ମୟୂରଭଞ୍ଜ

ଉତ୍ତର ଓଡ଼ିଶା ଯୁବ ଓ ଛାତ୍ର ସଂଘର ସମ୍ମିଳନୀ

ବାରିପଦା ଅଫିସ,୨୯।୭- ଉତ୍ତର ଓଡ଼ିିଶା ଯୁବ ଓ ଛାତ୍ର ସଂଘର କର୍ମକର୍ତ୍ତାଙ୍କ ଏକ ସମ୍ମିଳନୀ ବାରିପଦା ଅବସରପ୍ରାପ୍ତ କର୍ମଚାରୀ ଭବନରେ ଅନୁଷ୍ଠିତ ହୋଇଯାଇଛି। ସଂଘର ସଭାପତି ଡ.ତରୁଣ କୁମାର ମୁଦୁଲିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ସଂଘର ଉପଦେଷ୍ଟା ରବିନ୍ଦ୍ର ନାଥ ଦାଶ…

ମୃତ ମହିଳା ଜୀବିତ ଘଟଣା: ଜେଲରୁ ମୁକୁଳିଲେ ନିର୍ଦ୍ଦୋଷ ସ୍ବାମୀ, ଶ୍ୱଶୁର

ବାରିପଦା ଅଫିସ,୨୯।୭- ମୟୂରଭଞ୍ଜ ଜିଲା ବାଦାମପାହାଡ ଥାନା ପୋଲିସ ୩ ମାସ ତଳେ ମୃତ ଘୋଷଣା କରିଥିବା ରାଇମଣି ନାଏକ ନାମ୍ନୀ ଜଣେ ମହିଳାଙ୍କୁ ଜୀବନ୍ତ ଅବସ୍ଥାରେ ଶନିବାର କୋର୍ଟରେ ହାଜର କରିଛି। ତାଙ୍କ ବୟାନ ରେକର୍ଡ ପରେ କୋର୍ଟ ନିର୍ଦ୍ଦେଶ…

ରୋଗୀଙ୍କୁ ମିଳୁନି ଚିକତ୍ସା ସେବା

କପ୍ତିପଦା,୨୯ା୭(ଡି଼.ଏନ୍‌.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଞ୍ଚଳରେ ସ୍ବାସ୍ଥ୍ୟସେବା ବିପଯର୍‌ୟସ୍ତ ହୋଇପଡିଛି। ଡାକ୍ତରଙ୍କ ଅଭାବ ସାଙ୍ଗକୁ ପରିଚାଳନାଗତ ଅବ୍ୟବସ୍ଥା କପ୍ତିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ସବୁବେଳେ ଚର୍ଚ୍ଚାରେ ରଖି ଆସିଛି। ଏହି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ପୋଡ଼ାଡ଼ିହା, ନଛିପୁର, ଶାଳଚୁଆ, କଟୁରିଆ, ଶରତ…

ଜବରଦଖଲ ଉଚ୍ଛେଦ ନୋଟିସକୁ ପୌରାଞ୍ଚଳ ପଟ୍ଟାବିହୀନ ବାସିନ୍ଦା ସଂଘର ବିରୋଧ

ବାରିପଦା ଅଫିସ,୨୯।୭- ବାରିପଦା ସହର ଦେବେନ୍ଦ୍ରପୁରରେ ବସବାସ କରୁଥିବା ପଟ୍ଟା ବିହୀନ ବାସିନ୍ଦାଙ୍କୁ ଜବରଦଖଲ ସ୍ଥାନରୁ ଉଚ୍ଛେଦ କରିବା ପାଇଁ ଜିଲା ପ୍ରଶାସନ ନୋଟିସ ଜାରି କରିଛି। ଏହାକୁ ପୌରାଞ୍ଚଳ ପଟ୍ଟାବିହୀନ ସଂଘର ସଭାପତି ନନ୍ଦ କୁମାର ମହାପାତ୍ର ଓ ସମ୍ପାଦକ…

