ଜମୁଛି ତାଳସଜ ବେପାର
ମୋରଡା,୨୧ା୫(ସ୍ମାରକ ମାଜୀ):ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଖରା ତାତିରେ ଲୋକଙ୍କ ପ୍ରଥମ ପସନ୍ଦ ପାଲଟିଛି ଥଣ୍ଡା ଜାତୀୟ ଖାଦ୍ୟ। ମୟୂରଭଞ୍ଜ ଜିଲା ମୋରଡ଼ା ଅଞ୍ଚଳର ରାସ୍ତା କଡ଼ରେ ତାଳସଜ ବେପାର ଜମୁଥିବା ଦେଖିବାକୁ ମିଳୁଛି। ତାଳସଜରେ ଜଳୀୟ…
ଭୋଟରଙ୍କୁ କଂଗ୍ରେସର ଗ୍ୟାରେଣ୍ଟି କାର୍ଡ: ଏଥିରେ ରହିଛି ବଡ଼ ପ୍ରତିଶ୍ରୁତି
ମୋରଡ଼ା,୨୦ା୫(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀରେ ରାଜନୈତିକ ପାଣିପାଗରେ ଉଷ୍ମତା ଦେଖିବାକୁ ମିଳିଛି। ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି, କଂଗ୍ରେସ ନିଜ ନିଜର ଗୋଟିଚାଳନା ଆରମ୍ଭ କରି ଲୋକଙ୍କୁ ନିଜ ଆଡ଼କୁ ଟାଣିବାକୁ…
ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା ମୋରଡ଼ା ଭାଜପା, ଏଥିରେ ରହିଛି ୧୫ ବଡ଼ ପ୍ରତିଶ୍ରୁତି…
ମୋରଡ଼ା,୧୯ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀରେ ଆସନ୍ତା ଜୁନ୍ ୧ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଏଥିପାଇଁ ଭାଜପା ସଜବାଜ ହେବା ଆରମ୍ଭ କରିଦେଇଛି। ଏହି ପରିପ୍ରେକ୍ଷୀରେ ରବିବାର ଭାଜପା ପକ୍ଷରୁ ନିର୍ବାଚନୀ ଇସ୍ତାହାର ପ୍ରକାଶ କରାଯିବା…
ରାଜ୍ୟରେ କେବଳ ନବୀନ ଇଞ୍ଜିନ ହିଁ ଚାଲିବ
ମୋରଡ଼ା,୧୮ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲଠାରେ ବିଜୁ ଜନତା ଦଳ ପକ୍ଷରୁ ୩୯ ନମ୍ବର ଜୋନ୍ସ୍ତରୀୟ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି। ମୋରଡ଼ା ନିର୍ବାଚନମଣ୍ଡଳୀ ସଂଯୋଜକ କୃଷ୍ଣାନନ୍ଦ ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ତଥା ମୋରଡ଼ା ବ୍ଲକ ପର୍ଯ୍ୟବେକ୍ଷକ…
ନିର୍ବାଚନ ମଇଦାନ ରାଜକିଶୋର-କୃଷ୍ଣଚନ୍ଦ୍ର ମୁହାଁମୁହିଁ, ପରସ୍ପରକୁ କହିଲେ…
ମୋରଡ଼ା,୧୮ା୫(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରେ ମୋଟ୍ ୧୭ ଜଣ ପ୍ରାର୍ଥୀ ମଇଦାନକୁ ଓହ୍ଲାଇ ସାରିଛନ୍ତି। ବିଜେଡିରୁ ପ୍ରୀତିନନ୍ଦା କାନୁନ୍ଗୋ, ଭାଜପାରୁ କୃଷ୍ଣଚନ୍ଦ୍ର ମହାପାତ୍ର, କଂଗ୍ରେସରୁ ପ୍ରଭାସକର ମହାପାତ୍ର, ଜେଏମ୍ଏମ୍ରୁ କୃଷ୍ଣଚନ୍ଦ୍ର ଦାସ,…
କାବୁ ହେଲା ବାରିପଦା ସହରକୁ ପଶି ଆସିଥିବା କଲରାପତରିଆ
ବାରିପଦା,୧୭।୫ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହର ସ୍ଥିତ ବୁଢିଖମାରୀ ଠାରେ ଆତଂକ ଖେଳାଉଥିବା କଲରାପତରିଆ ବାଘକୁ ବନବିଭାଗ କାବୁ କରିଛି । ଆତଂକିତ ଲୋକେ ଏବେ ଆଶ୍ବସ୍ତି ଲାଭ କରିଛନ୍ତି । ବାଘଟି ଏକ ଶକ୍ତି ଅଟୋ…
ବାରିପଦା ସହରରେ ବୁଲୁଛି ବାଘ
