ମୟୂରଭଞ୍ଜ

ସାଙ୍ଗପିଲା ଖାଦ୍ୟ ଖାଇ ଦେବାରୁ ରାଗିଯାଇ ହଷ୍ଟେଲ ଛାଡ଼ି ଚାଲିଆସିଲେ ଛାତ୍ରୀ, ଆଉ ତା’ ପରେ…

ମୋରଡ଼ା,୧୭ା୭(ସ୍ମାରକ ମାଜୀ): ଜଣେ ନାବାଳିକା ଛାତ୍ରୀ ବିଦ୍ୟାଳୟ ହଷ୍ଟେଲରୁ ରାଗି କି ଚାଲି ଆସିଥିଲେ। ତେବେ  ପ୍ରାୟ ୪୦ କିଲୋମିଟରରୁ ଅଧିକ ଚାଲି ଚାଲି ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ତଥା ବେତନଟୀ ଥାନା ଅଧୀନ ଦାନ୍ତିଆମୁଁହାରୁ ଉଦ୍ଧାର ହେବା ଘଟଣା…

ସୁନାବେଶରେ ଚମକିଲେ ଚତୁର୍ଦ୍ଧାମୂର୍ତ୍ତି

ମୋରଡ଼ା,୧୭ା୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ପ୍ରସିଦ୍ଧ ଚିତ୍ରଡ଼ା ରଥଯାତ୍ରାର ବାହୁଡ଼ା ପର୍ବ ମଙ୍ଗଳବାର ଶେଷ ହୋଇଥିବା ବେଳେ ଚତୁର୍ଦ୍ଧାମୂର୍ତ୍ତି ଆଜି ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେଇଛନ୍ତି। ମଧ୍ୟାହ୍ନ ଧୂପ ପରେ ସ୍ବତନ୍ତ୍ର ନୀତି ନିର୍ଘଣ୍ଟରେ ବଡ଼ଠାକୁର ବଳଭଦ୍ର, ଜଗନ୍ନାଥ…

ଏକା ସାଙ୍ଗରେ ଡକାଡକି ହୋଇ ଚାଲିଗଲେ ଦାଦା-ପୁତୁରା

ବାରିପଦା,୧୭।୭: (ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ସହର ଉପକଣ୍ଠ ଦେଇ ଯାଇଥିବା ୧୮ନଂ. ଜାତୀୟ ରାଜପଥର ପାଲବଣିଠାରେ ସୋମବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଏକ ଟ୍ରକ୍‌ ସମ୍ପର୍କୀୟ କକା ଓ ପୁତୁରାଙ୍କ ଉପରେ ମାଡ଼ିଯିବାରୁ ଦୁହିଁଙ୍କ ମୃତ୍ୟୁ…

ହାତୀ ପାଇଁ ଖଞ୍ଜିଥିଲେ ବିଦ୍ୟୁତ୍‌ ତାର: ନିଜେ ଫସିଲେ…

ମୟୁରଭଞ୍ଜ,୧୫।୭:ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ନାକିଚୁଆଁ ଗାଁରୁ ଏକ ହାତୀର ମୃତଦେହ ମିଳିଥିଲା। ଖବର ପାଇ ବନବିଭାଗ କର୍ମଚାରୀ ଘଟଣାସ୍ଥଳରେ ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ ପରେ ବନବିଭାଗ ସୋମବାର ହାତୀ ମୃତ୍ୟୁ ଘଟଣାର ପର୍ଦ୍ଦାଫାଶ…

ବାରିପଦାର ଏକ ଘରୋଇ ହସ୍ପିଟାଲରେ ଲାଗିଲା ନିଆଁ

ବାରିପଦା,୧୫ା୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦାସ୍ଥିତ ଏକ ଘରୋଇ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି। ଶଟ୍‌ସର୍କିଟ୍‌ରୁ ନିଆଁ ଲାଗିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ବାରିପଦା ଟାଉନ ଥାନା ଅନ୍ତର୍ଗତ ସାଇ ହସ୍ପିଟାଲର ଦ୍ବିତୀୟ ମହଲାରେ ଥିବା ଆଇସିୟୁ ଡ୍ୟୁଟି ରୁମ୍‌ରେ ନିଆଁ ଲାଗିଥିଲା। ଘଟଣାସ୍ଥଳରେ…

୪ ବର୍ଷର ନାବାଳିକାଙ୍କୁ ୧୩ ବର୍ଷର ନାବାଳକଙ୍କ ବଳାତ୍କାର ଅଭିଯୋଗ

ମୋରଡ଼ା,୧୩ା୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଞ୍ଚଳରେ ଜନୈକ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ହୋଇଥିବାର ଅଭିଯୋଗ ହୋଇଛି। ଅଭିଯୋଗ ମୁତାବକ, ଉକ୍ତ ଥାନା ଅଧୀନ ଜଣେ ୧୩ ବର୍ଷର ଆଦିବାସୀ ନାବାଳକ ତାଙ୍କ ଗାଁ ପାଖ ଜଣେ ୪ ବର୍ଷର…

