ସାମ୍ବାଦିକଙ୍କୁ ପୂର୍ବତନ ମନ୍ତ୍ରୀ କୁକୁର ଲଗାଇ ଆକ୍ରମଣ ଘଟଣାର ପ୍ରତିବାଦ, ସୁରକ୍ଷା ଆଇନ ପ୍ରଣୟନ ଦାବି
ବାରିପଦା,୨୬ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଭୁବନେଶ୍ବରଠାରେ କର୍ତ୍ତବ୍ୟରତ ସାମ୍ବାଦିକଙ୍କୁ ପୂର୍ବତନ ମନ୍ତ୍ରୀ କୁକୁର ଲଗାଇ ଆକ୍ରମଣ କରିବା ଘଟଣାରେ ମୟୂରଭଞ୍ଜ ଜିଲାର କାର୍ଯ୍ୟରତ ବିଭିନ୍ନ ସାମ୍ବାଦିକ ସଂଗଠନ ପକ୍ଷରୁ ପ୍ରତିବାଦ ଜଣାଇଛନ୍ତି। ଦୋଷୀ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହିତ...
ବାଟବଣା ହରିଣକୁ ମାରି ଖାଇଗଲେ
ବୈଶିଙ୍ଗା,୨୬ା୬(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ କଳମା ପଞ୍ଚାୟତର ପୁରୁଷୋତ୍ତମପୁର ଗ୍ରାମ ମଧ୍ୟକୁ ପଶି ଆସିଥିବା ଏକ ବାଟବଣା ହରିଣକୁ କେତେଜଣ ଲୋକ ତୀର ବିଦ୍ଧ କରି ମାରି ତାର ମାଂସକୁ ବାଣ୍ଟି ଖାଇବା ଚାଞ୍ଚଲ୍ୟ ସୃଷ୍ଟି...
ଛାନିଆ ହେଲେଣି ଅଧିକାରୀ: ଛାଟ ପୂର୍ବରୁ ଗାଦି ଛାଡ଼ିବାକୁ ପ୍ରୟାସ
ବାରିପଦା,୨୪ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲାରେ ବଦଳି ଋତୁ ଆରମ୍ଭ ହେବା ପୂର୍ବରୁ ଅଧିକାରୀ, କର୍ମଚାରୀଙ୍କ ମଧ୍ୟରେ ଛନକା ପଶିଛି। ଦୀର୍ଘଦିନ ଧରି ଜିଲାପାଳଙ୍କ କାର୍ଯ୍ୟାଳୟ ସମେତ ଗୁରୁତ୍ୱପୂର୍ଣ୍ଣ ବିଭାଗଗୁଡ଼ିକରେ ଅଧିକାରୀ ଓ କର୍ମଚାରୀମାନେ କାମ ନ କରି ଆସନକୁ ଅକ୍ତିଆର...
ବାରିପଦାରୁ ଗଡ଼ିଲା ୧୪ ସରକାରୀ ବସ୍, ଗଡୁନି ଘରୋଇ ବସ୍
ବାରିପଦା,୨୩ା୬: ବାରିପଦା,୨୩ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ପ୍ରଶାସନ ପକ୍ଷରୁ ଜିଲାରେ ସରକାରୀ ବସ୍ ସେବା ରବିବାରଠାରୁ ଆରମ୍ଭ ହୋଇଛି। ବସ୍ ମାଲିକ ସଂଘର ଧର୍ମଘଟ ଯୋଗୁ ଶୁକ୍ରବାର ରାତିରୁ ବସ୍ ଚଳାଚଳ ବନ୍ଦ ପରେ ଜିଲା ପ୍ରଶାସନ ଏଭଳି...
ସଂଧ୍ୟାରୁ ବାରିପଦାରୁ ଗଡିବ ବସ୍
ବାରିପଦା,୨୨ା୬: ସଂଧ୍ୟାରୁ ବାରିପଦାରୁ ଗଡିବ ବସ୍। ବସ୍ ନ ଗହିବା ବିବାଦ ତୁଟିବା ପରେ ଏନେଇ ନିଷ୍ପତ୍ତି ହୋଇଛି ମୟୂରଭଞ୍ଜ ଏସପି କହିଛନ୍ତି। ଏସପିଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ଏନେଇ ସମାଧାନ ହୋଇଛି। ସଂଧ୍ୟା ୭ଟାରୁ ସ୍ବାଭାବିକ ହେବ ବସ...
ବାରିପଦା ବସଷ୍ଟାଣ୍ଡରୁ ବନ୍ଦ ରହିଛି ବସ୍ ଚଳାଚଳ
ବାରିପଦା,୨୨।୬: ବାରିପଦା ବସଷ୍ଟାଣ୍ଡରେ ୨ ଗୋଷ୍ଠୀ ମାରପିଟ ଘଟଣାରେ ଆଜି ବସଷ୍ଟାଣ୍ଡରୁ ବସ୍ ଚଳାଚଳ ବନ୍ଦ ରହିଛି। ତେବେ ମାରପିଟ ଘଟଣାରେ ୧୦ ଜଣଙ୍କୁ ଅଟକ ରଖିବା ସହ ବାରିପଦା ଟାଉନ ଥାନା ପୋଲିସ ଘଟଣାର ତଦନ୍ତ କରୁଛି। ଘରୋଇ...
