ ତଳେ ମୃତ ଘୋଷଣା କରିଥିବା ରାଇମଣି ନାଏକ ନାମ୍ନୀ ଜଣେ ମହିଳାଙ୍କୁ ଜୀବନ୍ତ ଅବସ୍ଥାରେ ଶନିବାର କୋର୍ଟରେ ହାଜର କରିଛି। ତାଙ୍କ ବୟାନ ରେକର୍ଡ ପରେ କୋର୍ଟ ନିର୍ଦ୍ଦେଶ…
ରୋଗୀଙ୍କୁ ମିଳୁନି ଚିକତ୍ସା ସେବା
କପ୍ତିପଦା,୨୯ା୭(ଡି଼.ଏନ୍.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଞ୍ଚଳରେ ସ୍ବାସ୍ଥ୍ୟସେବା ବିପଯର୍ୟସ୍ତ ହୋଇପଡିଛି। ଡାକ୍ତରଙ୍କ ଅଭାବ ସାଙ୍ଗକୁ ପରିଚାଳନାଗତ ଅବ୍ୟବସ୍ଥା କପ୍ତିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ସବୁବେଳେ ଚର୍ଚ୍ଚାରେ ରଖି ଆସିଛି। ଏହି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ପୋଡ଼ାଡ଼ିହା, ନଛିପୁର, ଶାଳଚୁଆ, କଟୁରିଆ, ଶରତ…
ଜବରଦଖଲ ଉଚ୍ଛେଦ ନୋଟିସକୁ ପୌରାଞ୍ଚଳ ପଟ୍ଟାବିହୀନ ବାସିନ୍ଦା ସଂଘର ବିରୋଧ
ବାରିପଦା ଅଫିସ,୨୯।୭- ବାରିପଦା ସହର ଦେବେନ୍ଦ୍ରପୁରରେ ବସବାସ କରୁଥିବା ପଟ୍ଟା ବିହୀନ ବାସିନ୍ଦାଙ୍କୁ ଜବରଦଖଲ ସ୍ଥାନରୁ ଉଚ୍ଛେଦ କରିବା ପାଇଁ ଜିଲା ପ୍ରଶାସନ ନୋଟିସ ଜାରି କରିଛି। ଏହାକୁ ପୌରାଞ୍ଚଳ ପଟ୍ଟାବିହୀନ ସଂଘର ସଭାପତି ନନ୍ଦ କୁମାର ମହାପାତ୍ର ଓ ସମ୍ପାଦକ…
ସ୍ବାବଲମ୍ବୀ ହେଲେ ଦୁଇ ‘ସ୍ବୟଂସିଦ୍ଧା’
ବାରିପଦା ଅଫିସ,୨୮।୭- ଆଦିବାସୀ ଅଧ୍ୟୁଷିିତ ମୟୂରଭଞ୍ଜ ଜିଲା ସବୁବେଳେ ବାଲ୍ୟବିବାହକୁ ନେଇ ଚର୍ଚ୍ଚାରେ ରହିଆସିଛି। ବାଲ୍ୟବିବାହର ଶିକାର ହେଉଥିବା ନାବାଳିକାଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟ ନେଇ ଜିଲା ଶିଶୁ ସୁରକ୍ଷା ୟୁନିଟ୍ ପକ୍ଷରୁ ଏକ ସ୍ବତନ୍ତ୍ର ଟିମ୍ ‘ସ୍ବୟଂସିଦ୍ଧା’ ଗଠନ କରାଯାଇଥିଲା।…
କାମରେ ଲାଗୁନି ଚେକ୍ଡ୍ୟାମ୍ : ଲୋକଙ୍କ ଅଭିଯୋଗ ଶୁଣୁନି ବିଭାଗ
କପ୍ତିପଦା,୨୮ା୭(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ଜେ.ଏସ୍. ଜାମୁଡିହା ପଞ୍ଚାୟତର କେତେକ ଗ୍ରାମ ଶିମିଳିପାଳ ଅଭୟାରଣ୍ୟ ପାଦଦେଶରେ ଅବସ୍ଥିତ। ଏଠାରେ ବସବାସ କରୁଥିବା ଆଦିବାସୀଙ୍କର ଶହ ଶହ ଏକର ପାହାଡ଼ିଆ ଉଚ୍ଚ ଜମି ରହିଛି । ଏହି ଅଞ୍ଚଳରେ ବର୍ଷାଜଳକୁ…
ଦ୍ୱାରଶୁଣି ଘାଟିରେ ବୋଲେରୋକୁ ପିଟିଲା ଟ୍ରକ୍: ୨ ବୋଲବମ୍ ଭକ୍ତ ମୃତ, ୭ ଆହତ
ବାରିପଦା ଅଫିସ/ ବାଙ୍ଗିରିପୋଷି୨୭।୭:(ଡି.ଏନ.ଏ.) ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷିସ୍ଥିତ ଦ୍ୱାରଶୁଣି ଘାଟିରେ ଅଧିକାଂଶ ସମୟରେ ଦୁର୍ଘଟଣା ଘଟୁଥିବା ବେଳେ ଶୁକ୍ରବାର ରାତିରେ ପୁଣି ଏକ ଦୁର୍ଘଟଣା ଘଟିଛି। ଏକ ବୋଲେରୋକୁ ଟ୍ରକ୍ ଧକ୍କା ଦେବା ଫଳରେ ୨ ବୋଲବମ୍ ଭକ୍ତଙ୍କ ମୃତ୍ୟୁ ଘଟିଛି।…
Archives


