ମୟୂରଭଞ୍ଜ

ଏମ୍‌ପିସି କଲେଜ ସମସ୍ୟାର ସମାଧାନ ଦାବି କଲା ‘ମାସା’

ବାରିପଦା ଅଫିସ,୨୨।୮- ବାରିପଦା ତକତପୁର ସ୍ଥିତ ଏମପିସି ସ୍ବୟଂଶାସିତ କଲେଜରେ ଦେଖାଦେଇଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ମୟୂରଭଞ୍ଜ ଆଦିବାସୀ ଛାତ୍ର ସଂଗଠନ (ମାସା) ପକ୍ଷରୁ ଦାବି କରାଯାଇଛି। ସଂଗଠନର ରାଜ୍ୟ ସଭାପତି ସୁକୁଲାଲ ମାରାଣ୍ଡିଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ…

ନିର୍ଦ୍ଦୋଷ ବାପ,ପୁଅ ଜେଲ ଭୋଗିବା ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ

ରାଇରଙ୍ଗପୁର,୨୧ା୮(ଡି.ଏନ.ଏ.): ନିଖୋଜ ଥିବା ମହିଳାଙ୍କୁ ମୃତ ଦର୍ଶାଇ ତାଙ୍କ ନିର୍ଦ୍ଦୋଷ ସ୍ବାମୀ ଏବଂ ଶ୍ୱଶୁରଙ୍କୁ ପୋଲିସ ଗିରଫ କରି ଜେଲ୍‌ ପଠାଇବା ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ ହୋଇଛି। କ୍ରାଇମବ୍ରାଞ୍ଚ ଏସପିଙ୍କ ନେତୃତ୍ୱରେ ଏକ ୩ ଜଣିଆ ଟିମ୍‌ ମୟୂରଭଞ୍ଜ ଜିଲା…

ମହିଳାଙ୍କ ମଦ ବିରୋଧୀ ଶୋଭାଯାତ୍ରା

ରାଇରଙ୍ଗପୁର,୨୧ା୮(ଡି.ଏନ.ଏ): ମୟୂରଭଞ୍ଜ ଜିଲା ବିଜାତଳା ବ୍ଲକ ଅନ୍ତର୍ଗତ ମୁଣ୍ଡାଠାକୁରା ଗ୍ରାମ ଶକ୍ତିମୟୀ ମହିଳା ସଂଗଠନ ପକ୍ଷରୁ ମଙ୍ଗଳବାର ମଦ ବିରୋଧୀ ବିକ୍ଷୋଭ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସଂଗଠନର ସଭାନେତ୍ରୀ ଗାୟତ୍ରୀ ମହାନ୍ତ ଏବଂ ସମ୍ପାଦିକା ବାସନ୍ତୀ ମହାକୁଡଙ୍କ ନେତୃତ୍ୱରେ ୨ଶହରୁ ଊର୍ଦ୍ଧ୍ୱ…

ମୟୂରଭଞ୍ଜ ଜିଲା ପରିଷଦ ବୈଠକରେ ହଟ୍ଟଗୋଳ

ବାରିପଦା ଅଫିସ,୨୧।୮- ମୟୂରଭଞ୍ଜ ଜିଲା ପରିଷଦର ଅଷ୍ଟମ ବୈଠକ ମଙ୍ଗଳବାର ବାରିପଦା ମୁର୍ଗାବାଡି ସ୍ଥିତ ପ୍ରୟାସ ସମ୍ମିଳନୀ କକ୍ଷରେ ହଟ୍ଟଗୋଳ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ବିନିତ ଭରଦ୍ୱାଜ ଏଥିରେ ଅଧ୍ୟକ୍ଷତା କରିଥିଲେ। ପରିଷଦର ଅଧ୍ୟକ୍ଷା ସୁଜାତା ମୁର୍ମୁଙ୍କ ପରିଚାଳନାରେ ଅନୁଷ୍ଠିତ…

