ମୟୂରଭଞ୍ଜ

ଓଡ଼ିଶା ଫେରିଲା ଜିନତ୍‌ : ମଧ୍ୟ ରାତିରେ ଆସିଲା

ବାରିପଦା,୧।୧: ମଧ୍ୟରାତ୍ରିରେ ବାଘୁଣୀ ଜିନତ୍‌ ଓଡ଼ିଶା ଫେରିଛି। ପ୍ରାୟ ୪୮ ଘଣ୍ଟାଯାଏ କୋଲକାତାସ୍ଥିତ ଆଲିପୁର ପ୍ରାଣୀ ଉଦ୍ୟାନରେ ରହିଲା ଭିତରେ ତାର ସମସ୍ତ ପ୍ରକାର ସ୍ବାସ୍ଥ୍ୟଜନିତ ପରୀକ୍ଷାନିରୀକ୍ଷା ସରିବା ପରେ ଜିନତ୍‌କୁ ଶିମିଳିପାଳ ଅଣାଯାଇଛି। ଏ ନେଇ ବନ ବିଭାଗ ପକ୍ଷରୁ…

ଟ୍ରାଙ୍କୁଲାଇଜ୍‌ ହେଲା ବାଘୁଣୀ ଜିନ୍ନତ

ବାରିପଦା୨୯ା୧୨: ବାଘୁଣୀ ଜିନ୍ନତକୁ ରବିବାର ଟ୍ରାଙ୍କୁଲାଇଜ୍‌ କରାଯାଇଛି। ପଶ୍ଚିମବଙ୍ଗର ବାଙ୍କୁରାଠାରେ ଜିନ୍ନତକୁ ଟ୍ରାଙ୍କୁଲାଇଜ୍‌ କରାଯାଇଛି। ଟ୍ରାଙ୍କୁଲାଇଜ୍‌ ପରେ ଜିନ୍ନତ ଏବେ ଜନ୍ତାରେ ରହିଛି। ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଆଲିପୁର ନିଆଯିବ ବୋଲି ପିସିସିଏଫ୍‌ ସୂଚନା ଦେଇଛନ୍ତି।   ପଶ୍ଚିମବଙ୍ଗର ପୁରୁଲିଆ ଜିଲା…

ମହୁମାଛି ନେଲା ଜେଇଙ୍କ ଜୀବନ

ରାଇରଙ୍ଗପୁର,୨୯।୧୨: ମୟୂରଭଞ୍ଜ ଜିଲା ମହୁଲଡିହାରେ ରବିବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ମହୁମାଛି ଆକ୍ରମଣରେ ତିରିଂ ବ୍ଲକ ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ବିଶ୍ୱନାଥ ମୁର୍ମୁଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ମିଳିଥିବା ସୂଚନା ମୁତାବକ, ମହୁଲଡିହା ସ୍ଥିତ କ୍ୱାର୍ଟର୍ସରେ…

ନଦୀପଠାରୁ ମିଳିଥିଲା ଅର୍ଦ୍ଧଦଗ୍ଧ ମୃତଦେହ: ଅପହରଣ ପରେ କରିଥିଲେ ହତ୍ୟା, ଦୁଇ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ବାରିପଦା,୨୭।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ସଦର ଥାନା ଅଧୀନ ଗୁମୁ ଗ୍ରାମ ନିକଟସ୍ଥ ବୁଢାବଳଙ୍ଗ ନଦୀପଠାରୁ ଜନୈକ ବ୍ୟକ୍ତିଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ଘଟଣାରେ ପୋଲିସ ୨ଜଣକୁ ଗିରଫ କରିଛି। ଅଭିଯୁକ୍ତ ଜଣେ ହେଲେ ଆଶିଷ ସିଂ ଏବଂ ଅନ୍ୟ ଜଣେ…

ଚାଲିଛି ବାଘ-ଛେଳି ଖେଳ

ବାରିପଦା,୨୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ପଶ୍ଚିମବଙ୍ଗର ପୁରୁଲିଆ ଜିଲା ରାଇକିଆ ପାହାଡ଼ ସଂଲଗ୍ନ କ୍ୱିଲାପାଳ ଜଙ୍ଗଲରେ ବୁଲୁଥିବା ମହାବଳ ବାଘୁଣୀ ଜିନ୍ନତକୁ ଧରିବା ପାଇଁ ବନ ବିଭାଗ ପ୍ରୟାସ ଜାରି ରଖିଛି। ଯନ୍ତାରେ ଛେଳି ଓ ବାର୍‌ହା ରଖି ଖାଦ୍ୟ ଦିଆଯାଉଥିଲେ ମଧ୍ୟ…

ଜିନ୍ନତ ହେବ ଟ୍ରାଙ୍କୁଲାଇଜ୍‌

ବାରିପଦା,୨୩ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମହାବଳ ବାଘୁଣୀ ଜିନ୍ନତକୁ ଫେରାଇ ଆଣିବାକୁ ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ଟ୍ରାଙ୍କୁଲାଇଜ୍‌ କରାଯାଇ ତାକୁ ଶିମିଳିପାଳ ଅଭୟାରଣ୍ୟ ଫେରାଇ ଅଣାଯିବା ନେଇ ଏକ ସ୍ବତନ୍ତ୍ର ଟିମ୍‌ ପକ୍ଷରୁ…

