ମୟୂରଭଞ୍ଜ

ବେତନଟୀ ବିଜ୍ଞାପିତ ଅଞ୍ଚଳ ହେବା ନେଇ ଆଶା ସଞ୍ଚାର, ଉପଜିଲାପାଳଙ୍କୁ ମଗାଗଲା ତଥ୍ୟ

ବାରିପଦା ଅଫିସ,୧୯।୮- ଆୟତନ ଓ ଜନସଂଖ୍ୟା ହିସାବରେ ମୟୂରଭଞ୍ଜ ରାଜ୍ୟର ସର୍ବ ବୃହତ। ଏହି ଜିଲାରେ ୨୬ ଟି ବ୍ଲକ ଥିବା ବେଳେ ଦୁଇଟି ପୌରାଞ୍ଚଳ (ବାରିପଦା ଓ ରାଇରଙ୍ଗପୁର) ଏବଂ ଦୁଇଟି ବିଜ୍ଞାପିତ ଅଞ୍ଚଳ (ଉଦଳା ଓ କରଞ୍ଜିଆ) ରହିଛି।…

ଲଘୁ ଖଣିଜ ଖାଦାନ ଉପରେ ୧୪୪ ଧାରା

ଉଦଳା/ଖୁଣ୍ଟା, ୧୮।୮ (ଡି.ଏନ.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ଉପଖଣ୍ଡ ଜଙ୍ଗଲ ଇଲାକାରେ ଚାଲିଥିବା ଚୋରା ଲଘୁ ଖଣିଜ ପଦାର୍ଥ ଉତ୍ତୋଳନ, ଚୋରା ଚାଲାଣ, ପଥର ବ୍ଲାଷ୍ଟିଂ ଅବୈଧ କ୍ରସର ସ୍ଥାପନା ଆଦି ରୋକିବା ପାଇଁ ପ୍ରଶାସନ କଡା ଆଭିମୁଖ୍ୟ ଗ୍ରହଣ କରିଛି।…

ଓହଳିପଡ଼ିଥିବା ବିଦ୍ୟୁତ୍‌ ତାର ନେଲା ଜୀବନ: ଠାକୁରମୁଣ୍ଡା-ଆନନ୍ଦପୁର ରାସ୍ତା ଅବରୋଧ

ଠାକୁରମୁଣ୍ଡା,୧୮।୮(ଡ଼ି. ଏନ.ଏ.) – ବିଦ୍ୟୁତ୍‌ ବିଭାଗର ଅବହେଳା ଯୋଗୁ ବିଭିନ୍ନ ସ୍ଥାନରେ ଓହଳି ରହିଥିବା ତାର ସଜଡ଼ା ଯାଉନାହିଁ। ଏଥିଲାଗି ଦୁର୍ଘଟଣା ଘଟି ଅକାଳରେ ଜୀବନ ଯାଉଛି। ଶନିବାର ଅପରାହ୍ନରେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବିଦ୍ୟୁତ୍‌ କାର୍ଯ୍ୟାଳୟକୁ ଲାଗିଥିବା ଖମଡ଼ିହା ଛକ…

ଜାତିପ୍ରଥା ପାଇଁ ମୃତଦେହ ୨ ଦିନ ଘରେ ପଡ଼ି ରହିଲା

ବାରିପଦା ଅଫିସ/ କୁଳିଅଣା,୧୬ା୮(ଡି.ଏନ୍‌.ଏ.)- ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରେ ଜାତିପ୍ରଥାକୁ କେନ୍ଦ୍ରକରି ଜଣେ ମହିଳାଙ୍କ ମୃତଦେହ ୨ ଦିନ ଘରେ ପଡ଼ି ରହିବା ଭଳି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ୨ ପରିବାର ମଧ୍ୟରେ ଲିଖିତ…

ଉଦଳାରେ ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ

ଉଦଳା,୧୫।୮(ଡି.ଏନ୍‌.ଏ.)- କପ୍ତିପଦା ଉପଖଣ୍ଡସ୍ତରୀୟ ୭୩ ତମ ସ୍ବାଧୀନତା ଦିବସ ଉଦଳା ହାଇସ୍କୁଲ ପଡ଼ିଆରେ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଉପଜିଲାପାଳ ଭଗବାନ ବେହେରା ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀମାନଙ୍କ ଦ୍ୱାରା ଜାତୀୟ ସଙ୍ଗୀନ ଗାନ…

ଆଇନମନ୍ତ୍ରୀଙ୍କ ହାତରେ ରାଖୀ ବାନ୍ଧିଲେ ଏମ୍‌ପି ସରୋଜିନି ହେମ୍ବ୍ରମ

ବାରିପଦା ଅଫିସ,୧୫।୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବାରିପଦାଠାରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳନ ଅବସରରେ ରାଜ୍ୟ ଆଇନ ଓ ପଞ୍ଚାୟତିରାଜ ବିଭାଗ ମନ୍ତ୍ରୀ ପ୍ରତାପ ଜେନା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ତେବେ ରାଖୀ ପୂର୍ଣ୍ଣିମା ଥିବାରୁ ସର୍କିଟ ହାଉସରେ ରାଜ୍ୟସଭା…