ସ୍ବାବଲମ୍ବୀ ହେଲେ ଦୁଇ ‘ସ୍ବୟଂସିଦ୍ଧା’

ବାରିପଦା ଅଫିସ,୨୮।୭- ଆଦିବାସୀ ଅଧ୍ୟୁଷିିତ ମୟୂରଭଞ୍ଜ ଜିଲା ସବୁବେଳେ ବାଲ୍ୟବିବାହକୁ ନେଇ ଚର୍ଚ୍ଚାରେ ରହିଆସିଛି। ବାଲ୍ୟବିବାହର ଶିକାର ହେଉଥିବା ନାବାଳିକାଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟ ନେଇ ଜିଲା ଶିଶୁ ସୁରକ୍ଷା ୟୁନିଟ୍‌ ପକ୍ଷରୁ ଏକ ସ୍ବତନ୍ତ୍ର ଟିମ୍‌ ‘ସ୍ବୟଂସିଦ୍ଧା’ ଗଠନ କରାଯାଇଥିଲା।…

କାମରେ ଲାଗୁନି ଚେକ୍‌ଡ୍ୟାମ୍‌ : ଲୋକଙ୍କ ଅଭିଯୋଗ ଶୁଣୁନି ବିଭାଗ

କପ୍ତିପଦା,୨୮ା୭(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ଜେ.ଏସ୍‌. ଜାମୁଡିହା ପଞ୍ଚାୟତର କେତେକ ଗ୍ରାମ ଶିମିଳିପାଳ ଅଭୟାରଣ୍ୟ ପାଦଦେଶରେ ଅବସ୍ଥିତ। ଏଠାରେ ବସବାସ କରୁଥିବା ଆଦିବାସୀଙ୍କର ଶହ ଶହ ଏକର ପାହାଡ଼ିଆ ଉଚ୍ଚ ଜମି ରହିଛି । ଏହି ଅଞ୍ଚଳରେ ବର୍ଷାଜଳକୁ…

ଦ୍ୱାରଶୁଣି ଘାଟିରେ ବୋଲେରୋକୁ ପିଟିଲା ଟ୍ରକ୍‌: ୨ ବୋଲବମ୍‌ ଭକ୍ତ ମୃତ, ୭ ଆହତ

ବାରିପଦା ଅଫିସ/ ବାଙ୍ଗିରିପୋଷି୨୭।୭:(ଡି.ଏନ.ଏ.) ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷିସ୍ଥିତ ଦ୍ୱାରଶୁଣି ଘାଟିରେ ଅଧିକାଂଶ ସମୟରେ ଦୁର୍ଘଟଣା ଘଟୁଥିବା ବେଳେ ଶୁକ୍ରବାର ରାତିରେ ପୁଣି ଏକ ଦୁର୍ଘଟଣା ଘଟିଛି। ଏକ ବୋଲେରୋକୁ ଟ୍ରକ୍‌ ଧକ୍କା ଦେବା ଫଳରେ ୨ ବୋଲବମ୍‌ ଭକ୍ତଙ୍କ ମୃତ୍ୟୁ ଘଟିଛି।…

ଅଧପନ୍ତରିଆ ସୁବର୍ଣ୍ଣରେଖା ପ୍ରକଳ୍ପ

ବାରିପଦା ଅଫିସ,୨୭।୭- ବର୍ଷା ଅଭାବରୁ ମୟୂରଭଞ୍ଜ ଜିଲାରେ ଚାଷକାମ ପଛେଇଛି। ମୌସୁମୀର ଚୁଚକାଳି ଖେଳକୁ ନେଇ ଚାଷୀମାନେ ଆଶା ଆଶଙ୍କାରେ ଅଛନ୍ତି। ତେବେ ଜିଲାରେ ଚାଷ ପାଇଁ କରାଯାଇଥିବା ବିକଳ୍ପ ବ୍ୟବସ୍ଥା ଦିଗହରା ହୋଇପଡିଛି। ଦୀର୍ଘ ୩୦ ବର୍ଷରୁ ଊର୍ଦ୍ଧ୍ୱ ସମୟ…