କ୍ଷେତ୍ର ସେବା ବେଳେ ଅସୁବିଧା ଭୋଗୁଛନ୍ତି ବିଦ୍ୟୁତ୍‌ କର୍ମଚାରୀ, ସମସ୍ୟା ସମାଧାନ ନ ହେଲେ ଆନ୍ଦୋଳନ

ବାରିପଦା ଅଫିସ,୨୦।୮- ବିଦ୍ୟୁତ୍‌ କ୍ଷେତ୍ରରେ କାର୍ଯ୍ୟକ୍ଷମତାକୁ ତ୍ୱରାନ୍ବିତ କରିବା ନେଇ ବାରିପଦା ପାୱାର ଏମ୍ପ୍ଲୋଇଜ ୟୁନିୟନ ପକ୍ଷରୁ ବିଭାଗୀୟ ଅଧିକାରୀଙ୍କୁ ଘେରାଉ କରାଯାଇଛି। ଏଥିସହ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ବିଭିନ୍ନ ଦାବି ତୁରନ୍ତ ପୂରଣ କରିବାକୁ…

ବିଦ୍ୟୁତ୍‌ ସଂଯୋଗ ଦାବି ନେଇ ବିକ୍ଷୋଭ

ଉଦଳା,୨୦ା୮(ଡି.ଏନ.ଏ)- ମୟୂରଭଞ୍ଜ ମୁକ୍ତି ମୋର୍ଚ୍ଚା ସଂଗଠନ କପ୍ତିପଦା ଉପଖଣ୍ଡ ପକ୍ଷରୁ ସୋମବାର ଉଦଳା ନେସ୍କୋ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା ା ଆଦିବାସୀ ଅଧ୍ୟୁଷିତ ଏହି ଉପଖଣ୍ଡରେ ଥିବା ସମସ୍ତ ଗ୍ରାମ ସହ ବାଲମା, ମହୁଲବାଡି ଗ୍ରାମକୁ…

ଧାନ କିଣାରେ ଅବ୍ୟବସ୍ଥା, ଲ୍ୟାମ୍ପସ୍‌ କାର୍ଯ୍ୟାଳୟରେ ତାଲା ପକାଇଲେ ଚାଷୀ

ଖୁଣ୍ଟା,୨୦ା୮(ଡି.ଏନ୍‌.ଏ)-ଧାନ କିଣାରେ ଅବ୍ୟବସ୍ଥାକୁ ନେଇ ସୋମବାର ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ଅଧୀନ ବାହାନଡା ଲ୍ୟାମ୍ପସ କାର୍ଯ୍ୟାଳୟରେ ଚାଷୀମାନେ ତାଲା ପକାଇ ଦେଇଥିଲେ। ଚାଷୀମାନେ ନିଜ କେନ୍ଦ୍ରରେ ଧାନ ବିକ୍ରି କରି ପାରୁ ନ ଥିବା ଦର୍ଶାଇ ଏଭଳି ପଦକ୍ଷେପ ନେଇଥିବା…

ଅଜଣା ରୋଗରେ ୫୦ରୁ ଊର୍ଦ୍ଧ୍ୱ ଗୋରୁ ଆକ୍ରାନ୍ତ

ଖୁଣ୍ଟା,୧୯ା୮(ଡି.ଏନ୍‌.ଏ.)- ଅଜଣା ରୋଗରେ ଗୋରୁଗାଈ ଆକ୍ରାନ୍ତ ହେଉଥିବାରୁ ଖୁଣ୍ଟା ଅଞ୍ଚଳର ଗୋପାଳକମାନେ ଚିନ୍ତାରେ ପଡିଛନ୍ତି। ଚାଷୀମାନଙ୍କ କହିବା ଅନୁଯାୟୀ ଗୋରୁଗାଈଙ୍କ ଦେହରେ ଫୋଟକା ଭଳି ଫୁଲି ଯାଉଥିବା ବେଳେ ପରବର୍ତ୍ତୀ ସମୟରେ ସେଗୁଡିକ ଫାଟି ଘା’ ସୃଷ୍ଟି ହେଉଛି । ପ୍ରଥମେ…