ବାରିପଦା ମେଡିକାଲ କଲେଜରେ ଅବ୍ୟବସ୍ଥା,କର୍ତ୍ତୃପକ୍ଷଙ୍କୁ ତାଗିଦ କଲେ ଆଇନ ମନ୍ତ୍ରୀ

ବାରିପଦା ଅଫିସ,୧୫ା୮: ମୟୁରଭଞ୍ଜ ଜିଲା ବାରିପଦାଠାରେ ଜିଲାସ୍ତରୀୟ ସାଧୀନତା ଦିବସ ପାଳନ ସମାରୋହରେ ପଞ୍ଚାୟତିରାଜ ଓ ଆଇନ ବିଭାଗ ପ୍ରତାପ ଜେନା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ପତାକା ଉତ୍ତୋଳନ ପରେ ମନ୍ତ୍ରୀ ଜେନା ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ…

ଜିଲାସ୍ତରୀୟ ସ୍ବାଧୀନତା ଦିବସ : ପତାକା ଉତ୍ତୋଳନ କଲେ ମନ୍ତ୍ରୀ ପ୍ରତାପ ଜେନା

ବାରିପଦା ଅଫିସ,୧୫।୮: ମୟୂରଭଞ୍ଜ ଜିଲା ବାରିପଦା ସହର ପୋଲିସ ରିଜର୍ଭ ପଡ଼ିଆଠାରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ଆଇନ ଓ ପଞ୍ଚାୟତିରାଜ ବିଭାଗ ମନ୍ତ୍ରୀ ପ୍ରତାପ ଜେନା ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା…

ବେଆଇନ ଖଣି ଖାଦାନରେ ୧୪୪ ଧାରା ଜାରି

ବଡ଼ସାହି,୧୫ା୮(ସ୍ବ.ପ୍ର)- ମୟୂରଭଞ୍ଜ ଜିଲା ବଡ଼ସାହି ତହସିଲ ଅଧୀନ ଯଦୁନାଥପୁର ଓ ଚନ୍ଦନଚତୁରୀ ଅଞ୍ଚଳରେ ବେଆଇନ ପଥର ଉତ୍ତୋଳନ ବନ୍ଦ କରିବା ପାଇଁ ପ୍ରଶାସନ ପକ୍ଷରୁ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ା ବେଆଇନ ଉତ୍ତୋଳନ ଚାଲିଥିବା ୨୪ଟି ଖାଦାନରେ ଜିଲା ପ୍ରଶାସନ…

ଆଲୋଚନା ପରେ ସେବାୟତଙ୍କ ପ୍ରତିକ୍ରିୟା:‘ମନ୍ତ୍ରୀଙ୍କ ପ୍ରତିଶ୍ରୁତି ନାଟକବାଜି’

ବାରିପଦା ଅଫିସ,୧୫।୮- ମୟୂରଭଞ୍ଜ ଜିଲାବାସୀ ବାରିପଦାସ୍ଥିତ ହରିବଳଦେବ ଜୀଉ ମନ୍ଦିରକୁ ସ୍ବତନ୍ତ୍ର ଅନୁଦାନ ଓ ବାରିପଦାକୁ ଦ୍ୱିତୀୟ ଶ୍ରୀକ୍ଷେତ୍ର ମାନ୍ୟତା ପ୍ରଦାନ ଲାଗି ଦୀର୍ଘ ଦିନ ହେଲା ଦାବି କରି ଆସୁଛନ୍ତି। ସେବାୟତମାନେ ଏହି ଦାବି ନେଇ ବାରିପଦା ଠାରୁ ଭୁବନେଶ୍ୱରକୁ…

ନାବାଳିକା ଗାଧୋଇବା ବେଳେ ଭିଡିଓ ରେକର୍ଡିଂ କରି ଯୁବକ ଗିରଫ

ବାରିପଦା ଅଫିସ,୧୪।୮: ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କ ଗାଧୁଆ ସମୟର ଦୃଶ୍ୟ ମୋବାଇଲରେ ରେକର୍ଡିଂ କରି ଜଣେ ଯୁବକ ଗିରଫ ହୋଇଛନ୍ତି। ପୋଲିସ ତାଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ହେଲେ ବାଙ୍ଗିରିପୋଷି…

ବିଇଓଙ୍କ କାର୍ଯ୍ୟାଳୟରେ ଶିକ୍ଷକଙ୍କ ସାର୍ଟିଫିକେଟ୍‌ ଯାଞ୍ଚ

ଉଦଳା,୧୪ା୮(ଡି.ଏନ୍‌.ଏ.)- ରାଜ୍ୟର ବିଭିନ୍ନ ଜିଲାରେ ଜାଲ ସାର୍ଟିଫିକେଟରେ ଶିକ୍ଷକ ଚାକିରି କରିଥିବା ଚର୍ଚ୍ଚାକୁ ଆସିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ଶିକ୍ଷା ବିଭାଗ ସମସ୍ତ କାର୍ଯ୍ୟରତ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ସାର୍ଟିଫିକେଟ ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମଙ୍ଗଳବାର ମୟୂରଭଞ୍ଜ ଜିଲା ଉଦଳାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?