ମୟୂରଭଞ୍ଜ

ଗଣମାଧ୍ୟମ ସହିତ ସୁସମ୍ପର୍କ ରଖିବାରେ ବିଫଳ ମୋରଡ଼ା ପୋଲିସ, ପିଲାଚୋରି ଗୁଜବକୁ ନେଇ…

ମୋରଡ଼ା,୨୮ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ପୋଲିସର କାର୍ଯ୍ୟ କରିବାର ଦକ୍ଷତାକୁ ନେଇ ଆଜି କ୍ଷୋଭ ପ୍ରକାଶ କରିଛନ୍ତି ମୋରଡ଼ା ଅଞ୍ଚଳର ଗଣମାଧ୍ୟମ ପ୍ରତିନିଧି। ସୂଚନା ଅନୁଯାୟୀ, ପିଲାଚୋରି ଗୁଜବକୁ ନେଇ ଉଦ୍‌ବେଗ ଜନକ ପରିସ୍ଥିତି ସୃଷ୍ଟି କରିଥିବା ବେଳେ…

ଅଧିକ ସମୟ ଖେଳିବାକୁ ନେଇ ସପ୍ତମ ଶ୍ରେଣୀ ଛାତ୍ରଙ୍କୁ ଆଣ୍ଠେଇଦେଲେ ନବମ ଶ୍ରେଣୀ ଛାତ୍ର, ଭିଡିଓ ଭାଇରାଲ ପରେ…

ଉଦଳା ,୨୮।୨(ସନ୍ତୋଷ କୁମାର ବାଛିନୀ), ହଷ୍ଟେଲରେ ସୀମା ଟପିଲେ ବଡ଼ ଶ୍ରେଣୀର ଛାତ୍ର। ତଳ ଶ୍ରେଣୀ ଛାତ୍ରଙ୍କୁ କରିଲେ ରାଗିଙ୍ଗ୍‌ । ଖେଳ ସମୟରେ ହଷ୍ଟେଲର ୩ ଜଣ ସପ୍ତମ ଶ୍ରେଣୀ ଛାତ୍ର ହଷ୍ଟେଲ ପଛ ପାଖରେ ଖେଳୁଥିବାରୁ ତାଙ୍କ ଉପରେ…

ପୋଲିସକୁ ଖୋଲା ଚ୍ୟାଲେଞ୍ଜ, ଶୁଦ୍ଧିକ୍ରିୟା ସାରି ଫେରିବା ବେଳକୁ ଘରେ କଳାକନା ….

ବୈଶିଙ୍ଗା,୨୬ା୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ନିକଟରୁ ମାତ୍ର ଏକ କିଲୋମିଟର ଦୂରରେ ଚୋରି । ବାରିପଦା ବାଲେଶ୍ବର ୧୮ ନଂ ଜାତୀୟ ରାଜପଥ ପାର୍ଶ୍ବରେ ଥିବା ଇନ୍ଦ୍ରମଣି ମହାପାତ୍ରଙ୍କ ଘରେ ଗୁରୁବାର ଦିନ ଦ୍ବିପହରରେ କବାଟ ତାଡ଼ି ଆସବାବପତ୍ର…

ଜନ୍ମମାଟିରେ ଶହୀଦ ଯବାନ ଲକ୍ଷ୍ମଣଙ୍କୁ ଶେଷ ବିଦାୟ

ମୋରଡ଼ା/ରାସଗୋବିନ୍ଦପୁର,୨୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା): ଜନ୍ମମାଟିରେ ଶହୀଦ ଓଡ଼ିଆ ଯବାନଙ୍କୁ ଦିଆଯାଇଛି ଶେଷ ବିଦାୟ। ‘ଅମର ରହେ ଯବାନ ଲକ୍ଷ୍ମଣ’ ସ୍ବରରେ କମ୍ପିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକ ଅଧୀନ ଖୁଣ୍ଟାପାଳ ଗ୍ରାମ। ସୂଚନାନୁଯାୟୀ, ଉକ୍ତ ଗ୍ରାମର ଲକ୍ଷ୍ମଣ ସୋରେନ କେନ୍ଦ୍ରୀୟ ଶିଳ୍ପ…

ମଧ୍ୟାହ୍ନଭୋଜନ ରାନ୍ଧିଲେ ଗ୍ରାମବାସୀ 

ମୋରଡ଼ା,୨୫ା୨(ସ୍ମାରକ ମାଜୀ):  ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ସରାଶୋଳ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଅବ୍ୟବସ୍ଥା ଦେଖାଦେଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି। ସୂଚନା ଅନୁଯାୟୀ, ଉକ୍ତ ବିଦ୍ୟାଳୟରେ  ଶିଶୁ ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୩୯…