ଆବାସିକ ବିଦ୍ୟାଳୟର ୩ ଛାତ୍ର ନିଖୋଜ

ବାରିପଦା ଅଫିସ,୧୯।୮- ବାରିପଦା ସଦର ଥାନା ଅଧୀନ ଶିରିଶବଣୀଠାରେ ଥିବା ଏସଭିଏସ ଆବାସିିକ ବିଦ୍ୟାଳୟରେ ପଢ଼ୁଥିବା ନବମ ଶ୍ରେଣୀର ୩ ଛାତ୍ର ଗତ ୧୫ ତାରିଖ ରାତିରୁ କେଉଁଆଡ଼େ ଚାଲିଯାଇଛନ୍ତି। ଏନେଇ ୧୬ ତାରିଖରେ ବିଦ୍ୟାଳୟ ପକ୍ଷରୁ ବାରିପଦା ସଦର ଥାନାରେ…

ବେତନଟୀ ବିଜ୍ଞାପିତ ଅଞ୍ଚଳ ହେବା ନେଇ ଆଶା ସଞ୍ଚାର, ଉପଜିଲାପାଳଙ୍କୁ ମଗାଗଲା ତଥ୍ୟ

ବାରିପଦା ଅଫିସ,୧୯।୮- ଆୟତନ ଓ ଜନସଂଖ୍ୟା ହିସାବରେ ମୟୂରଭଞ୍ଜ ରାଜ୍ୟର ସର୍ବ ବୃହତ। ଏହି ଜିଲାରେ ୨୬ ଟି ବ୍ଲକ ଥିବା ବେଳେ ଦୁଇଟି ପୌରାଞ୍ଚଳ (ବାରିପଦା ଓ ରାଇରଙ୍ଗପୁର) ଏବଂ ଦୁଇଟି ବିଜ୍ଞାପିତ ଅଞ୍ଚଳ (ଉଦଳା ଓ କରଞ୍ଜିଆ) ରହିଛି।…

ଲଘୁ ଖଣିଜ ଖାଦାନ ଉପରେ ୧୪୪ ଧାରା

ଉଦଳା/ଖୁଣ୍ଟା, ୧୮।୮ (ଡି.ଏନ.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ଉପଖଣ୍ଡ ଜଙ୍ଗଲ ଇଲାକାରେ ଚାଲିଥିବା ଚୋରା ଲଘୁ ଖଣିଜ ପଦାର୍ଥ ଉତ୍ତୋଳନ, ଚୋରା ଚାଲାଣ, ପଥର ବ୍ଲାଷ୍ଟିଂ ଅବୈଧ କ୍ରସର ସ୍ଥାପନା ଆଦି ରୋକିବା ପାଇଁ ପ୍ରଶାସନ କଡା ଆଭିମୁଖ୍ୟ ଗ୍ରହଣ କରିଛି।…

ଓହଳିପଡ଼ିଥିବା ବିଦ୍ୟୁତ୍‌ ତାର ନେଲା ଜୀବନ: ଠାକୁରମୁଣ୍ଡା-ଆନନ୍ଦପୁର ରାସ୍ତା ଅବରୋଧ

ଠାକୁରମୁଣ୍ଡା,୧୮।୮(ଡ଼ି. ଏନ.ଏ.) – ବିଦ୍ୟୁତ୍‌ ବିଭାଗର ଅବହେଳା ଯୋଗୁ ବିଭିନ୍ନ ସ୍ଥାନରେ ଓହଳି ରହିଥିବା ତାର ସଜଡ଼ା ଯାଉନାହିଁ। ଏଥିଲାଗି ଦୁର୍ଘଟଣା ଘଟି ଅକାଳରେ ଜୀବନ ଯାଉଛି। ଶନିବାର ଅପରାହ୍ନରେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବିଦ୍ୟୁତ୍‌ କାର୍ଯ୍ୟାଳୟକୁ ଲାଗିଥିବା ଖମଡ଼ିହା ଛକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?