ମୟୂରଭଞ୍ଜ

୩୦ବର୍ଷ ପରେ ଘରକୁ ଫେରିଲେ ମହିଳା

ବାରିପଦା ଅଫିସ,୪ା୯ – ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ପାରିଆକୁଲି ଗ୍ରାମର ଜନୈକା ମହିଳା ନିଖୋଜ ହେବାର ଦୀର୍ଘ ୩୦ବର୍ଷ ପରେ ଘରକୁ ଫେରିଛନ୍ତି ା ମହିଳା ଜଣକ ହେଲେ ଗଣେଶ୍ୱର ବେହେରାଙ୍କ ପନତ୍ୀ ସୁମିତ୍ରା (୬୫) ା ମାନସିକ…

ଥମୁନି ହାତୀ ଆତଙ୍କ , ପୁଣି ଜଣଙ୍କ ଜୀବନ ଗଲା

ରାସଗୋବିନ୍ଦପୁର,୪।୯ (ଡି.ଏନ.ଏ))- ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରୁ ଆସିଥିବା ହାତୀପଲଙ୍କ ଉପଦ୍ରବ ଥମିିବାର ନାଁ ଧରୁନି। ୧୩ଟି ହାତୀ ମାସେରୁ ଅଧିକ ସମୟ ହେଲା ରାସଗୋବିନ୍ଦପୁର ବ୍ଲକର ସାରୁମଳା, ଅମରଦା, ଝାଟିଅଡା, ନାକିଚୁଆ ପଞ୍ଚାୟତର ବିଭିନ୍ନ ଗ୍ରାମରେ ବ୍ୟାପକ ଉପଦ୍ରବ କରିବା…

ରାସ୍ତାରେ ଧାନଗଛ ରୋଇଲେ ଉତ୍ତ୍ୟକ୍ତ ମହିଳା

ବଡ଼ସାହି,୪ା୯(ସ୍ବ.ପ୍ର)- ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ଗମନାଗମନ ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ ହେଉଛି ା ମାତ୍ର ପ୍ରଶାସନିକ ଅଧିକାରୀ ଓ ରାଜନେତାଙ୍କ ଆନ୍ତରିକତା ଅଭାବରୁ ସାଧାରଣ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ା ଦୀର୍ଘ…

୬ବର୍ଷର ପୁଅକୁ କଚାଡି ମାରିଲେ ବାପା

କପ୍ତିିପଦା,୩।୯(ଡି.ଏନ.ଏ.):ମୟୁରଭଞ୍ଜ ଜିଲା ଶରତ ଥାନା ଲାବଣ୍ୟଦେଇପୁର ଗ୍ରାମରେ ଘଟିଛି ଏକ ଅଭାବନୀୟ ଘଟଣା। ମାନସିକ ବିକୃତ ବାପା ନିଜର ୬ ବର୍ଷର ପୁଅକୁ କଚାଡି ମାରିଦେଇଛନ୍ତି। ଅଭିଯୁକ୍ତ ଜଣଙ୍କ ହେଲେ ମଧୁ ସିଂ ହେମ୍ବ୍ରମ। ଗ୍ରାମର ଜଣେ ବ୍ୟକ୍ତିଙ୍କ ସହ ଗାଈ…

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, ଶ୍ମଶାନରୁ ହାଡ଼ ପାଉଁଶ ଜବତ

କୁଆମରା,୩ା୯(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଆରପଟା ପଞ୍ଚାୟତ ଅନ୍ତର୍ଗତ ବଡବଧା ଗ୍ରାମର ଜଣେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ପୋଲିସ ପକ୍ଷରୁ ଖୋଳତାଡ ଆରମ୍ଭ ହୋଇଛି। ଶ୍ମଶାନରୁ ହାଡ଼ପାଉଁଶ ଜବତ କରି ସୋମବାର ୨୦ରୁ ଅଧିକ ଲୋକଙ୍କୁ ଥାନାକୁ…

ଭଙ୍ଗା ମନ୍ଦିରରେ ୭୦ ମାଣ ଜମିର ମାଲିକ

ବାରିପଦା ଅଫିସ/କପ୍ତିପଦା,୩ା୯(ଡି଼.ଏନ୍‌.ଏ)- ସମ୍ପତ୍ତି ଅଛି, ମାତ୍ର ଟ୍ରଷ୍ଟ ବୋର୍ଡ ପାଇଁ କ୍ଷମତା ଲଢେଇ ଓ ପରିଚାଳନାଗତ ତ୍ରୁଟିକୁ ନେଇ ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ କୁଳିଅଳମ ଗ୍ରାମରେ ଥିବା ଗୋପୀନାଥ ଜୀଉ ମନ୍ଦିର ଅବହେଳିତ ହୋଇ ପଡିଛି। ଏହି ମନ୍ଦିରରେ…