ବାରିପଦା,୧୭ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହରସ୍ଥିତ ବୁଢ଼ିଖମାରୀଠାରେ କଲରାପତରିଆ ବାଘ ଆତଙ୍କ ଖେଳାଇବାରେ ଲାଗିଛି। ବାଘଟି ଏକ ସ୍କୁଲ ମଧ୍ୟରେ ପଶିଯାଇଥିବାରୁ ଧରିବା ପାଇଁ ଜାଲ ଓ ଯନ୍ତା ଖଞ୍ଜା ଯାଇଛି। ଫଳରେ ଅଞ୍ଚଳବାସୀ ଭୟଭୀତ ହୋଇପଡ଼ିଥିବା ବେଳେ…
ବୋଲେରୋରୁ ମିଳିଲା ୨ଲକ୍ଷ ୬୪ ହଜାରରୁ ଅଧିକ ଟଙ୍କା
ବାରିପଦା,୧୨।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗରିପୋଷି ବିଧାନସଭା ନିର୍ବାଚନ ମଣ୍ଡଳୀ ଶାମାଖୁଣ୍ଟା ବ୍ଳକ ରଙ୍ଗମାଟିଆ ଛକରୁ ଏକ ବୋଲେରୋ ଗାଡିରୁ ବିପୁଳ ପରିମାଣର ଟଙ୍କା ଜବତ କରାଯାଇଛି । ୪ ନମ୍ବର ଫ୍ଲାଇଂ ସ୍କ୍ବାଡ୍ ଅଧିକାରୀମାନେ ଯାଞ୍ଚ କରିବା ସମୟରେ…
ଶୀତଳ ହେଲା ଶିମିଳିପାଳ
ବାରିପଦା,୧୧।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସବୁଜ ବନାନୀରେ ପରିପୂର୍ଣ୍ଣ ପ୍ରକୃତି ରାଣୀ ଶିମିଳିପାଳକୁ ପ୍ରାକୃତିକ ବର୍ଷାରୁ ସୁରକ୍ଷା ମିଳିଛି। ଶୀତଳ ହୋଇଛି ଅଭୟାରଣ୍ୟ ବନାଗ୍ନି। ଦୀର୍ଘ ୫୦ଦିନ ଧରି ଜଳୁଥିବା ଶିମିଳିପାଳ ଅଭୟାରଣ୍ୟରେ ବର୍ଷା ଯୋଗୁ ନିଆଁ ପ୍ରଶମିତ ହୋଇଛି। ଫଳରେ କର୍ମଚାରୀମାନଙ୍କୁ…
ମୋରମ,ମାଟି ଚାଲାଣକାରୀ ସକ୍ରିୟ
ମୋରଡ଼ା,୧୦ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକରେ ବେଆଇନ ମାଟି ଓ଼ ମୋରମ ଚାଲାଣକାରୀ ସକ୍ରିୟ ହୋଇ ପଡ଼ିଛନ୍ତି। ସଂରକ୍ଷିତ ଜଙ୍ଗଲରୁ ମାଟି ଓ଼ ମୋରମ ଚାଲାଣ କରୁଛନ୍ତି। ଏନେଇ ପ୍ରଶାସନ ଚୁପ୍ ବସିଥିବାରୁ ସାଧାରଣରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।…
୩ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡାଦେଶ
ବାରିପଦା,୭।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଅତିରିକ୍ତ ଜିଲା ଓ ଦୌରା ଜଜ (୧) କୋର୍ଟରେ ମଙ୍ଗଳବାର ଏକ ନରହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଜଜ ସତ୍ୟନାରାୟଣ ପାତ୍ର ଏହାର ବିଚାର କରି ୩ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ…
ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୨୦ ଘର
ବାରିପଦା,୭।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ବ୍ଲକ କେନ୍ଦୁଡିହା ପଞ୍ଚାୟତ କୁଳିଅଣା ବିନ୍ଧାଣିସାହିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଯାଇଛି। ଏହି ଆକସ୍ମିକ ଅଗ୍ନିକାଣ୍ଡରେ ବିନ୍ଧାଣିବସ୍ତିର ୨୦ରୁ ଉର୍ଦ୍ଧ୍ୱ ଘର ଜଳିଯିବା ସାଙ୍ଗକୁ ଘରେ ଥିବା ନଗଦ ଟଙ୍କା, ଧାନଚାଉଳ, ଦରକାରୀ କାଗଜପତ୍ର…
Archives