ଆଜି ଶିମିଳିପାଳ ବନ୍ଦ

ବାରିପଦା,୨୨।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଲଗାଣ ବର୍ଷା ଯୋଗୁ ରବିବାର ଶିମିଳିପାଳ ଅଭୟାରଣ୍ୟକୁ ପର୍ଯ୍ୟଟକଙ୍କ ନିମନ୍ତେ ବନ୍ଦ କରାଯାଇଛି। ଶିମିଳିପାଳର ପିଠାବଟା ଓ କାଳିକାପ୍ରସାଦ ଦୁଇଟି ଗେଟ୍‌ ବନ୍ଦ ରହିବ ବୋଲି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଉତ୍ତର ଡିଭିଜନର ଉପନିର୍ଦ୍ଦେଶକ ସାଇ…

ଐତିହାସିକ ନିଷ୍ପତ୍ତି: ଶିମିଳିପାଳରେ ବାଘ ଜଗିବେ ସଶସ୍ତ୍ରବଳ

ଭୁବନେଶ୍ୱର,୧୯।୧୨: ମୟୂରଭଞ୍ଜ ଜିଲାର ଶିମିଳିପାଳ ଟାଇଗର ରିଜର୍ଭରେ ସୁରକ୍ଷା ବ୍ୟବସ୍ଥାକୁ ଦୃଢ କରିବା ଦିଗରେ ଏକ ଐତିହାସିକ ପଦକ୍ଷେପ ନେଇଛନ୍ତି ସରକାର। ଶିକାର ତଥା ବନ୍ୟଜନ୍ତୁ ଅପରାଧରୁ ଏହି ଅଞ୍ଚଳକୁ ସୁରକ୍ଷିତ ରଖିବା ପାଇଁ ଏକ ୧୩୧ ସଦସ୍ୟ ବିଶିଷ୍ଟ ସଶସ୍ତ୍ର…

ଚଢ଼ାଉ ବେଳେ ଆଇଆଇସିଙ୍କୁ ଆକ୍ରମଣ: ପଥର ମାଡ଼ରେ ଥାନା ଗାଡ଼ି ଭାଙ୍ଗିଲା

ଉଦଳା, ୧୮।୧୨(ସନ୍ତୋଷ କୁମାର ବାଚ୍ଛିନୀ)-ଲଘୁ ଖଣିଜ ପଦାର୍ଥ ଚୋରାଚାଲାଣ ରୋକିବାକୁ ଚଢ଼ାଉ ବେଳେ ସଂଘବଦ୍ଧ ଆକ୍ରମଣରେ ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଆଇଆଇସି ପ୍ରକାଶ କୁମାର ରଥ ଆହତ ହୋଇଛନ୍ତି। ଚୋରାଚାଲାଣକାରୀଙ୍କ ପଥର ମାଡ଼ରେ ଥାନା ଗାଡ଼ି ଭାଙ୍ଗିରୁଜି ଯାଇଛି। ଏନେଇ…

୧୦ ଦିନ ପରେ ବଳଦ ମାରିଲା, ଖାଇ ପାରିଲା ନାହିଁ : ଜିନ୍ନତକୁ ନେଇ ତେଜୁଛି ଅସନ୍ତୋଷ

ବାରିପଦା,୧୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଛାଡ଼ି ଝାଡ଼ଖଣ୍ଡ ରାଜ୍ୟ ରାଜାବସା ଓ ଚିଆବାନ୍ଧି ଜଙ୍ଗଲରେ ରହୁଥିବା ମହାବଳ ବାଘୁଣୀ ଜିନ୍ନତକୁ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ୧୦ ଦିନ ପରେ ଜଙ୍ଗଲକୁ ଚରିବାକୁ ଯାଇଥିବା ଏକ ବଳଦକୁ ସେ…

କୋଲଡ୍ରିଙ୍କସ ବୋତଲରେ ଦେଶୀ ମଦ ଚାଲାଣ

ଉଦଳା,୧୭।୧୨: ମୟୂରଭଞ୍ଜ ଜିଲା ଉଦଳା ବସଷ୍ଟାଣ୍ଡରୁ ପୋଲିସ ୧୮୦ ଲିଟର ଦେଶୀ ମଦ ଜବତ କରିବା ସହ ୩ ଜଣଙ୍କୁ ଗିରଫ କରିଛି। ମିଳିଥିବା ସୂଚନା ମୁତାବକ, ଅଭିଯୁକ୍ତମାନେ କୋଲ୍ଡଡ୍ରିଙ୍କସ ବୋତଲରେ ଅଭିନବ ଉପାୟରେ ଦେଶୀ ମଦ ଚୋରା ଚାଲାଣ କରୁଥିଲେ।…

ଯୁବତୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବାରିପଦା,୧୭।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ବଡସାହି ଥାନା ଅଧିନ ବଡସାହି-ମାଣତ୍ରୀ ରାସ୍ତାର ଅଙ୍ଗାରୀ ଛକରେ ଜନୈକା ଯୁବତୀଙ୍କ ମୃତଦେହକୁ ପୋଲିସ ଉଦ୍ଧାର କରିଛି। ମୃତକର ପରିଚୟ ମିଳିପାରି ନ ଥିବାବେଳେ ହତ୍ୟା ହୋଇଥିବା ନେଇ ପାରିପାର୍ଶ୍ୱିକ ସ୍ଥିତିରୁ ପୋଲିସ ତଦନ୍ତ ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?