ମୟୂରଭଞ୍ଜ

ଧରିତ୍ରୀ ପ୍ରଭାବ; ଅଙ୍ଗନବାଡ଼ିରେ ପିଲାଙ୍କୁ ମିଳୁ ନଥିଲା ରନ୍ଧାଖାଦ୍ୟ, ଜିଲା ପ୍ରଶାସନର ଯାଞ୍ଚ ପରେ ଅଣ୍ଡା…

ଉଦଳା,୩।୯(ସନ୍ତୋଷ ବାଛିନୀ): ଖବର ପ୍ରସାରଣ ପରେ ଆକ୍ସନ ମୋଡରେ ଜିଲା ପ୍ରଶାସନ । ନିଜେ ତଦନ୍ତ କରିବା ପରେ ଅଙ୍ଗନବାଡିରେ ଆରମ୍ଭ ହେଲା ରୋଷେଇ । ଶିଶୁଙ୍କୁ ପରସା ଗଲା ଭାତ ଓ ଅଣ୍ଡା । କପ୍ତିପଦା ବ୍ଲକ ରାମଚନ୍ଦ୍ରପୁର ଅଙ୍ଗନବାଡିରେ…

ରିଲିଫ ନେଇ ଫେରୁଥିବା ବେଳେ ଛାତ୍ରଙ୍କ ମୁଣ୍ଡରେ ପଡ଼ିଗଲା ନଡ଼ିଆ, ତାପରେ….

ବାରିପଦା,୨।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ସହର ମଧୁବନ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଗଛରୁ ନଡ଼ିଆ ଖସି ଜଣେ ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ମୁଣ୍ଡରେ ପଡିବାରୁ ତାଙ୍କର ମୃତ୍ୟୁ ଘଟିଛି । ମିଳିଥିବା ସୂଚନା ଅନୁଯାୟୀ ମଧୁବନ…

ମୟୂରଭଞ୍ଜ ପ୍ରବଳରୁ ଅତି ପ୍ରବଳ ବର୍ଷା: ଉପୁଜିଲା ବନ୍ୟା ଆଶଙ୍କା

ବାରିପଦା,୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଲଘୁଚାପଜନିତ ବର୍ଷା ପ୍ରଭାବରେ ବନ୍ୟା ପରିସ୍ଥିତି ଉପୁଜିଛି। ଜିଲାର ବିଭିନ୍ନ ବ୍ଲକ ସମେତ ଶିମିଳିପାଳର ବିଭିନ୍ନ ସ୍ଥାନରେ ସୋମବାର ସକାଳ ୬ଟାରୁ ମଙ୍ଗଳବାର ସକାଳ ୬ଟା ପର୍ଯ୍ୟନ୍ତ ବର୍ଷା ରେକର୍ଡ ହୋଇଛି । ଓଡ଼ିଶା…

ମୟୂରଭଞ୍ଜରେ ପ୍ରବଳ ବର୍ଷା, ସ୍କୁଲ ଛୁଟି ଘୋଷଣା କଲେ ଜିଲାପାଳ

ବାରିପଦା,୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ଓ ସମ୍ଭାବ୍ୟ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି । ଜିଲାର ବଡ଼ସାହି, ବେତନଟୀ, ବିଶୋଇ ଓ କୁଳିଅଣା ବ୍ଲକରେ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଗୁଡିକୁ ଜିଲାପାଳ…

ବର୍ଷାରେ ପଡ଼ିଗଲା କାନ୍ଥ, ମୁଣ୍ଡରେ କାଠ ବାଡେଇ ହୋଇ ମହିଳା ମୃତ

ବାରିପଦା,୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗରିପୋଷି ଥାନା ଅଧିନ ଭୁଲନ୍‌ପୁରରେ ଅଭାବନୀୟ ଘଟଣା ଘଟିଯାଇଛି । ଚାଳଘର ଭୁଶୁଡ଼ି ଜଣେ ମହିଳାଙ୍କ ମୃତ୍ଯୁ ହୋଇଛି । ମୃତକ ମହିଳା ଜଣକ ହେଲେ ଲକ୍ଷ୍ମୀ ସିଂ(୫୫) । ପରିବାର ଲୋକେ ସଙ୍ଗେ…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନେ ହେଲେ ମିନତୀ ସିଂ (୬୫), ସୁଜାତା…

ଆନ୍ତଜିଲା ଡକାୟତ ଗ୍ୟାଙ୍ଗର ଖୁଲାସା କଲା ମୋରଡା ପୋଲିସ, ନରେଶ…

ମୋରଡା,୨୭।୮(ସ୍ମାରକ ମାଜୀ)- ଏକ ଆନ୍ତଜିଲା ଡକାୟତ ଗ୍ୟାଙ୍ଗର ବଡ଼ ଖୁଲାସା କରିଛି ପୋଲିସ । ଜଣେ ଲୁଟେରାକୁ ଧରିବା ସହିତ ଲକ୍ଷାଧିକ ଟଙ୍କାର ସୁନା ଓ଼ ରୂପା ଗହଣା ଜବତ କରିବା ଘଟଣାକୁ ନେଇ ଗୁରୁବାର ଅପରାହ୍ନ ୧ଟାରେ ମୟୂରଭଞ୍ଜ ଏସପି…

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି । ସଂଜିତ କୁମାର ସାହୁ ତାଙ୍କ ପୁଅ ଏବଂ ସ୍ତ୍ରୀଙ୍କ ସହିତ ମନ୍ଦିର…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା ଅଞ୍ଚଳର ଗହଣା ବ୍ୟବସାୟୀ ତପନ ପରିଡ଼ା ଶନିବାର ମୋରଡ଼ା ଥାନା ଅଧୀନ ସାନମୁଣ୍ଢାବଣି…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ ଅଟକ ରଖି ଘଟଣାର ତଦନ୍ତ ଆରମ୍ଭ କରିଛି। ଅଭିଯୋଗ ଅନୁସାରେ, ବିବାହର ପ୍ରତିଶ୍ରୁତି…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର ସ୍ରୋତରେ ଭାସିଯାଇ ଜଣେ ଯୁବ ଅଧ୍ୟାପକଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ବାଲେଶ୍ୱର…

ବୈଶିଙ୍ଗା-ରୁପ୍‌ସା ମୁଖ୍ୟ ରାସ୍ତାରେ ଚଳାଚଳ ବନ୍ଦ

ବୈଶିଙ୍ଗା,୧୩ା୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ବୁଧବାରଠାରୁ ମୂଷଳ ଧାରାରେ ଲଘୁଚାପ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଜୀବନ ବିତାଉଛନ୍ତି ଲୋକେ। ଗତ ୨୪ ଘଣ୍ଟା ମଧ୍ୟରେ ୧୭୦ ମିଲିମିଟର ବର୍ଷା ରେକର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?