ଶୁଳିଆପଦା ବ୍ଲକ୍‌ରେ ସର୍ବାଧିକ ବର୍ଷା

ବାରିପଦା ଅଫିସ,୨୬।୭- ମୟୂରଭଞ୍ଜ ଜିଲାରେ ବୁଧବାର ସନ୍ଧ୍ୟାରୁ ବିଭିନ୍ନ ସମୟରେ ବର୍ଷା ହେଉଛି। ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଜିଲାରେ ମୋଟ ୪୯୦.୧୮ ମିମି ବର୍ଷା ହୋଇଥିବା ଜଣାପଡିଛି। ସୂଚନା ମୁତାବକ ଶୁଳିଆପଦା ବ୍ଲକ୍‌ରେ ସର୍ବାଧିକ ୬୪.୨ ମି.ମି ବର୍ଷା ହୋଇଛି। ସେହିପରି…

ଅଜଗର ଉଦ୍ଧାର

ଠାକୁରମୁଣ୍ଡା,୨୬ା୭(ଡି.ଏନ୍‌.ଏ.)- ମୟୁରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଭରାଣ୍ଡିହା ପଞ୍ଚାୟତର ଗମ୍ଭାରୀଆ ଗ୍ରାମରୁ ବନବିଭାଗ ଏକ ଅଜଗର ଉଦ୍ଧାର କରିଛି। ଶୁକ୍ରବାର ଭରାଣ୍ଡିହା ସମିତି ସଭ୍ୟ ରଘୁନାଥ ମହାନ୍ତଙ୍କ ବଗିଚାରେ ଲଗାଯାଇଥିବା ଜାଲରେ ସାପଟି ପଡି ଯାଇଥିଲା। ସାପଟି ଏକ କୁକୁଡ଼ାକୁ…

ନିଆଁରେ ପୋଡ଼ି ୩ ମହିଳା ଗୁରୁତର

କପ୍ତିପଦା,୨୬ା୭(ଡି.ଏନ.ଏ)- ମୟୁରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଶରତ ଥାନା ଅଧୀନ ଲାବଣ୍ୟଦେଇପୁର ପଞ୍ଚାୟତ କଟୁରିଆ ଗ୍ରାମରେ ଗୁରୁବାର ଅପରାହ୍ନରେ ଡିବିରି ନିଆଁରୁ ପୋଡ଼ି ହୋଇ ୩ ମହିଳା ଗୁରୁତର ଆହତ ହୋଇଛନ୍ତି। ଆହତ ମହିଳାମାନେ ହେଲେ ସେହି ଗ୍ରାମର ମାନୀ ଦେଓଗାମ…

ବାରିପଦାକୁ ଦ୍ୱିତୀୟ ଶ୍ରୀକ୍ଷେତ୍ର ମାନ୍ୟତା ଦାବି:ପୁଣି ପଦଯାତ୍ରାରେ ଭୁବନେଶ୍ୱର ଯିବେ ସେବାୟତ

ବାରିପଦା ଅଫିସ,୨୬।୭- ବାରିପଦାକୁ ଦ୍ୱିତୀୟ ଶ୍ରୀକ୍ଷେତ୍ରର ମାନ୍ୟତା ପ୍ରଦାନ ଲାଗି ଜିଲା ବ୍ୟାପୀ ଦାବି ଜୋର ଧରିଛି। ଜୁନ ୨୯ ତାରିଖରେ ବାରିପଦା ଜଗନ୍ନାଥ ମନ୍ଦିର ସେବାୟତମାନେ ଭୁବନେଶ୍ୱରସ୍ଥିତ ରାଜ୍ୟ ସଚିବାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରି ଏହି ଦାବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?