୬ରେ କଳା ଦିବସ ପାଳିବ କୁଡୁମୀ ସେନା

ବାରିପଦା ଅଫିସ,୨ା୯- ୧୯୫୦ ସେପ୍ଟେମ୍ବର ୬ ତାରିଖରେ କେନ୍ଦ୍ର ସରକାରଙ୍କ ପକ୍ଷରୁ କୁଡୁମୀ ଜାତିକୁ ଜନଜାତି ତାଲିକାରୁ ବାଦ ଦିଆଯାଇଥିଲା ା ଏହାର ପ୍ରତିବାଦରେ ବିଗତ ଦିନରେ ଏହି ଦିବସକୁ କଳା ଦିବସ ରୂପେ ପାଳନ କରାଯାଉଥିବା ବେଳେ ସମଗ୍ର ରାଜ୍ୟରେ…

ନିମ୍ନମାନର ରାସ୍ତା କାମ ନେଇ ଭିଡିଓ ଭାଇରାଲ

ବଡ଼ସାହି,୨ା୯(ସ୍ବ.ପ୍ର)- ବଡ଼ସାହି ବ୍ଲକ ଅଧୀନ ପାଉଁଶିଆ ପଞ୍ଚାୟତ ବାଘୁଆପାଳ ଗ୍ରାମଠାରୁ ଜଗନ୍ନାଥପୁର ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ନିର୍ମାଣ ଚାଲିଥିବା ପକ୍କା ସଡ଼କ କାର୍ଯ୍ୟ ନିମ୍ନମାନର ହେଉଥିବା ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଠିକ୍‌ ପରିମାଣର…

ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ବେତନଟୀ,୧।୯(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବେତନଟୀ ଥାନା ଅଧୀନ କେଶିପୁର ଫାଣ୍ଡି ଅଞ୍ଚଳ ସରୁଶୋଳ ଗ୍ରାମ ନିକଟରୁ ରବିବାର ପୂର୍ବାହ୍ନରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଲେ ହାଟଡିହୀ ଗ୍ରାମର ଗୋପୀନାଥ ନାଏକ (୩୫)। ସୂଚନାନୁଯାୟୀ, ଗୋପୀନାଥ ଶନିବାର ରାତିରେ…

ମା’ଙ୍କ ମୃତ୍ୟୁ ପରେ ଅସହାୟ ୫ ଅନାଥ ଶିଶୁ

ବଡ଼ସାହି,୧।୯(ସ୍ବ.ପ୍ର.)-ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଳକ ଅଧୀନ ଜାରକାଣୀ ପଞ୍ଚାୟତ କଦମଡିହୀ ଗ୍ରାମରେ ଆର୍ଥିକ ଅନଟନର ଶିକାର ହେଉଥିବା ଜଣେ ମହିଳା ବିଷପିଇ ଆତ୍ମହତ୍ୟା କରିଛନ୍ତି। ତାଙ୍କ ମୃତ୍ୟୁରେ ୫ ଜଣ ଶିଶୁ ଅନାଥ ଓ ଅସହାୟ ହୋଇପଡିଛନ୍ତି । ଘରେ ଖାଇବାକୁ…

ମୃତ ମହିଳା ଜୀବିତ ଘଟଣା : ଥାନା ଅଧିକାରୀ ନିଲମ୍ବିତ

ବାରିପଦା ଅଫିସ,୩୧।୮: ମୟୂରଭଞ୍ଜ ଜିଲା ବାଦାମପାହାଡ଼ ଥାନାଧିକାରୀ ଏକ ହତ୍ୟା ମାମଲାରେ ବାପାପୁଅଙ୍କୁ ଗିରଫ କରିଥିବାରୁ ଏହା ତାଙ୍କ ପାଇଁ ମହଙ୍ଗା ପଡ଼ିଛି। ଏହି ଘଟଣାକୁ ନେଇ ଏସ୍‌ପି ପରମାର ସ୍ମିଥ ପୁରୁଷୋତ୍ତମଦାସ ଶୁକ୍ରବାର ଥାନାଧିକାରୀ ଶଶଧର ସେଠୀଙ୍କୁ ନିଲମ୍ବିତ କରିଛନ୍ତି।…

ଜମ୍ଭୀରା ପ୍ରକଳ୍ପର ସମୀକ୍ଷା କଲେ ସରୋଜିନୀ, କାର୍ଯ୍ୟ ଶେଷ କରିବା ଉପରେ ଗୁରୁତ୍ୱ

ବାରିପଦା ଅଫିସ,୩୧ା୮-ବାରିପଦା ସହରର ପାନୀୟ ଜଳ ସମସ୍ୟାର ସମାଧାନ ପାଇଁ ରାଜ୍ୟ ସଭା ସଦସ୍ୟା ସରୋଜିନୀ ହେମ୍ବ୍ରମ ଜମ୍ଭୀରା ଜଳ ପ୍ରକଳ୍ପର ଅଗ୍ରଗତି କାର୍ଯ୍ୟ ସମୀକ୍ଷା କରିଛନ୍ତି। ସୁବର୍ଣ୍ଣରେଖା ସେଚ ପ୍ରକଳ୍ପ ଅଧୀନରେ ଥିବା ଜମ୍ଭୀରା ଜଳଭଣ୍ଡାରରୁ ବାରିପଦା ସହରକୁ ଜଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?