ପିଲା ଚୋରି ସନ୍ଦେହରେ ଯୁବକଙ୍କୁ ପିଟି ମାରିଦେବା ଘଟଣା: ଥାନା ଗେଟ୍‌ ବନ୍ଦ କରିବା ସହ ରାସ୍ତା ରୋକୋ କଲେ ମହିଳା

ମୋରଡା,୨୪।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ପିଲା ଚୋରି ସନ୍ଦେହରେ ଲୋକେ ଜଣେ ଅଚିହ୍ନା ଯୁବକଙ୍କୁ ପିଟିପିଟି ମାରିଦେବା ଘଟଣାରେ ଉତ୍ୟକ୍ତ ମହିଳାମାନେ ଆଜି ମୋରଡା ଥାନା ଗେଟ୍‌ ବନ୍ଦ କରିବା ସହିତ ରାସ୍ତା ରୋକୋ କରିଛନ୍ତି। ସୂଚନା…

କୋର୍ଟରେ ସାକ୍ଷୀ ଦେବା ହେଲା କାଳ, ଗାଁ ଦାଣ୍ଡରେ ପିଟିପିଟି ହତ୍ୟା

ଉଦଳା,୨୪।୨(ସନ୍ତୋଷ କୁମାର ବାଛିନୀ): ଝଗଡାରୁ ଯୁବକଙ୍କୁ ଗଡିଗାଁରେ ଗୋଡେଇ ଗୋଡେଇ ବାଡେଇ ମାରିଲେ ଅଭିଯୁକ୍ତଙ୍କ ସମ୍ପର୍କୀୟ । ପୂର୍ବ ଘଟଣାରେ ଥିଲେ ପ୍ରତ୍ୟକ୍ଷଦର୍ଶୀ। ଆଉ ଘଟଣାରେ ସାକ୍ଷୀ ଦେବାକୁ ଯାଇ ଫେରିବା ପରେ ଆରମ୍ଭ ହେଲା ଝଗଡା । ଆଉ ଝଗଡାରୁ…

ପିଲା ଚୋରି ସନ୍ଦେହରେ ନିସ୍ତୁକ ମାଡ଼ ମାରିଲେ ଗ୍ରାମବାସୀ, ଚିକିତ୍ସାଧୀନ ଅବସ୍ଥାରେ ଯୁବକଙ୍କ ମୃତ୍ୟୁ

ମୋରଡା,୨୩।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ଜଣେ ଯୁବକଙ୍କୁ ମାଡ଼ ମାରିବା ଫଳରେ ଉକ୍ତ ଯୁବକ ଜଣଙ୍କ ମୃତ୍ୟୁବରଣ କରିଛନ୍ତି। ସୂଚନା ଅନୁଯାୟୀ, ସୋମବାର ଦିନ ୧୨ଟା ସମୟରେ ଉକ୍ତ ଥାନା ଅଧୀନ ଡେଙ୍ଗାଶୋଳ ଲୋଧା ସାହି ନିକଟରେ…

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ ପ୍ରବର୍ତ୍ତାଉଥିବା ଅଡିଓ ଭାଇରାଲ୍‌ ହେବା ପରେ ଚହଳ ପଡ଼ିଛି। ଏନେଇ ଗତ ୧୭…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି। ନାରୀ ସୁରକ୍ଷିତ ହେଲେ ସମାଜ ସୁରକ୍ଷିତ ହେବାର ବାର୍ତ୍ତାକୁ ନେଇ ଗତ ୫…

୩୯ ଶିକାରିଙ୍କୁ ବାନ୍ଧିଲା ବନବିଭାଗ: ୯ ଦେଶୀ ବନ୍ଧୁକ, ୨୦ ଧନୁତୀର ଜବତ

ବାରିପଦା,୨୦।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଅଞ୍ଚଳରେ ଶିକାର କରିବାକୁ ପ୍ରବେଶ କରିଥିବା ଶିକାରିଙ୍କୁ ବନବିଭାଗ ଗିରଫ କରଛି । ୩୯ ଶିକାରିକୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ୯ ଦେଶୀ…

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ଡାକ୍ତରୀ ଦଳ ଘଟଣାର ଅନୁଧ୍ୟାନ ପରେ ମୃତ୍ୟୁର କାରଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri