ମୟୂରଭଞ୍ଜ

ସହପାଠୀଙ୍କ ସହ ବନ୍ଧୁତା ପରେ ଅଶ୍ଳିଳ ଫଟୋ ଉଠାଇ ଭାଇରାଲ କରିବା ଧମକ ଦେଉଥିଲେ, ଯୁବକଙ୍କୁ ବାନ୍ଧିଲା… 

ବୈଶିଙ୍ଗା,୨୪।୭(ରତନ ଦାଶ): ଯୁବତୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରିବା ପଡ଼ିଲା ମହଙ୍ଗା। ଏହି ଘଟଣାରେ ମୟୂରଭଞ୍ଜ ଜିଲାର ବୈଶିଙ୍ଗା ପୋଲିସ ଜଣେ ଯୁବକକୁ ଗିରଫ କରି କୋର୍ଟଚାଲାଣ କରିଥିବା ଜଣାପଡିଛି । ସୂଚନାରୁ ପ୍ରକାଶ, ଖୁଣ୍ଟା ଥାନା ଅଞ୍ଚଳର କେଶ ମୁର୍ମୁଙ୍କ…

ଝିଅକୁ ହତ୍ୟା ଉଦ୍ୟମ: ଉଦ୍ଧାର କରିବାକୁ ଯାଇ ମା’ଙ୍କୁ ଛୁରାମାଡ଼

ବାରିପଦା,୨୧ା୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଭଞ୍ଜପୁର ଥାନା ମୁର୍ଗାବାଡ଼ି ଅଞ୍ଚଳରେ ସୋମବାର ପୂର୍ବାହ୍ନ ୧୧ଟା ସମୟରେ ଘରେ ପଶି ମହିଳାଙ୍କୁ ଛୁରିରେ ଆକ୍ରମଣ କରିଛନ୍ତି। ଫଳରେ ଗୁରୁତର ମହିଳାକୁ ବାରିପଦା ପିଆର୍‌ଏମ୍‌ ମେଡିକାଲରେ ଭର୍ତ୍ତି କରାଯାଇଛି। ମହିଳା ଜଣକ…

ଟୋଲ୍‌ପ୍ଲାଜା ବୁଥ୍‌ ଉପରକୁ ଚଢ଼ିଗଲା କାର୍‌: ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ବୈଶିଙ୍ଗା,୨୦ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ୧୮ ନଂ ଜାତୀୟ ରାଜପଥର ପଦ୍ମନାଭପୁର ଟୋଲ୍‌ପ୍ଲାଜା ନିକଟରେ ରବିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ମୃତ୍ୟୁବରଣ କରିଥିବା ବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ବାରିପଦା ପିଆର୍‌ଏମ୍‌ ମେଡିକାଲରେ ଭର୍ତ୍ତି…

ହଷ୍ଟେଲରେ ନାବାଳିକା ଛାତ୍ରୀ ଗର୍ଭବତୀ

ବାରିପଦା,୧୯।୭: ମୟୁରଭଞ୍ଜ ଜିଲା ବାଙ୍ଗିରିପୋଷି ଆଦିବାସୀ ବାଳିକା ହଷ୍ଟେଲରେ ଜଣେ ଛାତ୍ରୀ ଗର୍ଭବତୀ ହୋଇଥିବା ଜଣାପଡିଛି। ସ୍କୁଲରେ ଅସୁସ୍ଥତା ପରେ ଛାତ୍ରୀଙ୍କୁ ହସ୍ପିଟାଲ ନିଆଯାଇଥିଲା। ସେଠାରେ ପରୀକ୍ଷା ପରେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଜଣକ ଗର୍ଭବତୀ ଥିବା ସୂଚନା ମିଳିଛି। ଅଭିଯୋଗ…

ସରକାରୀ ଅର୍ଥ ହଡ଼ପ କରିବା ପଡ଼ିଲା ମହଙ୍ଗା: ନିଲମ୍ବିତ ହେଲେ ସରପଞ୍ଚ

ଉଦଳା,୧୮।୭: ଆକ୍ସନରେ ପଞ୍ଚାୟତିରାଜ ବିଭାଗ। ମୟୁରଭଞ୍ଜ ଜିଲା ଉଦଳା ବ୍ଲକ ରାଢ଼ୋ ପଞ୍ଚାୟତ ସରପଞ୍ଚ ବସେନ ମାରାଣ୍ଡିଙ୍କୁ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଶୁକ୍ରବାର ନିଲମ୍ବିତ କରାଯାଇଛି। ସରକାରୀ ଅର୍ଥ ହେରଫେର ଅଭିଯୋଗରେ ବିଭାଗ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ରାଢ଼ୋ ପଞ୍ଚାୟତରେ…

ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଗଲା ବିଲାତି ଟ୍ରକ

ବାରିପଦା,୧୬।୭(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଧିନ ୧୮ନଂ ଜାତୀୟ ରାଜପଥର ଶଙ୍କୁଚା ନିକଟରେ ବୁଧବାର ଭୋରୁ ଏକ ବିଲାତି ବୋଝେଇ ଟ୍ରକ ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଯାଇଛି । ରାସ୍ତା ଡିଭାଇଡରରେ ବାଡେଇ ହୋଇଥିବାରୁ ଟ୍ରକଟି ଜଳିଯାଇଥିବା…