ବାରିପଦା ବସ୍ଷ୍ଟାଣ୍ଡରେ ବୁଲିଲା ଖଣ୍ଡା-ଭୁଜାଲି, ୫ ଗୁରୁତର
ବାରିପଦା,୨୧ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଘରୋଇ ବସ ଚଳାଚଳକୁ ନେଇ ଶୁକ୍ରବାର ରାତିରେ ବାରିପଦା ବସଷ୍ଟାଣ୍ଡରେ ବୁଲିଛି ଖଣ୍ଡା-ଭୁଜାଲି। ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟିବା ପରେ ମାରଣାସ୍ତ୍ରରେ ଗୋଟିଏ ଗୋଷ୍ଠୀର ଅତର୍କିତ ଆକ୍ରମଣ ଯୋଗୁ ୫ ଗୁରୁତର ହୋଇଛନ୍ତି । ସେମାନଙ୍କୁ...
ଜାଗାବାଡ଼ିକୁ କେନ୍ଦ୍ର କରି ସାନ ଭାଇଙ୍କୁ ହାଣିଲେ ବଡ଼
ମୋରଡ଼ା,୧୬ା୬(ସ୍ମାରକ ମାଜୀ): ଜାଗାବାଡ଼ିକୁ ନେଇ ସାନ ଭାଇଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି ବଡ଼ ଭାଇ। ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜା ପଞ୍ଚାୟତର ଲୁଣଚାଟି ଗାଁରେ। ଘଟଣା ଅନୁଯାୟୀ,ଉକ୍ତ ଗ୍ରାମର...
ଇଞ୍ଜିନିୟରିଂ ଚାକିରି ଛାଡ଼ିଥିଲେ ଗଣେଶ ରାମ
ବାରିପଦା,୧୩ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଯଶିପୁର ବିଧାନସଭା ନିର୍ବାଚନମଣ୍ଡଳୀ ବିଧାୟକ ଗଣେଶ ରାମ ସିଂ ଖୁଣ୍ଟିଆ ନବଗଠିତ ରାଜ୍ୟ ଭାଜପା ମନ୍ତ୍ରିମଣ୍ଡଳରେ ରାଷ୍ଟ୍ରମନ୍ତ୍ରୀ(ସ୍ବାଧୀନ) ଭାବେ ସ୍ଥାନ ପାଇଛନ୍ତି। ଏନେଇ ନିର୍ବାଚନମଣ୍ଡଳୀରେ ଖୁସିର ମାହୋଲ ଦେଖିବାକୁ ମିଳିଛି। ଯଶିପୁର ବ୍ଳକ ଅଧୀନ...
କୃଷ୍ଣଚନ୍ଦ୍ରଙ୍କୁ ମିଳିଲା ମନ୍ତ୍ରୀପଦ, କର୍ମୀ ମହଲରେ ଉତ୍ସାହ
ମୋରଡ଼ା,୧୨ା୬(ସ୍ମାରକ ମାଜୀ): ରାଜ୍ୟରେ ପ୍ରଥମଥର ପାଇଁ ଭାଜପା ସଂଖ୍ୟା ଗରିଷ୍ଠତା ହାସଲ କରି ଏକାକୀ ସରକାର ଗଠନ କରିଛି। ଏହି ପରିପ୍ରେକ୍ଷୀରେ ବୁଧବାର ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝିଙ୍କ ସମେତ ୧୫ ଜଣ ବିଧାୟକ...
ଭାଜପାକୁ ସର୍ବାଧିକ ପୋଷ୍ଟାଲ ଭୋଟ
ବାରିପଦା,୯ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲାରେ ଶେଷ ହୋଇଥିବା ସାଧାରଣ ନିର୍ବାଚନରେ ଭାଜପାକୁ ଅଧିକ ପୋଷ୍ଟାଲ ଭୋଟ ମିଳିଛି। ସର୍ବାଧିକ ଭୋଟ ବ୍ୟବଧାନରେ ବିଧାୟକ ଓ ଲୋକସଭା ଏମ୍ପି ବିଜୟୀ ହୋଇଛନ୍ତି। ୨୦୧୯ ସାଧାରଣ ନିର୍ବାଚନରେ ପୋଷ୍ଟାଲ ଭୋଟ ଅଧିକ ଭାଜପାକୁ...
କ’ଣ ହେବ ମିଶନ ଶକ୍ତି ମହିଳାଙ୍କ ଭାଗ୍ୟ
ବାରିପଦା,୭ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ଓଡ଼ିଶାରେ ଭାରତୀୟ ଜନତା ପାର୍ଟି ବହୁମତ ପାଇ ନୂଆ ସରକାର ଗଠନ କରିବାକୁ ପ୍ରସ୍ତୁତି ଜାରି ରଖିଛି। ନୂଆ ସରକାରରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶାସନକୁ ନେଇ ରାଜ୍ୟବାସୀଙ୍କ ମଧ୍ୟରେ ଉକତ୍ଣ୍ଠା ଦେଖାଦେଉଛି। ବିଜେଡି ସରକାରରେ ଚାଲିଥିବା ଯୋଜନାଗୁଡ଼ିକ...
Archives