ମିଳିଲା ହାତୀର ମୃତଦେହ: ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ ସନ୍ଦେହ

ମୋରଡା,୧୩।୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ଏକ ହାତୀର ମୃତଦେହ ମିଳିଛି। ଖବର ପାଇ ବନବିଭାଗ କର୍ମଚାରୀ ଘଟଣା ସ୍ଥଳରେ ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ମିଳିଥିବା ସୂଚନା ମୁତାବକ, ଉକ୍ତ ରେଞ୍ଜ ତଥା…

ବସ୍‌-ଟ୍ରକ ଧକ୍କା: ଚାଲିଗଲା ୩ ଜୀବନ, ୨୦ ଆହତ

ବାରିପଦା,୧୩।୭: ମୟୁରଭଞ୍ଜ ଜିଲା ୧୮ ନମ୍ବର ଜାତୀୟ ରାଜପଥ ବେତନଟି ଥାନା ଅଧୀନ ବୁଢ଼ିଖମାର ଛକ ନିକଟରେ ଶନିବାର ଏକ ବସ୍‌-ଟ୍ରକ୍‌ ମଧ୍ୟରେ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ମହିଳାଙ୍କ ସମେତ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ଜଣ ଆହତ ହୋଇଥିବା…

ମା’ ମୋବାଇଲ ଫୋନ ନ ଦେବାରୁ ନାବାଳକଙ୍କ…

ମୋରଡ଼ା,୭।୭(ସ୍ମାରକ ମାଜୀ): ମୋବାଇଲ ଫୋନ ବ୍ୟବହାର କରିବାକୁ ମା’ ନ ଦେବାରୁ ଜଣେ ନାବାଳକ ଆତ୍ମହତ୍ୟା କରିଛନ୍ତି। ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଧୀନ ଝିଙ୍କିରିଆ ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ପରିବାର ଲୋକଙ୍କ କହିବା ଅନୁଯାୟୀ, ନାବାଳକ ତାଙ୍କ…

ଭଞ୍ଜସେନାରେ ଯୋଗଦେଲେ ସୁନାରାମଙ୍କ ନାତୁଣୀ

ବାରିପଦା,୮ା୭(ନୀଳାଦ୍ରି ବିହାରୀ ଦଣ୍ଡପାଟ):ରଥଯାତ୍ରା ଅବସରରେ ସ୍ବାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ପୂର୍ବତନ ଆଦିବାସୀ କଲ୍ୟାଣମନ୍ତ୍ରୀ ଭଞ୍ଜବୀର ସୁନାରାମ ସୋରେନଙ୍କ ନାତୁଣୀ ସୋନାଲୀ ସୋରେନ ଭଞ୍ଜସେନାରେ ଯୋଗଦାନ କରିଛନ୍ତି। ଭଞ୍ଜସେନା ବାମନଘାଟି ଆଦିବାସୀ ଶାଖା ପକ୍ଷରୁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସେ ବିଧିବଦ୍ଧଭାବେ…

ନବଯୌବନ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧାମୂର୍ତ୍ତି

ମୋରଡ଼ା,୭ା୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ାସ୍ଥିତ ଧର୍ମକ୍ଷେତ୍ର ରଥଯାତ୍ରା ଉପଲକ୍ଷେ ବେଶ୍‌ ଚଳଚଞ୍ଚଳ ହୋଇଉଠିଛି। ତେବେ ଦେବସ୍ନାନ ପୂର୍ଣ୍ଣିମାଠାରୁ ୧୫ ଦିନ ଧରି ଅନବସର ଘରେ ଜ୍ବରରେ ପୀଡ଼ିତ ଥିବା ବିଗ୍ରହମାନେ ସମ୍ପୂର୍ଣ୍ଣ ଭାବେ ସୁସ୍ଥ ହେବା…

ଘରକୁ ପଶିଗଲା ଟ୍ରକ୍‌: ଚାଲିଗଲା ବୃଦ୍ଧାଙ୍କ ଜୀବନ

ରାଇରଙ୍ଗପୁର,୬।୭: ମୟୁରଭଞ୍ଜ ଜିଲା ରାଇରଙ୍ଗପୁରରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଦ୍ରୁତଗତିରେ ଆସୁଥିବା ଏକ ଟକ୍ର ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଏକ ଘର ଭିତରକୁ ପଶି ଯାଇଥିଲା। ଫଳରେ ଟ୍ରକ ଚାପାରେ ଘରେ ଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri