ଜନତାଙ୍କ ପ୍ରଶ୍ନବାଣକୁ ଭୟ କରୁଛନ୍ତି ପ୍ରାର୍ଥୀ
ମୋରଡ଼ା,୨୮।୪(ସ୍ମାରକ ମାଜୀ): ୨୦୦୯ରୁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରୁ ବିଜୁ ଜନତା ଦଳ ଜିତି ଆସୁଥିବା ବେଳେ ବର୍ତ୍ତମାନ ରାଜ କିଶୋର ଦାସ ବିଧାୟକ ଅଛନ୍ତି । ଏଥର କିନ୍ତୁ ବିଜେଡିର ଗଡ଼ କୁହାଯାଉଥିବା ଉକ୍ତ ଆସନରୁ କିଏ...
ମୋରଡ଼ା ନିର୍ବାଚନମଣ୍ଡଳୀରେ କଂଗ୍ରେସର ଘନଘନ ବୈଠକ, ମିଶ୍ରଣ ପର୍ବ
ମୋରଡ଼ା,୨୭ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲାର ଏକମାତ୍ର ଅଣସଂରକ୍ଷିତ ନିର୍ବାଚନମଣ୍ଡଳୀ ମୋରଡ଼ା ନିର୍ବାଚନମଣ୍ଡଳୀ ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସମସ୍ତ ରାଜନୈତିକ ଦଳ ତଥା ବିଶେଷକରି ବିଜୁ ଜନତା ଦଳ ଓ କଂଗ୍ରେସ ପ୍ରତିଦିନ ବୈଠକ, ମିଶ୍ରଣ...
ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ
ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଜବତ କରିଛି । ଶୁକ୍ରବାର ସକାଳେ ସ୍ଥାନୀୟ ଗ୍ରାମବାସୀ ଦେଖି...
ଯେତିକି ଲିଭୁଛି, ସେତିକି ଜଳୁଛି
ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି ଯେତିକି ନିଆଁ ଲିଭାଉଛନ୍ତି ଅନ୍ୟସ୍ଥାନରେ ସେତିକି ଜଳୁଥିବା ଦେଖିବାକୁ ମିଳୁଛି। ନିଆଁ ଲିଭା...
ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ
ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ ୩ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ଏଠାରେ ବିଧାୟକ ପ୍ରାର୍ଥୀ...
ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ
ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି ନିଆଁକୁ ଆୟତ୍ତ କରିବାରେ ଲାଗିଛନ୍ତି। ଏଥି ପାଇଁ ବନବିଭାଗ, ଦମକଳ ବାହିନୀ...
ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍ କଲେ କଂଗ୍ରେସ କର୍ମୀ
ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। କଂଗ୍ରେସର ନୀତି ଆଦର୍ଶକୁ ବିଚାର କରି...
ଆଉ ସହି ହେବନି,ଏଥର ଭୋଟ ବର୍ଜନ
ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶ ଯଦୁନାଥପୁର ପଞ୍ଚାୟତବାସୀ ଅବହେଳିତ ଓ ନିଷ୍ପେଷିିତ ଅବସ୍ଥାରେ ଜୀବନଯାପନ କରୁଛନ୍ତି। ଦେଶ ସ୍ବାଧୀନତାର ୭୭ବର୍ଷ ପରେ ମଧ୍ୟ ଲୋକେ ମୌଳିକ ସମସ୍ୟାରୁ ମୁକୁଳି ପାରୁନାହାନ୍ତି ା ଆବାସ ଯୋଜନା ସାତ...
ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ
ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି ମହାପର୍ବରେ ସମସ୍ତ ରାଜନୈତିକ ଦଳ ନିଜର ପ୍ରସ୍ତୁତି ଆରମ୍ଭ କରିସାରିଛନ୍ତି। ଏହି ପରିପ୍ରେକ୍ଷୀରେ...
ମୋରଡ଼ା ବିଜେଡି ବିଧାୟିକା ପ୍ରାର୍ଥିନୀଙ୍କ ପ୍ରତି ଛୁଟୁଛି ବିଦ୍ରୋହର ସୁଅ: ଦଳରୁ ଇସ୍ତଫା ଦେଲେ ସାଧାରଣ ସମ୍ପାଦକ
ମୋରଡ଼ା,୨୨ା୪(ସ୍ମାରକ ମାଜୀ): ଆଗକୁ ସାଧାରଣ ନିର୍ବାଚନ ଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ପାଇଁ ବିଜୁ ଜନତା ଦଳ ମୋରଡ଼ା ବିଧାୟକ ରାଜକିଶୋର ଦାସଙ୍କ ସ୍ତ୍ରୀ ପ୍ରୀତିନନ୍ଦା କାନୁନ୍ଗୋଙ୍କୁ ପ୍ରାର୍ଥୀ କରିଛି। ତେବେ ଶ୍ରୀମତୀ କାନୁନ୍ଗୋଙ୍କ ପ୍ରତି ନିଜ...
ଅଣାୟତ୍ତ ଶିମିଳିପାଳ ନିଆଁ
ବାରିପଦା,୨୨ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଲାଗିଥିବା ନିଆଁ ଅଣାୟତ୍ତ ହେବାରେ ଲାଗିଛି। ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କୋର୍ ଓ ବଫର ଅଞ୍ଚଳରେ ନିଆଁ ବ୍ୟାପୀ ଚାଲିଛି। ରବିବାର ଶିମିଳିପାଳ ଉତ୍ତର ଓ ଦକ୍ଷିଣ ଡିଭିଜନର ୩୦ଟି ସ୍ଥାନରେ...
ଜିଲ୍ଲା ପରିଷଦଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୯ କୋଟି ଟଙ୍କା ଗାଏବ
ମୟୁରଭଞ୍ଜ,୨୧।୪: ମୟୂରଭଞ୍ଜ ଜିଲାର ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରେ ଥିବା ଜିଲା ପରିଷଦ ଆକାଉଣ୍ଟରୁ ୯ କୋଟିରୁ ଅଧିକ ଟଙ୍କା ଗାଏବ ହୋଇଯାଇଥିବା ଅଭିଯୋଗ ହୋଇଛି। ଏନେଇ ବ୍ୟାଙ୍କ ଅଧିକାରୀଙ୍କ ଦ୍ୱାରା ଭଞ୍ଜପୁର ପୋଲିସ ନିକଟରେ ଏଫଆଇଆର ଦାଖଲ କରାଯାଇ...
Archives