ମା’ବାପାଙ୍କୁ ପିଟିପିଟି ମାରିଦେଲେ ନୃଶଂସ ପୁଅ:ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ବାରିପଦା,୧୬/୭(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲା ବୈଶିଙ୍ଗାଥାନା ମାନଗୋବିନ୍ଦପୁର ପଂଚାୟତ ଧନାପାଳ ଗ୍ରାମରେ ଜନୈକ ପୁଅର ଉନ୍ମତ କାଣ୍ଡକୁ ନେଇ ଅଞ୍ଚଳରେ ଆଲୋଡନ ଦେଖାଯାଇଛି। ନିଶାଶକ୍ତ ଅବସ୍ଥାରେ ବୃଦ୍ଧ ମାଆବାପାକୁ ପିଟିବା ସହ ହାଣି ହତ୍ୟା କରିଛି । ମୃତକ ଦ୍ବୟ ହେଲେ…

ତହସିଲ କର୍ମଚାରୀଙ୍କ ମିଳିଲା ଝୁଲନ୍ତା ମୃତଦେହ, ପୋଲିସର ତଦନ୍ତ ଆରମ୍ଭ

ବୈଶିଙ୍ଗା,୧୪।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବେତନଟୀ ମୁଖ୍ୟ ବଜାର ଧର୍ମଶାଳା ସମ୍ମୁଖ ବାସଭବନରୁ ସୋମବାର ଜଣେ ତହସିଲ କର୍ମଚାରୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମିଳିଥିବା ସୂଚନା ମୁତାବକ, ବେତନଟୀର ବିଶ୍ୱଜିତ ପରିଡା ରବିବାର ସାରେ ଘରକୁ ଫେରି ରୁମରେ କବାଟ ବନ୍ଦ…

ଭୟଙ୍କର ଦୁର୍ଘଟଣା: ୧୦ ଫୁଟ ଉପରକୁ ଉଡ଼ି JCB ଉପରେ ଝୁଲିଲା କାର

ମୟୂରଭଞ୍ଜ: ୧୩।୭: ଭୟଙ୍କର ଦୁର୍ଘଟଣା। ଦୁର୍ଘଟଣାରେ ୧୦ ଫୁଟ ଉପରକୁ ଉଡିଲା କାର। ଯାଇଁ ସିଧା ଲାଗିଲା ଜେଶିବିରେ । ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲା ଉଦଳା ନିକଟ ନିର୍ମାଣାଧିନ ଜାମୁଘାଟ ପୋଲ ଉପରେ। ୧୦ ଫୁଟ ଉପରକୁ ଉଡ଼ି…

ଗୁରୁତ୍ୱପୂର୍ଣ୍ଣ ପଦବୀରେ ନାହାନ୍ତି ଅଧିକାରୀ

ବୈଶିଙ୍ଗା,୧୨ା୭(ରତନ ଦାଶ): ମୟୂରଭଞ୍ଜ ଜିଲା ବାରିପଦା ସଦର ସବ୍‌ଡିଭିଜନ ଅଧୀନରେ ଥିବା ବେତନଟୀ ତହସିଲ ଓ ବ୍ଲକର ପ୍ରଶାସନିକ ସେବା ଯେପରି ଗୁରୁତ୍ୱପୂର୍ଣ୍ଣ ସେହିପରି ମଧ୍ୟ ସମ୍ବେଦନଶୀଳ। ହେଲେ ଦୀର୍ଘ ୬ମାସରୁ ଊଦ୍ଧର୍‌ବ ସମୟ ଧରି ତହସିଲଦାର ପଦବୀ ଓ ୨…

ଚିକିତ୍ସା ଅବହେଳା: ଡାକ୍ତରଖାନାରୁ ଖସି ପଳାଇ ଆସିଲେ ରୋଗୀ, ରାସ୍ତା କଡ଼ରୁ ମିଳିଲା…

ମୋରଡ଼ା,୬।୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ତଥା ବେତନଟୀ ଥାନା ଅଧୀନ ଭାଲିଆଡ଼ିହା ପଞ୍ଚାୟତର ବାରମାଇଲ ଛକ ନିକଟରେ ଶନିବାର ସକାଳ ୮ଟାରେ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ ରାମନଗର ଗ୍ରାମର ହାଡ଼ିଆ ଟୁଡୁ(୫୫)।…

ରାଗ ଏମିତି ଯେ ରାତି ଅଧରେ ଉଲଗ୍ନ ହୋଇ କରିଥିଲେ ଏଭଳି କାଣ୍ଡ, ସୁବ୍ରତ ଦଳେଇଙ୍କୁ ବାନ୍ଧିଲା…

ବୈଶିଙ୍ଗା,୪।୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ବଡଗୁମା ବଜାରଠାରେ ଥିବା ସପନ କୁମାର ସାନ୍ତରାଙ୍କ ଔଷଧ ଦୋକାନରେ ଗତ ସୋମବାର ରାତି ଗୋଟାଏ ସମୟରେ ଅଜ୍ଞାତ ବ୍ୟକ୍ତି ଭଙ୍ଗାରୁଜା କରିଥିଲେ। ଏଥିସହ ଉଲଗ୍ନ ହୋଇ ବାଇକ ଓ ଚେୟାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?